
ଚେନ୍ନାଇ: ଚେନ୍ନାଇରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ଟିମ୍ ଇଣ୍ଡିଆ ବିଜୟୀ ହୋଇଛି। ଆଜି ଚତୁର୍ଥ ଦିନରେ ଭାରତ, ଇଂଲଣ୍ଡକୁ ୩୧୭ ରନରେ ପରାସ୍ତ କରି ବଦଲା ନେଇଛି । ୪୮୨ ରନ୍ ପିଛା କରୁଥିବା ଇଂଲଣ୍ଡ ଟିମ୍ ଆଜି ଦ୍ୱିତୀୟ ଇନିଂସରେ ୧୬୪ ରନ୍ କରି ଅଲ୍ ଆଉଟ୍ ହୋଇଯାଇଛି । ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆ ଭ୍ରମଣକାରୀ ଦଳ ଠାରୁ ୨୨୭ ରନ୍ରେ ହାରିଥିଲା। ୨ୟ ଟେଷ୍ଟରେ ୪୮୨ ରନ୍ର ବିଶାଳ ବିଜୟ ଲକ୍ଷ୍ୟକୁ ପିଛା କରୁଥିବା […]
ମୁମ୍ବାଇ: ଯାହାଙ୍କର ଅଭିନୟ ଦିନେ ନିଶା ଆଉ ପେଶା ଥିଲା, ଏବେ ରାସ୍ତା କଡ଼ରେ ତାଙ୍କୁ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଛି। କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ବଲିଉଡ୍ ଅଭିନେତା ଜାଭେଦ୍ ହାଇଦର୍ ରାସ୍ତା କଡ଼ରେ ପରିବା ବିକ୍ରି କରୁଥିବା ଭିଡିଓ ଏବେ ଭାଇରାଲ ହୋଇଛି। ଏହି ଭିଡିଓକୁ ବଲିଉଡ୍ ଅଭିନେତ୍ରୀ ଡଲି ବିନ୍ଦ୍ରା ନିଜ ଟ୍ୱିଟର […]
ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଓ ଖାଦ୍ୟପେୟର ପରିବର୍ତ୍ତନ ଯୋଗୁ ଲୋକଙ୍କର ଅନେକ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଉଛି। ଏଥିମଧ୍ୟରୁ ଏସିଡିଟି ଗୋଟିଏ। ଏସିଡିଟି ହେବା ଫଳରେ ପେଟ ଜ୍ୱଳନ,ଆମ୍ୱିଳା ହାକୁଟି ହୋଇଥାଏ। ଏହାର ଉପଶମ ପାଇଁ ଲୋକେ ଅନେକ ଔଷଧ ସେବନ କରିଥାନ୍ତି। ଆପଣ ଚାହିଁଲେ ବିନା ଔଷଧରେ ଘରୋଇ ଉପଚାର ଦ୍ୱାରା ଏସିଡିଟି ସମସ୍ୟାକୁ ଦୂରେଇ ପାରିବେ। ଲବଙ୍ଗ : ଯଦି ଆପଣଙ୍କୁ ଏସିଡିଟି ହୋଇଛି , ତେବେ ଲବଙ୍ଗ ଚୋବାନ୍ତୁ। ଲବଙ୍ଗ ପାଣିକୁ ଗରମ […]
ମୁମ୍ୱାଇ: ଏମଏସ ଧୋନି, କେସରୀ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିବା ବଲିଉଡ କଳାକାର ସନ୍ଦୀପ ନାହାର ସୋମବାର ଆତ୍ମହତ୍ୟା କରିଛନ୍ତି । ମୁମ୍ବାଇ ଗୋରୋଗାଁଓ ସ୍ଥିତ ବାସଭବନରୁ ସନ୍ଦୀପଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ୍ୟୁ ପୂର୍ବରୁ ସେ ନିଜ ଫେସବୁକ ଆକାଉଣ୍ଟରେ ୯ ମିନିଟ୍ର ଏକ ଭିଡିଓ ପୋଷ୍ଟ କରି ସେ ଆତ୍ମହତ୍ୟା କରିବାକୁ ଯାଉଛନ୍ତି ବୋଲି ସୂଚନା ଦେଇଥିଲେ। ପୁଲିସ ଏବେ ଏହି ଆତ୍ମହତ୍ୟା ମାମଲାର ତଦନ୍ତ ଆରମ୍ଭ କରିଛି। ମୃତ୍ୟୁ ପୂର୍ବରୁ […]
ସୁରଟ: ତାଙ୍କର ହାତ ମୁଠାରେ ଥିଲା ଐଶ୍ୱର୍ଯ୍ୟ ଏବଂ ଆରାମ ଦାୟକ ଜୀବନ । ପ୍ରାଚୁର୍ଯ୍ୟପୂର୍ଣ୍ଣ ପରିବେଶ। କୋଟି କୋଟି ଟଙ୍କା। ହେଲେ ଏସବୁ ତାଙ୍କୁ ପ୍ରଲୋଭିତ କରି ପାରି ନ ଥିଲା। ନିଜ ହାତରେ ଏପରି ସୁଖକୁ ସେ ଏଡାଇ ଦେଇ ବରି ନେଇଥିଲେ ସୈନ୍ୟାସିନୀର ଜୀବନ । ଘଟଣା ଘଟିଛି ସୁରଟରେ। ଏଠିକାର ଜଣେ ହୀରା ବ୍ୟବସାୟୀଙ୍କ ୧୭ ବର୍ଷ କନ୍ୟା ରେନ୍ସି । ସେ ନିକଟରେ ସାଂସାରିକ ସୁଖ ସ୍ୱଚ୍ଛନ୍ଦକୁ ଛାଡ଼ି ଜୈନ […]
ଭୁବନେଶ୍ୱର: ବିଭିନ୍ନ ଦାବି ନେଇ କଂଗ୍ରେସ ପକ୍ଷରୁ ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ ପାଇଁ ଆହ୍ୱାନ ଦିଆଯାଇଛି। ବନ୍ଦ ପ୍ରଭାବରେ ଭୁବନେଶ୍ୱର ରେଳ ଷ୍ଟେସନ୍, ସତସଙ୍ଗ ବିହାର, ବାଣୀବିହାର, ଆଚାର୍ଯ୍ୟ ବିହାର ସମେତ ବିଭିନ୍ନ ଛକରେ କଂଗ୍ରେସ କର୍ମୀ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ କଂଗ୍ରସ କର୍ମୀମାନେ ପିକେଟିଂ କରୁଛନ୍ତି। ଏନ୍ଏଚ୍ରେ ଗାଡ଼ି ଚଳାଚଳ ବନ୍ଦ ରହିଥିବା ବେଳେ, ଶହ ଶହ ଗାଡ଼ି ଅଟକ ରହିଛି। ସୂଚନାଥାଉ କି, ପେଟ୍ରୋଲ, ଡିଜେଲ୍ […]
ନୂଆଦିଲ୍ଲୀ: ଟୁଲ୍କିଟ୍ ମାମଲାରେ ଦେଶରେ ପ୍ରଥମଥର ପାଇଁ ଜଣଙ୍କୁ ଗିରଫ କରାଯାଇଛି । ୨୧ ବର୍ଷୀୟା ପରିବେଶବିତ୍ ଦିଶା ରବିଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ୍। ଚାଷୀ ଆନ୍ଦୋଳନକୁ ସମର୍ଥନ କରି ‘ଗ୍ରେଟା ଥନବର୍ଗ’ କରିଥିବା ଟ୍ୱିଟ୍କୁ ଟୁଲ୍କିଟ୍ କରିଥିବା ଅଭିଯୋଗ ନେଇ ଏହି ଗିରଫଦାରି ହୋଇଛି। ଦିଲ୍ଲୀ ପୋଲିସର କହିବା ଅନୁଯାୟୀ, ‘ଗ୍ରେଟାଙ୍କ ଟୁଇଟ୍ ପରେ ଏହାକୁ ଦିଶା ପୁଣି ଥରେ ପ୍ରଚାର ପ୍ରସାର କରିଥିଲେ। ଏଥିରେ ଖଲିସ୍ତାନୀଙ୍କୁ ସମର୍ଥନ କରିବା ସହ ଦେଶ ବିରୋଧୀ ଷଡ଼ଯନ୍ତ୍ର […]