
ନୂଆଦିଲ୍ଲୀ: ଦିଲ୍ଲୀରେ ଚାଷୀଙ୍କ ଟ୍ରାକ୍ଟର ରାଲି ଆଳରେ ବ୍ୟାପକ ହିଂସା ଭିଆଇଥିବା ଲୋକଙ୍କୁ ଚିହ୍ନଟ ପାଇଁ ଦିଲ୍ଲୀ ପୋଲିସ ପକ୍ଷରୁ ଉଦ୍ୟମ କରାଯାଉଛି । ସେପଟେ ଟ୍ରାକ୍ଟର ରାଲି ବେଳେ ସର୍ତ୍ତ ଖିଲାପ ଅଭିଯୋଗରେ ଦିଲ୍ଲୀ ପୋଲିସ ପକ୍ଷରୁ ୨୦ଜଣ ଚାଷୀ ନେତାଙ୍କୁ ନୋଟିସ ଜାରି କରାଯାଇଛି । ତିନି ଦିନ ମଧ୍ୟରେ ଉତ୍ତର ରଖିବାକୁ ସେମାନଙ୍କୁ କୁହାଯାଇଛି । ଦିଲ୍ଲୀରେ ହିଂସାକାଣ୍ଡ ଘଟଣାରେ ଏଯାଏଁ ୧୯ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ୫୦ ଜଣଙ୍କୁ ଅଟକ […]
କ୍ୟାମାରୁନ୍: ଏକ ଭୟଙ୍କର ସଡକ ଦୁର୍ଘଟଣାରେ ଯାତ୍ରୀବାହୀ ବସ୍ ଜଳି ଯାଇଛି। ଏହି ଦୁର୍ଘଟଣାରେ ୫୩ ଜଣ ଯାତ୍ରୀ ଜଳି ଯାଇଛନ୍ତି। ୨୧ ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଚୋରା ଗ୍ୟାସ୍ ନେଇ ଯାଉଥିବା ଏକ ଟ୍ରକ ଯାତ୍ରୀବାହୀ ବସ୍କୁ ଧକ୍କା ଦେବାରୁ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଏମିତି ଭୟାବହ ଘଟଣା ଘଟିଛି ମଧ୍ୟ ଆଫ୍ରିକାର କାମାରୁନରେ। କାମାରୁନ୍ର ସାନ୍ତଚୋଓ ଗ୍ରାମ ନିକଟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକ ଚୋରା […]
ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସରେ ଦିଲ୍ଲୀରେ ଚାଷୀମାନଙ୍କ ଟ୍ରାକ୍ଟର ରାଲି ସମୟରେ ଘଟାଇଥିବା ହିଂସାକାଣ୍ଡ ଘଟଣାକୁ ନେଇ ଦିଲ୍ଲୀ ପୋଲିସ୍ ୧୫ଟି ମାମଲା ରୁଜୁ କରିଛି। ଦିଲ୍ଲୀ ମହାନଗରର ପୂର୍ବାଞ୍ଚଳ ରେଞ୍ଜରେ ୫ଟି ମାମଲା ରୁଜୁ ହୋଇଥିବାବେଳେ ଏଥିରେ ଏକାଧିକ ଚାଷୀନେତାଙ୍କ ନାଁ ରହିଛି। ଏଥିରେ ସ୍ୱରାଜ ଅଭିଯାନର ଯୋଗେନ୍ଦ୍ର ଯାଦବ ଓ କେନ୍ଦ୍ର ସହ ଆଲୋଚନା କରିଥିବା ୪୦ ଚାଷୀ ନେତାଙ୍କ ନାଁ ରହିଛି। ଗଣତନ୍ତ୍ର ଦିବସର ଦିଲ୍ଲୀ ହିଂସାକୁ ନେଇ ଗୃହମନ୍ତ୍ରୀ ଅମିତ ଶାହ ଗୁରୁତ୍ୱର […]
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ଆତ୍ମହତ୍ୟା ଘଟଣା ପାଇଁ ବଲିଉଡ୍ ଇଣ୍ଡଷ୍ଟ୍ରିର ବଡ଼ ବଡ଼ ସେଲେବ୍ରିଟି ଓ ପ୍ରଡକ୍ସନ କମ୍ପାନୀଙ୍କୁ ଏଥିପାଇଁ ଦାୟୀ କରିଛନ୍ତି ସୁଶାନ୍ତଙ୍କ ଫ୍ୟାନ୍ସମାନେ। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ପୂର୍ବରୁ ୮ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଥିବାବେଳେ ଏବେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍ ରିୟା ଚକ୍ରବର୍ତ୍ତୀଙ୍କ ପାଇଁ ଅଡ଼ୁଆ ବଢ଼ି ଯାଇଛି। ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଶନିବାର ବିହାରର ଏକ କୋର୍ଟରେ ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ରିୟାଙ୍କ ବିରୋଧରେ ପିଟିସନ୍ […]
ନୂଆଦିଲ୍ଲୀ: ଦିଲ୍ଲୀରେ ଗତକାଲି ଚାଷୀମାନଙ୍କ ଟ୍ରାକ୍ଟର ରାଲି ସମୟରେ ହୋଇଥିବା ହିଂସାକାଣ୍ଡ ଘଟଣାକୁ ନେଇ ଦିଲ୍ଲୀ ପୋଲିସ୍ ୧୫ଟି ମାମଲା ରୁଜୁ କରିଛି। ଏହା ଭିତରୁ ଦିଲ୍ଲୀ ମହାନଗରର ପୂର୍ବାଞ୍ଚଳ ରେଞ୍ଜରେ ୫ଟି ମାମଲା ରୁଜୁ ହୋଇଛି। ଏଥିରେ ଏକାଧିକ ଚାଷୀନେତାଙ୍କ ନାଁ ରହିଛି। ଗୋଟିଏ ଏଫଆଇଆରରେ ଲୁଟପାଟର ଅଭିଯୋଗ ହୋଇଛି। ଏଥିରେ ସ୍ୱରାଜ ଅଭିଯାନର ଯୋଗେନ୍ଦ୍ର ଯାଦବ ଓ କେନ୍ଦ୍ର ସହ ଆଲୋଚନା କରିଥିବା ୪୦ ଚାଷୀ ନେତାଙ୍କ ନାଁ ରହିଛି। ହିଂସାକାଣ୍ଡରେ ୮ଟି ବସ୍ […]
କୋଲକାତା: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ପୁଣି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଜି ମଧ୍ୟାହ୍ନରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କୋଲକାତାର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ସେ ସାମାନ୍ୟ ଅସୁସ୍ଥ ଥିଲେ। ହେଲେ ଆଜି ମଧ୍ୟାହ୍ନରେ ଯନ୍ତ୍ରଣା ବଢିଥିଲା। ଏହା ପୂର୍ବରୁ ମଧ୍ୟ ଗାଙ୍ଗୁଲି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କର ଏଞ୍ଜିଓପ୍ଲାଷ୍ଟି କରିବାକୁ ପଡ଼ିଥିଲା। ସେତେବେଳେ ତାଙ୍କୁ ହାଲ୍କା ହାର୍ଟ ଆର୍ଟାକ୍ ହୋଇଥିଲା। ଜାନୁଆରୀ ୨ […]
-ଆମେରିକା ନିଜ ନାଗରିକଙ୍କୁ ପାକିସ୍ତାନ ଯାତ୍ରା ନ କରିବାକୁ ଗାଇଡଲାଇନ ଜାରି କରିଛି -ଜୋ ବାଇଡେନ ଏହି ଆଡଭାଇଜରୀ ଜାରି କରିଛନ୍ତି -ଆତଙ୍କବାଦ ଏବଂ ଜାତୀୟ ହିଂସାକୁ ଦୃଷ୍ଟିରେ ରଖି ପାକିସ୍ତାନ ଯାତ୍ରା ନ କରିବା ପାଇଁ କୁହାଯାଇଛି ୱାଶିଂଟନ:ଆମେରିକାରେ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଦେଶବାସୀଙ୍କ ପାଇଁ ନୂଆ ଟ୍ରାଭେଲ ଗାଇଡ଼ଲାଇନ ଜାରି କରିଛନ୍ତି। କୋଭିଡ ମହାମାରୀ ଏବଂ ଆତଙ୍କବାଦକୁ ଦୃଷ୍ଟିରେ ରଖି ପାକିସ୍ତାନ ଏବଂ ବାଂଲାଦେଶ ଯାତ୍ରା ଯୋଜନା ଉପରେ ପୁଣି ଥରେ […]
କଥାରେ ଅଛି- ବାପା ହେଲେ ଜାଣିବ- ବାପା କ’ଣ, ବାପା ଗଲେ ଜାଣିବ- ବାପା କ’ଣ। ବାସ୍ତବରେ ବାପାଙ୍କୁ ଜାଣିବା ଏତେ ସହଜ ନୁହେଁ। ସନ୍ତାନକୁ ବଡ଼ କରିବା ପାଇଁ ସେ ସହୁଥିବା କଷ୍ଟକୁ କିଭଳି ଢଙ୍ଗରେ ସହୁଥାଏ, ତାହା ସବୁ ବାପାଙ୍କ କାହାଣୀ। ମାତ୍ର ବାପାଙ୍କର ଏହି କଷ୍ଟକୁ ସ୍ୱୀକାର କରିବା ସହିତ ତାଙ୍କୁ ଈଶ୍ୱରଙ୍କ ସହିତ ତୁଳନା କରି ଗୀତଟି ପ୍ରସ୍ତୁତ ହୋଇଛି-ଯାହାର ନାଁ ରହିଛି ‘ବାପା.. ଭିନ୍ନ ଜଣେ ଈଶ୍ୱର’। ଏହି ଗୀତଟି […]
ବେଙ୍ଗାଲୁରୁ: ୪ ବର୍ଷ ପରେ ଜେଲରୁ ମୁକୁଳିଛନ୍ତି ଶଶିକଳା। ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ ବେଙ୍ଗଲୁରୁର ଏକ ଜେଲରେ ସଜା କାଟୁଥିବା ଏଆଇଏଡିଏମକେର ପୂର୍ବତନ ନେତ୍ରୀ ଭିକେ ଶଶୀକଳାଙ୍କୁ ଆଜି ମୁକ୍ତ କରାଯାଇଛି । ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ.ଜୟଲଳିତାଙ୍କ ଅତି ବିଶ୍ୱସ୍ତ ତଥା ତାମିଲବାସୀଙ୍କ ପାଖରେ ଚିନ୍ନାମ୍ମା ଭାବେ ପରିଚିତ ଭି.କେ ଶଶୀକଳା ବର୍ତ୍ତମାନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। କିଛି ଦିନ ତଳେ ଶଶିକଳା ହଠାତ୍ ଥଣ୍ଡା ଓ ଜ୍ୱରରେ ଅସୁସ୍ଥ ହୋଇପଡିବା ପରେ […]
ନୂଆଦିଲ୍ଲୀ: ଜାନୁଆରୀ ୨୬ ତାରିଖରେ ଦିଲ୍ଲୀର ଦିନ ଦୟାଲ ଉପାଧ୍ୟାୟ ମାର୍ଗରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ହୋଇଛି। ଆଜି କୃଷକମାନେ ନିୟମ ଭାଙ୍ଗି ପ୍ରଦର୍ଶନ କରିବା ବେଳେ ଟ୍ରାକ୍ଟରଟି ଜଣଙ୍କର ଉପରେ ଓଲଟି ପଡ଼ିଥିଲା। ବିକ୍ଷୋଭ ବେଳେ କୃଷକମାନେ ଆଜି ନିୟମ ଭାଙ୍ଗି ଦିଲ୍ଲୀରେ ଅନେକ ସ୍ଥାନରେ ପୋଲିସ ବ୍ୟାରିକେଡ୍ ଭାଙ୍ଗିଥିଲେ। ଏହାପରେ ମୃତୟନ ଥିବା ପୋଲିସକର୍ମୀଙ୍କ ସହିତ ଧସ୍ତାଧସ୍ତି ଓ ପରେ ହିଂସାରେ ପରିଣତ ହୋଇଥିଲା। ଏହା ଛଡ଼ା ଅନେକ କୃଷକ ଲାଲ୍ କିଲା […]
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍ଙ୍କ ଆତ୍ମହତ୍ୟା ଘଟଣାର ସପ୍ତାହକ ପରେ ନୀରବତା ଭାଙ୍ଗିଛନ୍ତି ଅଭିନେତା ସଲମାନ୍ ଖାନ୍। ସୁଶାନ୍ତ ଆତ୍ମହତ୍ୟା କରିବା ପରେ ତାଙ୍କର ଫ୍ୟାନ୍ସମାନେ ସୋସିଆଲ୍ ମିଡିଆରେ ଲଗାତାର ଭାବେ ବଲିଉଡ୍ରେ ପରିବାରବାଦ ବିରୋଧରେ ସ୍ୱର ଉଠାଇବାରେ ଲାଗିଛନ୍ତି। ଏପରିକି ସୁଶାନ୍ତଙ୍କ ମୃତ୍ୟୁ ପରେ ଅନେକ ବଲିଉଡ୍ ସେଲେବ୍ରିଟିଙ୍କ ବିରୋଧରେ ଅଭିଯୋଗ ଆସିବାରେ ଲାଗିଛି। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ୮ଜଣଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ ହୋଇଛି। ଏମାନଙ୍କ ମଧ୍ୟରେ ବଲିଉଡ୍ ସୁପରଷ୍ଟାର୍ ସଲମାନ୍ […]
ମୁମ୍ବାଇ: ଭେଣ୍ଟିଲେଟରରେ ୫ ମାସର ଶିଶୁ ଜୀବନ ଓ ମୃତ୍ୟୁର ଦୋଛକିରେ ବଞ୍ଚିବା ପାଇଁ ସଂଘର୍ଷ କରୁଛି। ହାତରେ ଅଛି ଆଉ ମାତ୍ର ୨ ମାସର ସମୟ । ଏହା ଭିତରେ ଆବଶ୍ୟକ୧୬ କୋଟି ଟଙ୍କା। କାରଣ ଶିଶୁଟିର ଜୀବନ ବଞ୍ଚାଇବା ପାଇଁ ଆବଶ୍ୟକ ଏକ ଇଞ୍ଜେକସନ ଯାହାର ଦାମ୍ ୧୬ କୋଟି। ଏମିତି ଏକ ଦୋଛକିରେ ଛିଡ଼ା ହୋଇଛି ତୀରା କାମାତ୍। ତୀରାର ଚିକିତ୍ସା ଚାଲିଛି ମୁମ୍ବାଇର ଏସଆରସିସି ହସ୍ପିଟାଲରେ। ଡାକ୍ତରଙ୍କ କହିବା ଅନୁଯାୟୀ ତୀରା […]
ଆଜି ସାରା ଦେଶରେ ପାଳିତ ହେଉଛି ୭୨ତମ ସାଧାରଣତନ୍ତ୍ର ଦିବସ। ଅନେକ ଆଶା, ସ୍ୱପ୍ନ ନେଇ ଦିନେ ତିଆରି ହୋଇଥିଲା ସ୍ୱାଧୀନ ଭାରତର ସମ୍ବିଧାନ। ହେଲେ ଏହି ଆଶା…ସ୍ୱପ୍ନ….ବାଟବଣା ହୋଇଯାଇଛି କି ? ଶାସକ ଗୋଷ୍ଠୀ ଗଣତନ୍ତ୍ର ଶାସନର ଇସ୍ତାହାର ପ୍ରତ୍ୟାହାର କରି ନେଇଛନ୍ତି କି ? ଏହା ଉପରେ ପ୍ରଦୀପ ନାୟଙ୍କର ସ୍ୱତନ୍ତ୍ର ଆଲେଖ୍ୟ… ଭାରତ ସ୍ୱାଧୀନ ହେବାର ପାଖାପାଖି ଅଢ଼େଇ ବର୍ଷ ପରେ ଅର୍ଥାତ୍ ୧୯୫୦ ମସିହା ଜାନୁଆରୀ ଛବିଶ ତାରିଖରେ ନିଜକୁ ଗଣତାନ୍ତ୍ରିକ […]