
ଚୌଦ୍ୱାର: (ପ୍ରକାଶ ନାୟକ ) ବେଳେ ବେଳେ ଏମିତି ଘଟଣା ଘଟେ ଯାହାକୁ ଦେଖିଲେ ବିଶ୍ୱାସ କରି ହୁଏନି। କଟକ ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ନିଗୁଣ୍ଡି ରେଳ ଷ୍ଟେସନ ନିକଟରେ ଘଟିଛି ଏମିତି ଏକ ଘଟଣା। ଦ୍ରୁତ ଗତିରେ ଯାଉଥିବା ଏକ କାରର ଚକା ହଠାତ୍ ଫାଟିଗଲା। ହେଲେ ତା‘ ପରେ ଯାହା ଘଟିଲା ଆପଣ ଜାଣିଲେ ଆର୍ଶ୍ଚର୍ଯ୍ୟ ହୋଇଯିବେ। ଆଜି ସକାଳୁ ସକାଳୁ କାରଟି ଭୁବନେଶ୍ୱରରୁ ଚୌଦ୍ଵାର ଯାଉଥିଲା। ହେଲେ […]
ଲଣ୍ଡନ: ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ ସାମ୍ନାକୁ ଆସିବା ପରେ ବଢିଛି ଭାରତର ଚିନ୍ତା । ଡିସେମ୍ବର ୩୧ ଯାଏଁ ବ୍ରିଟେନକୁ ବିମାନ ଉଡାଣ ବାତିଲ କରାଯାଇଛି । ତେବେ ସୋମବାର ବ୍ରିଟେନ୍ରୁ ଭାରତ ଆସିଥିବା ବିଭିନ୍ନ ବିମାନରୁ ୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ୫, କୋଲକାତାରୁ ୨ ଏବଂ ଚେନ୍ନାଇ ବିମାନ ବନ୍ଦରରୁ ଜଣେ ଯାତ୍ରୀ କରୋନାରେ ସଂକ୍ରମିତ ଥିବା ଜଣାପଡିଛି । ସମସ୍ତ ଆକ୍ରାନ୍ତଙ୍କୁ କ୍ୱାରେଣ୍ଟିନ୍ରେ ରଖିବା ସହ […]
କଟକ: ଟୁଇନ ସିଟି ରେ ଶେଷ ହୋଇଥିବା OCA ଆନ୍ତଃ ଜିଲ୍ଲା ଟି-20 କ୍ରିକେଟ ଟୁର୍ଣ୍ଣାମେଣ୍ଟରେ କଟକ ଚାମ୍ପିୟନ ହୋଇଛି। କଟକ ବାରବାଟୀ ଷ୍ଟାଡିୟମ ରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ପୂର୍ବତଟ ରେଳ ପଥ କୁ ୭ ରନରେ ପରାସ୍ତ କରି ଟାଇଟଲ ହାସଲ କରିଛି। କଟକ ନିର୍ଦ୍ଧାରିତ ୨୦ ଓଭର ଖେଳି ସମସ୍ତ ଉଇକେଟ ହରାଇ ୧୩୦ ରନ ସ୍କୋର କରିଥିଲା। ଜବାବରେ ପୂର୍ବତଟ ରେଳପଥ ୭ ଉଇକେଟ ହରାଇ ୧୨୩ ରନ କରିବାକୁ ସକ୍ଷମ […]
ନୂଆଦିଲ୍ଲୀ:ବ୍ରିଟେନ୍ରେ କରୋନା ଭାଇରସର ନୂଆ ରୂପ ମିଳିବା ପରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଡିସେମ୍ବର ୨୨ ରାତିରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବ୍ରିଟେନରୁ ଆସୁଥିବା ସବୁ ଫ୍ଲାଇଟ ଉପରେ ଭାରତ ପ୍ରତିବନ୍ଧକ ଲଗାଇଛି। ୨୨ ଡିସେମ୍ବର ରାତିରେ ଆସୁଥିବା ଫ୍ଲାଇଟ ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି। ଏସବୁ ଭିତରେ ସୋମବାର ରାତିରେ ଲଣ୍ଡନରୁ ଆସିଥିବା ଫ୍ଲାଇଟ୍ରେ ୬ ଜଣ ଯାତ୍ରା କୋଭିଡ ସଂକ୍ରମିତ ଥିବା ଜଣାଯାଇଛି ଯାହା ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି। ଜଣେ […]
ବିଶାଖାପାଟନମ୍: ମହାମାରୀ କରୋନାକୁ ମାତ୍ ଦେଇ ସୁସ୍ଥ ହେଲା ୪ ମାସର ଶିଶୁ। ଆନ୍ଧ୍ର ପ୍ରଦେଶର ଭାଇଜାଗ୍ ହସ୍ପିଟାଲ୍ରେ ୧୮ ଦିନ ଭେଣ୍ଟିଲେଟରରେ ରହିବା ପରେ ଶିଶୁଟି ସୁସ୍ଥ ହୋଇଛି। ଚିକିତ୍ସା ପରେ କରୋନା ଟେଷ୍ଟ୍ ରିପୋର୍ଟ ନେଗେଟିଭ୍ ଆସିବା ପରେ ଶିଶୁଟିକୁ ହସ୍ପିଟାଲ୍ରୁ ଡିସ୍ଚାର୍ଜ କରାଯାଇଛି। ପୂର୍ବ ଗୋଦାବରୀ ଜିଲ୍ଲାର ଜଣେ ଆଦିବାସୀ ମହିଳାଙ୍କ କରୋନା ପଜିଟିଭ୍ ଆସିବା ପରେ ତାଙ୍କର ୪ ମାସର ଶିଶୁ କନ୍ୟା ମଧ୍ୟ ସଂକ୍ରମିତ ଥିବା ଜଣାପଡ଼ିଥିଲା। ମେ’ ୨୫ରେ […]