• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

coorna
ଦେଶରେ କରୋନା ସ୍ଥିତି; ୨୪ ଘଣ୍ଟାରେ ୪୪୨ ମୃତ

ନୂଆଦିଲ୍ଲୀ:  ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୪୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥହି ସହିତ  କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ହଜାର ୬୫୫କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୨୨,୭୭୧ ଆକ୍ରାନ୍ତ ହୋଇଛନ୍ତି। ଆଜିର ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୮ ହଜାର ୩୧୫କୁ ବୃଦ୍ଧି ପାଇଛି। ସେଥି ମଧ୍ୟରୁ ମୋଟ  ଆକ୍ଟିଭ୍ କେସ୍ ୨,୩୫,୪୩୩ ଥିବାବେଳେ  […]

bikash-dube
‘ମୋ ପୁଅ ଅପରାଧ କରିଛି, ତାକୁ ବି ଏନକାଉଣ୍ଟରରେ ହତ୍ୟା କର’

କାନପୁର: ଉତ୍ତରପ୍ରଦେଶ କାନପୁର ଧୌବେପୁର ଥାନା ବେକରୁ ଗାଁ  ପାଖରେ କଖ୍ୟାତ ଅପରାଧୀ ବିକାଶ ଦୁବେ ଓ ତା‘ର ଗ୍ୟାଙ୍ଗକୁ ଧରିବାକୁ ଯାଇ ଗୁଳି ବିନିମୟ ଘଟିଥିଲା ଯେଉଥିରେ ୮ ଜଣ ପୋଲସ ସହିଦ ହୋଇଥିଲେ। ଗତକାଲି ମଧ୍ୟରାତ୍ରିରେ କାନପୁର ଚୌବେପୁର ଥାନା ଅଞ୍ଚଳରେ ବିକାଶ ଓ ତାଙ୍କ ଗ୍ୟାଙ୍ଗ ସଦସ୍ୟ ଲୁଚି ରହିଥିବା ନେଇ ଖବର ମିଳିଥିଲା। ତେବେ କିଏ ଏହି ବିକାଶ ଦୁବେ ? କେତେ ଭୟଙ୍କର ଅପରାଧୀ ସେ ! ୮ ପୋଲିସକୁ […]

bel patra
ମହାଦେବଙ୍କୁ ବେଲପତ୍ର ଅର୍ପଣ କରନ୍ତୁ

ଆଜି ୨୦୨୦ ମସିହା, ମାର୍ଚ୍ଚ ମାସ ୧୨ ତାରିଖ, ଗୁରୁବାର। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…

ମatm gupchup
ଆସିଲା ଗୁପ୍‌ଚୁପ୍‌ ଏଟିଏମ୍‌ !

କରୋନା…..ଲକ୍ ଡାଉନ..ସଟ୍‌ ଡାଉନ୍‌.. ଏସବୁ ଭିତରେ ଅନେକ ସମସ୍ୟାକୁ ତ ଆମେ ସାମ୍ନା କରୁଛୁ। ହେଲେ ଏହା ଭିତରେ ଗୁପ୍‌ଚୁପ୍ ଖାଇବାଟା ଏକ୍‌ଦମ୍‌ ବନ୍ଦ ହୋଇଯାଇଛି। ଏବେ ଗୋଟେ ଅଧେ ଗୁପ୍‌ଚୁପ୍ ବାଲା ବଜାରକୁ ଆସୁଛନ୍ତି। ହେଲେ କରୋନା କଥା ମନେ ପଡିଗଲେ ତାଙ୍କଠାରୁ ଗୁପ୍‌ଚୁପ୍‌ ଖାଇବାକୁ ଭୟ ଲାଗୁଛି। ହେଲେ କାହା ହାତ ସ୍ପର୍ଶ ବିନା ଯଦି ଗୁପ୍‌ଚୁପ୍ ମିଳି ପାରନ୍ତା ତେବେ କେତେ ଭଲ ହୁଅନ୍ତା ! ନିଶ୍ଚୟ ଭଲ ହୁଅନ୍ତା। ସେଥିପାଇଁ ତ […]

2324
ମୋଦିଙ୍କ ଅଚାନକ ଲଦାଖ ଗସ୍ତ, ସୁରକ୍ଷା ପ୍ରସଙ୍ଗକୁ ନେଇ ସ୍ଥିତି ପରଖିଲେ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅଚାନକ ଲଦାଖ ଗସ୍ତ କରିଛନ୍ତି।  ଲଦାଖ ସେନା କ୍ୟାମ୍ପରେ ଯବାନଙ୍କ ସହ ଆଲୋଚନା କରିଛନ୍ତି ମୋଦି।  ସ୍ଥଳ ସେନା, ବାୟୁ ସେନା ଏବଂ ଆଇଟିବିପି ଯବାନଙ୍କ ସହ ବିସ୍ତୁତ ଭାବେ କଥା ହୋଇଛନ୍ତି। ଯବାନଙ୍କ ସହ ଆଲୋଚନା କରିବା ସମୟରେ ତାଙ୍କ ସହ ଉପସ୍ଥିତ ଥିଲେ ସିଡିଏସ୍ ଜେନେରାଲ ବିପିନ ରାଓ୍ୱତ, ସ୍ଥଳ ସେନା ମୁଖ୍ୟ ଏମ୍ଏନ୍ ନରୱାଣେ। ଏହାସହ ନର୍ଥନ୍ କମାଣ୍ଡର ଲେଫଟଣ୍ଡ୍ ଜେନେରାଲ୍ ୱାଇ କେ ଯୋଶୀଙ୍କ […]

corona
ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୮ ହଜାର ଟପିଲା

ନୂଆଦିଲ୍ଲ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ରୋଗୀଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ କରୋନାରେ ୩୭୯ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୮ ହଜାର ୨୧୩କୁ ବୃଦ୍ଧି ପାଇଛି। ସେହିପରି  ୨୪ ଘଣ୍ଟାରେ ୨୦ ହଜାର ୯୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪କୁ ବୃଦ୍ଧି ପାଇଛି । ସବୁଠୁ ଅଧିକ ବିଗିଡ଼ିବାରେ ଲାଗିଛି ମହାରାଷ୍ଟ୍ରରେ […]