ନୂଆଦିଲ୍ଲୀ:ବର୍ଷର ତୃତୀୟ ତଥା ଶେଷ ଚନ୍ଦ୍ରଗ୍ରହଣ ପଡ଼ିବ ଜୁଲାଇ ମାସରେ। ଜୁଲାଇ ୫ ତାରିଖରେ ହେବାକୁ ଥିବା ଏହି ଚନ୍ଦ୍ରଗ୍ରହଣ ୬ଟି ରାଶି ପାଇଁ ଖୁବ୍ ଶୁଭଫଳ ଦାୟୀ ହେବ। କେଉଁ ସମୟରେ ଗ୍ରହଣ ଲାଗିବ, ହାଣ୍ଡିଛାଡ ଏବଂ ପାକତ୍ୟାଗ ହେବ ସେ ବିଷୟରେ ଆସନ୍ତୁ ଜାଣିବା। ୫ ଜୁଲାଇରେ ହେବାକୁ ଥିବା ଏହି ଚନ୍ଦ୍ରଗ୍ରହଣ ସକାଳ ୮ଟା ୩୭ ମିନିଟ୍ରେ ହେବ ଏବଂ ୧୧ଟା ୨୨ ମିନିଟ୍ରେ ମୋକ୍ଷ ହେବ। ଯେହେତୁ ଏହା ଏକ ଉପଛାୟା […]
ନୂଆଦିଲ୍ଲୀ: ଆଜି ବି ବଢିଛି ତେଲ ଦର। ପେଟ୍ରୋଲ ଲିଟର ପିଛା ୨୫ ପଇସା ଏବଂ ଡିଜେଲ ୨୧ ପଇସା ବୃଦ୍ଧି ପାଇଛି । ଲଗାତାର ୨୧ ଦିନ ଧରି ତୈଳଦର ବୃଦ୍ଧି ଘଟିଛି ରାଜଧାନୀ ଦିଲ୍ଲୀରେ । ଆଜି ପେଟ୍ରୋଲ ଲିଟର ପିଛା ୮୦ ଟଙ୍କା ୩୮ପଇସା ଏବଂ ଡିଜେଲ ୮୦ଟଙ୍କା ୪୦ ପଇସା ହୋଇଛି । ଶୁକ୍ରବାର ଦେଶରେ ପେଟ୍ରୋଲ ଲିଟର ପଛା ଦର ୨୧ ପଇସା ଏବଂ ଡିଜେଲ ଦର ଲିଟର ପିଛା […]
ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୮, ୫୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୮୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ଟପିଲା। ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ୫,୦୮,୯୫୩ ରହିଥିବାବେଳେ , ମୃତ୍ୟୁ ସଂଖ୍ୟା ୧୫,୬୮୫ ଛୁଇଁଛି। ଦେଶରେ ଆକ୍ଟିଭ ସଂଖ୍ୟା ୧,୯୭,୩୮୭ ଥିବାବେଳେ ସୁସ୍ଥ ହୋଇଛନ୍ତି ୨,୯୫,୮୮୧ ଜଣ। ଏ ନେଇ କେନ୍ଦ୍ର […]
ନୂଆଦିଲ୍ଲୀ: ଥାନାରେ ପହଞ୍ଚିଲା ଆଇପିଏସ୍ ବିବାଦ। ଜାମ୍ମୁ ଓ କାଶ୍ମୀର ଡିଜିପି ଦିଲବାଗ୍ ସିଂଙ୍କ ନାଁରେ ଥାନାରେ ଫେରାଦ ହେଲେ ଓଡ଼ିଆ ଆଇପିଏସ୍ ଅଫିସର୍ ତଥା କାଶ୍ମୀର ଆଇଜି ବସନ୍ତ ରଥ। ସେ ଜମ୍ମୁର ଗାନ୍ଧିନଗର ପୋଲିସ୍ ଥାନାରେ ଦିଲବାଗ୍ ସିଂଙ୍କ ନାଁରେ ଏତଲା ଦେଇଛନ୍ତି। ତାଙ୍କ ଜୀବନ ପ୍ରତି ବିପଦ ଥିବା ସହ ତାଙ୍କ ସମ୍ମାନହାନୀ ହୋଇଥିବା ନେଇ ଏହି ଅଭିଯୋଗରେ ଲେଖିଛନ୍ତି। ଏନେଇ FIR ଦେବାକୁ ସେ ଚାହିଁ ନାହାନ୍ତି । ବରଂ ଘଟଣାକୁ […]
ୱାଶିଂଟନ:ଆମେରିକା ଏବଂ ଚୀନ ମଧ୍ୟରେ ବଢୁଥିବା ବିବାଦ ଦିନକୁ ଦିନ ବିସ୍ଫୋରକ ରୂପ ନେଉଥିବାବେଳେ ଆମେରିକାର ପରରାଷ୍ଟ୍ର ସଚିବ ମାଇକ ପୋମ୍ପେଓ ଗୁରୁବାର କହିଛନ୍ତି, ଆମେରିକା ଏସିଆରେ ତାହାର ସୈନ୍ୟ ମୁତୟନ ସଂଖ୍ୟା ବଢାଇବ। ଏଥିପାଇଁ ଆମେରିକା ପ୍ରସ୍ତୁତି ଆରମ୍ଭ କରି ଦେଇଛି। ଚୀନର ଆକ୍ରମଣାତ୍ମକ ମନୋଭାବ ଉପରେ ଆଲୋଚନା କରି ପୋମ୍ପେଓ କହିଛନ୍ତି, ଭାରତ ଏବଂ ଅନ୍ୟ ମିତ୍ର ରାଷ୍ଟ୍ର ପ୍ରତି ଚୀନର ବିପଦ ରହିଛି। ଏହାକୁ ଦୃଷ୍ଟିରେ ରଖି ଆମେରିକା ସେଠାରେ ସେନା ମୁତୟନ […]
ନୂଆଦିଲ୍ଲୀ:ଦେଶରେ ଚିନ୍ତା ବଢାଇଛି କରୋନା ପ୍ରକୋପ। ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସୁଦ୍ଧା ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ହଜାର ଛୁଇଁଛି। ଗତ ୨୪ ଘଣ୍ଟାରେ ୪୦୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତକ ସଂଖ୍ୟା ୧୫ହଜାର ୩୦୧ ପାର୍ କରିଛି। ସେହିଭଳି ଗୋଟିଏ ଦିନରେ ସର୍ବାଧିକ ୧୭ ହଜାର ୨୯୬ ନୂଆ କୋଭିଡ ମାମଲା ସାମ୍ନାକୁ ଆସିଛି । ଦେଶରେ ବର୍ତ୍ତମାନ […]
ନୂଆଦିଲ୍ଲୀ: ସୀମା ବିବାଦକୁ ନେଇ ଭାରତ ଚୀନ ତିକ୍ତତା ଦିନକୁ ଦିନ ବିସ୍ଫୋରକ ରୂପ ନେଉଛି। ଚୀନର ଦୋମୁହାଁ ନୀତିକୁ ଦେଖି ଭାରତ କଡା ଆଭିମୁଖ୍ୟ ଗ୍ରହଣ କରିଛି। ଆପୋଷ ସହମତି ଭିତ୍ତିରେ ସମସ୍ତ ବୁଝାମଣା ହେବା ସତ୍ତ୍ୱେ ଏହାକୁ ସମ୍ପୂର୍ଣ୍ଣ ବେଖାତିର କରିଛି ଚୀନ ସେନା। ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି, ସୀମାରେ ଭାରତର ଭୂଖଣ୍ଡ ଭିତରକୁ ଚୀନ ସେନା ଲଗାତାର ଅନଧିକାର ପ୍ରବେଶ କରିଛି। ଉଭୟ ଦେଶର ଆପୋସ ସହମତିରେ ହୋଇଥିବା […]
ଆଜି ୨୦୨୦ ମସିହା, ଫେବ୍ରୁଆରୀ ମାସ ୨୭ ତାରିଖ, ଗୁରୁବାର। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…