• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

2222222
ପୋଷାକ ବିକିବେ ଦୀପିକା

ମୁମ୍ବଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଡ୍ରେସ୍ ଷ୍ଟାଇଲ ଆପଣଙ୍କୁ କେମିତି ଲାଗେ ? ଭଲ ନା ! ଯଦି ଦୀପିକାଙ୍କ ଡ୍ରେସ ପସନ୍ଦ କରନ୍ତି ଚାହିଁଲେ ଆପଣ ତାହାକୁ କିଣି ପାରିବେ । କାରଣ ଦୀପିକା ତାଙ୍କ ପୋଷାକ ବିକ୍ରି କରିବାକୁ ଯାଉଛନ୍ତି। ଦୀପିକା ତାଙ୍କର ଫେବରାଇଟ ପୋଷାକ ବିକ୍ରି କରିବାକୁ ଯାଉଛନ୍ତି। ଏହି ପୋଷାକକୁ ଚାହିଁଲେ ଆପଣ ୱେବ ସାଇଟ୍‌ରେ କିଣି ପାରିବେ। ଏ ନେଇ ଦୀପିକା ନିଜେ ସୋଶାଲ ମିଡିଆ ଜରିଆରେ ଘୋଷଣା […]

132323
କମୁଛି ଗାଡ଼ି ବିକ୍ରି; ଅଫର ଦେଲେ ବି ଲୋକ ନେଉ ନାହାନ୍ତି

ଭୁବନେଶ୍ୱର: ମାନ୍ଦାବସ୍ଥାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ଦେଖିବାକୁ ମିଳିଥିବାବେଳେ ସବୁଠୁ ଅଧିକ କ୍ଷତିଗ୍ରସ୍ତ  ହୋଇଛି ଅଟୋମୋବାଇଲ ଶିଳ୍ପ। ଗତ ୧୧ମାସ ହେଲା ଗାଡି ବିକ୍ରି ଲଗାତର କମିବାରେ ଲାଗିଛି  । ଗତବର୍ଷ  ସେପ୍ଟେମ୍ବର ମାସ ତୁଳନାରେ ଏ ବର୍ଷ ସେପ୍ଟେମ୍ବର ମାସରେ ୨୨. ୪୧ ପ୍ରତିଶତ ଗାଡି କମ୍‌ ବିକ୍ରି ହୋଇଛି।  ଗତବର୍ଷ ସେମ୍ବେର ମାସରେ ୨୫ ଲକ୍ଷ ୮୪ ହଜାର ୬୨ଟି ଗାଡି ବିକ୍ରି ହୋଇଥିବା ବେଳେ ଚଳିତ ସେମ୍ବେରରେ ୨୦ଲକ୍ଷ ୪ହଜାର ୯୩୨ଟି ଗାଡି […]

4667889
ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ; ଭବ୍ୟ ସମ୍ବର୍ଦ୍ଧନା

ଚେନ୍ନାଇ: ଆଜିଠାରୁଦୁଇ ଦିନିଆ ଭାରତ ଗସ୍ତରେ ଆସି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଚେନ୍ନାଇରେ ପହଞ୍ଚିଛନ୍ତି।  ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅନଔପଚାରିକ ଆଲୋଚନା କରିବେ। ସ୍ୱତନ୍ତ୍ର ବିମାନରେ ଜିନିପଙ୍ଗ ଆଜି ଚେନ୍ନାଇରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଭବ୍ୟସ୍ୱାଗତ କରାଯାଇଥିଲା। ସନ୍ଧ୍ୟା ବେଳେ ମୋଦି ଓ ଜିନପିଙ୍ଗ ମାଲାପୁରମର ଐତିହ୍ୟ ବୁଲି ଦେଖିବେ। ତେବେ ଦୁଇ ଦିନର ଅନଔପଚାରିକ ଆଲୋଚନା ପରେ ଉଭୟ ଭାରତ ଓ ଚାଇନା ମିଳିତ ଭାବେ ବିବୃତି ଜାରି କରିବେ […]

3546788
ଶନିବାରଠାରୁ କଶ୍ମୀର ଉପତ୍ୟକାରେ ପୋଷ୍ଟପେଡ୍‌ ମୋବାଇଲ ସେବା

ଶ୍ରୀନଗର: ଶନିବାର ଠାରୁ ଜମ୍ମୁ-କଶ୍ମୀରରେ ରହୁଥିବା ଲୋକଙ୍କୁ କିଛିଟା ଆଶ୍ୱସ୍ତି ମିଳିପାରେ। କାରଣ ଶନିବାର ଠାରୁ କଶ୍ମୀର ଉପତ୍ୟକାରେ ପୋଷ୍ଟ ପେଡ୍‌ ମୋବାଇଲ ସେବା ଆରମ୍ଭ କରିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୋଷ୍ଟ ପେଡ୍‌ ମୋବାଇଲ ସେବା ଲୋକମାନେ ପାଇବାକୁ ଥିବା ବେଳେ ଇଣ୍ଟରନେଟ୍‌ ସେବା ପାଇଁ ସେମାନଙ୍କୁ ଆଉ କିଛି ଦିନ ଅପେକ୍ଷା କରିବାକୁ ପଡ଼ିବ ବୋଲି ଜଣାପଡ଼ିଛି। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ହିଁ ଏଠାରେ ମୋବାଇଲ ସେବା ବନ୍ଦ […]

43534535
କ୍ଷେପଣାସ୍ତ୍ର ମାଡ଼, ସମୁଦ୍ର ଭିତରେ ଜଳୁଛି ତେଲ ଟ୍ୟାଙ୍କର

ଇରାନ: ସାଉଦି ଆରବ ଉପକୂଳ ଦେଇ ଇରାନର ସିନୋପା ନାମକ ତେଲ ଟ୍ୟାଙ୍କର ବା ଜାହାଜ ଯାଉଥିବା ବେଳେ ଆଜି ସମୁଦ୍ର ଭିତରେ ବିସ୍ଫୋରଣରେ କ୍ଷତିଗ୍ରସ୍ତ ହୋଇଛି। ଦୁଇଟି କ୍ଷେପଣାସ୍ତ୍ର ଆସି ଟ୍ୟାଙ୍କର ଉପରେ ମାଡ଼ ହେବା ପରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ସାଉଦି ଆରବ କିନ୍ତୁ ଏବାବଦରେ କିଛି ପ୍ରତିକ୍ରିୟା ରଖି ନାହିଁ। ଏବେ ଟ୍ୟାଙ୍କରଟି ସମୁଦ୍ର ଭିତରେ ଜଳୁଥିବା ସୂଚନା ରହିଛି। ଟ୍ୟାଙ୍କର ଭିତରେ ଥିବା ତେଲ ଏବେ ସମୁଦ୍ରରେ ଭାସୁଛି ବୋଲି […]

RAIMOHAN
ବାପ୍‌ରେ ବାପ୍ ! ଲଣ୍ଡା ହେବା ପାଇଁ ଏତେ ଟଙ୍କା ନେଇଥିଲେ ରାଇମୋହନ

ଭୁବନେଶ୍ୱର: ଓଲିଉଡ୍‌ର ଦୁର୍ଦ୍ଦାନ୍ତ ଖଳନାୟକ ରାଇମୋହନ ପରିଡ଼ା ଦମ୍‌ଦାର ଅଭିନୟ ଓ ସଂଳାପ କହିବାର ଭୟାନକ ଷ୍ଟାଇଲ୍‌ ଦେଖି ଦର୍ଶକ ଛାତି ଥରିଯାଏ। ଅଭିନୟ କରିବାରେ ଓ ସଂଳାପ କହିବାରେ ତାଙ୍କର ନିଜସ୍ୱ ଷ୍ଟାଇଲ୍ ରହିଛି। ଯାହାକୁ ଦର୍ଶକ ବେଶ୍ ପସନ୍ଦ କରନ୍ତି। ବିଶେଷ କରି ଖଳନାୟକର ମୃତ୍ୟୁ ବେଳର ଦୃଶ୍ୟରେ ରାଇମୋହନଙ୍କ ଅଭିନୟକୁ ଦର୍ଶକେ ବେଶ୍ ପସନ୍ଦ କରନ୍ତି। ତେବେ ଅଭିନୟ ସହିତ ସେ ନିଜ ଲୁକ୍‌କୁ ବେଶ୍‌ ଗୁରୁତ୍ୱ ଦିଅନ୍ତି। ସିନେମା ଲାଇନ୍‌ ଏସବରୁ […]