ନୂଆଦିଲ୍ଲୀ: ପୂର୍ବ ମଧ୍ୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିିପ୍ରେସନ୍ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଛି। ଏହି ସାଇକ୍ଲୋନିକ ଷ୍ଟର୍ମ(ଘୂର୍ଣ୍ଣିଝଡ଼)ର ନାଁ ‘କ୍ୟାର’ ରଖାଯାଇଛି। ଏହା ଉତ୍ତରପୂର୍ବ ଦିଗକୁ ଧୀରେ ଧୀରେ ଗତି କରୁଛି। ଆଜି ସନ୍ଧ୍ୟା ସୁଦ୍ଧା ‘କ୍ୟାର’ ପୂର୍ବ ଓ ଉତ୍ତର ପୂର୍ବ ଦିଗକୁ ଗତିକରି ଓମାନ ଉପକୂଳ ଆଡକୁ ମୁହାଁଇବ ବୋଲି ଅନୁମାନ କରାଯାଉଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘କ୍ୟାର’ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେବ ଓ ଏହାର […]