ଶିମଲା: ହିମାଚଳ ପ୍ରଦେଶରେ ଏକ କୋଠା ଭୁଶୁଡ଼ି ୧୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୭ ଜଣ ଯବାନ ଓ ୩ଜଣ ସାଧାରଣ ନାଗରିକ ଅଛନ୍ତି। ହିମାଚଳ ପ୍ରଦେଶ ସୋଲାନ ଜିଲ୍ଲାର କୁମାରହଟ୍ଟୀ ସହରରେ ଏହି ଅଭାବନୀୟ ଘଟଣା ଘଟିଛି। ପ୍ରବଳ ବର୍ଷା ହେବାରୁ କୋଠାର ମୂଳଦୁଆ ମାଟିରେ ଦବି ଯାଇଥିଲା। ଫଳରେ ଏହା ଭୁଶୁଡ଼ି ପଡ଼ିଥିଲା। ଏବେ ବି ଅନେକ ଲୋକେ ମାଟି ଅତଡ଼ା ତଳେ ଫଶି ରହିଥିବା କୁହାଯାଉଛି। ଉଦ୍ଧାର କାର୍ଯ୍ୟରେ ଏନ୍ଡିଆର୍ଏଫ୍ ଟିମ୍ […]
ମୁମ୍ବାଇ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର କ୍ରିକେଟ୍ର ବହୁତ ବଡ଼ ଫ୍ୟାନ୍ ହୋଇଥିଲେ ମଧ୍ୟ ତାଙ୍କ ପୁଅ ଆରଭ ଏହି ଖେଳକୁ ପସନ୍ଦ କରନ୍ତି ନାହିଁ। ଜାଣନ୍ତି କାହିଁକି? କାରଣ ଅକ୍ଷୟ କ୍ରିକେଟ୍ ମ୍ୟାଚ୍ ବହୁତ ଦେଖନ୍ତି। ଆଉ ଏହାକୁ ତାଙ୍କ ପୁଅ ଏହାକୁ ପସନ୍ଦ କରନ୍ତି ନାହିଁ। କଥାଟା ଶୁଣିକି ଅଜବ ଲାଗୁଥିଲେ ମଧ୍ୟ ଏହା ସତ। ତେବେ ଏସବୁ ସେତେବେଳେ ପର୍ଦ୍ଦାଫାସ ହୋଇଥିଲା ଯେତେବେଳେ ଷ୍ଟାର ସ୍ପୋର୍ଟସ୍ ଫିଲିପ୍ସ ହୁଇ କ୍ରିକେଟ୍ ଲାଇଭ୍ରେ ଅକ୍ଷୟ […]
ନୂଆଦିଲ୍ଲୀ: ଭାରତର ଅଗ୍ରଣୀ ଦୁଇ ଚକିଆ ଗାଡି ନିର୍ମାତା ଟିଭିଏସ କମ୍ପାନୀ ଦେଶର ପ୍ରଥମ ଇଥାନଲ ବାଇକ୍ ବଜାରକୁ ଆଣିଛି। ଏହି ବାଇକ୍ ପେଟ୍ରୋଲ୍ ଓ ଡିଜେଲ ପରିବର୍ତ୍ତେ ଇଥାନଲରେ ଚାଲିବ। ଏହା ପେଟ୍ରୋଲ୍ ଓ ଡିଜେଲ୍ ତୁଳନାରେ କମ୍ ପ୍ରଦୂଷଣ କରିବ। ଆପାଚି ଆରଟିଆର ମଡେଲର ୨୦୦ ସିସିରେ ଏହି ଇଥାନଲ୍ ଚାଳିତ ବାଇକ୍ ବଜାରକୁ ଆସିଛି। ଏଫଆଇ ମଡେଲର ଏହି ଗାଡ଼ିର ଦାମ୍ ୧ ଲକ୍ଷ ୨୦ ହଜାର ଟଙ୍କା ରହିଛି। ତେବେ ମୁଖ୍ୟତଃ […]
ଭୋପାଲ: ପରିବାର ଲୋକଙ୍କ ଇଚ୍ଛା ବିରୁଦ୍ଧରେ ଜଣେ ଦଳିତ ଯୁବକଙ୍କୁ ବିବାହ କରିଥିବା ବିଜେପି ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ ମିଶ୍ରା ନିକଟରେ ଏକ ଭାବ ପ୍ରବଣ ଭିଡ଼ିଓ ଜାରି କରିଥିଲେ। ଏହି ଭିଡିଓ ମାଧ୍ୟମରେ ସେ ତାଙ୍କ ବାପାଙ୍କୁ ଗୁଣ୍ଡା ପଠାଇବା ବନ୍ଦ କରନ୍ତୁ ବୋଲି ଗୁହାରି କରିଥିଲେ। ଏହି ଘଟଣାର ମାତ୍ର କିଛି ଦିନ ପରେ ବାପା ମା’ଙ୍କ ବିରୋଧ ସତ୍ତ୍ୱେ ନିଜ ପସନ୍ଦର ବିବାହ କରିଥିବା ଆଉ ଜଣେ ମହିଳା ଭିଡିଓ ଜାରି କରି ନିଜ ପାଇଁ […]
ହାଇଦ୍ରାବାଦ: ହାଇଦ୍ରାବାଦର ଜଣେ ମହିଳା ସାମ୍ବାଦିକ ‘ବିଗ୍ ବସ୍’ ତେଲୁଗୁ କାର୍ଯ୍ୟକ୍ରମ ନାଁ’ରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ଏହି ଶୋ’ର ତୃତୀୟ ସଂସ୍କରଣ ପାଇଁ ସେ ମନୋନୀତ ହୋଇଥିଲେ। ତେବେ ଶୋ’ର ଫାଇନାଲ୍ ସିଲେକ୍ସନ୍ ରାଉଣ୍ଡକୁ ଯିବାକୁ ହେଲେ ପ୍ରଥମେ ‘ବସ୍’ଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ହେବ ବୋଲି କାର୍ଯ୍ୟକ୍ରମର ଆୟୋଜକ ତାଙ୍କୁ କହିଥିଲେ ବୋଲି ସେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅଧାରରେ ଏହି ରିଅଲିଟି ଶୋ’ର ଆୟୋଜକମାନଙ୍କ ନାମରେ […]
ନୂଆଦିଲ୍ଲୀ: ଅଟକିଲା ‘ଚନ୍ଦ୍ରଯାନ-୨’ର ମହାକାଶ ମିଶନ୍। ଶେଷ ମୁହୂର୍ତ୍ତରେ ବୈଷୟିକ ତ୍ରୁଟି ଯୋଗୁ ଉତ୍କ୍ଷେପଣ ପ୍ରକ୍ରିୟାରେ ରୋକ୍ ଲଗାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧୱନ କେନ୍ଦ୍ରର ୨ ନମ୍ବର ଲଞ୍ଚ୍ ପ୍ୟାଡ୍ରୁ ଗତକାଲି ବିଳମ୍ବିତ ରାତି ୨ଟା ୫୧ରେ ରକେଟ୍ ଜିଏସ୍ଏଲ୍ଭି ମାର୍କ ଥ୍ରୀ ବା ବାହୁବଳୀ ‘ଚନ୍ଦ୍ରଯାନ-୨’କୁ ନେଇ ମହାକାଶ ଅଭିମୁଖେ ଯାତ୍ରା କରିଥାନ୍ତା। ହେଲେ ଉତ୍କ୍ଷେପଣର ନିର୍ଦ୍ଧାରିତ ସମୟର ୫୬ ମିନିଟ୍ ପୂର୍ବରୁ ମିଶନ ସ୍ଥଗିତ ରଖାଯାଇଥିଲା। ଲଞ୍ଚ ଭେହିକିଲ୍ ସିଷ୍ଟମରେ ତ୍ରୁଟି ଯୋଗୁ […]
ନୂଆଦିଲ୍ଲୀ: ବହୁ ବାଦ ବିବାଦ ପରେ ଶେଷରେ ମନ୍ତ୍ରୀ ପଦରୁ ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେଇଛନ୍ତି। ଗତ ୧୦ ତାରିଖରୁ ପଞ୍ଜାବ କ୍ୟାବିନେଟ୍ରୁ ସେ ଇସ୍ତଫା ଦେଇଥିବା ନେଇ ଆଜି ସୂଚନା ଦେଇଛନ୍ତି। ସେ ଇସ୍ତଫାପତ୍ର ଜୁନ ୧୦ରେ ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇ ଦେଇଥିଲେ। ଆଜି ସେ ନିଜ ଇସ୍ତଫାପତ୍ରକୁ ଟ୍ୱିଟରରେ ପୋଷ୍ଟ କରିଛନ୍ତି। ରାହୁଲ ଗାନ୍ଧି କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ ହେଁ ସିଦ୍ଧୁ ଏଯାଏ ରାହୁଲଙ୍କୁ ଅଧ୍ୟକ୍ଷ ବୋଲି ଟ୍ୱିଟ୍ରେ […]