ଟୋରୋଣ୍ଟୋ: କାନାଡାର ଉତ୍ତରପୂର୍ବ ଅଞ୍ଚଳ ନୋଭା ସ୍କୋଟିଆରେ ଆଜି ପୁଲିସ୍ ପୋଷାକ ପିନ୍ଧି ଜଣେ ଆତତାୟୀ ଲୋକଙ୍କ ଉପରକୁ ଆଖିବୁଜା ଗୁଳି ମାଡ଼ କରିଛି। ଏଥିରେ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ପୁଲିସ୍ କର୍ମଚାରୀ ମଧ୍ୟ ରହିଛନ୍ତି। ପୁଲିସ୍ର ଜବାବୀ କାର୍ଯ୍ୟାନୁଷ୍ଠାନରେ ଆକ୍ରମଣକାରୀ ୫୧ ବର୍ଷୀୟ ଗାବ୍ରିଏଲ ୱର୍ଟମ୍ୟାନ ମଧ୍ୟ ପ୍ରାଣ ହରାଇଛି। ପୁଲିସ୍ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗାବ୍ରିଏଲ […]
ଆଜି ବିଶ୍ୱ ଐତିହ୍ୟ ଦିବସ। ପ୍ରତି ବର୍ଷ ଏପ୍ରିଲ୍ ୧୮ ତାରିଖରେ ଏହି ଦିବସ ପାଳନ କରାଯାଉଛି। ବିଶ୍ୱ ଐତିହ୍ୟ ସ୍ଥାନର ସଂରକ୍ଷଣ ଓ ଏହାର ପ୍ରଚାର ପ୍ରସାର ଲାଗି ଏହି ଦିବସ ପାଳନ କରାଯାଏ। ଏବର୍ଷ ବିଶ୍ୱ ଐତିହ୍ୟ ଦିବସର ଥିମ୍ ରହିଛି- ଶେୟାର୍ କଲ୍ଚର, ଶେୟାର୍ ହେରିଟେଜ୍, ଶେୟାର୍ ରେସ୍ପନ୍ସିବିଲିଟି। ଅର୍ଥାତ୍ ଦାୟିତ୍ୱସମ୍ପନ୍ନ ହୋଇ ଐତିହ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର କରିବା। ଆଜି ବିଶ୍ୱ ଐତିହ୍ୟ ଦିବସର ଆମ ଐତିହ୍ୟକୁ ନେଇ ମିହିର […]
ଉହାନ: କରୋନା ଅଧିକରୁ ଅଧିକ ରାଜ୍ୟରେ ନିଜର କାୟା ବିସ୍ତାର କରିସାରିଲାଣି। ୟୁରୋପ ଓ ଆମେରିକାରେ ଏହି ଭାଇରସ ଆତଙ୍କ ଖେଳାଇ ଦେଇଛି। ଏହି ଭାଇରସର ଉତ୍ପତିସ୍ଥଳ ଚୀନର ଉହାନ ସହର ସ୍ଥିତ ଭେଟ ମାର୍କେଟ ବୋଲି କୁହାଯାଉଛି। ତେବେ ଆମେରିକା ସମେତ ଅନେକ ରାଷ୍ଟ୍ର ଉହାନର ଏକ ଲ୍ୟାବକୁ ଏହାର ଉତ୍ପତି ସ୍ଥଳ ବୋଲି ଭାବୁଛନ୍ତ। ଇତିମଧ୍ୟରେ ଚୀନରେ ପ୍ରଥମ କରୋନା ରୋଗୀଙ୍କ ଚିକିତ୍ସା ଯେଉଁ ଡାକ୍ତର କରିଥିଲେ ସେ ତାଙ୍କର ହୃଦୟଥରା ଅନୁଭୂତି ବଖାଣିଛନ୍ତି। […]
ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ସେନାକୁ ମିଳିଛି ସଫଳତା। ଯବାନଙ୍କ ଗୁଳିରେ ୨ ଆତଙ୍କୀ ନିପାତ ହୋଇଛନ୍ତି। ଗତକାଲି ରାତିରୁ ସୋପିଆନ୍ ଜିଲ୍ଲା ଡାଇରୋ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା। ଡାଇରୋ ଗାଁରେ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସିଆରପିଏଫ୍, ୪୪ ରାଷ୍ଟ୍ରୀୟ ରାଇଫଲ୍ ସହ ରାଜ୍ୟ ପୋଲିସ୍ ପକ୍ଷରୁ ମିଳିତ ଅପରେସନ୍ କରାଯାଇଥିଲା। ତେବେ ଆଜି ଭୋରରୁ ସେନା ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ସୁରକ୍ଷାକର୍ମୀଙ୍କ ଉପରେ ଗୁଳି […]