• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

aircraft
ଶେଷରେ ଭାରତ ପାଇଁ ଆକାଶ ମାର୍ଗ ଖୋଲିଲା ପାକିସ୍ତାନ

ଇସ୍‌ଲାମାବାଦ: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ସରକାର ତାଙ୍କ ଆକାଶ ମାର୍ଗକୁ ଭାରତୀୟ ବିମାନଗୁଡ଼ିକ ପାଇଁ ବନ୍ଦ କରିଦେଇଥିଲେ। ତେବେ ୧୪୦ ଦିନ ପରେ ଆଜି ସକାଳେ ପାକିସ୍ତାନ ସରକାର ଶେଷରେ ଏହି ଆକାଶ ମାର୍ଗକୁ ଭାରତୀୟ ବିମାନଗୁଡ଼ିକ ପାଇଁ ଖୋଲିଛନ୍ତି। ଏଥିସହ ଭାରତୀୟ ବିମାନ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ମଧ୍ୟ ପାକିସ୍ତାନ ସରକାର ପ୍ରତ୍ୟାହାର କରିନେଇଛନ୍ତି। ପାକିସ୍ତାନ ସରକାର ଭାରତୀୟ ବିମାନ ଗୁଡ଼ିକ ପାଇଁ ଆକାଶ ମାର୍ଗ ବନ୍ଦ କରିଥିବାରୁ ଏୟାର ଇଣ୍ଡିଆ ସବୁଠାରୁ ଅଧିକ […]

pm modi
ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ: ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷୁବ୍ଧ ହୋଇଛନ୍ତି। ଯେଉଁ ମନ୍ତ୍ରୀମାନେ ସଂସଦରେ ଅନୁପସ୍ଥିତ ରହୁଛନ୍ତି ସେମାନଙ୍କ ତାଲିକା ପ୍ରତିଦିନ ସନ୍ଧ୍ୟାରେ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ଦେବାକୁ ବିଜେପି ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଦଳର ସାଂସଦମାନଙ୍କୁ ସରକାରୀ ଅଧିକାରୀଙ୍କ ସହ ବସି ଲୋକଙ୍କ ସମସ୍ୟା କେମିତି ସମାଧାନ ହୋଇପାରିବ […]

mumbai
ମୁମ୍ବାଇରେ ଭୁଶୁଡ଼ିଲା ୪ ମହଲା କୋଠା, ଭଗ୍ନାବଶେଷ ତଳେ ୪୦ରୁ ୫୦ ଜଣ ଫସିଥିବା ଆଶଙ୍କା

ମୁମ୍ବାଇ: ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଆଜି ସକାଳ ୧୧ଟା ୪୦ ମିନିଟ୍‌ରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ଏହି ଘଟଣା ପରେ ଉଦ୍ଧାର କାର୍ଯ୍ୟ ଜୋରଦାର ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଭଗ୍ନାବଶେଷ ତଳେ ୪୦ରୁ ୫୦ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି। ଏନ୍‌ଡିଆରଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। କୋଠା ଭୁଶିଡ଼ା ସ୍ଥାନଟି ଏକ ଛୋଟିଆ ଗଳି ମଧ୍ୟରେ […]