• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

rahul-gandhi-in-
ରାଫେଲ୍‌ ଡିଲ୍‌ରେ ଚୋରି ହୋଇଛି: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ପାଖାପାଖି ମାସେ ପରେ ରାଫେଲ ଡିଲ୍ ପ୍ରସଙ୍ଗରେ ପୁଣି ନିଜର ଆଭିମୁଖ୍ୟ ରଖିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ସେ କହିଛନ୍ତି ପୂର୍ବରୁ ସେ କହିଥିଲେ ରାଫେଲ୍ ଡିଲରେ ଚୋରି ହୋଇଛି। ଆଉ ଏବେ ବି ତାଙ୍କ ମତ ଅପରିବର୍ତ୍ତିତ ରହିଛି ବୋଲି ରାହୁଲ କହିଛନ୍ତି। ଆଜି ସଂସଦର ଉଭୟ ସଦନକୁ ମିଳିତ ଭାବରେ ସମ୍ବୋଧନ କରିଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଉଦବୋଧନ ଶେଷ ହେବା ପରେ ସଂସଦ ବାହାରେ […]

BBNR8iC
‘ସାଂଘାଇ’ ଫିଲ୍ମ ଫେଷ୍ଟିଭାଲରେ ‘ସୁଇ ଧାଗା-ମେଡ୍‌ ଇନ୍‌ ଇଣ୍ଡିଆ’ କାହାଣୀ

ମୁମ୍ବାଇ: ବରୁଣ ଧୱନ ଓ ଅନୁଷ୍କା ଶର୍ମାଙ୍କ ଫିଲ୍ମ ‘ସୁଇ ଧାଗା-ମେଡ୍‌ ଇନ୍‌ ଇଣ୍ଡିଆ’କୁ ସାଂଘାଇ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲର ଦ ବେଲ୍ଟ ଏଣ୍ଡ ରୋଡ୍‌ ଫିଲ୍ମ ୱିକ୍‌ରେ ପ୍ରତିଯୋଗିତା ଶ୍ରେଣୀରେ ପ୍ରଦର୍ଶନ ପାଇଁ ଚୟନ କରାଯାଇଛି। ସୂଚନାଯୋଗ୍ୟ ଯେ, ଆତ୍ମନିର୍ଭରତା ଜରିଆରେ ସମ୍ମାନ ଓ ଆଦର ପାଇବାର କାହାଣୀ ଉପରେ ଆଧାରିତ ଏହି ଫିଲ୍ମ ମୌଜି ଓ ମମତାଙ୍କୁ ନେଇ ଗତି କରିଛି। ଯିଏ କି ଏକ ବଡ଼ ବ୍ୟବସାୟ କରିବାକୁ ସ୍ୱପ୍ନ ଦେଖୁଛନ୍ତି। ଏହି […]

babushan-odia-actor
ପ୍ରଥମ କରି ଭ୍ୟାନିଟି ଭ୍ୟାନ୍‌ ବ୍ୟବହାର କଲେ ଓଲିଉଡ୍‌ର ଚକୋଲେଟ୍‌ ବୟ୍‌

ଭୁବନେଶ୍ୱର: ନିକଟରେ ରଜ ଉପଲକ୍ଷେ ରିଲିଜ୍‌ ହୋଇଯାଇଛି ଓଡ଼ିଆ ଫିଲ୍ମ ‘ଗୋଲ୍‌ମାଲ୍‌ ଲଭ୍‌’। ତରଙ୍ଗ ସିନେ ପ୍ରଡକ୍ସନ ଦ୍ୱାରା ନିର୍ମିତ ଏହି ଫିଲ୍ମକୁ ବହୁ ମାତ୍ରାରେ ଦର୍ଶକଙ୍କ ଭଲ ପାଇବା ମିଳିଛି। ମିଳିବନି ବା କେମିତି, ଏଥିରେ ଫୁଲ୍‌ କମେଡି ସହ ବାବୁସାନ୍‌ ଏବଂ ତମନ୍ନାଙ୍କ ରୋମାନ୍ସକୁ ପ୍ରଥମ ଥର ଦେଖିବାକୁ ପାଇଥିଲେ ଦର୍ଶକ। ତେବେ ଏସବୁ ତ ଗଲା ଫିଲ୍ମ ସମ୍ପର୍କୀତ କଥା। ତେବେ ସବୁଠୁ ବଡ କଥା ହେଲେ ଏହି ଫିଲ୍ମରୁ ହିଁ ଓଲିଉଡ […]

8eefa23a2cc739401aa9c4aa71f1ae0e
ଭୋଜି ଖାଇ ଫେରୁଥିଲେ, କେନାଲକୁ ଖସିଗଲା ବରଯାତ୍ରୀ ଗାଡ଼ି

ଲକ୍ଷ୍ନୌ: ବାହାଘର ଭୋଜି ଖାଇ ଗାଁକୁ ଫେରୁଥିବା ବେଳେ କେନାଲକୁ ଖସି ପଡ଼ିଛି ବରଯାତ୍ରୀଙ୍କ ଗାଡି। ମୋଟ ୨୯ ଜଣ ଯାତ୍ରୀଙ୍କ ସହ ପିକ୍ ଅପ ଭ୍ୟାନଟି ଫେରୁଥିବା ବେଳେ ଓଲଟି ପଡ଼ିଛି। ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ଆଜି ଭୋର ୩ଟାରେ ଏହି ଦୁର୍ଘଟଣା ଘଟିଛି। ୨୯ ଯାତ୍ରୀଙ୍କ ମଧ୍ୟରୁ ୭ ଜଣ ଶିଶୁଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଏଯାଏ ସେମାନଙ୍କୁ ଉଦ୍ଧାର କରାଯାଇ ପାରିନାହିଁ। ବାକି ୨୨ ଜଣ ସୁରକ୍ଷିତ ଥିବା ସୂଚନା ରହିଛି। […]

167095788
ଇଲେକ୍‌ଟ୍ରିକ୍‌ ପାଇଁ ମାଗଣାରେ ହେବ ରେଜିଷ୍ଟ୍ରେସନ୍‌ !

ନୂଆଦିଲ୍ଲୀ: ଇଲେକ୍‌ଟ୍ରିକ୍‌ ଚାଳିତ ଯାନବାହନକୁ ଲୋକପ୍ରିୟ କରିବା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି କେନ୍ଦ୍ର ସରକାର। ଏଥିପାଇଁ ସଡ଼କ ପରିବହନ ମନ୍ତ୍ରଣାଳୟ ଦୁଇ ଚକିଆ ଗାଡି, କାର ଆଦିରେ ରେଜିଷ୍ଟ୍ରେସନ, ପୁନଃ ରେଜିଷ୍ଟ୍ରେସନ ନିଃଶୁଳ୍କ କରିବା ପାଇଁ ପ୍ରସ୍ତାବ ଦେଇଛି। ୨୦୩୦ ସୁଦ୍ଧା ଦେଶରେ କିଭଳି ଅଧିକରୁ ଅଧିକ ଇଲେକ୍‌ଟ୍ରିକ୍‌ ଚାଳିତ ଯାନବାହନ ଚାଲିବ, ସେ ନେଇ ସରକାର ଚିନ୍ତା କରୁଛନ୍ତି। ଏଥିପାଇଁ ମୋଟର ଯାନ ଆଇନ ୧୯୮୯ର ସଂଶୋଧନ କରାଯିବ ବୋଲି ଜଣାପଡ଼ିଛି। ବୁଧବାର […]

bihar
ବିହାରରେ ମସ୍ତିଷ୍କ ଜ୍ୱର: ୩ ଦିନରେ ଶିଶୁ ମୃତ୍ୟୁ ସଂଖ୍ୟା ୧୧୨ ଛୁଇଁଲା

ପାଟନା: ବିହାରରେ କାୟା ବିସ୍ତାର କରି ଚାଲିଛି ଘାତକ ମସ୍ତିଷ୍କ ଜ୍ୱର।  ଗତ ତିନି ସପ୍ତାହ ମଧ୍ୟରେ ୧୧୨ ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଶହରୁ ଅଧିକ ଆକ୍ରାନ୍ତ ହୋଇ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଶ୍ରୀକୃଷ୍ଣ ହସ୍ପିଟାଲ୍‌ରେ ହିଁ ୯୩ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଏତେ ପରିମାଣରେ ଶିଶୁଙ୍କ ମୃତ୍ୟୁକୁ ନେଇ ଲୋକଙ୍କ ଅସନ୍ତୋଷ ବଢ଼ିବାକୁ ଲାଗିଲାଣି । ଏବେ ବି ହସ୍ପିଟାଲ ବାହାରେ ଜ୍ୱରରେ ପୀଡ଼ିତ ଶିଶୁଙ୍କୁ […]

love-1..
ବିଚ୍ଛେଦର ୭୫ ବର୍ଷ ପରେ ମିଳନ: ଭାବପ୍ରବଣ ହେଲେ ପ୍ରେମୀଯୁଗଳ

ଫ୍ରାନ୍ସ: ପ୍ରେମରେ ବିରହ, ବିଚ୍ଛେଦ କିଛି ନୂଆ କଥା ନୁହେଁ।  ପ୍ରେମିକପ୍ରେମିକା ପରସ୍ପରଠୁ ଅଲଗା ହୋଇଯିବା, ଅଲଗା ଘର ସଂସାର କରି ତା ଭିତରେ ହଜିଯିବା…. ଏସବୁ ଘଟେ। ହେଲେ ରାବିନ୍ସ-ଜେନିନ ପିୟର୍ସନଙ୍କ ପ୍ରେମ, ବିଚ୍ଛେଦ ଆଉ ମିଳନର କାହାଣୀ ଟିକିଏ ନିଆରା। ଖାଲି ନିଆରା ନୁହେଁ, ରୋମାଣ୍ଟିକ୍‌ ମଧ୍ୟ। ଏହି ପ୍ରେମ କାହାଣୀ ହେଉଛି ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର। ଏହି ସମୟରେ ୨୪ ବର୍ଷୀୟ କେଟି ରାବିନ୍ସ ପ୍ରଥମ ଥର ଲାଗି ୧୮ ବର୍ଷୀୟା ଜେନିନ ପିୟରସନଙ୍କୁ […]

mamata
ଟିଏମ୍‌ସି ଅଳିଆ ବିଜେପି ଗୋଟଉଛି: ମମତା

କୋଲକାତା: ଲୋକସଭା ନିର୍ବାଚନ ଫଳାଫଳ ପରେ ଅନେକ ତୃଣମୂଳ କଂଗ୍ରେସ ନେତା ଆସି ବିଜେପିରେ ସାମିଲ ହେଉଛନ୍ତି। ଗତକାଲି ମଧ୍ୟ ଟିଏମସିର ୧୨ କାଉନସିଲର ପଦ୍ମ ଧରିଛନ୍ତି। ଏହାକୁ ନେଇ ଟିଏମସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳ ଛାଡ଼ୁଥିବା ନେତାଙ୍କ ଉପରେ ବର୍ଷିଛନ୍ତି। ମମତା କହିଛନ୍ତି ଟିଏମସି ଅଳିଆ ଫିଙ୍ଗୁଛି, ବିଜେପି ଅଳିଆ ଗୋଟାଉଛି। ଆଗାମୀ ଦିନରେ ଯେଉଁମାନେ ତାଙ୍କ ଦଳ ଛାଡ଼ିବା ପାଇଁ ଚିନ୍ତା କରୁଛନ୍ତି ସେମାନେ ମଧ୍ୟ ତୁରନ୍ତୁ ଦଳ ଛାଡ଼ି […]

save
ମୋଦିଙ୍କ ‘ୱାନ୍‌ ନେସନ, ୱାନ୍‌ ଇଲେକସନ୍‌’ ବୈଠକରେ ଯୋଗ ଦେଲେନି କଂଗ୍ରେସ, ଟିଏମସି ଓ ଟିଡିପି

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଡ଼ାକିଛନ୍ତି। ଏହି ସର୍ବଦଳୀୟ ବୈଠକରେ ମୋଦି ‘ୱାନ୍‌ ନେସନ, ୱାନ୍‌ ଇଲେକସନ୍‌’ ପ୍ରସ୍ତାବ ସମ୍ପର୍କରେ ସବୁ ଦଳଙ୍କ ସହ ଆଲୋଚନା କରି ସେମାନଙ୍କ ମତାମତ ନେବେ। ଏହି ବୈଠକରେ ପ୍ରତି ଦଳର ସଭାପତି ଯୋଗ ଦେବେ। ନଚେତ୍‌ ତାଙ୍କ ପ୍ରତିନିଧି ପଠାଇ ପାରିବେ। ଓଡ଼ିଶାରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବାକୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ବୈଠକରେ କିନ୍ତୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ବହୁଜନ ସମାଜ ପାର୍ଟି ଭାଗ ନେଇ […]

loin
ଜଙ୍ଗଲ ଛାଡି ସିଂହ ରାଜା ଏବେ ଗାଁରେ

ଗାନ୍ଧୀନଗର: ଜଙ୍ଗଲର ରାଜା ସିଂହ ଏବେ ଜଙ୍ଗଲ ଛାଡି ଗାଁ ଦାଣ୍ଡରେ। ଶୁଣି ଆଶ୍ଚର୍ଯ୍ୟ ଲାଗୁଛି ନା ! ତଥାପି କଥାଟା ସତ। ଗୁଜରାଟରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ। ଖାମ୍ବାର ବାରମଣ ଗାଁରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଗାଁରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ଏହି ଫଟୋ ଏବେ ଭାଇରାଲ ହେଉଛି। ଏମିତିରେ ଗୁଜରାଟରେ ସିଂହ ଖୋଲାରେ ବିଚରଣ କରୁଥିବା ଦୃଶ୍ୟ ଅନେକ ଥର ନଜରକୁ ଆସିଛି । ହେଲେ ଏଥର ଅମରୋଲିରେ ଗିର୍ ଜାତୀୟ […]

137661802815608557101807867904
ଅଯୋଧ୍ୟା ଆତଙ୍କବାଦୀ ଆକ୍ରମଣରେ ୪ ଜଣଙ୍କୁ ଆଜୀବନ ଜେଲ୍‌

ନୂଆଦିଲ୍ଲୀ: ଦୀର୍ଘ ୧୪ ବର୍ଷ ପରେ ଅଯୋଧ୍ୟାର ପବିତ୍ର ରାମଜନ୍ମ ଭୂମିରେ ସଂଘଟିତ ଆତଙ୍କବାଦୀ ହମ୍‌ଲା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ପ୍ରୟାଗରାଜର ସ୍ୱତନ୍ତ୍ର ଅଦାଲତ ଏହି ଘଟଣାରେ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଥିବା ବେଳେ ଜଣଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସ୍ୱତନ୍ତ୍ର ବିଚାରପତି ଦୀନେଶ ଚନ୍ଦ୍ର ଏହି ରାୟ ଦେଇଛନ୍ତି। ୨୦୦୫ ଜୁଲଇ ୫ରେ ହୋଇଥିବା ଏହି ଆକ୍ରମଣରେ ୨ ଜଣ ସାଧାରଣ ଲୋକ […]

w-16
ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ସଫା

ଶ୍ରୀନଗର: “ଆମେ କେବେ ଭୁଲିବୁ ନାହିଁ। ଆମେ କେବେ କ୍ଷମା ଦେବୁ ନାହିଁ”- ଫେବୃଆରୀ ୧୪ ପୁଲୱାମା ହମ୍‌ଲା ପରେ ସିଆରପିଏଫ୍‌ ପକ୍ଷରୁ ନିଆଯାଇଥିଲା ଏପରି ଶପଥ। ଆଜି ଶେଷରେ ତାକୁ ପୂରଣ କରାଯାଇଛି। ପୁଲୱାମା ହମ୍‌ଲାରେ ସାମିଲ ଥିବା ଜଣଙ୍କ ପରେ ଜଣେ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀ ଖତମ କରିବାରେ ସଫଳ ହୋଇଛନ୍ତି। ପୂର୍ବରୁ ପୁଲୱାମା ଘଟଣାରେ ସାମିଲ ଅନେକ ଆତଙ୍କବାଦୀ ନିହତ ହୋଇ ସାରିଥିବା ବେଳେ ଷଡ଼ଯନ୍ତ୍ରର ମାଷ୍ଟରମାଇଣ୍ଡ ସାଜିଦ୍‌ ମକବୁଲ ଭଟ୍ଟ ଫେରାର ଥିଲା। […]

ayodhya
ଅଯୋଧ୍ୟା ଆତଙ୍କବାଦୀ ଆକ୍ରମଣର ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ ଜେଲ୍‌, ଜଣେ ଖଲାସ

ନୂଆଦିଲ୍ଲୀ: ଦୀର୍ଘ ୧୪ ବର୍ଷ ପରେ ଅଯୋଧ୍ୟାର ପବିତ୍ର ରାମଜନ୍ମ ଭୂମିରେ ସଂଘଟିତ ଆତଙ୍କବାଦୀ ହମ୍‌ଲା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ପ୍ରୟାଗରାଜର ସ୍ୱତନ୍ତ୍ର ଅଦାଲତ ଏହି ଘଟଣାରେ ୪ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଥିବା ବେଳେ ଜଣଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସ୍ୱତନ୍ତ୍ର ବିଚାରପତି ଦୀନେଶ ଚନ୍ଦ୍ର ଏହି ରାୟ ଦେଇଛନ୍ତି। ୨୦୦୫ ଜୁଲଇ ୫ରେ ହୋଇଥିବା ଏହି ଆକ୍ରମଣରେ ୨ ଜଣ ସାଧାରଣ ଲୋକ […]

image
ଓମ୍‌ ବିର୍ଲା ଲୋକସଭାର ବାଚସ୍ପତି ହେବା ସ୍ପଷ୍ଟ

ନୂଆଦିଲ୍ଲୀ: ବିଜେପି ସାଂସଦ ଓମ୍‌ ବିର୍ଲା ୧୭ତମ ଲୋକସଭାର ବାଚସ୍ପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଯାଇଛି। ଏନ୍‌ଡିଏ ପକ୍ଷରୁ ଶ୍ରୀ ବିର୍ଲା ପ୍ରାର୍ଥୀ ହୋଇଥିବା ବେଳେ ପ୍ରାୟ ସମସ୍ତ ବିରୋଧୀ ଦଳ ତାଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିଛନ୍ତି। ଆଜି ଶ୍ରୀ ବିର୍ଲା ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି। ରାଜସ୍ଥାନର କୋଟାରୁ ଦୁଇଥର ଲୋକସଭାକୁ ନିର୍ବାଚିତ ହୋଇଥିବା ଶ୍ରୀ ବିର୍ଲା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଘନିଷ୍ଠ ସହଯୋଗୀ ଭାବେ […]

malik
ଶୋଏବ ମଲିକ୍‌ଙ୍କୁ ଏମିତି ସମାଲୋଚନା କଲେ ପୂର୍ବତନ କ୍ରିକେଟର୍‌

ଲଣ୍ଡନ: ଭାରତ ବିପକ୍ଷ ବିଶ୍ୱକପ୍ ମ୍ୟାଚରେ ପାକିସ୍ତାନର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ଶୋଏବ ମଲିକ୍ ଖାତା ଖୋଲିବା ପୂର୍ବରୁ ପ୍ୟାଭିଲିୟନ୍ ଫେରିଥିଲେ। ଲଗାତାର ବିଫଳ ହେଉଥିବା ମଲିକଙ୍କୁ ଏବେ ପାକିସ୍ତାନର କିଛି ପୂର୍ବତନ ଖେଳାଳି ସମାଲୋଚନା କରିଛନ୍ତି। କିଛି କହିଛନ୍ତି, ମଲିକଙ୍କ କ୍ୟାରିୟରର ପ୍ରାୟତଃ ଶେଷ ହୋଇଯାଇଛି ଏବଂ ତାଙ୍କୁ ତୁରନ୍ତ ସନ୍ନ୍ୟାସ ନେଇଯିବା ଦରକାର। ୩୭ ବର୍ଷୀୟ ମଲିକ୍ ଚଳିତ ବର୍ଷ ଆରମ୍ଭରୁ କହିଥିଲେ ଯେ, ବିଶ୍ୱକପ୍ ପରେ ସେ ଦିନିକିଆ କ୍ରିକେଟକୁ ଅଲବିଦା କହିଦେବେ ଏବଂ […]

s-12
ଛୋଟ ଝିଅକୁ ଏମିତି ବଞ୍ଚାଇଲା ପୋଷା କୁକୁର

ନୂଆଦିଲ୍ଲୀ: ପୋଷା କୁକୁର ଯେ କେତେ ବିଶ୍ୱସ୍ତ ଓ ବୁଦ୍ଧିମାନ ହୋଇଥାଏ, ତା’ର ଆଉ ଏକ ପ୍ରମାଣ ସାମ୍ନାକୁ ଆସିଛି। ସୋଶାଲ୍‌ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ, ଗୋଟିଏ ଜର୍ମାନ ଶେଫର୍ଡ କୁକୁର କେମିତି ଜଣେ ଛୋଟ ଝିଅଟିକୁ ପାଣିରେ ବୁଡ଼ିଯିବାରୁ ରକ୍ଷା କରୁଛି, ତା’ର ଦୃଶ୍ୟ ରହିଛି। ୧୬ ସେକେଣ୍ଡର ଏହି ଭିଡିଓରେ ଛୋଟ ଝିଅଟି ପ୍ରତି କୁକୁରର ଭଲ ପାଇବା ଓ ସ୍ନେହ ଦେଖିବାକୁ ମିଳୁଛି। ଛୋଟ ଝିଅଟିଏ ଏକ ବଡ଼ ଜଳାଶୟ […]

1560664215-r3_1
ସଲମାନ୍‌ଙ୍କୁ ‘କାଗଜ ବାଘ’ ବୋଲି କହିଲେ ସୋନା ମହାପାତ୍ର

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଗାୟିକା ସୋନା ମହାପାତ୍ର ନିଜର ଅଜବ୍‌ ଅଜବ୍‌ ରାୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ପୁଣି ଥରେ ସଲ୍‌ମାନ୍‌ଙ୍କ ‘ଭାରତ’ ଫିଲ୍ମକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏଥର ‘ଭାରତ’ ଫିଲ୍ମ ବକ୍ସ ଅଫିସ୍‌ କଲେକ୍ସନ୍‌କୁ ନେଇ ସେ ଏକ ଟ୍ୱିଟ୍‌ କରିଛନ୍ତି। ଟ୍ୱିଟ୍‌ରେ ସେ ସଲ୍‌ମାନ୍‌ଙ୍କୁ ‘ପେପର୍‌ ଟାଇଗର୍‌’ ବା ‘କାଗଜ ବାଘ’ ବୋଲି କହିଛନ୍ତି। ଏହି ଟ୍ୱିଟ୍‌ ଏବେ ସୋଶାଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ସେ ଟ୍ୱିଟ୍‌ରେ […]