ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଥିବା ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏବେ ରିୟା ୧୪ ଦିନ ଅର୍ଥାତ୍ ସେପ୍ଟେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜେଲରେ ରହିବେ। ରିୟା ଓ ତାଙ୍କ ଭାଇ ସୌଭିକଙ୍କ ସମେତ ୬ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ମୁମ୍ବାଇର ସେସନ୍ସ କୋର୍ଟ। ରିୟା, ତାଙ୍କ ଭାଇ ସୌଭିକଙ୍କ ସହ ଦୀପେଶ ସାୱନ୍ତ, ସାମୁଏଲ ମିରାଣ୍ଡା, ଜୈଦ ବିଲାତ୍ରା ଏବଂ […]
ମୁମ୍ବାଇ: ବଲିଉଡର ଆଉ ଜଣେ ଆଗଧାଡ଼ିର ଅଭିନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅଭିନେତା ଆଫତାବ ଶିବଦଶାନୀଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଏ ନେଇ ଖୋଦ୍ ଆଫତାବ ସୂଚନା ଦେଇଛନ୍ତି। ଡାକ୍ତର ଏବଂ ଅଥରିଟିଙ୍କ ପରାମର୍ଶ କ୍ରମେ ସେ ନିଜକୁ ହୋମ୍ କ୍ୱାରେଣ୍ଟିନ୍ କରିଛନ୍ତି। ସେ ସୋସିଆଲ୍ ମିଡିଆରେ ଏହାର ସୂଚନା ଦେଇଛନ୍ତି ଏବଂ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇବା ଲାଗି ପରାମର୍ଶ ଦେଇଛନ୍ତି। View this post on Instagram […]
ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୦୧ ଲୋକାଲ କେସ ଓ ୧୧୨ କ୍ୱାରେଣ୍ଟିନ୍ରୁ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। ଏହାଛଡ଼ା ଆଜି ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area […]
ନୂଆଦିଲ୍ଲୀ: ବିଶିଷ୍ଟ ସାମାଜିକ କର୍ମୀ ସ୍ୱାମୀ ଅଗ୍ନିବେଶଙ୍କ ପରଲୋକ ହୋଇଛି। ନୂଆଦିଲ୍ଲୀରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଲିଭର ସୋରିଆସିସ୍ ରୋଗରେ ପୀଡ଼ିତ ହେବା ପରେ ଗତ ସପ୍ତାହରେ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ଗତ ମଙ୍ଗଳବାର ତାଙ୍କୁ ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ବିଲାଇ ସାଇନ୍ସରେ ଭର୍ତ୍ତି କରାଯାଇଥିଲା ସେଠାରେ ସେ ଭେଣ୍ଟିଲେଟରରେ ରହି ଚିକିତ୍ସାଧୀନ ଥିଲେ। […]
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ୍ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍ରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍ ରିୟା ଚକ୍ରବର୍ତ୍ତୀ, ତାଙ୍କ ଭାଇ ଶୌଭିକ ଓ ଅନ୍ୟ ୪ ଅଭିଯୁକ୍ତଙ୍କୁ Narcotics Control Bureau (NCB) ଗିରଫ କରିଛି। ଏସବୁ ଭିତରେ ଏକ ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସାରା ଅଲ୍ଲୀ ଖାନ୍, ରାକୁଲ୍ପ୍ରୀତ୍ ସିଂ ଓ ସିମୋନ୍ ଖୋମ୍ବୋଟାଙ୍କ ଭଳି ବଲିଉଡ୍ର ବଡ଼ ବଡ଼ କଳାକାରମାନେ ଡ୍ରଗ୍ସ ନେଇଥିଲେ ବୋଲି ରିୟା କହିଛନ୍ତି। Times Now ର ସୂଚନା […]
ମୁମ୍ବାଇ-କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି । କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍ରେ ସରକାର । ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର । ଏ ନେଇ କଙ୍ଗନାଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କରିଛନ୍ତି । ଅନ୍ୟପକ୍ଷେ କଙ୍ଗନା ବି ଚୁପ୍ ବି ରହିନାହାନ୍ତି । ଶିବସେନା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ […]
ମୁମ୍ବାଇ: ପ୍ରଖ୍ୟାତ ବଲିଉଡ୍ କଣ୍ଠଶିଳ୍ପୀ ତଥା ଭଜନ ଗାୟିକା ଅନୁରାଧା ପୋଡ୍ୱାଲଙ୍କ ପୁଅ ଆଦିତ୍ୟ ପୋଡ୍ୱାଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା। ଆଦିତ୍ୟଙ୍କ ପରଲୋକ ନେଇ ସିଙ୍ଗର ଓ କମ୍ପୋଜର୍ ଶଙ୍କର ମହାଦେବନ୍ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି। https://www.facebook.com/shankarlive/posts/10157992750988640 ମିଳିଥିବା ସୂଚନା ଅନୁସାରେ, ସେ କିଡ୍ନୀ ରୋଗରେ ଆକ୍ରାନ୍ତ ଥିଲେ ଓ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ଆଦିତ୍ୟ ଜଣେ ମ୍ୟୁଜିକ୍ ଆରେଞ୍ଜର ଓ ପଡ୍ୟୁସର ଥିଲେ।
ମୁମ୍ବାଇ: କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି। କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍ରେ ସରକାର। ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର। ଏ ନେଇ କଙ୍ଗନାଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କରିଛନ୍ତି। ଅନ୍ୟପକ୍ଷେ କଙ୍ଗନା ବି ଚୁପ୍ ବି ରହି ନାହାନ୍ତି। ଶିବସେନା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଟାର୍ଗେଟ କରିଛନ୍ତି […]
ନୂଆଦିଲ୍ଲୀ: ଦେଶରେ ପୁଣି ରେକର୍ଡ ଭାଙ୍ଗିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୭ ହଜାର ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୧୨୦୧ ଜଣଙ୍କ ମୃତ୍ୟୁ ହୋଇଛି। ଏଯାବତ୍ ଦେଶରେ ୭୭ ହଜାର ୪୭୨ଜଣଙ୍କ ମୃତ୍ୟୁ ହେଲାଣି। ଆଜିର ଆକ୍ରାନ୍ତଙ୍କୁ ମିଶାଇଵା ପରେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଲକ୍ଷ ୫୯ ହଜାର ୯୮୫କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯ଲକ୍ଷ ୫୮ ହଜାର ୩୧୬ ଜଣ ଚିକିତ୍ସିତ ହେଉଥିବା […]
ନୂଆଦିଲ୍ଲୀ: ଚୀନ୍ ସୀମାରେ ନିଖୋଜ ହୋଇଥିବା ୫ ଭାରତୀୟ ନିଜ ଦେଶକୁ ଫେରିଛନ୍ତି। ଆଜି ସକାଳେ ଚୀନର ପିପୁଲସ ଲିବରେସନ ଆର୍ମି ପକ୍ଷରୁ ସେମାନଙ୍କୁ ହସ୍ତାନ୍ତର କରାଯାଇଛି। ସେପ୍ଟେମ୍ବର ପହିଲାରେ ଅରୁଣାଚଳ ପ୍ରଦେଶର ୫ ଜଣ ଶିକାର କରିବାକୁ ଯାଇଥିବା ବେଳେ ଭୁଲବଶତଃ ଚୀନ ସୀମାକୁ ପଶି ଯାଇଥିଲେ। ଅରୁଣାଚଳ ପ୍ରଦେଶର ଜଣେ ବିଧାୟକ ଚୀନ ସେନା ୫ ଭାରତୀୟଙ୍କୁ ଉଠାଇ ନେଇଥିବା ଅଭିଯୋଗ ଆଣିଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ସେ କେନ୍ଦ୍ର ସରକାରଙ୍କୁ ନିବେଦନ […]
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଥିବା ବେଳେ କରୋନା ଭ୍ୟାକ୍ସିନ୍ ପରୀକ୍ଷଣକୁ ନେଇ ଏକ ଆଶ୍ୱସ୍ତିକର ଖବର ଆସିଛି। କରୋନା ପାଇଁ ଭାରତରେ ପ୍ରସ୍ତୁତ ହେଉଥିବା କରୋନା ଭ୍ୟାକ୍ସିନ୍ କୋଭାକ୍ସିନ୍ ପଶୁଙ୍କ ଉପରେ ପରୀକ୍ଷଣ ସଫଳ ହୋଇଥିବା ଜଣାପଡ଼ିଛି। ଏ ନେଇ ଗତକାଲି କୋଭାକ୍ସିନ୍ ଭ୍ୟାକ୍ସିନ୍ ପ୍ରସ୍ତୁତ କରୁଥିବା ଭାରତ ବାୟୋଟେକ୍ ପକ୍ଷରୁ ଘୋଷଣା କରାଯାଇଛି। ଭାରତରେ ପ୍ରାଇମେଟ ବର୍ଗର ପଶୁଙ୍କ ଶରୀରରେ ଏହି କୋଭାକ୍ସିନ୍ ପ୍ରୟୋଗ ଫଳପ୍ରଦ ହୋଇଛି ବୋଲି କମ୍ପାନୀ […]
ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ଜଡ଼ିତ ଏକ ଭାଇରାଲ କାର୍ଟୁନକୁ ନେଇ ମୁମ୍ବାଇରେ ଜଣେ ପୂର୍ବତନ ନୌସେନା ଅଧିକାରୀ ମଦନ ଶର୍ମାଙ୍କୁ ଗତକାଲି ରାତିରେ ୧୦ରୁ ୧୫ ଜଣ ଲୋକ ନିସ୍ତୁକ ମାଡ଼ ମାରି ଗୁରୁତର କରିଦେଇଛନ୍ତି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆକ୍ରମଣ କରିଥିବା ବ୍ୟକ୍ତିମାନେ ଶିବସେନାର ବୋଲି ଅଭିଯୋଗ ହୋଇଛି । ପୋଲିସ ଗତକାଲି ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରିଥିଲା । ହେଲେ ସମସ୍ତ ଅଭିଯୁକ୍ତଙ୍କୁ […]
ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଡ୍ରଗ୍ କାରବାରରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗିରଫ କରାଯାଇଛି। ଉଭୟଙ୍କୁ ଡ୍ରଗ୍ ଦେଉଥିବା ଜଣେ ଡ୍ରଗ୍ ପେଡଲରଙ୍କୁ ଗିରଫ କରା ଯାଇଛି। ଏ ନେଇ ଏନସିବି ପକ୍ଷରୁ ସ୍ପଷ୍ଟ କରାଯାଇଛି। ସୁଶାନ୍ତ ସିଂହ ରାଜପୁତ୍ ମୃତ୍ୟୁ ମାମଲାରେ ନାରୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଶନିବାର ସକାଳେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ବଲିଉଡ୍ରେ ଚାଲିଥିବା ଡ୍ରଗ୍ […]
ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିଭର୍ସିଟି ପୁଣିଥରେ ଆଷ୍ଟ୍ରାଜେନେକା କରୋନା ଭ୍ୟାକସିନର ଟ୍ରାଏଲ୍ ଆରମ୍ଭ କରିବ। ମେଡିସିନ୍ସ ହେଲଥ ରେଗୁଲେଟୋରୀ ଅଥରିଟି (MHRA) ଭ୍ୟାକସିନର ପୁନର୍ବାର ଟ୍ରାଏଲକୁ ନେଇ କ୍ଲିନଚିଟ୍ ମିଳିଛି। ଏହା ପୂର୍ବରୁ ଆଷ୍ଟ୍ରାଜେନେକା ପିଏଲସି ପକ୍ଷରୁ ପ୍ରସ୍ତୁତ ହୋଇଥିବା କୋଭିଡ୍-୧୯ ଭ୍ୟାକସିନର ଟ୍ରାଏଲ ଚାଲିଥିବା ବ୍ରିଟେନର ଜଣେ ଭଲ୍ୟୁଣ୍ଟିୟରଙ୍କର ସ୍ୱାସ୍ଥ୍ୟ ବିଗିଡ଼ି ଯାଇଥିଲା। ଯେଉଁ କାରଣରୁ ସେପ୍ଟେମ୍ବର ୬ ତାରିଖରେ ଟ୍ରାଏଲକୁ ରୋକି ଦିଆଯାଇଥିଲା। ଅକ୍ସଫୋର୍ଡ ୟୁନିଭର୍ସିଟି ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି, ବ୍ରିଟେନର ସବୁ ପରୀକ୍ଷଣ […]
ନୂଆଦିଲ୍ଲୀ: ହସ୍ପିଟାଲ୍ରୁ ଡିସ୍ଚାର୍ଜ ହେବାର ୨ ସପ୍ତାହ ପରେ ପୁଣି ଥରେ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ପୁଣିଥରେ ଶନିବାର ଦିନ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତେବେ ଅମିତ ଶାହ ହସ୍ପିଟାଲ୍ରେ ଭର୍ତ୍ତି ହେବାନେଇ ଏପର୍ଯ୍ୟନ୍ତ ହସ୍ପିଟାଲ୍ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ମିଳିଥିବା ସୂଚନା ଅନୁସାରେ, ଶନିବାର ରାତି ୧୧ଟାରେ ଅମିତ […]
ନୂଆଦିଲ୍ଲୀ: କରୋନା ପରବର୍ତ୍ତୀ ପରିଚାଳନା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପ୍ରୋଟୋକଲ୍ ଜାରି ହୋଇଛି। ଏହି ନୂଆ ପ୍ରୋଟୋକଲ୍ରେ କରୋନାରୁ ମୁକ୍ତ ହୋଇଥିବା ବ୍ୟକ୍ତି କିପରି ରହିବେ, କିପରି ନିଜ ସ୍ୱାସ୍ଥ୍ୟର ଯତ୍ନ ନେବେ ସେସମ୍ପର୍କରେ ଉଲ୍ଲେଖ କରାଯିବା ସହ ଏହାକୁ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ଜାଣନ୍ତୁ ପ୍ରୋଟୋକଲ୍ରେ କ’ଣ କ’ଣ ସବୁ ରହିଛି… ସାମର୍ଥ୍ୟ ମୁତାବକ ଯୋଗାସନ, ପ୍ରାଣାୟମ ଓ ଧ୍ୟାନ ଆଦି କରିବାକୁ କୁହାଯାଇଛି। ସବୁବେଳେ ମାସ୍କ, […]