ରୋଷେଇ ପୂର୍ବରୁ ଧୁଆହୋଇଥିବା ଚାଉଳ ପାଣିକୁ ସମସ୍ତେ ଫୋପାଡି ଦେଇଥାନ୍ତି। କିନ୍ତୁ ଏହି ଚାଉଳ ପାଣି ସ୍ୱାସ୍ଥ୍ୟ ପାଇଁ କେତେ ଲାଭଦାୟକ ତାହା ଆପଣ ଜାଣନ୍ତି କି? କେଉଁ ଶାରୀରିକ ସମସ୍ୟାରେ ଏହା ଉପକାରୀ? ତେବେ ଆସନ୍ତୁ ଜାଣିବା ଆୟୁର୍ବେଦ ବିଶେଷଜ୍ଞଙ୍କ ମତରେ ଚାଉଳ ପାଣିର ଲାଭ କ’ଣ?
ବାଜିଲା ନିର୍ବାଚନୀ ବିଗୁଲ୍। ଗଣତନ୍ତ୍ରର ମହାପର୍ବ ପାଇଁ ଆରମ୍ଭ ହୋଇଗଲା ପ୍ରକ୍ରିୟା। ୨୪ ସାଧାରଣ ନିର୍ବାଚନ ଲାଗି ଆଜି ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ୍। ଭୋଟ୍ ଗ୍ରହଣ ପ୍ରକ୍ରିୟା ମୋଟ୍ ୭ଟି ପର୍ଯ୍ୟାୟରେ ଏପ୍ରିଲ୍ ୧୯ରୁ ଆରମ୍ଭ ହୋଇ ଜୁନ୍ ୧ରେ ଶେଷ ହେବ। ଜୁନ୍ ୪ ତାରିଖରେ ହେବ ଭୋଟ୍ ଗଣତି। ଓଡ଼ିଶାରେ ମେ ୧୩ରୁ ଜୁନ୍ ୧ ମଧ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ।
ପ୍ରତୀକ୍ଷାର ଅନ୍ତ। ଘୋଷଣା ହୋଇଛି ବହୁ ପ୍ରତୀକ୍ଷିତ ସାଧାରଣ ନିର୍ବାଚନ ତାରିଖ। ଏପ୍ରିଲ୍ ୧୯ରୁ ଜୁନ୍ ୧ ମଧ୍ୟରେ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବ।
ଯିଏ ଦେଖୁଥିଲା ସିଏ ପଚାରୁଥିଲା, ଏଠି କୌଣସି ଫିଲ୍ମର ସୁଟିଂ ଚାଲିଛି କି । କାରଣ ଦୃଶ୍ୟ ହିଁ କିଛି ଏମିତି ଥିଲା । ଗୋଟେ କୁକୁର ପାଟିରେ ଛିଣ୍ତା ହାତ ଧରି ହସ୍ସିଟାଲ ପରିସରରେ ବୁଲୁଥିଲା । ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କିଙ୍ଗ ଜର୍ଜ ମେଡିକାଲ ୟୁନିଭରସିଟିରେ ।
ଅଷ୍ଟ୍ରେଲିଆର ପ୍ରଥମ ସମଲିଙ୍ଗୀ ପୁରୁଷ ଫୁଟବଲର୍ ଭାବରେ ଜଣାଶୁଣା ଜୋସ୍ କାଭାଲୋ ଓ ତାଙ୍କ ସାଥୀ ଲିଟନ୍ ମୋରେଲଙ୍କୁ ପଡ଼ିଆ ଭିତରେ ବିବାହର ପ୍ରସ୍ତାବ ଦେଇ ଚର୍ଚ୍ଚାରେ ରହିଛନ୍ତି ।
ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ।
୨୦୨୪ର ସାଧାରଣ ନିର୍ବାଚନ ଲାଗି ଆଜି ବିଗୁଲ ବଜାଇଲେ ନିର୍ବାଚନ କମିଶନ। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର।
ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା। ୮୫ ବର୍ଷରୁ ଅଧିକ ବୟସ ବର୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯିବ। ଘରେ ରହି ଭୋଟ୍ ଦେଇପାରିବେ ବୟସ୍କ ଭୋଟର।
ଏକ ଘଟଣାକ୍ରମରେ ଟେନେସିର ଜଣେ ମହିଳା ପୋଷାକ ଅର୍ଡର କରିଥିଲେ । କିନ୍ତୁ ପ୍ୟାକେଟରୁ ତାଙ୍କର ରକ୍ତ ଓ ବିନ୍ସ ବାହାରିଥିଲା ।
ଆଜି ନିର୍ବାଚନ କମିଶନର ଆଗାମୀ ଲୋକସଭା ଓ ୪ ଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିବାକୁ ଯାଉଛନ୍ତି। ଠିକ୍ ଏହି ପୂର୍ବରୁ ଅନୁରାଧା ବିଜେପିରେ ଯୋଗ ଦେଉଥିବାରୁ ତାଙ୍କୁ ବିଜେପି ଲୋକସଭା ପାଇଁ ପ୍ରାର୍ଥୀ କରିପାରେ ବୋଲି ଅନୁମାନ କରାଯାଉଛି।
ରବି କିଶନଙ୍କ ଚରିତ୍ର ଏବଂ ତାଙ୍କ ଅଭିନୟ ଦର୍ଶକଙ୍କ ଦ୍ୱାରା ବହୁତ ପ୍ରଶଂସିତ ହୋଇଥିଲା। ବର୍ତ୍ତମାନ ରବି କିଶନ ଅଭିନୟ ପ୍ରତି ତାଙ୍କର ଭଲପାଇବା ବିଷୟରେ କହିଛନ୍ତି ଏବଂ ତାଙ୍କ ବାପାଙ୍କ ସହ ଥିବା ସମ୍ପର୍କକୁ ମଧ୍ୟ ପ୍ରକାଶ କରିଛନ୍ତି। ଆସନ୍ତୁ ଜାଣିବା ଅଭିନେତା କ’ଣ କହିଛନ୍ତି।
କାର ଦୁର୍ଘଟଣାରୁ ବର୍ତ୍ତିବା ପରେ ଆଇପିଏଲ ଖେଳିବାକୁ ଯାଉଛନ୍ତି ଋଷଭ ପନ୍ତ । ତେବେ ଦୁର୍ଘଟଣାରେ ଗମ୍ଭୀର ରୂପେ ଆହତ ହୋଇଥିବା ଋଷଭଙ୍କ ପାଇଁ ପୁଣି ଥରେ କ୍ରିକେଟକୁ ଓହ୍ଲାଇବା ଏତେ ସହଜ ନଥିଲା ।
ଅମିତାଭ ବଚ୍ଚନ ତାଙ୍କ ସ୍ୱାସ୍ଥ୍ୟ ଖବରକୁ ନେଇ ଆଜିକାଲି ଚର୍ଚ୍ଚାର ଏକ ଅଂଶ ହୋଇଛନ୍ତି। ନିକଟରେ ଖବର ଆସିଥିଲା ଯେ ତାଙ୍କର କୋକିଲାବେନ୍ ହସ୍ପିଟାଲରେ ଏଞ୍ଜିଓପ୍ଲାଷ୍ଟି ହୋଇଛି। ଏହା ପରେ ଏହି ଖବର ଲଗାତର ଚାଲିଥିଲା। ବର୍ତ୍ତମାନ ଅମିତାଭ ବଚ୍ଚନ ଏଭଳି ଖବରରେ ପୂର୍ଣ୍ଣଚ୍ଛେଦ ପକେଇଛନ୍ତି।
ମୃତକମାନେ ହେଲେ ୫୧ ବର୍ଷୀୟ ରାଜୀବ ୱାରିକୋ, ତାଙ୍କ ପତ୍ନୀ ୪୭ ବର୍ଷୀୟ ଶିଳ୍ପା କୋଥା ଏବଂ ସେମାନଙ୍କର ୧୬ ବର୍ଷର ଝିଅ ମହକ ୱାରିକୋ ।
ଫିଲ୍ମଗୁଡ଼ିକ ଭଲ ବ୍ୟବସାୟ କରିବାରେ ଏହା ସହଯୋଗ ହେବ । ତେଣୁ ଏହି ଅନଲାଇନ୍ ସାର୍ଟିଫିକେଟ୍ ପ୍ରଦାନ ପ୍ରକ୍ରିୟାକୁ ଆପଣାଇବା ପାଇଁ ଚେଷ୍ଟା କରନ୍ତୁ ।
ଜାଣି ଆପଣ ବି ନିଶ୍ଚୟ ଗର୍ବ ଅନୁଭବ କରିବେ । ଆମ ଭାରତ ବି କିଛି କମ୍ ନୁହେଁ । କରେନ୍ସି ତାଲିକାରେ ଭାରତର ମୁଦ୍ରା ଦାମ୍ କେତେ ରହିଛି ଆସନ୍ତୁ ଜାଣିବା...
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୬,୧୦୦ ଟଙ୍କା ହୋଇଛି।
ମୃତଦେହକୁ ଖଣ୍ଡ ଖଣ୍ଡ କରି ପେଟିରେ ଓ ଫ୍ରିଜରେ ଭର୍ତ୍ତି କରି ନାବାଳିକାକୁ ଅପହରଣ କରି ଫେରାର ହୋଇଯାଇଛି। ଏପରି ଏକ ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି।
ପିଇବା ପାଣିରେ ଘୋର ଅଭାବ । ଲୋକଙ୍କୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଉଛି ପ୍ରଶାସନ ।
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୬ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପ୍ରାୟତଃ ଝିଅମାନଙ୍କର ଲାଳନପାଳନର ଦାୟିତ୍ୱ ମା’ଙ୍କ ଉପରେ ପଡିଥାଏ। ଆଜିକାଲି କିନ୍ତୁ ସମୟ ବଦଳିଯାଇଛି। ଝିଅମାନଙ୍କର ସାମଗ୍ରିକ ବିକାଶ ପାଇଁ ବାପାଙ୍କ ଭୂମିକା ମଧ୍ୟ ଯଥେଷ୍ଟ ବୃଦ୍ଧି ପାଇଛି। ଖାଲି ମା’ ନୁହେଁ, ବାପା ଯଦି ଝିଅର ଯତ୍ନ ନେବାରେ ସକରାତ୍ମକ ଭାବେ ସହଯୋଗ କରିବେ ତେବେ ଝିଅଟି ମଧ୍ୟ ବିକାଶରେ ବହୁ ଆଗକୁ ଯାଇପାରିବ।
ଆଖୁ ରସ ଲୋକମାନଙ୍କୁ ଏକ ସତେଜ ଅନୁଭବ ଦେଇଥାଏ ଏବଂ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ଆଖୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ଏନେଇ ଆଖୁକୁ ସ୍ୱାସ୍ଥ୍ୟ ପାଇଁ ଏକ ରାମବାଣ ବୋଲି କୁହାଯାଏ।
ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛନ୍ତି ଜଣେ ମହିଳା। ସେ ଡବଲ୍ MA ସହିତ PhD କରିଛନ୍ତି। ପୁଟ୍ପାଥ୍ରେ ବିକୁଛନ୍ତି ଚା’। ସେ ଅନେକ ଅସହାୟ ଲୋକଙ୍କୁ ମଧ୍ୟ ନିଜ ପାଖରେ ରଖିଛନ୍ତି। ଦେଖନ୍ତୁ ଏହି ଭିଡିଓ ସେ କ’ଣ କହୁଛନ୍ତି।
ଟି-20 ବିଶ୍ୱକପରୁ କ୍ରିକେଟ ମ୍ୟାଚରେ ପରମାନେଣ୍ଟ ଲାଗୁ ହେବ ଷ୍ଟପ କ୍ଳକ୍ ନିୟମ । ସୀମିତ ଓଭର ଅନ୍ତର୍ଜାତୀୟ ମ୍ୟାଚରେ ଏହି ନିୟମ ହେବ ବାଧ୍ୟତାମୂଳକ ।
ଦିଲ୍ଲୀରେ ଇଣ୍ଡିଆ ଟୁଡେର କନକ୍ଲେଭରେ ଯୋଗଦେଇ ଶାହା କହିଛନ୍ତି, ଓଡ଼ିଶାରେ ବିଜେପି କେମିତି ଆଗକୁ ବଢ଼ିବ ସେନେଇ କାର୍ଯ୍ୟ କରୁଛୁ। ତା’ସହ ଶାହା କହିଛନ୍ତି, ଓଡ଼ିଶାରେ ବିଜେପିର ଭୋଟ ହାର ଭଲ ବଢ଼ିବ।