ନୂଆଦିଲ୍ଲୀ: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ଅଧୀନ ଡିଫେନ୍ସ ସାଇଣ୍ଟିଫିକ ଓ ଡକ୍ୟୁମେଣ୍ଟେସନ ସେଣ୍ଟର (DESIDOC) ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଆପ୍ରେନଣ୍ଟିସ୍ ତାଲିମ ନେବାକୁ ଆଗ୍ରହୀ ତଥା ଯୋଗ୍ୟ ପ୍ରାର୍ଥୀଙ୍କ ଠାରୁ ଆବେଦନ ପତ୍ର ଆହ୍ୱାନ କରିଛି। ଏହି ତାଲିମର ଅବଧି ଏକବର୍ଷ ରହିଛି। ଯୋଗ୍ୟ ପ୍ରାର୍ଥୀମାନେ DRDOର ଅଫିସିଆଲ ସାଇଟ୍ drdo.gov.in କୁ ଯାଇ ଆବେଦନ କରିପାରିବେ। ନିଯୁକ୍ତି ଖବରରେ ବିଜ୍ଞାପନ ପ୍ରକାଶ ପାଇବା ତାରିଖ ଠାରୁ ୧୫ ଦିନ ମଧ୍ୟରେ […]
ନୂଆଦିଲ୍ଲୀ: କରୋନା ଭାଇରସର ପ୍ରଭାବ ସାରା ବିଶ୍ୱରେ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଲାଣି। ଗତ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲା। ହେଲେ ପୁଣି ଆଜି ଉପର ମୁହାଁ ହୋଇଛି । ବିଶ୍ୱର ୨୧୪ ଦେଶରେ ଆତଙ୍କ ଖେଳାଇଥିବା କରୋନା ଭାଇରସରେ ୨୪ ଘଣ୍ଟାରେ ୩.୪୮ ଲକ୍ଷ ପଜିଟିଭ ଚିହ୍ନଟ ହୋଇଛନ୍ତି। ବିଶ୍ୱରେ ୬୪୨୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭାରତ, ଆମେରିକା ପରି ବ୍ରାଜିଲ, ଫ୍ରାନ୍ସ, ଆର୍ଜେଣ୍ଟିନା, ଋଷ ଏବଂ କଲମ୍ବିଆରେ […]
ନୂଆଦିଲ୍ଲୀ: ସେମାନେ ଥିଲେ ଗରିବ, ଦୁଃଖୀ। ଆଖିରେ ଥିଲା ଆଖିରେ ଥିଲା ଗୋଟିଏ ସ୍ୱପ୍ନ- ପେଟକୁ କେମିତି ଦୁଇମୁଠା ଖାଦ୍ୟ ମିଳିବ। ମୁଠାଏ ଖାଦ୍ୟ ପାଇଁ ହାତ ପତେଇଥିଲେ ଜଣେ ଲଟେରୀ ସଞ୍ଚାଳକଙ୍କ ପାଖରେ। ଲଟେରୀ ସଞ୍ଚାଳକ ତାଙ୍କୁ ଖାଦ୍ୟ ତ ଦେଲେନି। ଖାଦ୍ୟ ବଦଳରେ ତାଙ୍କୁ ଯାହା ଦେଲେ, ସେଥିରେ ସେମାନଙ୍କର ଭାଗ୍ୟ ବଦଳିଗଲା। ଏକଦମ ମାଲାମାଲ। ଘଟଣା ଘଟିଛି ଫ୍ରାନ୍ସରେ। ଫ୍ରେଞ୍ଚ ଲଟେରୀ ସଞ୍ଚାଳକ ଏଫଡିଜେ (French lottery operator FDJ) ମଙ୍ଗଳବାର ସୂଚନା […]
ନୂଆଦିଲ୍ଲୀ: ୨୦୨୦ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ୱାର୍ଲଡ ଫୁଡ୍ ପ୍ରୋଗ୍ରାମ୍କୁ ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ WFPକୁ ଏହି ପୁରସ୍କାରରେ ସମ୍ମାନିତ କରାଯିବ। ଓସ୍ଲୋ ଠାରେ ନେବେଲ୍ କମିଟିର ଅଧ୍ୟକ୍ଷ ବେରିଟ୍ ରେଇସ ନୋବେଲ୍ ଶାନ୍ତି ପୁରସ୍କାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ଔଷଧ, ପଦାର୍ଥ ବିଜ୍ଞାନ ଓ ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା […]
ନୂଆଦିଲ୍ଲୀ: ୱେଷ୍ଟ ଇଣ୍ଡିଜ୍ର ମହାନ କ୍ରିକେଟ୍ ତାରକା ବ୍ରାଏନ୍ ଲାରା ଦିଲ୍ଲୀ କ୍ୟାପିଟାଲର ୱିକେଟ୍ କିପର ଋଷଭ ପନ୍ତଙ୍କୁ ବହୁତ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ଋଷଭ ଚଳିତ ଆଇପିଏଲରେ ତାଙ୍କ ଖେଳିବାର ଶୈଳୀକୁ ବହୁ ଆଗକୁ ନେଇଛନ୍ତି। ଋଷଭ ବଲ୍କୁ ଅଫ୍ ସାଇଡ୍ରେ ଭଲ ଭାବରେ ଖେଳୁଛନ୍ତି। ପଡ଼ିଆର ସବୁ ସ୍ଥାନରେ ସ୍କୋର କରିବାର ଦକ୍ଷତା ତାଙ୍କର ଅଛି। ୨୦୨୦ ଆଇପିଏଲରେ ଦିଲ୍ଲୀ ପାଇଁ ସେ ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ବୋଲି ଲାରା ମତ […]
ଭୁବନେଶ୍ୱର: ଚଳିତ ଥର ୱାର୍ଲଡ ଫୁଡ୍ ପ୍ରୋଗ୍ରାମ୍କୁ(WFP) ନୋବେଲ ଶାନ୍ତି ପୁରସ୍କାର ଦିଆଯିବ ବୋଲି ଘୋଷଣା କରିଛି ନୋବେଲ୍ କମିଟି। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ WFPକୁ ଏହି ପୁରସ୍କାରରେ ସମ୍ମାନିତ କରାଯିବ। ଓସ୍ଲୋ ଠାରେ ନେବେଲ୍ କମିଟିର ଅଧ୍ୟକ୍ଷ ବେରିଟ୍ ରେଇସ ନୋବେଲ୍ ଶାନ୍ତି ପୁରସ୍କାର ଘୋଷଣା କରିଛନ୍ତି। ନେବୋଲ ପୁରସ୍କାର ବିଜେତା WFPର ଅର୍ଥ କଣ ? କାହିଁକି ଏହାକୁ ନୋବେଲ୍ ଶାନ୍ତି ପୁରସ୍କାର ମିଳିବ ଆସନ୍ତୁ ଏ ବିଷୟରେ ଜାଣିବା। […]
ଔଷଧ, ପଦାର୍ଥ ବିଜ୍ଞାନ ଓ ରସାୟନ ବିଜ୍ଞାନ ଓ ସେବା କ୍ଷେତ୍ରରେ ନୋବେଲ୍ ପ୍ରାଇଜ୍ ଘୋଷଣା ହୋଇଛି। ଶାନ୍ତି କ୍ଷେତ୍ରରେ ଏଥର WFPକୁ ନୋବେଲ ପୁହରସ୍କାର ମିଳିଛି। ତେବେ ଏପର୍ଯ୍ୟନ୍ତ ନୋବେଲ୍ ପୁରସ୍କାର ପାଇଁ କୌଣସି ଭାରତୀୟଙ୍କ ନାଁ ଘୋଷଣା କରାଯାଇ ନାହିଁ। ଗତ ବର୍ଷ ଆମେରିକାରେ ରହୁଥିବା ଭାରତୀୟ ବଂଶୋଦ୍ଭବ ଅଭିଜିତ ବାନାର୍ଜୀଙ୍କୁ ଅର୍ଥନୀତୀ ପାଇଁ ନୋବେଲ୍ ପୁରସ୍କାର ମିଳିଥିଲା। ସେହିଭଳି ୨୦୧୪ରେ ଶାନ୍ତି ପାଇଁ ଭାରତୀୟ ଭାବେ କୈଳାଶ ସତ୍ୟାର୍ଥୀଙ୍କୁ ନୋବେଲ୍ ପୁରସ୍କାରରେ ସମ୍ମାନିତ […]
ନୂଆଦିଲ୍ଲୀ: ଚଳିତ ବର୍ଷ ସିବିଏସ୍ଇ କମ୍ପାର୍ଟମେଣ୍ଟ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୫୯ ପ୍ରତିଶତ ପିଲା ପାସ କରିଛନ୍ତି। ସେପ୍ଟେମ୍ବର ୨୨ରୁ ୩୦ ପର୍ଯ୍ୟନ୍ତ ସିବିଏସ୍ଇ ୧୨ କମ୍ପାର୍ଟମେଣ୍ଟ ପରୀକ୍ଷା ହୋଇଥିଲା। ଏଥିରେ ୧୦୨୬୮ଟି ସ୍କୁଲର ଛାତ୍ରଛାତ୍ରୀ କମ୍ପାର୍ଟମେଣ୍ଟ ପରୀକ୍ଷା ଦେଇଥିଲେ। ଏଥିପାଇଁ ୧୨୩୯ଟି ପରୀକ୍ଷା କେନ୍ଦ୍ର ଖୋଲାଯାଇଥିଲା। ପରୀକ୍ଷା ଦେବା ପାଇଁ ୧୧୬୧୨୫ ପିଲା ରେଜିଷ୍ଟେସନ କରିଥିବା ବେଳେ ସେଥିମଧ୍ୟରୁ ୧୦୫୮୪୭ ପରୀକ୍ଷା ଦେଇଥିଲେ। ସେଥିରୁ ୫୨୨୧୧ ପିଲା ପାସ୍ କରିଥିବା […]
2001 ମସିହାର ବଲିଉଡ୍ ଚଳଚ୍ଚିତ୍ର ‘ନାୟକ‘ ଯେଉଁମାନେ ଦେଖିଥିବେ, ସେମାନେ ନିଶ୍ଚିତ ଜାଣିଥିବେ ଅନୀଲ କପୁର ଦିନକ ପାଇଁ ମୁଖ୍ୟମନ୍ତ୍ରୀ ହୋଇ କେମିତି ହଙ୍ଗାମା କରିଥିଲେ। ଏହି ଫିଲ୍ମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଥିବା ଅମରିଶ ପୁରୀ ଦିନକ ପାଇଁ ଅର୍ଥାତ ୨୪ ଘଣ୍ଟା ପାଇଁ ନିଜ ପଦବୀ ଛାଡ଼ି ଅନୀଲ କପୁରଙ୍କୁ ମୁଖ୍ୟମନ୍ତ୍ରୀ କରିଥିଲେ। ୨୪ ଘଣ୍ଟାରେ ବି ଅନୀଲ କପୁର ବହୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରିଥିଲେ। ଏହା ଥିଲା ଚଳଚ୍ଚିତ୍ରର ବିଷୟବସ୍ତୁ। ଏ କଥା […]
ନୂଆଦିଲ୍ଲୀ: ଦିଲ୍ଲୀରୁ ବେଙ୍ଗାଲୁରୁ ଆସୁଥିବାବେଳେ ଜଣେ ମହିଳା ବିମାନରେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମଦେଇଛନ୍ତି। ଉଭୟ ମାଆ ଓ ପୁଅ ସୁସ୍ଥଥିବାର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ କୁହାଯାଇଛି। ବୁଧବାର ସନ୍ଧ୍ୟାରେ ଇଣ୍ଡିଗୋ ବିମାନ 6E122ରେ ଏହି ଘଟଣା ଘଟିଛି। ହଠାତ ଉଡ଼ନ୍ତା ବିମାନରେ ଜଣେ ନବଜାତ ଶିଶୁ ନୂଆ ଅତିଥି ହୋଇଯାଇଥିଲେ। ଦିଲ୍ଲୀରୁ ଜଣେ ମହିଳା ବିମାନରେ ବେଙ୍ଗାଲୁରୁ ଆସୁଥିଲେ। ହଠାତ୍ ସେ ଯନ୍ତ୍ରଣା ଅନୁଭବ କଲେ। ସୌଭାଗ୍ୟକ୍ରମେ ସେହି ବିମାନରେ ଜଣେ ସ୍ତ୍ରୀ […]