• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

riya
୨୨ ଯାଏ ଜେଲରେ ରହିବେଲ ରିୟା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଥିବା ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏବେ ରିୟା ୧୪ ଦିନ ଅର୍ଥାତ୍ ସେପ୍ଟେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଜେଲରେ ରହିବେ। ରିୟା ଓ ତାଙ୍କ ଭାଇ ସୌଭିକଙ୍କ ସମେତ ୬ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ମୁମ୍ବାଇର ସେସନ୍ସ କୋର୍ଟ। ରିୟା, ତାଙ୍କ ଭାଇ ସୌଭିକଙ୍କ ସହ ଦୀପେଶ ସାୱନ୍ତ, ସାମୁଏଲ ମିରାଣ୍ଡା, ଜୈଦ ବିଲାତ୍ରା ଏବଂ […]

aftab
ଜଣାଶୁଣା ବଲିଉଡ୍ ଅଭିନେତା କରୋନାରେ ଆକ୍ରାନ୍ତ

ମୁମ୍ବାଇ: ବଲିଉଡର ଆଉ ଜଣେ ଆଗଧାଡ଼ିର ଅଭିନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅଭିନେତା ଆଫତାବ ଶିବଦଶାନୀଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଏ ନେଇ ଖୋଦ୍ ଆଫତାବ ସୂଚନା ଦେଇଛନ୍ତି। ଡାକ୍ତର ଏବଂ ଅଥରିଟିଙ୍କ ପରାମର୍ଶ କ୍ରମେ ସେ ନିଜକୁ ହୋମ୍ କ୍ୱାରେଣ୍ଟିନ୍ କରିଛନ୍ତି। ସେ ସୋସିଆଲ୍ ମିଡିଆରେ ଏହାର ସୂଚନା ଦେଇଛନ୍ତି ଏବଂ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇବା ଲାଗି ପରାମର୍ଶ ଦେଇଛନ୍ତି।   View this post on Instagram   […]

bmc
ଆଜି ବିଏମସିରୁ ୪୧୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୦୧ ଲୋକାଲ କେସ ଓ ୧୧୨ କ୍ୱାରେଣ୍ଟିନ୍‌‌ରୁ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। ଏହାଛଡ଼ା ଆଜି ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area […]

SWAMI
ପରଲୋକରେ ସ୍ୱାମୀ ଅଗ୍ନିବେଶ

ନୂଆଦିଲ୍ଲୀ: ବିଶିଷ୍ଟ ସାମାଜିକ କର୍ମୀ ସ୍ୱାମୀ ଅଗ୍ନିବେଶଙ୍କ ପରଲୋକ ହୋଇଛି। ନୂଆଦିଲ୍ଲୀରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଲିଭର ସୋରିଆସିସ୍ ରୋଗରେ ପୀଡ଼ିତ ହେବା ପରେ ଗତ ସପ୍ତାହରେ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ଗତ ମଙ୍ଗଳବାର ତାଙ୍କୁ ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ବିଲାଇ ସାଇନ୍ସରେ ଭର୍ତ୍ତି କରାଯାଇଥିଲା ସେଠାରେ ସେ ଭେଣ୍ଟିଲେଟରରେ ରହି ଚିକିତ୍ସାଧୀନ ଥିଲେ। […]

rhea
ଡ୍ରଗ୍ସକୁ ନେଇ ରିୟାଙ୍କ ଖୁଲାସା: ସାମ୍ନାକୁ ଆସିଲା ଏହି ବଲିଉଡ୍‌ ସେଲିବ୍ରେଟିଙ୍କ ନାଁ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ, ତାଙ୍କ ଭାଇ ଶୌଭିକ ଓ ଅନ୍ୟ ୪ ଅଭିଯୁକ୍ତଙ୍କୁ Narcotics Control Bureau (NCB) ଗିରଫ କରିଛି। ଏସବୁ ଭିତରେ ଏକ ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସାରା ଅଲ୍ଲୀ ଖାନ୍‌, ରାକୁଲ୍‌ପ୍ରୀତ୍‌ ସିଂ ଓ ସିମୋନ୍‌ ଖୋମ୍ବୋଟାଙ୍କ ଭଳି ବଲିଉଡ୍‌ର ବଡ଼ ବଡ଼ କଳାକାରମାନେ ଡ୍ରଗ୍ସ ନେଇଥିଲେ ବୋଲି ରିୟା କହିଛନ୍ତି। Times Now ର ସୂଚନା […]

kangna-1111
କଙ୍ଗନା ଡ୍ରଗ୍ସ ନେବା ଅଭିଯୋଗ; ତଦନ୍ତ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ-କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି । କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍‌‌ରେ ସରକାର । ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର । ଏ ନେଇ କଙ୍ଗନାଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କରିଛନ୍ତି । ଅନ୍ୟପକ୍ଷେ କଙ୍ଗନା ବି ଚୁପ୍‌ ବି ରହିନାହାନ୍ତି । ଶିବସେନା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ […]

anuradha paudwal
ପ୍ରଖ୍ୟାତ କଣ୍ଠଶିଳ୍ପୀ ଅନୁରାଧା ପୋଡ୍‌ୱାଲଙ୍କ ପୁଅ ଆଦିତ୍ୟଙ୍କ ଦେହାନ୍ତ

ମୁମ୍ବାଇ: ପ୍ରଖ୍ୟାତ ବଲିଉଡ୍‌ କଣ୍ଠଶିଳ୍ପୀ ତଥା ଭଜନ ଗାୟିକା ଅନୁରାଧା ପୋଡ୍‌ୱାଲଙ୍କ ପୁଅ ଆଦିତ୍ୟ ପୋଡ୍‌ୱାଲଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା। ଆଦିତ୍ୟଙ୍କ ପରଲୋକ ନେଇ ସିଙ୍ଗର ଓ କମ୍ପୋଜର୍ ଶଙ୍କର ମହାଦେବନ୍‌ ସୋସିଆଲ୍‌ ମିଡିଆରେ ସୂଚନା ଦେଇଛନ୍ତି। https://www.facebook.com/shankarlive/posts/10157992750988640 ମିଳିଥିବା ସୂଚନା ଅନୁସାରେ, ସେ କିଡ୍‌ନୀ ରୋଗରେ ଆକ୍ରାନ୍ତ ଥିଲେ ଓ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଆଦିତ୍ୟ ଜଣେ ମ୍ୟୁଜିକ୍‌ ଆରେଞ୍ଜର ଓ ପଡ୍ୟୁସର ଥିଲେ।

kangana ranaut
କଙ୍ଗନା ଡ୍ରଗ୍ସ ନେବା ଅଭିଯୋଗ; ତଦନ୍ତ ନିର୍ଦ୍ଦେଶ ଦେଲେ ମହାରାଷ୍ଟ୍ର ସରକାର

ମୁମ୍ବାଇ: କଙ୍ଗନା-ଶିବସେନା ବିବାଦ ଦିନକୁ ଦିନ ଜଟିଳ ହେଉଛି। କଙ୍ଗନାଙ୍କୁ ବିଭିନ୍ନ ଆଡୁ ଘେରିବାକୁ ଜାଲ ବିଛାଇଛି ମହାରାଷ୍ଟ ଉଦ୍ଧବ ଠାକ୍‌ରେ ସରକାର। ବିଏମସିକୁ ଲଗାଇ କଙ୍ଗନାଙ୍କ ଅଫିସ ଭାଙ୍ଗିବା ପରେ ଏବେ କଙ୍ଗନା ଡ୍ରଗ୍ସ ବ୍ୟବହାର କରୁଥିବା ଅଭିଯୋଗ ଆଣିଛନ୍ତି ଉଦ୍ଧବ ସରକାର। ଏ ନେଇ କଙ୍ଗନାଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କରିଛନ୍ତି। ଅନ୍ୟପକ୍ଷେ କଙ୍ଗନା ବି ଚୁପ୍‌ ବି ରହି ନାହାନ୍ତି। ଶିବସେନା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କୁ ଟାର୍ଗେଟ କରିଛନ୍ତି […]

Capture
ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ୯୭ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ରେକର୍ଡ ଭାଙ୍ଗିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୭ ହଜାର ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୧୨୦୧ ଜଣଙ୍କ ମୃତ୍ୟୁ ହୋଇଛି।  ଏଯାବତ୍ ଦେଶରେ ୭୭ ହଜାର ୪୭୨ଜଣଙ୍କ ମୃତ୍ୟୁ ହେଲାଣି। ଆଜିର ଆକ୍ରାନ୍ତଙ୍କୁ ମିଶାଇଵା ପରେ  ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଲକ୍ଷ ୫୯ ହଜାର ୯୮୫କୁ ବୃଦ୍ଧି ପାଇଛି।  ସେମାନଙ୍କ ମଧ୍ୟରୁ ୯ଲକ୍ଷ ୫୮ ହଜାର ୩୧୬ ଜଣ ଚିକିତ୍ସିତ ହେଉଥିବା […]

china-missing
ସୀମାରେ ନିଖୋଜ ୫ ଭାରତୀୟଙ୍କୁ ଫେରାଇଲା ଚୀନ

ନୂଆଦିଲ୍ଲୀ: ଚୀନ୍‌ ସୀମାରେ ନିଖୋଜ ହୋଇଥିବା ୫ ଭାରତୀୟ ନିଜ ଦେଶକୁ ଫେରିଛନ୍ତି। ଆଜି ସକାଳେ ଚୀନର ପିପୁଲସ ଲିବରେସନ ଆର୍ମି ପକ୍ଷରୁ ସେମାନଙ୍କୁ ହସ୍ତାନ୍ତର କରାଯାଇଛି। ସେପ୍ଟେମ୍ବର ପହିଲାରେ ଅରୁଣାଚଳ ପ୍ରଦେଶର ୫ ଜଣ ଶିକାର କରିବାକୁ ଯାଇଥିବା ବେଳେ ଭୁଲବଶତଃ ଚୀନ ସୀମାକୁ ପଶି ଯାଇଥିଲେ। ଅରୁଣାଚଳ ପ୍ରଦେଶର ଜଣେ ବିଧାୟକ ଚୀନ ସେନା ୫ ଭାରତୀୟଙ୍କୁ ଉଠାଇ ନେଇଥିବା ଅଭିଯୋଗ ଆଣିଥିଲେ। ସେମାନଙ୍କୁ ଉଦ୍ଧାର କରିବା ପାଇଁ ସେ କେନ୍ଦ୍ର ସରକାରଙ୍କୁ ନିବେଦନ […]

କରୋନା ଭ୍ୟାକ୍‌ସିନ୍‌କୁ ନେଇ ଆସିଲା ଭଲ ଖବର: ମାଙ୍କଡ଼ ଶରୀରରେ ପରୀକ୍ଷଣ ସଫଳ

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଥିବା ବେଳେ କରୋନା ଭ୍ୟାକ୍‌ସିନ୍‌ ପରୀକ୍ଷଣକୁ ନେଇ ଏକ ଆଶ୍ୱସ୍ତିକର ଖବର ଆସିଛି। କରୋନା ପାଇଁ ଭାରତରେ ପ୍ରସ୍ତୁତ ହେଉଥିବା କରୋନା ଭ୍ୟାକ୍‌ସିନ୍‌ କୋଭାକ୍ସିନ୍ ପଶୁଙ୍କ ଉପରେ ପରୀକ୍ଷଣ ସଫଳ ହୋଇଥିବା ଜଣାପଡ଼ିଛି। ଏ ନେଇ ଗତକାଲି କୋଭାକ୍ସିନ୍ ଭ୍ୟାକ୍‌ସିନ୍ ପ୍ରସ୍ତୁତ କରୁଥିବା ଭାରତ ବାୟୋଟେକ୍ ପକ୍ଷରୁ ଘୋଷଣା କରାଯାଇଛି। ଭାରତରେ ପ୍ରାଇମେଟ ବର୍ଗର ପଶୁଙ୍କ ଶରୀରରେ ଏହି କୋଭାକ୍ସିନ୍ ପ୍ରୟୋଗ ଫଳପ୍ରଦ ହୋଇଛି ବୋଲି କମ୍ପାନୀ […]