ନୂଆଦିଲ୍ଲୀ: କରୋନା କାରଣରୁ ଇଣ୍ଡଷ୍ଟ୍ରିଗୁଡ଼ିକ ବନ୍ଦ ହୋଇ ପଡ଼ିଛି। ଏଥିପାଇଁ ବ୍ୟବସାୟୀମାନେ ବହୁ ଜଟିଳ ପରିସ୍ଥିତି ଦେଇ ଗତି କରୁଛନ୍ତି। ତେଣୁ ପରିସ୍ଥିତିକୁ ସୁଧାରିବା ପାଇଁ କେନ୍ଦ୍ର ସରକାର ଇଣ୍ଡଷ୍ଟ୍ରିମାନଙ୍କ ଲାଗି ଦୀପାବଳି ଉପଲକ୍ଷେ ଦୁଇ ଲକ୍ଷ କୋଟି ଟଙ୍କାର ରିହାତି ପ୍ୟାକେଜ୍ ଘୋଷଣା କରିଛନ୍ତି। ସରକାର ୧୦ଟି ସେକ୍ଟରରେ ଉତ୍ପାଦନ ଆଧାରିତ ପ୍ରୋତ୍ସାହନ ବା ପିଏଲ୍ଆଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳ ଏହି ପ୍ରସ୍ତାବକୁ ଆଜି ମଞ୍ଜୁରୀ ଦେଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ୟାବିନେଟ୍ରେ […]
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନରେ ଏଆଇଏମ୍ଆଇଏମ୍ ଦଳର ଐତିହାସିକ ବିଜୟ ପରେ ଭୋଟ୍ କାଟିଥିବା ଅଭିଯୋଗ କରି କଂଗ୍ରେସ ଏଆଇଏମ୍ଆଇଏମ୍ ଦଳକୁ ଭୋଟ୍ କଟ୍ୱା ପାର୍ଟି ବୋଲି କହିଥିଲା। ଆଜି ଏହାର ଦୃଢ଼ ଜବାବ ରଖିଛନ୍ତି ଦଳ ମୁଖ୍ୟ ଅସଦୁଦ୍ଦିନ ଅୱେସୀ। ବିହାରରେ ନିଜର ବିଫଳତାକୁ ଲୁଚାଇବା ପାଇଁ କଂଗ୍ରେସ ଅଯଥା ଚିତ୍କାର କରୁଛି ବୋଲି ଅୱେସୀ କହିଛନ୍ତି। ବିଜୟ ନେଇ ଅୱେସୀ କହିଛନ୍ତି ଯେ ତାଙ୍କ ଦଳ ୨୦ଟି ଆସନରେ ନିର୍ବାଚନ ଲଢ଼ିଥିଲା। ସେଥିରୁ ୫ଟି […]
ନୂଆଦିଲ୍ଲୀ: ବିହାରରେ ସଫଳତା ପରେ ବିଜେପି ମୁଖ୍ୟାଳୟରେ ବିଜୟ ଉତ୍ସବ ଆୟୋଜିତ ହୋଇଛି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବକ୍ତବ୍ୟ ରଖିଛନ୍ତି। ଶାନ୍ତିଶୃଙ୍ଖଳାରେ ନିର୍ବାଚନ ସଂପନ୍ନ ହୋଇଥିବାରୁ ମୋଦି ଧନ୍ୟବାଦ ଦେଇଛନ୍ତି। ପୂର୍ବରୁ ନିର୍ବାଚନ ହେଲେ କେତେ ବୁଥ୍ ଲୁଟ୍ ହୋଇଛି ତାହା ଖବରର ଶିରୋନାମା ଥିଲା। ବିହାରରେ କେତେ ଲୋକଙ୍କ ମୃତ୍ୟୁ ଘଟିଛି ପୂର୍ବରୁ ପ୍ରମୁଖ ଖବର ଥିଲା। ତେବେ ବର୍ତ୍ତମାନ କେତେ ପ୍ରତିଶତ ଭୋଟ ହୋଇଛି ଏବେ ମୁଖ୍ୟ ଖବର ପାଲଟିଛି। […]
ମୁମ୍ବାଇ: ଜେଲ୍ରୁ ମୁକୁଳିବା ପରେ ରିପବ୍ଲିକ୍ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ମହାରାଷ୍ଟ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଗିରଫଦାରୀକୁ ବେଆଇନ୍ କହିବା ସହ ଉଦ୍ଧବ ସରକାରଙ୍କ ହୀନ ଉଦ୍ୟମକୁ ସେ କଡ଼ା ଭାଷାରେ ନିନ୍ଦା କରିଛନ୍ତି। ଏଥିସହ ଖୋଲା ଡିବେଟ୍ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କୁ ସେ ଚ୍ୟାଲେଞ୍ଜ ମଧ୍ୟ କରିଛନ୍ତି। ସୁପ୍ରିମକୋର୍ଟରୁ ଅନ୍ତରୀଣ ଜାମିନ ପାଇବା ପରେ ଗତକାଲି ଜେଲ୍ରୁ ବାହାରିଥିଲେ ଅର୍ଣ୍ଣବ। ଜାମିନ ପରେ ସେ ମୁମ୍ବାଇର ତାଲୋଜା ଜେଲ୍ରୁ ବାହାରିଥିଲେ। […]
ଦିନକ ପରେ ପାଳନ ହେବ ଆଲୋକର ପର୍ବ ଦୀପାବଳି। ଏହା ପୂର୍ବ ଦିନ ଧନ୍ତେରସ୍। ବିଶ୍ୱାସ ରହିଛି, ଧନ୍ତେରସ୍ରେ(Dhanteras 2020) ସୁନା କିଣିଲେ ମା’ ଲକ୍ଷ୍ମୀ ପ୍ରସନ୍ନ ହୁଅନ୍ତି ଓ ଘରେ ସୁଖଶାନ୍ତି ବଢେ। ସେଥିଲାଗି ସୁନା ଅଳଙ୍କାର କିଣିବା ଲାଗି ଗହଣା ଦୋକାନରେ ଭିଡ଼ ଲାଗେ। ଖାଲି ସୁନା, ରୂପା ନୁହେଁ ଧନ୍ତେରସ୍ ଦିନ ଘରକୁ ଯେକୌଣସି ଜିନିଷ କିଣିକି ଆଣିଲେ ଏହା ଶୁଭ। ହେଲେ ଏମିତି କିଛି ଜିନିଷ ଅଛି, ଯାହାକୁ ଏହି ଦିନରେ ଆଦୌ […]
ଲଣ୍ଡନ: ରୋଗୀଙ୍କ ଜୀବନ ବଞ୍ଚାଇବା ଥିଲା ତାଙ୍କର କର୍ମ। ହେଲେ ସେ ନେଇ ଚାଲିଥିଲେ ଗୋଟିଏ ପରେ ଗୋଟିଏ ଜୀବନ। ଗୋଟିଏ କି ଦୁଇଟି ନୁହେଁ, ୮ ଜଣ ଶିଶୁଙ୍କୁ ସେ ହତ୍ୟା କରିଥିଲେ। ସେତିକିରେ ବି କଥା ସରି ନ ଥିଲା, ୧୦ ଜଣଙ୍କୁ ହତ୍ୟା ଉଦ୍ୟମ ମଧ୍ୟ କରିଥିଲେ। ଆମେ ଏଠି ଜଣେ ନର୍ସଙ୍କ କଥା କହୁଛୁ। ନର୍ସ ଜଣକ ଡାକ୍ତରଖାନାରେ ରୋଗୀଙ୍କ ସେବା କରିବା ପରିବର୍ତ୍ତେ ନେଇ ଚାଲିଥିଲେ ଜୀବନ। ସଂପୃକ୍ତ ନର୍ସଙ୍କୁ […]
ଅମୃତସର: ଅନେକ ଆଶା ନେଇ ରୋଗୀ ଡାକ୍ତରଙ୍କ ପାଖକୁ ଆସିଥାଏ। ପରିବାର ଲୋକେ ଡାକ୍ତରଙ୍କୁ ଭଗବାନଙ୍କ ଅବତାର ବୋଲି ମାନି ନେଇଥାନ୍ତି। ଡାକ୍ତର ହିଁ ତାଙ୍କ ପାଇଁ ଶେଷ ଆଶା ଭରସା। ହେଲେ କେତେଜଣ ଡାକ୍ତର ଏକଥା ବୁଝି ପାରନ୍ତି ? ବେଳେବେଳେ ଏମିତି ହୁଏ, ଡାକ୍ତରଙ୍କ ସାମନ୍ୟ ଅବହେଳା, ଅନ୍ୟମନସ୍କତା ରୋଗୀର ଜୀବନ ନେଇଯାଏ। ଏମିତି ଏକ ଉଦାହରଣ ଦେଖିବାକୁ ମିଳିଛି ପଞ୍ଜାବରେ। ପଞ୍ଜାବର ମୋଗା ସରକାରୀ ଡାକ୍ତରଖାନାରେ ଘଟିଛି ଏହି ଘଟଣା। ତେବେ ଘଟଣା […]
ତାଇପେଇ: ସାଧାରଣତଃ ନିଜ ପସନ୍ଦର ଖାଦ୍ୟ ନାଁ ଶୁଣିଲେ ପାଟିରୁ ଲାଲ ବାହାରି ଆସିଥାଏ। ଆଉ ସେଇ ସମୟରେ ହିଁ ସେଇ ଖାଦ୍ୟ ଖାଇବାକୁ ଇଚ୍ଛା ହୋଇଥାଏ। ହେଲେ ଯଦି କୁହାଯିବ ଯେ, ନିଜ ପସନ୍ଦର ଖାଦ୍ୟ ନାଁ ଶୁଣି କେହି କୋମାରୁ ଚାଲି ଆସିବା, ହୁଏତ ଏହାକୁ କେହି ବିଶ୍ୱାସ କରିବେ ନାହିଁ। ହେଲେ ଏମିତି କିଛି ଆଶ୍ଚର୍ଯ୍ୟ କରିଦେଲା ଭଳି ଘଟଣା ଘଟିଛି ତାଇୱାନ୍ରେ। ୧୮ ବର୍ଷୀୟ ଯୁବକ ଚିୟୁ ୬୨ ଦିନ ହେବ […]
ମୁମ୍ବାଇ: ରିପବ୍ଲିକ୍ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ୍ ଦେଇଛନ୍ତି। ଏହି ମାମଲାରେ ଅନ୍ୟ ଅଭିଯୁକ୍ତମାନଙ୍କୁ ମଧ୍ୟ ଜାମିନ ମିଳିଛି। ଅଭିଯୁକ୍ତମାନେ ପ୍ରତ୍ୟେକ ୫୦ ହଜାର ଟଙ୍କାର ବଣ୍ଡ ଦେଇ ଜାମିନରେ ଯାଇପାରିବେ। ତେବେ ସବୁଠାରୁ ବଡକଥା ହେଲା, ସୁପ୍ରିମକୋର୍ଟ ଏହି ମାମଲାରେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ବ୍ୟକ୍ତି ସ୍ୱାଧୀନତା କ୍ଷୁର୍ଣ୍ଣ ହେଉଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ଏପରିକି ଅର୍ଣ୍ଣବ ଗୋସ୍ୱାମୀଙ୍କ ଜାମିନ ଖାରଜ କରି ହାଇକୋର୍ଟ ଠିକ୍ କରିନାହାଁନ୍ତି ବୋଲି ସୁପ୍ରିମକୋର୍ଟ […]
ନୂଆଦିଲ୍ଲୀ: ଦେଶରେ ଆର୍ଥିକ ମାନ୍ଦାବସ୍ଥାର ଆଶଙ୍କା ଭିତରେ କେନ୍ଦ୍ର ସରକାର ଆତ୍ମନିର୍ଭର ଭାରତ ୩.୦ ଘୋଷଣା କରିଛନ୍ତି। ଏଥିରେ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଗୁରୁତ୍ୱ ଦିଆଯାଇଛି। ଏଥିସହ ନୂଆ କର୍ମଚାରୀଙ୍କ ଇପିଏଫ୍ କେନ୍ଦ୍ର ଅର୍ଥ ବହନ କରିବ ବୋଲି କୁହାଯାଇଛି । ସଂସ୍ଥା ନୂତନ ନିଯୁକ୍ତି ଦେଲେ, କର୍ମଚାରୀଙ୍କ ଇପିଏଫ୍ ଭରଣା କରିବ କେନ୍ଦ୍ର । ୧ ହଜାରରୁ କମ୍ କର୍ମଚାରୀ ଥିବା ସଂସ୍ଥାରେ ୨୪ ପ୍ରତିଶତ ଇପିଏଫ୍ ଦେବ କେନ୍ଦ୍ର । ଅର୍ଥାତ୍ ସଂସ୍ଥା ଦେବାକୁ […]