ଲକ୍ଷ୍ନୌ: ହାଥରସ ମାମଲାରେ ପୀଡ଼ିତାଙ୍କ ପରିବାକୁ ତ୍ରୀସ୍ତରୀୟ ସୁରକ୍ଷା ଯୋଗାଇ ଦେଲେ ଉତ୍ତରପ୍ରଦେଶ ସରକାର। ଏ ନେଇ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ପୂର୍ବ ଶୁଣାଣିରେ ପୀଡ଼ିତାଙ୍କ ପରିବାର ଓ ସାକ୍ଷୀମାନଙ୍କ ସୁରକ୍ଷା ବିଷୟରେ ଜାଣିବାକୁ ଇଚ୍ଛା ପ୍ରକାଶ କରିଥିଲା କୋର୍ଟ। ଏହାର ଉତ୍ତରରେ ଆଦି କୋର୍ଟରେ ଏଭଳି ସତ୍ୟପାଠ ଦାଖଲ କରିଛନ୍ତି ଯୋଗୀ ସରକାର। ସତ୍ୟପାଠରେ ମାମଲାର ତଦନ୍ତ କରୁଥିବା ସିବିଆଇ ତଦନ୍ତ ରିପୋର୍ଟ ରାଜ୍ୟ ସରକାରଙ୍କୁ ଦେବାକୁ ସୁପ୍ରିମକୋର୍ଟଙ୍କୁ […]
ଭୁବନେଶ୍ୱର: ଖୋଲା ବଜାରରୁ ଋଣ କରିବାକୁ ଓଡ଼ିଶାକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର। ଓଡ଼ିଶା ସରକାର ୨ ହଜାର ୮୫୮ କୋଟି ଟଙ୍କା ଋଣ କରିପାରିବେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରାଳୟ ଅନୁମତି ଦେଇଛି। ଜିଏସ୍ଟି କାର୍ଯ୍ୟକାରିତାରେ ସମସ୍ୟା ଯୋଗୁଁ ପୁଞ୍ଜି ଅଭାବ ପୂରଣ କରିବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ର ତରଫରୁ ଦୁଇଟି ବିକଳ୍ପ ଦିଆଯାଇଥିଲା। ସେଥିମଧ୍ୟରୁ ପ୍ରଥମ ବିକଳ୍ପ ବାଛିଥିବା ରାଜ୍ୟଗୁଡ଼ିକୁ ରାଜ୍ୟ ଜିଡିପିର ଦଶମିକ ୫ ପ୍ରତିଶତ ଅତିରିକ୍ତ ଋଣ ସଂଗ୍ରହ ପାଇଁ ଅନୁମତି ପ୍ରଦାନ କରିଛି […]
ଶ୍ରୀନଗର: ଗୃହବନ୍ଦୀରୁ ମୁକୁଳିବାର ଦିନକ ପରେ ପିଡିପି ମୁଖ୍ୟ ମେହବୁବା ମୁଫ୍ତୀଙ୍କୁ ଭେଟିଲେ ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସ୍ନାଲ କନଫରେନ୍ସର ସଭାପତି ଫାରୁକ ଅବଦୁଲ୍ଲା ଓ ଉମାର ଅବଦୁଲ୍ଲା। ୧୪ ମାସର ଗୃହବନ୍ଦୀ ଜୀବନ କାଟିବା ପରେ ମଙ୍ଗଳାବାର ରାତିରେ ମୁକୁଳିଛନ୍ତି ମେହବୁବା। ଆଉ ଆଜି ତାଙ୍କୁ ଭେଟିଛନ୍ତି ଫାରୁକ ଅବଦୁଲ୍ଲା। ଧାରା ୩୭୦ ଉଚ୍ଛେଦ ପରେ ଫାରୁକ ଅବଦୁଲ୍ଲା ଓ ପୁଅ ଉମାର ଅବଦୁଲ୍ଲାଙ୍କୁ ମଧ୍ୟ ଗୃହବନ୍ଦୀ ରଖାଯାଇଥିଲା। ହେଲେ ସେମାନେ ମେହବୁବାଙ୍କ ପୂର୍ବରୁ […]
ଭୁବନେଶ୍ୱର: ବିବାହକୁ ନେଇ ପ୍ରାୟ ଲୋକଙ୍କର କିଛି ନା କିଛି ସ୍ନପ୍ନଥାଏ। ବିବାହକୁ କେମିତି ଆଡମ୍ବର ସହ କରିବେ ସେ ନେଇ ପ୍ରାୟ ଲୋକ ଯୋଜନା କରନ୍ତି। ସାଙ୍ଗ, ସାଥୀ, ବନ୍ଧୁ, ବାନ୍ଧବଙ୍କ ସହ ସେ ଏହି ଖୁସିକୁ ବାଣ୍ଟିବାର ଲକ୍ଷ ରଖିଥାନ୍ତି। ଆଉ ବିବାହ ପରେ ଗୋଟେ ଗ୍ରାଣ୍ଡ ରିସେପସନ୍ ନହେଲେ ସବୁକିଛି ଅସମ୍ପୂର୍ଣ୍ଣ ଲାଗେ। ହେଲେ ବିବାହକୁ ବିଶେଷ ଆଡମ୍ବରରେ ନକରି ପଶୁ ସେବାକୁ ଗୁରୁତ୍ୱ ଦେଇଛନ୍ତି ଭୁବନେଶ୍ୱରର ଜଣେ ଦମ୍ପତ୍ତି। ୨୫ ସେପ୍ଟେମ୍ବର ଦିନ […]
ଆବଶ୍ୟକ ସାମଗ୍ରୀ: କଞ୍ଚା ଲଙ୍କା, ଡାଲ୍ଚିନି, ଚିକେନ୍, ପିଆଜ, ଟମାଟୋ, ଗୋଲ ମରିଚ, ତେଲ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ, ହଳଦି ଗୁଣ୍ଡ, ଲୁଣ, ଅଦା ଓ ରସୁଣ ପେଷ୍ଟ, ନଡ଼ିଆ ରସ,ତେଜପତ୍ର। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଗ୍ୟାସ୍ରେ କଡ଼େଇ ବସାଇ ସେଥିରେ ରିଫାଇନ୍ ତେଲ ପକାନ୍ତୁ। ତେଲ ଗରମ ହେବା ପରେ ସେଥିରେ ଗୋଟା ଗୋଲ ମରିଚ, ତେଜପତ୍ର ଓ ଡାଲଚିନି ସହ ଲଙ୍କା ଗୁଣ୍ଡ ପକାନ୍ତୁ। ଏହା ସହିତ ସେଥିରେ କିଛି […]
ପାଟନା: ବିହାର ନିର୍ବାଚନରେ ପିଡିଏର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ହୋଇଛି। ପପୁ ଯାଦବ ପିଡିଏ(ପ୍ରୋଗ୍ରେସିଭ୍ ଡେମୋକ୍ରାଟିକ୍ ଆଲିଆନ୍ସ)ରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି ଆଜାଦ ସମାଜ ପାର୍ଟି ମୁଖ୍ୟ ଚନ୍ଦ୍ର ଶେଖର ଆଜାଦ। ସେହିପରି ଏନ୍ଡିଏରେ ନୀତୀଶ କୁମାର, ଆର୍ଡେଜିର ତେଜସ୍ୱୀ ଯାଦବ ଓ ଉପେନ୍ଦ୍ର କୁଶୱାହ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ବୋଲି ଘୋଷଣା ହୋଇଛି। ଏବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତାଲିକାରେ ପପୁ ଯାଦବଙ୍କ ନାଁ ବି ସାମିଲ ହୋଇଛି। ବିହାର ବିଧାନସଭା ନିର୍ବାଚନରେ […]
ମୁମ୍ବାଇ: କରୋନା ହଟ୍ସ୍ପଟ୍ ରାଜ୍ୟ ମହାରାଷ୍ଟ୍ରରେ ଆଜି ଅନ୍ଲକ୍ ଗାଇଡ୍ଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ଗାଇଡ୍ଲାଇନ୍ ଅନୁସାରେ ଅକ୍ଟୋବର ୧୫ ତାରିଖରୁ ମୁମ୍ବାଇ ମେଟ୍ରୋ ଟ୍ରେନ୍ ସେବା ଆରମ୍ଭ ହେବାକୁ ଥିବା ବେଳେ ରାଜ୍ୟରେ ସ୍କୁଲ୍, କଲେଜ ସହିତ ସମସ୍ତ ପୂଜାସ୍ଥଳ ବନ୍ଦ ରହିବ। ତେବେ ସହର ବିକାଶ ବିଭାଗ ପକ୍ଷରୁ ଜାରି ହେବାକୁ ଥିବା ଏସ୍ଓପି ଅନୁସାରେ ମୋଟ୍ରୋ ସେବା ଆରମ୍ଭ କରାଯିବା ବୋଲି ମହାରାଷ୍ଟ୍ର ସରକାର ଘୋଷଣା କରିଛନ୍ତି। ଏହା ବାଦ୍ ଅକ୍ଟୋବର […]
ଲଦାଖ: ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ପିଏଲ୍ଏ( ଚୀନ ସେନା)କୁ ନିର୍ଦ୍ଦେଶ ଦେଲେ ଚୀନ ରାଷ୍ଟ୍ରପତି ସି ଜିନ୍ପିଙ୍ଗ। ଦେଶପାଇଁ ବିଶ୍ୱସ୍ତ ରହିବା ସହିତ ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ ବୋଲି ଜିନପିଙ୍ଗ୍ କହିଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମ CNN ଏହି ଖବର ପ୍ରକାଶ କରିଛି। ଲଦାଖର ଏଲ୍ଏସିରେ ଭାରତ ଓ ଚୀନ ସେନା ପରସ୍ପର ମୁହାଁମୁହିଁ ହୋଇ ଛିଡ଼ା ହୋଇଥିବା ସମୟରେ ଚୀନ ରାଷ୍ଟ୍ରପତିଙ୍କ ଏପରି ବୟାନ ମାମଲାକୁ ଆହୁରି ଉତ୍ତେଜନାପୂର୍ଣ୍ଣ କରିଦେଇଛି। CNNର ରିପୋର୍ଟ ଅନୁସାରେ, […]
ନୂଆଦିଲ୍ଲୀ: ଜାମ୍ମୁ-କାଶ୍ମୀରରେ ପୁଣି ଏନକାଉଣ୍ଟର। ଯବାନଙ୍କ ଆକ୍ରମଣରେ ନିପାତ ହେଲେ ୫ ଆତଙ୍କବାଦୀ । ଜାମ୍ମୁ କାଶ୍ମୀରର ପୁଲୱାମାରେ ହୋଇଛି ଏହି ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ୫ ଆତଙ୍କବାଦୀ ଲସ୍କର- ଇ-ତୋଇବା ସଂଗଠନର ବୋଲି ସୂଚନା ମିଳିଛି। ନିହତ…
ନାସିକ: କାର ଧକ୍କା ପରେ ନିଆଁ ଲାଗିଯିବାରୁ ଜିଅନ୍ତା ଜଳିଗଲେ ଏନ୍ସିପି ନେତା ସଞ୍ଜୟ ସିନ୍ଦେ। ମଙ୍ଗଳବାର ଏଭଳି ଦୁଃଖଦ ଘଟଣା ଘଟିଛି। ସଞ୍ଜୟ ମୁମ୍ବାଇ-ଆଗ୍ରା ରାଜପଥରେ ଯାତ୍ରା କରୁଥିବାବେଳେ ପିମ୍ପଲଗାଓଁ ବସୱନ୍ତ ଟୋଲ ପ୍ଲାଜା ନିକଟରେ ଶର୍ଟ ସର୍କିଟ ଯୋଗୁ ତାଙ୍କ କାର୍ରେ ନିଆଁ ଲାଗିଯାଇଥିଲା। ଅଙ୍ଗୁର ରପ୍ତାନୀରେ ନାସିକ ଜିଲ୍ଲାର ସଞ୍ଜୟ ଜଣେ ଜଣାଶୁଣା ଚେହେରା। ସେ ତାଙ୍କ କ୍ଷେତ ପାଇଁ କୀଟନାଶକ କିଣିବାକୁ ପିମ୍ପଲଗାଓଁ ଅଭିମୁଖେ ଯାଉଥିଲେ। କଡୱା ନଦୀ ନିକଟରେ କାର୍ଟି […]
ଗାନ୍ଧୀନଗର: ଅକ୍ଟୋବର ୧୭ ତାରିଖ ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ବିଶ୍ୱର ସବୁଠାରୁ ଉଚ୍ଚତମ ପ୍ରତିମୂର୍ତ୍ତୀ ଷ୍ଟେଚ୍ୟୁ ଅଫ୍ ୟୁନିଟି। କରୋନା ଭାଇରସ୍ ପାଇଁ ଦୀର୍ଘ ୬ ମାସ ଧରି ବନ୍ଦ ଥିବା ଏହି ପ୍ରତିମୂର୍ତ୍ତୀ ପୁଣିଥରେ ଖୋଲିବା ନେଇ ପ୍ରସ୍ତୁତ ହେଉଛି। ଏହି ଦିନ ନବରାତ୍ରୀ ପଡ଼ୁଥିବାରୁ ଏକତାର ଏହି ପ୍ରତୀକକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ମନ ବି ବେଶ୍ ଖୁସ୍। ନର୍ମଦା ନଦୀ କୂଳରେ ସର୍ଦ୍ଦାର ସରୋବର ଡ୍ୟାମ୍କୁ ମୁହୁଁ କରି ଛିଡ଼ା ହୋଇଥିବା […]
ନୂଆଦିଲ୍ଲୀ: କରୋନା ଭୂତାଣୁକୁ ନେଇ ସାମ୍ନାକୁ ଆସିଲା ଚିନ୍ତାଜନକ ତଥ୍ୟ। ହର୍ଡ ଇମ୍ୟୁନିଟି ବା ଗୋଷ୍ଠୀ ପ୍ରତିରୋଧ କ୍ଷମତା କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ସାହାଯ୍ୟ କରିବ ବୋଲି ପୂର୍ବରୁ ଗବେଷକମାନେ କହୁଥିଲେ। ହେଲେ କରୋନାକୁ ରୋକିବାର ସଠିକ୍ ଉପାୟ ନୁହେଁ ବୋଲି କୁହାଯାଉଛି। ହର୍ଡ ଇମୁ୍ୟନିଟି ବା ଗୋଷ୍ଠୀ ପ୍ରତିରୋଧ କ୍ଷମତା କୌଣସି ନିର୍ଦ୍ଦିଷ୍ଟ ଅଞ୍ଚଳର ୬୦-୭୦ ପ୍ରତିଶତ ଲୋକ ସଂକ୍ରମିତ ହୋଇଗଲେ, ସେଠାରେ ହର୍ଡ ଇମ୍ୟୁନିଟି ଆସିଯିବ । କରୋନା ମହାମାରୀକୁ ଏହି ଉପାୟରେ […]
ନୂଆଦିଲ୍ଲୀ: ଗୋଟେ ଗାଡିକୁ ଚଲାଇବା ପାଇଁ ଡ୍ରାଇଭରର ନିହାତି ଆବଶ୍ୟକ ହୋଇଥାଏ। ବିନା ଡ୍ରାଇଭରରେ ଗାଡି ଚାଳନା ଅସମ୍ଭବ ପ୍ରାୟ। କିନ୍ତୁ ନିକଟରେ ସୋଶାଲ୍ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ୍ ହେଉଛି। ଯେଉଁଥିରେ ବିନା ଡ୍ରାଇଭରରେ ଗାଡି ଚାଲୁଥିବା ଦେଖିବାକୁ ମିଳିଛି। ଭିଡିଓଟି ତାମିଲ୍ନାଡୁର। ଭିଡିଓରେ ଯାହା ଦେଖିବାକୁ ମିଳିଛି କାର୍ର ଆଗ ସିଟ୍ରେ ଜଣେ ବ୍ୟକ୍ତି ବସିଛନ୍ତି। ଡ୍ରାଇଭର୍ ସିଟ୍ରେ କେହି ନଥିବା ବେଳେ ଗାଡି ଟି ଆରାମରେ ରାସ୍ତାରେ ଉପରେ ଚାଲୁଛି। ସୋଶାଲ୍ […]