• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

amitav
ନିଆରା ଷ୍ଟାଇଲ୍‌ରେ ନାତୁଣୀ ଆରାଧ୍ୟଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିଗ୍‌ ବି

ମୁମ୍ବାଇ:ଅମିତାଭ ବଚ୍ଚନଙ୍କ ନାତୁଣୀ ତଥା ଅଭିଷେକ-ଐଶ୍ୱର୍ଯ୍ୟାଙ୍କ କନ୍ୟା ଆରାଧ୍ୟାର ଆଜି ଜନ୍ମଦିନ। ବଚ୍ଚନ ପରିବାର ସବୁଠାରୁ ଛୋଟ ଏବଂ ଗେହ୍ଲା ସଦସ୍ୟ  ଆରାଧ୍ୟାର ଆଜି ୯ମ ଜନ୍ମଦିନ। ସେଥିପାଇଁ ଆଜି ଘରେ ଖୁସିର ମାହୋଲ। ତେବେ କରୋନା ପାଇଁ ଘରେ ସେପରି କୌଣସି ଗ୍ରାଣ୍ଡ ସେଲେବ୍ରେଶନ ହେଉନାହିଁ। ସମସ୍ତେ ନିଜ ନିଜ ଷ୍ଟାଇଲ୍‌ରେ ଆରାଧ୍ୟାକୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଅମିତାଭ ମଧ୍ୟ ନିଜ ଗେହ୍ଲି ନାତୁଣୀକୁ ଜନ୍ମଦିନ ଅବସରରେ ଅନେକ ଅନେକ ଶୁଭେଚ୍ଛା ଜଣାଇଛନ୍ତି ନିଆରା ଷ୍ଟାଇଲ୍‌ରେ। […]

donald-trump
ପୁଣି ଟ୍ରମ୍ପ କହିଲେ ‘ମୁଁ ନିର୍ବାଚନ ଜିତିଛି‘

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ ପାର୍ଟିର ଜୋ ବାଇଡେନ ଜିତିବା ପରେ ବି ନିଜର ପରାଜୟ ସ୍ୱୀକାର କରୁ ନାହାନ୍ତି ଡୋନାଲ୍ଡ ଟ୍ରମ୍ପ। ପୁଣି ଏକ ଟୁଇଟ କରି ଏହି ବିବାଦକୁ ଆହୁରି ତେଜିଛନ୍ତି। ପୂର୍ବରୁ ଅର୍ଥାତ ରବିବାର ଟ୍ରମ୍ପ ଏକ ଟୁଇଟ କରି ନିଜର ପରାଜୟକୁ ସ୍ୱୀକାର କରି ନେଇଥିଲେ। ହେଲେ ଏବେ ଆଉ ଏକ ଟୁଇଟ କରି ରାଷ୍ଟ୍ରପତି ନିର୍ବାଚନରେ ସେ ଜିତିଛନ୍ତି ବୋଲି ଦାବି କରିଛନ୍ତି। ଏହି ଟୁଇଟ୍‌ରେ ଦାବି କରିଛନ୍ତି-‘I […]

nushray
ରୋମାଣ୍ଟିକ୍‌ ଅନ୍ଦାଜ୍‌ରେ ସୋରିଷ କ୍ଷେତରେ ନଜର ଆସିଲେ ରାଜକୁମାର-ନୁସରତ୍‌‌

ମୁମ୍ବାଇ: ଦୀପାବଳି ଅବସରରେ ଆମାଜନ ପ୍ରାଇମରେ ରିଲିଜ୍‌ ହୋଇଛି ନୁସରତ ଭାରୁଚା ଏବଂ ରାଜକୁମାର ରାଓଙ୍କ ଚଳଚ୍ଚିତ୍ର ‘ଛଲାଙ୍ଗ’। ଏହି ଚଳଚ୍ଚିତ୍ରକୁ ଲୋକମାନେ ବେଶ୍‌ ଭଲପାଇବା ଦେଇଛନ୍ତି। ନିକଟରେ ସୋଶାଲ୍‌ ମିଡିଆରେ ନୁସ୍‌ରତ-ରାଜକୁମାରଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି। ଭିଡିଓରେ ନୁସରତ୍‌ ଏବଂ ରାଜଙ୍କୁ ‘ଦିଲ୍ଲ ୱାଲେ ଦୁଲ୍‌ହନିଆ ଲେ ଯାଏଗେଁ’ ଫିଲ୍ମର ଶାହାରୁଖ ଏବଂ କାଜୋଲଙ୍କ ଷ୍ଟାଇଲ୍‌ରେ ସୋରିଷ କ୍ଷେତରେ ନାଚୁଥିବାର ଦେଖିବାକୁ ମିଳିଛି। ଭିଡିଓକୁ ନୁସରତ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେଆର କରିଛନ୍ତି। ଭିଡିଓ […]

nirits
୭ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତିଶ କୁମାର

ପାଟନା: ବିହାର ମଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର। ରାଜ୍ୟପାଳ ଫାଗୁ ଚୌହାନ୍‌ ନୀତିଶ କୁମାରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ NDA ୧୨୫ ସିଟ୍‌ ହାସଲ କରିବା ପରେ ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିଶ କୁମାର ୭ମ ଥର ପାଇଁ ମୁଖ୍ୟମନ୍ତ୍ରୀ  ହୋଇଛନ୍ତି। ଏହି ଅବସରରେ ପାଟନା ରାଜଭବନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଗୃହମନ୍ତ୍ରୀ […]

1
ବିବାହ କରିବେ ବେନଜିର ଭୁଟ୍ଟୋଙ୍କ କନ୍ୟା: ନିର୍ବନ୍ଧ ସମାରୋହକୁ ଆସିବା ପାଇଁ ରଖିଲେ ଏମିତି ସର୍ତ୍ତ

ଇସ୍‌ଲାମବାଦ: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ବେନଜୀର ଭୁଟ୍ଟୋ ଏବଂ ପୂର୍ବ ରାଷ୍ଟ୍ରପତି ଅସିଫ ଅଲି ଜରଦାରୀଙ୍କ ଝିଅ ବଖ୍‌ତାବର ଭୁଟ୍ଟୋ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ନଭେମ୍ବର ୨୭ ତାରିଖ ମହମ୍ମୁଦ ଚୌଧୁରୀଙ୍କ ସହ ତାଙ୍କର ନିର୍ବନ୍ଧ ହେବ। ପାକିସ୍ତାନର ଏକ ଖବରକାଗଜ ‘ଦ ଏକ୍ସପ୍ରେସ’ ଟ୍ରିବ୍ୟୁନ୍‌ର ଏକ ରିପୋର୍ଟ ଅନୁସାରେ ବଖ୍‌ତବାର ଭୁଟ୍ଟୋ ଜରଦାରୀଙ୍କ ଲାଇଫ ପାର୍ଟନର ଆମେରିକାର ପ୍ରଖ୍ୟାତ ବ୍ୟବସାୟୀ ୟୁନୁସ୍‌ ଚୌଧୁରୀଙ୍କ ପୁଅ।  ଆଗାମୀ ୨୭ରେ ଉଭୟଙ୍କ ନିର୍ବନ୍ଧ ହେବ। […]

suicide
ଦୁଷ୍କର୍ମ ପୀଡ଼ିତାଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଦେଇଗଲେ ଏମିତି ତଥ୍ୟ

ବୁଲନ୍ଦଶହର: ଉତ୍ତରପ୍ରଦେଶ ବୁଲନ୍ଦଶହରରେ ଜଣେ ୧୯ ବର୍ଷୀୟ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସୋମବାର ଅନୁପଶହର ଅଞ୍ଚଳରେ ଯୁବତୀ ଜଣକ ଆତ୍ମହତ୍ୟା କରିଥିବା ପୋଲିସ୍‌ ସୂଚନା ଦେଇଛି। ଆତ୍ମହତ୍ୟା ପାଇଁ ଯୁବତୀ ଜଣକ ୩ଜଣ ବ୍ୟକ୍ତିଙ୍କୁ ଦାୟୀ କରିଛନ୍ତି, ଯାହା ସେ ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ କରିଛନ୍ତି। ସମ୍ପୃକ୍ତ ଯୁବତୀଙ୍କ ବାପାଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ୍‌ IPC Section 306(ଆତ୍ମହତ୍ୟା ପାଇଁ ଉସୁକାଇବା) ଆଧାରରେ ଏକ ମାମଲା ରୁଜୁ କରିଛି। ଏହାସହ ଫେରାର ଥିବା […]

kanpur
୬ ବର୍ଷର ଶିଶୁକନ୍ୟାକୁ ହତ୍ୟା କରି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ କାଢିନେଲେ ଦୁର୍ବୃତ୍ତ

କାନପୁର: କାନପୁର ଜିଲ୍ଲାର ଘାଟମପୁର ଅଞ୍ଚଳରେ ଦୀପାବଳି ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ଜଣେ ୬ ବର୍ଷ ଶିଶୁକନ୍ୟାକୁ ହତ୍ୟା କରାଯାଇଛି। ହତ୍ୟା ପରେ ଶିଶୁର ଶରୀରରୁ ଲିଭର ଏବଂ ଲଂଗ୍‌ସକୁ କାଢି ନିଆଯାଇଛି। ସବୁଠାରୁ ଦୁଃଖର ବିଷୟ ଯେ, ତନ୍ତ୍ର ସାଧନା ପାଇଁ ଏକ ନୀରିହ ଶିଶୁକୁ ଏପରି ବିଭତ୍ସ ଭାବେ ହତ୍ୟା କରାଯାଇଛି। କାନପୁର ପୋଲିସ ଏହି ଘଟଣାରେ ୨ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। କାନପୁର ପୋଲିସ ଅଧିକାରୀଙ୍କ ସୂତ୍ରରୁ […]

fire crackers
ଦୀପାବଳିରେ ବାଣ ଫୁଟି ସାଂସଦଙ୍କ ନାତୁଣୀଙ୍କ ମୃତ୍ୟୁ

ପ୍ରୟାଗରାଜ: ଦୀପାବଳି ଅବସରରେ ବାଣ ଫୁଟାଉଥିବା ବେଳେ ଗୁରୁତର ଆହତ ହୋଇଥିବା ବିଜେପି ସାଂସଦ ରୀତା ବହୁଗୁଣା ଯୋଶୀଙ୍କ ୬ ବର୍ଷୀୟ ନାତୁଣୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ, ଆଜି ଭୋର ସମୟରେ ଚିକିତ୍ସାଧୀନ ଅବସ୍ଥାରେ କିୟାଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ସୋମବାର ସନ୍ଧ୍ୟାରେ ଏହି ଅଘଟଣ ଘଟିଥିଲା। ଘରର ଛାତ ଉପରେ ବାଣ ଫୁଟାଇବା ସମୟରେ ନିଆଁ ଲାଗି ଯିବାରୁ କିୟା ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ […]

obama-1
ପିଲାବେଳେ ମହାଭାରତ, ରାମାୟଣ ପଢୁଥିଲେ ଆମେରିକାର ଏଇ ପୂର୍ବତନ ରାଷ୍ଟ୍ରପତି

ୱାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଭାରତକୁ ଏକ ସ୍ୱତନ୍ତ୍ର ମର୍ଯ୍ୟାଦା ଦେଇ ଆସିଛନ୍ତି। ଭାରତୀୟ ସଂସ୍କୃତିର ପରିଚୟ ମହାଭାରତ ଓ ରାମାୟଣକୁ ସେ ଖୁବ୍ ପସନ୍ଦ କରନ୍ତି। ଓବାମାଙ୍କର ପିଲାଦିନ ଇଣ୍ଡୋନେସିଆରେ କଟିଥିଲା। ସେଠାରେ ତାଙ୍କର ଅଧିକାଂଶ ସମୟ ରାମାୟଣ ଓ ମହାଭାରତର କାହାଣୀ ଶୁଣିବାରେ କଟୁଥିଲା । ଏକଥା ଶୁଣି ଆଶ୍ଚର୍ଯ୍ୟ ଲାଗୁଛି କି ? ହେଲେ ସତ। କାରଣ ଏକଥା ଆଉ କେହି ନୁହେଁ, ନିଜେ ଓବାମା ସ୍ୱୀକାର କରିଛନ୍ତି। ନିକଟରେ […]

billal
ବିଶ୍ୱ ପାଇଁ ଆତଙ୍କ ଲାଡେନର ଏଇ ବନ୍ଧୁ, ଭାରତରେ ବି ମେଲାଉଛି କାୟା

ନୂଆଦିଲ୍ଲୀ:କୁଖ୍ୟାତ  ଆତଙ୍କୀ ଓସାମା ବିନ ଲାଡେନ ନିହତ ହେବା ପରେ ସାମାନ୍ୟ ଆଶ୍ୱସ୍ତି ମିଳିଥିଲା। ହେଲେ ଏବେ ଲାଡେନର ବନ୍ଧୁ ବିଶ୍ୱ ପାଇଁ ଆଉ ଏକ ବିପଦ ହୋଇ ଉଭା ହୋଇଛି। ଲାଡେନର ଏଇ ବନ୍ଧୁର ନାମ ବିଲାଲ ଫିଲିପ୍ସ (Bilal philips)। ବିଲାଲ ନିଜର କଠୋରପନ୍ଥୀ ଚିନ୍ତାଧାରାରେ ହଜାର ହଜାର ଲୋକଙ୍କୁ ପ୍ରଭାବିତ କରୁଛନ୍ତି ଏବଂ ସେମାନଙ୍କୁ ଆତଙ୍କୀ ସଂଗଠନରେ ଭର୍ତ୍ତି କରାଉଛନ୍ତି। ତେବେ କିଏ ଏହି ବିଲାଲ ଫିଲିପ୍ସ ? କେଉଁଠି ରହୁଛି ? […]

delhi
ବଡ଼ ଧରଣର ଆକ୍ରମଣ ଯୋଜନା ପଣ୍ଡ; ଗିରଫ ହେଲେ ୨ ଆତଙ୍କୀ

ନୂଆଦିଲ୍ଲୀ: ଦିଲ୍ଲୀରୁ ଦୁଇ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ  ହୋଇଛନ୍ତି।  ଦୁଇ ଗିରଫ ଆତଙ୍କୀ ଜୈଶ୍ ଏ ମହମ୍ମଦର ବୋଲି ଜଣାଯାଇଛି। ଗତକାଲି ରାତିରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଉଭୟଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ବନ୍ଧୁକ ଓ କାଟ୍ରିଜ୍ ଜବତ କରିଛି। ପୋଲିସ ଏମାନଙ୍କୁ ଧରିବା ପରେ ସହରରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣକୁ ଏଡ଼ାଇ ଦିଆଯାଇଥିବା କୁହାଯାଉଛି। ଉଭୟ ଆତଙ୍କବାଦୀଙ୍କୁ ଏବେ ଜେରା କରୁଛି ପୋଲିସ । ସେମାନଙ୍କର ଯୋଜନା କଣ ଥିଲା, କେଉଁଠି […]

1
୩୦ ହଜାର ତଳକୁ ଖସିଲା ଦୈନିକ କରୋନା ପଜିଟିଭ୍ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୨୯,୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୮,୭୪,୨୯୧ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦିନକରେ ୪୪୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦେଶର ମୋଟ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ୧,୩୦,୫୧୯ ହୋଇଛି। ସେହିପରି ଗତ ୨୪ ଘଣ୍ଟାରେ ସକ୍ରିୟ ସଂଖ୍ୟାରେ ୧୨,୦୭୭ କମି ମୋଟ ସକ୍ରିୟ ସଂଖ୍ୟା ୪,୫୩,୪୦୧ ରହିଛି। ଦିନକରେ ସୁସ୍ଥ ହୋଇଛନ୍ତି ୪୦,୭୯୧। ଫଳରେ […]

japanese princess mako
କେବଳ ଏହି ଗୋଟିଏ କାରଣ ପାଇଁ ବିବାହ କରୁ ନାହାନ୍ତି ଜାପାନ ରାଜକୁମାରୀ

ଟୋକିଓ: ପାଖାପାଖି ୭ ବର୍ଷ ହେବ ନିଜ ପ୍ରେମିକଙ୍କୁ ବିବାହ କରିବା ପାଇଁ ଅପେକ୍ଷା କରିଥିବା ଜାପାନ ରାଜକୁମାରୀ ମାକୋ ପୁଣିଥରେ ବିବାହ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। କେବଳ ଗୋଟିଏ କାରଣ ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଜାପାନର ନିୟମ ଓ ରାଜକୀୟ ପରିବାରର ପରମ୍ପରା ଅନୁସାରେ, ଯଦି ରାଜକୁମାରୀ ମାକୋ କୌଣସି ସାଧାରଣ ବ୍ୟକ୍ତିଙ୍କୁ ବିବାହ କରନ୍ତି, ତା’ହେଲେ ତାଙ୍କୁ ରାଜକୀୟ ସୁବିଧା, ସୁଯୋଗ ଓ ମର୍ଯ୍ୟାଦା ହରାଇବାକୁ ପଡ଼ିବ। ଏହାସହ ତାଙ୍କୁ ଜଣେ […]

mp
ଲଭ୍‌ ଜିହାଦ ବିରୋଧରେ କଡ଼ା ଆଇନ୍‌ ଆଣିବ ମଧ୍ୟପ୍ରଦେଶ

ନୂଆଦିଲ୍ଲୀ: ଲଭ୍ ଜିହାଦ ବିପକ୍ଷରେ କଡ଼ା ଆଇନ୍ ଆଣିବାକୁ ବିଚାର କରୁଛନ୍ତି ମଧ୍ୟପ୍ରଦେଶ ସରକାର। ଏନେଇ ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର କହିଛନ୍ତି। ନୂଆ ଆଇନ୍‌ରେ ଲଭ୍ ଜିହାଦ ମାମଲା ଜାମିନ ବିହୀନ ହେବ ବୋଲି ବୋଲି ଶ୍ରୀ ମିଶ୍ର କହିଛନ୍ତି। ମଙ୍ଗଳବାର ଏନେଇ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ‘’ଆମେ ଖୁବ୍‌ଶୀଘ୍ର ରାଜ୍ୟ ବିଧାନସଭାରେ ‘ମଧ୍ୟପ୍ରଦେଶ ଧାର୍ମିକ ସ୍ୱାଧିନତା ବିଲ୍ 2020’ ଆଣିବାକୁ ପ୍ରସ୍ତୁତି କରୁଛୁ। ଏହି ଅଧିନରେ ୫ ବର୍ଷ ଜେଲ୍‌ ଦଣ୍ଡ […]

gold
ଫୁଲରୁ ମିଳୁଛି ଲାଲ୍‌ସୁନା, ଦାମ୍ ଶୁଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ:ଜମ୍ମୁ-କାଶ୍ମୀରର ପାହାଡି ଇଲାକାରେ ଏକ ଦାମୀ ମସଲା ପ୍ରସ୍ତୁତ ହେଉଛି। ଶରତ ଋତୁ ଆଗମନରେ ଫୁଟୁଥିବା ଏକ ଫୁଲରୁ ପ୍ରସ୍ତତ ହୁଏ ଏହି ମସଲା।  ଏହାର ଦାମ ଶୁଣିଲେ ହୋସ ଉଡ଼ିଯିବ। ଶରତ ଋତୁରେ କାଶ୍ମୀରର ପାହାଡିଆ ଅଞ୍ଚଳରେ ଫୁଟେ ଏକ ସୁବାସିତ ତଥା ମୂଲ୍ୟବାନ ଫୁଲ। ଏହି ଫୁଲରେ ପାହାଡି ଇଲାକା ଖାଲି ମହକି ଯାଏନି, ଏହାର ବାଇଗଣି ରଙ୍ଗ କାଶ୍ମୀରର ପରିବେଶକୁ  ସଜେଇ ଦିଏ ଠିକ୍‌ ପରିଟିଏ ପରି। ଏହି ଫୁଲରୁ ବାହାର କରାଯାଏ […]