• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

wearing mask
କୋଭିଡ୍ ପରିଚାଳନା ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ: କୋଭିଡ୍ ପରିଚାଳନା ଲାଗି ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକ ପାଇଁ କେନ୍ଦ୍ର ଗୃହମନ୍ତ୍ରାଳୟ ନୂଆ ନିର୍ଦ୍ଦେଶାନାମା ଜାରି କରିଛି। ଯାହାକୁ ଅନୁସରଣ କରିବାକୁ ସବୁ ରାଜ୍ୟର ମୁଖ୍ୟ ସଚିବମାନଙ୍କୁ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା…

Modi
ଜାମ୍ମୁ ଏୟାରପୋର୍ଟରେ ଆକ୍ରମଣ ଘଟଣା ପରେ ସେନାର ଆଧୁନିକୀକରଣ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଜାମ୍ମୁ ଏୟାରପୋର୍ଟରେ ଥିବା ଭାରତୀୟ ବାସୁସେନା ଘାଟିରେ ଡ୍ରୋନ ଆକ୍ରମଣ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ପ୍ରତିରକ୍ଷା କ୍ଷେତ୍ର ପ୍ରତି ଆଗକୁ ରହିଥିବା ଚ୍ୟାଲେଞ୍ଜ ସମ୍ପର୍କରେ ଆଲୋଚନା କରାଯାଇଛି…

Couple
ବିବାହିତ ହୋଇ ବି ଭୁଲିଗଲେ...ପତ୍ନୀଙ୍କୁ କହିଲେ ଚାଲ ଆମେ ବିବାହ କରିବା, କଣ ଥିଲା ପୂରା ଘଟଣା?

ନୂଆଦିଲ୍ଲୀ: ଆଲଜାଇମର ରୋଗ କଣ? ଯଦି ଏହି ରୋଗରେ କୌଣସି ମଣିଷ ଶିକାର ହୁଅନ୍ତି ତେବେ କଣ ହେବ? ତେବେ ଆମେ ଆପଣଙ୍କୁ ଆଜି ଏମିତ ଏକ ଘଟଣା କହିବୁ ଯାହାକୁ ଜାଣିବା ପରେ ଆପଣମାନଙ୍କ ମନରେ ଥିବା ସମସ୍ତ ପ୍ରଶ୍ନ…

Marrege
ବିବାହ-ଶୁଦ୍ଧିକ୍ରିୟା ହେବ, ହେଲେ ଖୋଲିବନି ଲୁଗା ଦୋକାନ ! ଲୋକଙ୍କ ମନରେ ବଢ଼ିଲାଣି ଅସନ୍ତୋଷ

ଭୁବନେଶ୍ୱର: ବିବାହ ଓ ଶୁଦ୍ଧିକ୍ରିୟା ହେବ, ହେଲେ ଖୋଲିବନି ଲୁଗା ଦୋକାନ । ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ଅସନ୍ତୋଷ । କାରଣ ଉଭୟ କାର୍ଯ୍ୟ ଲାଗି ନୂଆ ଲୁଗା ଅପରିହାର୍ଯ୍ୟ । ଏଣେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନରୁ ଫାଇଦା ନେଉଛନ୍ତି…

Loot
ସାଇବର ଲୁଟ୍‌ରେ ସାମିଲ ମୋବାଇଲ ଓ ସିମ୍‌ ଦୋକାନୀ, ୧୦୦କି ୨୦୦ ନୁହେଁ ୧୭ ହଜାର ସିମ୍‌ ଜବତ !

ଭୁବନେଶ୍ୱର: ଆପଣ ଜାଣିନଥିବେ ହେଲେ ଆପଣଙ୍କ ନାଁରେ ଆକ୍ଟିଭ୍‌ ହୋଇଯାଇଥିବ ସିମ୍ । ଆଉ ସେହି ସିମ୍ ବ୍ୟବହାର କରି ଅପରାଧୀ କରୁଥିବେ ସାଇବର ଲୁଟ୍ । ରାଜ୍ୟ ସୀମା ଡେଇଁ ସାଇବର ଅପରାଧୀଙ୍କ ପାଖକୁ ଯାଉଥିଲା ଏଭଳି ପୁଳା ପୁଳା…

10th
ମାଟ୍ରିକ୍‌ ମୂଲ୍ୟାୟନକୁ ନେଇ ବିଭିନ୍ନ ଜିଲ୍ଲାରେ ଅସନ୍ତୋଷ, କାର୍ଯ୍ୟାଳୟକୁ ଧସେଇ ପଶିଲେ ଅଭିଭାବକ

ଭୁବନେଶ୍ୱର: କରୋନା ପାଇଁ ବିନା ପରୀକ୍ଷାରେ ମାଟ୍ରିକ ଛାତ୍ରଛାତ୍ରୀଙ୍କୁ ମିଳିଥିବା ମାର୍କକୁ ନେଇ ଦୂର ହେଉନି ଅସନ୍ତୋଷ । ଗତକାଲି ଭଳି ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଧାରଣା, ଆନ୍ଦୋଳନକୁ ଓହ୍ଲାଇବା ସହ ନାରା ଦେଇଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ…

coronavirus
କୋଭିଡ୍ ସଂକ୍ରମଣ ଯୋଗୁଁ ସାମ୍ନାକୁ ଆସିଲା ନୂଆ ଲକ୍ଷଣ !

ନୂଆଦିଲ୍ଲୀ: କୋଭିଡ୍ ସଂକ୍ରମଣ ଯୋଗୁଁ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହେଉଥିବା ବେଳେ ଏବେ ମଳଦ୍ୱାରରୁ ରକ୍ତ ପଡୁଥିବା ନଜରକୁ ଆସିଛି । ସାଇଟୋମେଗାଲୋ ଭାଇରସ୍ ଦ୍ୱାରା ସେମାନେ ସଂକ୍ରମିତ ହୋଇଥିବା ଦିଲ୍ଲୀ ସ୍ଥିତ ଶ୍ରୀଗଙ୍ଗାରାମ ହସ୍ପିଟାଲର ଯକୃତ ବିଭାଗ ମୁଖ୍ୟ…

T20-trophy
ଭାରତରେ ଖେଳା ଯିବନି ଟି-ଟ୍ୱେଣ୍ଟି ବିଶ୍ୱକପ୍‌"..

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ୍ ଆୟୋଜନକୁ ନେଇ ଚାଲିଥିବା ଆଶା ଓ ଆଶଙ୍କା ଉପରେ ବିରାମ ଲାଗିଛି । ଭାରତରୁ ୟୁଏଇକୁ ସ୍ଥାନାନ୍ତର ହେବ ଟି-ଟ୍ୱେଣ୍ଟି ବିଶ୍ୱକପ୍ । କରୋନା ସ୍ଥିତିକୁ ଦେଖି ଏହି ନିଷ୍ପତ୍ତି ନିଆଯାଇଥିବା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି…

Visnu Murti
ଆପଣ ଜାଣିଛନ୍ତି କି ବିଶ୍ୱର ସବୁଠୁ ବଡ଼ ବିଷ୍ଣୁ ମୂର୍ତ୍ତି କେଉଁଠି ରହିଛି

ଇଣ୍ଡୋନେସିଆର ଧର୍ମ, ସଂସ୍କୃତି ସବୁବେଳେ ବିଶ୍ୱକୁ ଆଶ୍ଟର୍ଯ୍ୟ କରି ଆସିଛି। ସେହିକ୍ରମରେ ଏଠାରେ ରହିଛି ବିଶ୍ୱର ସବୁଠାରୁ ବଡ ବିଷ୍ଣୁ ପ୍ରତିମୂର୍ତ୍ତି। ଯାହା ଏଠାକାର ଆଉ ଏକ ପରିଚୟ ପାଲଟିଯାଇଛି

River
ଏହି ନଦୀ ବିଶ୍ୱର ସବୁଠୁ ସ୍ୱଚ୍ଛ ନଦୀ

ଭାରତରେ ପାଖାପାଖି ୪୦୦ରୁ ଅଧିକ ନଦୀ ରହିଛି। ଆଉ ସେ ସବୁ ଭିତରୁ ପ୍ରତ୍ୟେକଟି ନଦୀ କିଛି ଭିନ୍ନ ଭିନ୍ନ କାରଣରୁ ଖାସ୍। କିଛି ନଦୀ ଆମ ସଂସ୍କୃତି ଅନୁଯାୟୀ ଖାସ୍ ତ ଆଉ କିଛି ନଦୀ ନିଜର ସୁନ୍ଦରତା କାରଣରୁ ଖାସ୍ ଥାଏ।

moderna
ମଡର୍ଣ୍ଣା ଟିକା ଆମଦାନୀକୁ ଅନୁମତି : ୯୪.୧ ପ୍ରତିଶତ ଫଳପ୍ରଦ ହେଉଥିବା WHO ପକ୍ଷରୁ ଆକଳନ

  ଖୁବ୍ ଶୀଘ୍ର ଭାରତ ଆସିବ କରୋନା ଟିକା ମଡର୍ଣ୍ଣା ମଡର୍ଣ୍ଣା ଟିକା ଆମଦାନୀ ଆବେଦନକୁ DCGIର ମଂଜୁରୀ ଔଷଧ କଂପାନୀ ସିପଲାକୁ ଆମଦାନୀ ଅନୁମତି ଦେଲା DCGI ୧୮ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ମଡର୍ଣ୍ଣା ଟିକାକୁ ଅନୁମତି ଦେଇଛି…

google-fb
ଫେସବୁକ୍‌ ଓ ଗୁଗଲ୍ ପାଇଁ ବଢୁଛି ଅଡ଼ୁଆ

ଗୁଗଲ୍ ଓ ଫେସବୁକ୍‌ ପାଇଁ ବି ବଢୁଛି ଅଡ଼ୁଆ । ଆଜି ହାଜର ହେବାକୁ ସମନ୍ ଜାରି କରିଥିଲା ପାର୍ଲାମେଣ୍ଟ ଷ୍ଟାଣ୍ଡିଂ କମିଟି । ସୋସିଆଲ ମିଡିଆ ଫେସବୁକ୍ ଓ ସର୍ବାଧିକ ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍ ଗୁଗଲର ପ୍ରତିନିଧିଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଥିଲା

drone
କିଭଳି କରିହେବ ଘାତକ ଡ୍ରୋନର ମୁକାବିଲା ? କ’ଣ ଏହାର ପ୍ରତିକାର?

ନୂଆଦିଲ୍ଲୀ : ଆକାରରେ ଚଢେଇ ଠାରୁ ବି କ୍ଷୁଦ୍ର, ମାତ୍ର ଆକ୍ରମଣ କ୍ଷମତା ଅତି ଘାତକ । ଅତି ଗୋପନୀୟ ଭାବେ ଗତି କରିପାରୁଥିବା ଡ୍ରୋନ୍ ଗୁଡିକୁ ସାଧାରଣ ରାଡାରରେ ଧରିବା ସମ୍ଭବ ନୁହେଁ । ଏଗୁଡିକୁ ଠାବ କରିବା ଲାଗି…

drone-attack
ଜାମ୍ମୁରେ ଦେଖାଯାଇଥିବା ଡ୍ରୋନ ଆସିଲା କେଉଁଠୁ?

ଘନଉଛି ଡ୍ରୋନ ବିପଦ । ଗତ ରବିବାର ରାତିରେ ଜମ୍ମୁ ଏୟାରବେସ୍ ଉପରେ ସନ୍ଦିଗ୍ଧ ଡ୍ରୋନ ଆକ୍ରମଣ ସୁରକ୍ଷାରେ ନିୟୋଜିତ ସଂସ୍ଥାଙ୍କ ଆଖି ଖୋଲି ଦେଇଛି

twitter
ନିୟମ ମାନୁନି, ମନମାନି କରୁଛି ଟ୍ୱିଟର

କେନ୍ଦ୍ର ସରକାରଙ୍କ ନୂଆ ଆଇଟି ନିୟମକୁ ନେଇ ଖପ୍ପା ହୋଇଠି ଟ୍ୱିଟର । ଆଇଟି ନିୟମକୁ ଟ୍ୱିଟର ଜାଣିଶୁଣି ଅମାନ୍ୟ କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଅଭିଯୋଗ କରିଥିବା ବେଳେ ଏବେ କେନ୍ଦ୍ର ସରକାରଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇଛି ଟ୍ୱିଟର

marrriage
ବିବାହ ଦିନ ପ୍ରେମିକ ସହ ଫେରାର ମାରିଲା କନ୍ୟା : ଥାନାରେ କଇଁ କଇଁ କାନ୍ଦିଲା ବର

ବାରାଣାସୀ : ବିବାହ ଦିନ ପ୍ରେମିକ ସହ ଛୁ ମାରିଲା କନ୍ୟା । ଶିଶୁପାଳ ସାଜି ଥାନାରେ ଏତାଲା ଦେଲା ବର । ଉତ୍ତରପ୍ରଦେଶ ବାରାଣାସୀରେ ଏଭଳି ଆଶ୍ଚର୍ଯ୍ୟକର ଘଟଣା ଘଟିଛି । ବିବାହ ଦିନ ବରଯାତ୍ରୀ ଆସିବା ପୂର୍ବରୁ ଯୁବତୀ…

health system
ସ୍ୱାସ୍ଥ୍ୟସେବାରେ ବୈପ୍ଳବିକ ପରିବର୍ତ୍ତନର ଶଙ୍ଖନାଦ

ସମଗ୍ର ବିଶ୍ୱରେ ଅଣାୟତ୍ତ ହୋଇସାରିଥିବା କରୋନା ଭାରତରେ ଅପେକ୍ଷାକୃତ ନିୟନ୍ତ୍ରଣରେ ଅଛି। ତେବେ ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ କୋଭିଡ ପରିଚାଳନା ପାଇଁ ବିଭିନ୍ନ ଯୋଜନା ଓ ନୀତି ଲାଗୁ ହେବା ସତ୍ତ୍ୱେ ଏପର୍ଯ୍ୟନ୍ତ ଏହାର ପୂର୍ଣ୍ଣ ରୂପାୟନ ହୋଇପାରୁନାହିଁ।…

ସ
ମହିଳାଙ୍କୁ ମିଳିବ କି ଏକରୁ ଅଧିକ ସ୍ୱାମୀ ରଖିବାର ଅଧିକାର ? ପ୍ରସ୍ତାବକୁ ନେଇ ବିତର୍କ ଆରମ୍ଭ

ଦକ୍ଷିଣ ଆଫ୍ରିକାରେ ସରକାରଙ୍କ ପ୍ରସ୍ତାବକୁ ନେଇ ହଇଚଇ ସୃଷ୍ଟି ହୋଇଛି । ଏହି ପ୍ରସ୍ତାବରେ ମହିଳାଙ୍କୁ ଏକ ସମୟରେ ଏକାଧିକ ବିବାହକୁ ଆଇନସିଦ୍ଧ କରିବାକୁ କୁହାଯାଇଛି । କିନ୍ତୁ ପ୍ରସ୍ତାବ ଆସିବା ମାତ୍ରେ ଏହାର ବିରୋଧ ଆରମ୍ଭ ହୋଇଯାଇଛି । ରୂଢ଼ିବାଦୀ…

anil deshmukh
ଆର୍ଥିକ ଦୁର୍ନୀତି ମାମଲା : ଆଜି ଇଡିରେ ହାଜର ହେବେନି ଅନୀଲ ଦେଶମୁଖ

  ଅସୁସ୍ଥ ଥିବା କହିଲେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନଲାଇନ୍ ବୟାନ୍ ରେକର୍ଡ କରିବାକୁ ନିବେଦନ ମୁମ୍ବାଇ : ଇଡିରେ ହାଜରେ ହେବେନି ଅନୀଲ ଦେଶମୁଖ ।  ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ଶମନ ପଠାଇଥିଲେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।…

drone
୨ ଦିନ ଭିତରେ ଜମ୍ମୁରେ ୪ ଥର ଉଡ଼ିଲା ସନ୍ଦିଗ୍ଧ ଡ୍ରୋନ

ଶ୍ରୀନଗର: ପୁଣି ଜମ୍ମୁରେ ଉଡ଼ିଲା ସନ୍ଦିଗ୍ଧ ଡ୍ରୋନ। ସୋମବାର ଓ ମଙ୍ଗଳବାର ମଧ୍ୟ ରାତ୍ରରେ ଜମ୍ମୁର ୩ଟି ଭିନ୍ନ ଭିନ୍ନ ସ୍ଥାନରେ ୩ଟି ସନ୍ଦିଗ୍ଧ ଡ୍ରୋନ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ପ୍ରଥମ ଡ୍ରୋନ କାଲୁଚକ୍‌ କ୍ୟାଣ୍ଟନମେଣ୍ଟ…

Untitled-1
ଲୋହିତ ଗ୍ରହର ରହସ୍ୟ ; ମଙ୍ଗଳରେ ହ୍ରଦ!

ଲୋହିତ ଗ୍ରହ ମଙ୍ଗଳରେ ଆମର ବୈଜ୍ଞାନିକମାନେ କେବଳ ଜୀବନ ଖୋଜୁ ନାହାଁନ୍ତି, ସେମାନେ ମଧ୍ୟ ସମ୍ଭାବ୍ୟ ଅନୁସନ୍ଧାନ କରୁଛନ୍ତି ଯାହା ଜୀବନକୁ ସୁସଙ୍ଗତ କରିପାରିବ। ଏଥିରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାରକ ହେଉଛି ମଙ୍ଗଳରେ ଜଳର ଉପସ୍ଥିତି। ଏପର୍ଯ୍ୟନ୍ତ ଅନୁସନ୍ଧାନ କରାଯାଇଛି ଯେ…

kejriwal
୩୦୦ ୟୁନିଟ୍ ମାଗଣା ବିଜୁଳି, ପୁରୁଣା ବିଲ୍ ଛାଡ଼୍ : ମିଶନ୍ ପଞ୍ଜାବ ପାଇଁ କେଜ୍ରିୱାଲଙ୍କ ପ୍ରତିଶ୍ରୁତି

ଚଣ୍ଡୀଗଡ଼ : କେଜ୍ରିୱାଲଙ୍କ ନିର୍ବାଚନୀ ପ୍ରତିଶ୍ରୁତି । ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ରାଜନୀତି ଆରମ୍ଭ । ପଞ୍ଜାବରେ ଆସନ୍ତା ବର୍ଷ ହେବାକୁ ଥିବା ନିର୍ବାଚନ ପୂର୍ବରୁ ଆମ ଆଦମି ପାର୍ଟି ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଏହ କ୍ରମରେ ମଙ୍ଗଳବାର…

iit
ଏଥର ଆଇଆଇଟିରେ ନୂଆ କୋର୍ସ

ନୂଆଦିଲ୍ଲୀ: ବିଭିନ୍ନ ଆଇଆଇଟି ପକ୍ଷରୁ ଚଳିତ ଶିକ୍ଷାବର୍ଷରେ ନୂଆ ନୂଆ କୋର୍ସ ଆରମ୍ଭ କରାଯିବ। ଏଥିରେ ପବ୍ଲିକ ପଲିସି, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ଡିଜାଇନ ଭଳି କୋର୍ସ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ଆଇଆଇଟି ପକ୍ଷରୁ ଅନଲାଇନ କୋର୍ସ…

sc
ଜୁଲାଇ ୩୧ ସୁଦ୍ଧା 'ୱାନ ନେସନ ୱାନ ରେସନ କାର୍ଡ' ଲାଗୁ କରିବାକୁ ବାଧ୍ୟ ସମସ୍ତ ରାଜ୍ୟ

  ଜୁଲାଇ ୩୧ ସୁଦ୍ଧା ନେସନ, ୱାନ ନେସନ୍ ୱାନ ରାସନ କାର୍ଡ ତୁରନ୍ତ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ NIC ସହ ପରାମର୍ଶ କରି ସ୍ୱତନ୍ତ୍ର ପୋର୍ଟାଲ ପାଇଁ କହିଲେ ପ୍ରବାସୀ ଓ ଅସଂଗଠିତ ଶ୍ରମିକଙ୍କ ରେଜିଷ୍ଟ୍ରେସନ ପାଇଁ ପୋର୍ଟାଲ…

accident
ବରଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଖାଇ ତଳକୁ ଖସିଲା ଜିପ୍‌, ୧୦ ମୃତ

ଶିମ୍‌ଲା: ଖାଇ ତଳକୁ ଜିପ୍‌ ଖସି ପଡ଼ି ୧୦ ବରଯାତ୍ରୀଙ୍କ ମୃତ୍ୟୁ ଘଟିଛି। ହିମାଚଳ ପ୍ରଦେଶର ସିରମୌର ଜିଲ୍ଲାରେ ସୋମବାର ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କ…