ଗୋଟିଏପଟେ ଦିଲ୍ଲୀ ରାଜରାସ୍ତାରେ ଦୁର୍ଘଟଣାରେ କଲରାପତରିଆ ବାଘର ପ୍ରାଣ ଚାଲି ଯାଇଥିବା ବେଳେ ଅନ୍ୟପଟେ ମହାରାଷ୍ଟ୍ର ନାସିକରେ ଜୀବନ ବିକଳରେ ଆଉ ଏକ କଲରାପତରିଆ ବାଘ ହସ୍ପିଟାଲରେ ପଶି ଯାଇଥିବା ଦେଖିବାକୁ ମିଳିଛି ।
ହ୍ୱାଟ୍ସଆପ୍ ଏହାର ପ୍ଲାଟ୍ଫର୍ମରେ ଏକ ନୂଆ ସେବା ଯୋଡିଛି। ଏହି ସେବା ମାଧ୍ୟମରେ ଚାଟରେ ଟେକ୍ସଟ୍, ପୋଲ୍, ଇମେଜ୍ ଏବଂ ଇମୋଜି ଆଦି ଯେକୌଣସି ମେସେଜ୍କୁ ପିନ୍ କରିବାକୁ ଅନୁମତି ମିଳିଛି। ଏଥିରେ ଗୋଟିଏ ଥରରେ କେବଳ ଗୋଟିଏ ଚାଟ୍ ପିନ୍ ହୋଇପାରିବ।
ଲୋକସଭାରେ ଦର୍ଶକ ଗ୍ୟାଲେରୀରୁ ଡେଇଁଲେ ୨ ଅଜ୍ଞାତ ଯୁବକ । ଦର୍ଶକ ଗ୍ୟାଲେରୀରୁ ସିଧା ସାଂସଦଙ୍କ ଆସନକୁ ଡେଇଁଲେ ଉଭୟ ।
ଯଦିଓ ଆଉ କିଛି ଦିନ ପରେ ୨୦୨୩ ଆମ ପାଇଁ ସ୍ମୃତି ହୋଇଯିବ, ତଥାପି ବଲିଉଡ ପାଇଁ ଏହି ବର୍ଷ ବହୁତ ଭଲ ବୋଲି କହିଲେ ଭୁଲ୍ ହେବ ନାହିଁ। ଗୁଗୁଲ୍ ସର୍ଚ୍ଚ ଇଞ୍ଜିନ୍ ରିପୋର୍ଟରେ ୨୦୨୩ ସଂପୂର୍ଣ୍ଣ ଭାବେ ଶାହରୁଖ ଖାନଙ୍କର ହୋଇଯାଇଛି।
ଦକ୍ଷିଣ ଆଫ୍ରିକା ଗସ୍ତର ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ରିଙ୍କୁ ସିଂ । ଏହା ତାଙ୍କ ଆନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ।
ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ବିଶ୍ୱାସରେ ବିଷ ମିଶାଇଲା ସାଙ୍ଗ । EMI ଟଙ୍କା ପାଇଁ ଚାଲିଗଲା ଜୀବନ ।
ଏହି ଭାଇରାଲ୍ ଭିଡିଓରେ ଆପଣ ଦେଖିପାରିବେ ଯେ ଜଣେ ପିଲା କିପରି ନିଜ ହାତକୁ ଆଗକୁ, ପଛକୁ ଏବଂ ପ୍ରତ୍ୟେକ ଦିଗକୁ ବଙ୍କା କରିଦେଇ ପାରୁଛନ୍ତି। ଏଭଳି ଦକ୍ଷତା ହାସଲ କରିବା ଅନ୍ୟ କାହା ପାଇଁ ଆଦୌ ସମ୍ଭବ ନୁହେଁ। ଆପଣ ପୂର୍ବରୁ ହୁଏତ ଅନ୍ୟ କୌଣସି ବ୍ୟକ୍ତିଙ୍କଠାରେ ଏପରି ପ୍ରତିଭା କ୍ୱଚିତ୍ ଦେଖିଥିବେ।
ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ ... ସେପଟେ ଅପରାହ୍ନ ୪ଟାରେ ଛତିଶଗଡରେ ବିଷ୍ଣୁଦେଓ ସାଏଙ୍କ ଶପଥ ଗ୍ରହଣ ସମାରୋହ .. ସାମିଲ ହେବେ ପ୍ରଧାନମନ୍ତ୍ରୀଙ୍କ ସହ ଅନେକ ତୁଙ୍ଗ ନେତା
ଆଜିକାଲି ଯୁବକମାନେ ଇୟରଫୋନ୍ର ବ୍ୟବହାରକୁ ଏକ ଫ୍ୟାଶନ୍ ଭାବରେ ଗ୍ରହଣ କରିବାକୁ ପସନ୍ଦ କରନ୍ତି। ଆପଣ ଜାଣିଛନ୍ତି କି ଦୀର୍ଘ ସମୟ ଧରି ହେଡ୍ଫୋନ୍ କିମ୍ବା ଇୟରଫୋନ୍ ବ୍ୟବହାର କରିବା ଦ୍ୱାରା ଆପଣଙ୍କ କାନରେ କି ପ୍ରଭାବ ପକାଇଥାଏ? ଯଦି ଜାଣି ନାହାଁନ୍ତି, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ।
କେବଳ ରାଜସ୍ଥାନ ନୁହେଁ ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବି ବିଜେପି ଖେଳିଛି ସରପ୍ରାଇଜ କାର୍ଡ ।
NTPC ମାଇନିଂ ଲିମିଟେଡ୍ ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି। ଏହି ନିଯୁକ୍ତି ପ୍ରକ୍ରୁୟାରେ ମାଇନିଂ ଓଭର୍ମ୍ୟାନ୍, ମାଗାଜିନ୍ ଇନ୍-ଚାର୍ଜ, ମେକାନିକାଲ୍ ସୁପରଭାଇଜର ସହିତ ଅନ୍ୟାନ୍ୟ ପଦବୀ ପୂରଣ ହେବ। ନିଯୁକ୍ତି ପାଇଁ ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି
ପ୍ରତିବର୍ଷ ପରି ସର୍ଚ୍ଚ ଇଞ୍ଜିନ୍ ଗୁଗୁଲ ଚଳିତ ବର୍ଷର ରିପୋର୍ଟ ପ୍ରକାଶ କରିଛି ଯେଉଁଥିରେ କୁହାଯାଇଛି ଯେ ଚଳିତ ବର୍ଷ କେଉଁ କ୍ରିକେଟରଙ୍କୁ ସବୁଠାରୁ ଅଧିକ ଖୋଜାଯାଇଛି। ଆପଣ ହୁଏତ ଭାବୁଥିବେ ଗୁଗୁଲ ରିପୋର୍ଟର ଏହି ତାଲିକାରେ କିମ୍ବଦନ୍ତୀ କ୍ରିକେଟର୍ ବିରାଟ କୋହଲି କିମ୍ବା ରୋହିତ ଶର୍ମାଙ୍କ ସ୍ଥାନ ନିଶ୍ଚୟ ଥିବ। କିନ୍ତୁ ମୌକା ମାରିନେଇଛନ୍ତି ଯୁବ ଖେଳାଳି।
ଛତିଶଗଡ଼ ଓ ମଧ୍ୟପ୍ରଦେଶ ଭଳି ରାଜସ୍ଥାନରେ ମଧ୍ୟ ଜଣେ ନୂଆ ଚେହେରାକୁ ମୁଖ୍ୟମନ୍ତ୍ରୀ କରିଛି ବିଜେପି।
ଯେତେବେଳେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବଙ୍କ ନାଁ ଘୋଷଣା କରାଗଲା, ସେତେବେଳେ ତାଙ୍କ ଡାକ୍ତରୀ ଝିଅ ଆକାଂକ୍ଷା ଡାକ୍ତରଖାନାରେ ଥିଲେ । ଆଉ ଅପରେସନ୍ ଥିଏଟରରେ ଅପରେସନ୍ ପାଇଁ ପ୍ରସ୍ତୁତ ହେଉଥିଲେ ।
ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ସାଙ୍ଗନୌର ବିଧାୟକ ଭଜନଲାଲ ଶର୍ମାଙ୍କୁ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି ।
ପ୍ରଭାସଙ୍କ ଫିଲ୍ମ 'ସାଲାର' ଓ ଶାହରୁଖ ଖାନଙ୍କ ଫିଲ୍ମ 'ଡଙ୍କି' ଗୋଟିଏ ଦିନରେ ରିଲିଜ୍ ହେବ। ନିକଟରେ ଏକ ସାକ୍ଷାତକାରରେ 'ସାଲାର' ନିର୍ମାତା ବିଜୟ କିର୍ଗନ୍ଦୁର ପ୍ରଭାସ ଏବଂ ଶାହରୁଖଙ୍କ ଫିଲ୍ମର ସଂଘର୍ଷକୁ ନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି।
ଅଧିକାରୀ ଜଣକ ଆହୁରି କହିଛନ୍ତି ଯେ, ଶୋଇଥିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ତେଣୁ ସମସ୍ତେ ସାଧା ପୋଷାକ ପିନ୍ଧିଥିଲେ । ହେଲେ ସମସ୍ତ ମୃତକମାନେ ସାମରିକ କର୍ମଚାରୀ ବୋଲି ଅନୁମାନ କରାଯାଉଛି ।
ଅନ୍ୟ ଜଣେ ଭାଇ ଗୋପାଳ ସାହୁ ୨୦୧୯ରେ ହଜାରିବାଗରୁ କଂଗ୍ରେସ ଟିକଟରେ ଏମପି ନିର୍ବାଚନ ଲଢ଼ିଥିଲେ । କିନ୍ତୁ ହାରି ଯାଇଥିଲେ । ଆଉ ଜଣେ ଭାଇ ଉଦୟ ସାହୁ ମଧ୍ୟ କଂଗ୍ରେସ ସହିତ ଜଡ଼ିତ । ଧୀରଜ ନିଜେ ଛତ୍ରା ସିଟରୁ ଲଢ଼ିଛନ୍ତି, କିନ୍ତୁ ହାରିଛନ୍ତି ।
ମହିଳାମାନେ ଶିବରାଜଙ୍କୁ ଧରି କାନ୍ଦୁଥିବାର ଏକ ଭିଡିଓ ମଧ୍ୟ ଦେଖିବାକୁ ମିଳିଛି । ସେହି ମହିଳାଙ୍କ ମଧ୍ୟରେ ଗୋଟିଏ କଥା ଥିଲା, ଆମେ ଆପଣଙ୍କ ମୁହଁକୁ ଚାହିଁ ଦେଇଥିଲୁ ଭୋଟ ।
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନ୍ସନ୍ ସ୍କିମ୍ (OPS) ଫେରାଇ ଆଣିବା ପାଇଁ କୌଣସି ଯୋଜନା ହୋଇନାହିଁ କି ଏ ସମ୍ପର୍କରେ କିଛି ବିଚାର କରାଯାଇନାହିଁ ।
ରାଜ୍ୟପାଳ କହିଛନ୍ତି ଯେ, ‘ଯଦି ମୁଖ୍ୟମନ୍ତ୍ରୀ ମୋର କୌଣସି କଥା ସହ ସହମତ ନୁହଁନ୍ତି, ତେବେ ଏହାର ଅର୍ଥ ନୁହେଁ ଯେ ସେ ମୋତେ ଶାରୀରିକ ଭାବେ ଆଘାତ ଦେବାକୁ ଷଡ଼ଯନ୍ତ୍ର କରିବେ ।’
ଗତ ସପ୍ତାହରେ ଏକ ଘରୋଇ ହସ୍ପିଟାଲରେ ଏହି ଅପରେସନ୍ କରାଯାଇଛି । ଅପରେସନ୍ ହୋଇଥିବା ଯୁବକଙ୍କ ବୟସ ୨୯ ବର୍ଷ । ଏହି କାରଣରୁ ତାଙ୍କ ମୁଣ୍ଡ ସବୁବେଳେ ବିନ୍ଧୁଥିଲା । ଏମିତିକି କାନରେ ମଧ୍ୟ ସେ ଯନ୍ତ୍ରଣା ଅନୁଭବ କରୁଥିଲେ ।
ଗତ ରବିବାର ଦିନ ଏହି ଘଟଣା ସାମ୍ନାକୁ ଆସିଛି । ଛୋଟ ପିଲାଟିର ମୃତ୍ୟୁକୁ ନେଇ ପରିବାରର ଜଣେ ସଦସ୍ୟଙ୍କ କହିବା ଅନୁସାରେ ମୃତ ଶିଶୁକନ୍ୟାଟିର ନାଁ ହେଉଛି କିର୍ତ୍ତୀ ।
ବଲିଉଡ୍ ତଥା ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଆଜି ତାଙ୍କର ୭୩ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଆଜି ସଫଳତାର ଯେଉଁ ଶିଖରରେ ପହଞ୍ଚିଛନ୍ତି ତାକୁ ପାଇବା ତାଙ୍କ ପାଇଁ ସହଜ ନଥିଲା। କେତେବେଳେ ସେ କୁଲି ହୋଇଛନ୍ତି ତ ପୁଣି କେତେବେଳେ ବସ୍ କଣ୍ଡକ୍ଟର୍। ସପୋର୍ଟିଂ ଭୂମିକାରୁ ଆସି ହୋଇଛନ୍ତି ସୁପରଷ୍ଟାର୍।