ଟିକାକରଣ ପାଇଁ ଲୋକଙ୍କୁ ସଚେତନ କରିବାକୁ ଏସଡିଏମଙ୍କ ନୂତନ ପଦକ୍ଷେପ ବିନା ଭ୍ୟାକ୍ସିନ ପ୍ରମାଣପତ୍ରରେ ମଦ ନେଇପାରିବେନି ଗ୍ରାହକ ଦୋକାନୀଙ୍କୁ ନିର୍ଦ୍ଦେଶ ଦେଲେ ଏସଡିଏମ ଇଟାୱା : ଟିକାକରଣ ପ୍ରମାଣପତ୍ର ନଥିଲେ ମଦ ମିଳିବନି । ଗ୍ରାହକଙ୍କୁ ଦୋକାନ ଆଗରୁ ଫେରିବାକୁ…
ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହର ସାରା ଦେଶରେ ମୃତ୍ୟୁର ତାଣ୍ଡବ ଖେଳାଇଥିବାବେଳେ ଏବେ ଏହାର ପ୍ରଭାବ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଓଡ଼ିଶାରେ ମେ’ ମାସରେ କରୋନା ସଂକ୍ରମଣ ପିକ୍ରେ ଥିଲା। ଏଠାରେ ଦୈନିକ ସଂକ୍ରମଣ ୧୨ ହଜାର ଛୁଇଁଥିବାବେଳେ…
ୱାଶିଂଟନ୍: ଟାର୍ଜନ ଟିଭି ସିରିଜ୍ରେ ‘ଟାର୍ଜନ’ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅଭିନେତା ଜୋଏ ଲାରାଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଶନିବାର ହୋଇଥିବା ଏହି ବିମାନ ଦୁର୍ଘଟଣାରେ ୫୮ ବର୍ଷୀୟ ଜୋଏ ଓ ତାଙ୍କ ପତ୍ନୀଙ୍କ ସମେତ ଅନ୍ୟ ୫ଜଣଙ୍କ…
ସମ୍ବଲପୁର: କରୋନା ପରେ ଏବେ ଆତଙ୍କିତ କରି ରଖିଛି ବ୍ଲାକ ଫଙ୍ଗସ୍ ଭୟ। ପୂର୍ବରୁ ଖୁବ୍ କ୍ୱଚିତ୍ ଦେଖାଯାଉଥିବା ଏହି ଫଙ୍ଗାଲ୍ ଇନଫେକ୍ସନ୍, ଏବେ ଗୁଜୁରାଟ ସମେତ ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି। କରୋନାରୁ ସୁସ୍ଥ ହୋଇଥିବା କିଛି ଲୋକଙ୍କ ପାଖରେ…
ଦିସପୁର : କରୋନାକୁ ମାତ ଦେଲେ, ହେଲେ ନରପିଶାଚଙ୍କ ସାମ୍ନାରେ ହାରିଗଲେ । ଭାଇରସକୁ ହରାଇ ଘରକୁ ଫେରିଲା ବେଳେ ମହିଳାଙ୍କ ସହ ଗଣଦୁଷ୍କର୍ମ । ଆସାମର ଚରାଇଦେବ ଜିଲ୍ଲାରେ ଏପରି ଅମାନବୀୟ ଘଟଣା ଘଟିଛି । ସଂକ୍ରମଣ ଭୟ ଭିତରେ…
ନୂଆଦିଲ୍ଲୀ: ପହିଲମାନ ସାଗର ଧନଖର ହତ୍ୟା ମାମଲାରେ ଗିରଫ ରେସଲର ସୁଶୀଲ କୁମାରଙ୍କ ଗୋଟିଏ ପରେ ଗୋଟିଏ କଳା କାରନାମା ସାମ୍ନାକୁ ଆସୁଛି। କିଭଳି ଭାବରେ ସେ ଲୋକଙ୍କୁ ମାର୍ପିଟ୍ କରି ଆତଙ୍କ ସୃଷ୍ଟି କରୁଥିଲେ ତାହା ଏବେ ସାମ୍ନାକୁ ଆସିବାରେ…
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧିରେ ଧିରେ କମୁଥିବା ଦେଖିବାକୁ ମିଳୁଛି। ହେଲେ ମୃତ୍ୟୁସଂଖ୍ୟ ସ୍ଥିର ରହିଛି । ଦୈନିକ ମୃତ୍ୟୁ ହାର ୩ ହଜାର ତଳକୁ ଖସୁନି। କରୋନାରୁ ବର୍ତ୍ତିବା ପାଇଁ ଟିକାକରଣ ଉପରେ ଗୁରୁତ୍ୱ ଦିଅଯାଉଥିବାବଳେ…
ୱାସିଂଟନ୍ : କୋଭିଡ୍-୧୯ ଭୂତାଣୁ ପଶୁଙ୍କ ଦେହରୁ ମଣିଷକୁ ଆସିଛି ନା ଚୀନ୍ ପ୍ରୟୋଗଶାଳାରୁ ଲିକ୍ ହୋଇଛି? କରୋନା ଭାଇରସର ଉତ୍ପତ୍ତି ସମ୍ପର୍କରେ ଜାଣିବା ପାଇଁ ସାରା ବଶ୍ୱ ପ୍ରୟାସ ଜାରି ରଖିଛି । ଉହାନ୍ ଲ୍ୟାବରୁ କରୋନର ଭାଇରସ୍ ବାହାରିଛି…
ନୂଆଦିଲ୍ଲୀ: କରୋନା ସଂକ୍ରମଣରେ ବ୍ରେକ୍ ଦେବା ଲାଗି ବିଭିନ୍ନ ରାଜ୍ୟରେ ଲକ୍ଡାଉନ୍ କଟକଣା ଅବଧି ବଢ଼ାଯାଇଛି । ଓଡ଼ିଶାରେ ଜୁନ୍ ୧୭ ତାରିଖ ଯାଏ କଟକଣା ଅବଧି ବୃଦ୍ଧି କରାଯାଇଥିବା ବେଳେ ମହାରାଷ୍ଟ୍ରରେ ଜୁନ୍ ୧୫ ଓ ତେଲେଙ୍ଗାନାରେ ଜୁନ୍ ୧୦…
ନୂଆଦିଲ୍ଲୀ : ପିଏନବି ଘୋଟାର ଅନ୍ୟତମ ଅଭିଯୁକ୍ତଙ୍କୁ ଗର୍ଲଫ୍ରେଣ୍ଡ ସହ ବୁଲିଯିବା ମହଙ୍ଗା ପଡ଼ିଲା କି ? କିପରି ଧରାପଡ଼ିଲେ ମେହୁଲ ଚୋକସି ? ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ଆଣ୍ଟିଗୁଆ ପ୍ରଧାନମନ୍ତ୍ରୀ ଗେଷ୍ଟନ୍…
ଭୁବନେଶ୍ୱର: ଦେଶରେ କରୋନାର ୨ୟ ଲହର ପ୍ରଭାବ ଧୀରେ ଧୀରେ କମୁଥିବାବେଳେ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି। ଓଡ଼ିଶାରେ କିଛିଦିନ ଧରି ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଉପରେ ରହିଛି । ଗତକାଲି ତୁଳନାରେ…
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ ସାମାନ୍ୟ କମିଥିଲେ ହେଁ ଚିନ୍ତା କମିନି । ଗତ କିଛି ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୧୦ହଜାରରୁ ହ୍ରାସ ପାଇ ୮ ହଜାର ଭିତରେ ସୀମିତି ଥିଲା। ଗତକାଲି ଏହାର ସଂଖ୍ୟା ବୃଦ୍ଧି…
ଭୁବନେଶ୍ୱର: ‘ଚାକିରି କ’ଣ ପିତା ଲାଗିଲାଣି ? ଗୋଟିଏ ସେକେଣ୍ଡରେ ମୁଁ ତୁମ୍ଭମାନଙ୍କ ବର୍ଦ୍ଦି ଉତାରି ଦେବି’…ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ଏଭଳି କିଛି କହିଛନ୍ତି। ଭୁବନେଶ୍ୱର ଫାୟାର୍ ଷ୍ଟେସନ ଛକରେ ଗତକାଲି ଜଣେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ…
ନୂଆଦିଲ୍ଲୀ : ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାରୁ ଆଜି ଠାରୁ ଜାତୀୟ ରାଜଧାନୀ ଦିଲ୍ଲୀରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଅନଲକ୍ ପ୍ରକ୍ରିୟାର ପ୍ରଥମ ସପ୍ତାହରେ କାରଖାନା ଏବଂ ନିର୍ମାଣ କାର୍ଯ୍ୟକୁ ଅନୁମତି ଦିଆଯାଇଛି । କଟକଣା କୋହଳ…
ନୂଆଦିଲ୍ଲୀ: କରୋନା ମାମଲା ଆସିବା ପରେ IPL ୨୦୨୧କୁ ୪ ମେ’ଠାରୁ ସ୍ଥଗିତ କରାଯାଇଥିଲା । କିନ୍ତୁ ସେପ୍ଟେମ୍ବର-ଅକ୍ଟୋବରରେ ଅବଶିଷ୍ଟ ୩୧ଟି ମ୍ୟାଚ୍ ଆୟୋଜନ କରିବାକୁ ବିସିସିଆଇ ଘୋଷଣା କରିସାରିଛି । ଅବଶିଷ୍ଟ ମ୍ୟାଚ୍ ଭାରତ ପରିବର୍ତ୍ତେ ୟୁଏଇରେ ଖେଳାଯିବ ।…
ଜୁନ୍ ୧ ବଦଳରେ ଜୁନ୍ ୩ ତାରିଖରେ କେରଳ ଛୁଇଁବ ମୌସୁମୀ ବାୟୁ। ଚଳିତ ବର୍ଷ ପୂର୍ବରୁ ଧାର୍ଯ୍ୟ ହୋଇଥିବା ସମୟଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁଇ ଦିନ ବିଳମ୍ବରେ କେରଳରେ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ
ରାୟଗଡ଼ା: ମହାମାରୀ କରୋନା ସମୟରେ ସାମ୍ନାକୁ ଆସୁଛନ୍ତି ଅନେକ ଯୋଦ୍ଧା । ସମ୍ମୁଖ ଯୁଦ୍ଧରେ ସାମିଲ ଥିବା ସେହି ଯୋଦ୍ଧାଙ୍କ ଭିତରେ ଅଛନ୍ତି ଆଶା ଓ ଅଙ୍ଗନଓ୍ୱାଡ଼ି କର୍ମୀ । ଏହି ଅସମୟରେ ନିଜ ଜୀବନକୁ ବାଜି ଲଗାଇ ମହାମାରୀ ବିରୋଧରେ…
ବାଲେଶ୍ୱର: ୪ ଦିନ ତଳେ ଓଡ଼ିଶା ଦେଇ ଯାଇଥିବା ବାତ୍ୟା ୟାସ୍, ବିପନ୍ନଙ୍କୁ ଦେଲାଣି ୪ ଯୁଗର ଯନ୍ତ୍ରଣା । କିଏ ଘର ମରାମତି କାନ୍ଥ ଆଡ଼ୁ ଆରମ୍ଭ କରିବ, ନା ଛପର ଆଡ଼ୁ ଜାଣି ପାରୁନି । କିଏ ଜଳବନ୍ଦୀ…
କରୋନାର ସମ୍ଭାବ୍ୟ ତୃତୀୟ ଲହରୀର ମୁକାବିଲା ପାଇଁ ପ୍ରସ୍ତୁତି ଚାଲିଛି। ବିଶେଷ ଭାବେ ମେଡିକାଲ୍ ଓ ଟେଷ୍ଟିଂ ବ୍ୟବସ୍ଥାକୁ ସୁଦୃଢ଼ କରାଯାଉଥିବା ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର
ରାଜ୍ୟରେ ବାରମ୍ବାର ବାତ୍ୟା ଆସି ବିଜୁଳି ଭିତ୍ତିଭୂମିକୁ ଉଜାଡ଼ି ଦେଉଥିବାରୁ ଏବେ ଏହାର ସ୍ଥାୟୀ ପ୍ରତିକାର ଉପରେ ସରକାରଙ୍କ ଫୋକସ୍ ରହିଛି। ଏ ନେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରସ୍ତୁତ କରୁଛନ୍ତି ବ୍ଲୁ ପ୍ରିଣ୍ଟ୍। ୟା ପାଇଁ ପ୍ରସ୍ତୁତ ହୋଇଛି ୪୦ ହଜାର କୋଟି ଟଙ୍କାର ପ୍ରୋଜେକ୍ଟ
ରାଜ୍ୟରେ ଦ୍ୱିତୀୟ ଲହରର କୋପ ଥମୁ ଥିବାର ସଂକେତ। ଏନେଇ ସୂଚନା ଦେଇ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ କହିଛନ୍ତି ଗତ ତିନି ସପ୍ତାହ ଧରି ରାଜ୍ୟରେ କରୋନା ଟେଷ୍ଟ ପଜିଟିଭ୍ ରେଟ୍ ବା ଟିପିଆର୍ କମୁଛି। ମେ ଦ୍ୱିତୀୟ ସପ୍ତାହରେ ୨୨ ପ୍ରତିଶତରେ ଥିବା ଟିପିଆର୍ ଏବେ ୧୪ ପ୍ରତିଶତକୁ ଖସିଆସିଛି
ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଫିଟନେସକୁ ସବୁବେଳେ ଅଧିକ ଗୁରୁତ୍ୱ ଦେଇଥାନ୍ତି । ସେ ସାଥୀ ଖେଳାଳିଙ୍କୁ ମଧ୍ୟ ଫିଟ୍ ରହିବା ପାଇଁ ସବୁବେଳେ ପ୍ରୋତ୍ସାହିତ କରନ୍ତି । ଟିମ୍ ଇଣ୍ଡିଆ ଏବେ ମୁମ୍ବାଇରେ କ୍ୱାରେଣ୍ଟାଇନ୍ ରହିଛି ।…
ଭୁବନେଶ୍ୱର: ବିଜେପି ପାଳିଲା ସେବା ଦିବସ । କେନ୍ଦ୍ରରେ ବିଜେପି ସରକାରର ସପ୍ତମ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ସେବା ଦିବସ ପାଳନ କରାଯାଇଛି । ସାରା ଦେଶରେ ବିଜେପି କର୍ମୀମାନେ ସେବା ଦିବସ ପାଳନ କରିଛନ୍ତି ।…
ରାଜ୍ୟରେ ପୁଣି ୧୬ ଦିନ ପାଇଁ ଲକଡାଉନ୍ ବଢ଼ାଇଲେ ସରକାର। ଜୁନ୍ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି
ଭୁବନେଶ୍ୱର: ଝାରପଡ଼ା ଜେଲରୁ ଗଞ୍ଜେଇ ଜବତ ଘଟଣାରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ପ୍ରାଥମିକ ତଦନ୍ତ ପରେ ଜେଲ ଚିଫ୍ ୱାଡେନ୍ ସୁଦର୍ଶନ ବାରିକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ତେବେ ଏନେଇ ଅଧିକ ତଦନ୍ତ ଜାରି ରହିଛି । ଜେଲ ବିଭାଗ…