ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ ପିଏମ୍ଓ ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିଲା । ତେବେ ମୋଟ୍ ମୃତକଙ୍କ ପରିବାରୁ କେନ୍ଦ୍ର ସରକାର ୧୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ପିଏମ୍ଓ ଘୋଷଣା କରିଛି । ସେହିପରି ଆହତଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି ।
ବର୍ତ୍ତମାନ ସୁଦ୍ଧା ଟ୍ରେନ୍ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସେପଟେ ଟ୍ରେନ୍ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଆଜି ସଂଧ୍ୟା ପରେ ପରେ କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଥିବା ଖବର ମିଳିଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ଧକ୍କା ଦେଇଥିବା ଜଣାପଡ଼ିଛି ।
ସଭାଗୃହ ଭିତରେ ଥିଲେ ପ୍ରାୟ ଅଢ଼େଇ ହଜାର ଲୋକ। କୋଚ୍ଚିଠୁ ମାତ୍ର ୧୦ କିଲୋମିଟର ଦୂରରେ ଘଟିଥିବା ଏହି ସିରିଏଲ୍ ବ୍ଲାଷ୍ଟରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ, ୫୦ରୁ ଅଧିକ ଆହତ ହୋଇଛନ୍ତି ।
ଦଶମରୁ ନେଇ ସ୍ନାତକ ପାଶ୍ ପର୍ଯ୍ୟନ୍ତ ଯୁବକମାନଙ୍କ ପାଇଁ ନୂତନ କ୍ରୀଡା କୋଟାରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଳବାଇରେ କ୍ରୀଡା କୋଟା ଅଧୀନରେ ଦକ୍ଷିଣ ରେଳବାଇ ଦ୍ୱାରା ଏକ ନିଯୁକ୍ତି ବାହାରିଛି। ରେଳବାଇରେ କ୍ରୀଡା କୋଟା ପାଇବାକୁ ଚାହୁଁଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଏହା ସୁବର୍ଣ୍ଣ ସୁଯୋଗ।
କଲାମସେରୀରେ ଏକାଧିକ ବିସ୍ଫୋରଣ ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ ଦାବି କରିଛନ୍ତି । ବର୍ତ୍ତମାନ ଘଟଣାକୁ ନେଇ ଅନୁସନ୍ଧାନ କରୁଛି ଏନଆଇଏ ଟିମ୍ । ଏହି ଘଟଣା ପରେ ଦିଲ୍ଲୀ ପୋଲିସ ସଜାଗ ରହିଛି ।
କଙ୍ଗନା ରାଣାୱତଙ୍କ ‘ତେଜସ୍’ ପ୍ରେକ୍ଷାଳୟକୁ ଆସିବାର ୨ ଦିନ ହୋଇଗଲା। ଫିଲ୍ମ ଭଲ ଚାଲୁନି। ଏହା ଦେଖି କଙ୍ଗନା ଭାଙ୍ଗିପଡିଛନ୍ତି। ଦର୍ଶକଙ୍କ ପାଖରେ ନେହୁରା ହୋଇ ଫିଲ୍ମ ଦେଖିବାକୁ ଅନୁରୋଧ କରିଛନ୍ତି। ଜାଣନ୍ତୁ ସେ କ’ଣ କହିଛନ୍ତି।
ଖୁବ୍ ଶୀଘ୍ର ଆସିବ 'ଗଦର ୩'। ଏହି ଫିଲ୍ମ କରିବାକୁ ସନ୍ନି ମଧ୍ୟ ବହୁତ ଉତ୍ସାହିତ ଥିବା ପରି ମନେହୁଏ। ଏହି ସମୟରେ ଖବର ଆସିଛି ଯେ ଅନିଲ ଶର୍ମା ଏହାକୁ ଦର୍ଶକଙ୍କ ପାଖରେ ପହଞ୍ଚେଇବା ନେଇ ଅଧିକ ବିଳମ୍ବ କରିବେ ନାହିଁ।
ଗାଜା ଉପରେ ଇସ୍ରାଏଲ ତୁରନ୍ତ ଆକ୍ରମଣ କରିବା ବନ୍ଦ କରୁ ବୋଲି ଆନ୍ଦୋଳନକାରୀ ଦାବି କରିଛନ୍ତି । ସାଧାରଣ ଲୋକଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ତୁରନ୍ତ ବନ୍ଦ କରାଯାଉ ବୋଲି ଦାବି କରାଯାଇଛି ।
ଏକାଧିକ ବିସ୍ଫୋରଣ ଘଟି ଜଣଙ୍କର ମୃତ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । କେରଳର ଏର୍ଣ୍ଣାକୁଲମରେ ଏହି ବିସ୍ଫୋରଣ ହୋଇଛି ।
ଏକ ରିସୋର୍ଟର ସୁରକ୍ଷାକର୍ମୀଙ୍କୁ ଆକ୍ରମଣ କରିଥିବା ଭାଲୁକୁ କିଛି ଦିନ ଧରି ଖୋଜାଖୋଜି ପରେ ହତ୍ୟା କରାଯାଇଛି। ଏହି ଦୁର୍ଘଟଣାଜନିତ ଏନକାଉଣ୍ଟରର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଭାଲୁ କିପରି ଜଣେ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଥିଲା ତାହା ଦେଖିବାକୁ ମିଳିଛି।
ଟିମ୍ ଇଣ୍ଡିଆର ସବୁ ଖେଳାଳି ଏବେ ଫର୍ମରେ ଅଛନ୍ତି । ମହମ୍ମଦ ଶାମି କମବ୍ୟାକ୍ ମ୍ୟାଚ୍ରେ ଦମ୍ଦାର ପ୍ରଦର୍ଶନ କରିଥିବା ବେଳେ ସ୍ପିନ୍ ଡିପାର୍ଟମେଣ୍ଟରେ ରବୀନ୍ଦ୍ର ଜାଡେଜା ଓ କୁଲଦୀପ ଯାଦବ ମଧ୍ୟ ପ୍ରତିପକ୍ଷଙ୍କୁ ଅଡୁଆରେ ପକାଉଛନ୍ତି ।
କେବଳ ପୁଅ ନୁହେଁ ବୃଦ୍ଧାଙ୍କ ବୋହୂ ଓ ନାତି ବି ତାଙ୍କୁ ମାଡ଼ ମାରୁଥିଲେ ବୋଲି ଅଭିଯୋଗ ହୋଇଛି । ଏନେଇ ବୃଦ୍ଧା ଜଣକ ନିଜ ଝିଅଙ୍କୁ ଜଣାଇଥିଲେ ।
ପୂର୍ବରୁ କେବଳ ବୃଦ୍ଧମାନଙ୍କଠାରେ ଦେଖାଯାଉଥିବା ଏହି ସମସ୍ୟା ଏବେ ଯୁବପିଢିଙ୍କୁ ମଧ୍ୟ କବଳିତ କରିନେଇଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ତଥ୍ୟ ଅନୁଯାୟୀ, ପ୍ରତିବର୍ଷ ୧.୫ କୋଟିରୁ ଅଧିକ ଲୋକ ଷ୍ଟ୍ରୋକ୍ର ଶିକାର ହୁଅନ୍ତି ଏବଂ ପ୍ରାୟ ୫୦ ଲକ୍ଷ ଲୋକ ମୃତ୍ୟୁବରଣ କରନ୍ତି। ଜାଣନ୍ତୁ ଏଥିରୁ ରକ୍ଷା ପାଇବାର ୬ଟି ସୂତ୍ର।
ମନିଷ ସୋଲାଙ୍କି ନାମକ ଜଣେ ବ୍ୟବସାୟୀ ନିଜ ବାପା, ମା’, ପତ୍ନୀ ଓ ୩ ପିଲାଙ୍କୁ ବିଷ ଦେଇ ମାରିବା ପରେ ନିଜେ ଝୁଲି ଆତ୍ମହତ୍ୟା କରିଥିବା କୁହାଯାଉଛି ।
CISF ହେଡ୍ କନ୍ଷ୍ଟେବଲ୍ ଜିଡି ସ୍ପୋର୍ଟସ କୋଟା ନିଯୁକ୍ତିର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ୍ ୨୧୫ଟି ପଦବୀ ପୂରଣ ହେବ।
ସାମ୍ନାକୁ ଆସିଲା ମହୁଆଙ୍କ ସତ। ଶେଷରେ ସତ ସ୍ୱୀକାର କଲେ ମହୁଆ। ନିଜର ସାଂସଦ ୟୁଜର ଆଇଡି ଓ ପାସଓ୍ୱାର୍ଡ ଶିଳ୍ପପତି ଦର୍ଶନ ହିରାନନ୍ଦାନୀଙ୍କୁ ଦେଇଥିବା ସ୍ୱୀକାର କରିଛନ୍ତି ଟିଏମସି ସାଂସଦ ମହୁଆ ମୋଇତ୍ର।
ଦେଶର ସବୁଠୁ ଧନୀ ବ୍ୟକ୍ତି ତଥା ବିଶିଷ୍ଟ ଉଦ୍ୟୋଗପତି ମୁକେଶ ଅମ୍ବାନିଙ୍କୁ ହତ୍ୟା ଧମକ ।
ଏବେ ଲାଗୁଛି ମାମୁ-ଭଣଜା କଳି ସମାପ୍ତ ହୋଇଛି। ବର୍ତ୍ତମାନ ଉଭୟଙ୍କ ସଂପର୍କରେ କିଛିଟା ପରିବର୍ତ୍ତନ ହୋଇଛି। ୭ ବର୍ଷ ପରେ କୃଷ୍ଣା ଅଭିଷେକ ଓ ଗୋବିନ୍ଦା ମିଶିଛନ୍ତି। କୃଷ୍ଣାଙ୍କ ଏକ ସୋସିଆଲ୍ ମିଡିଆ ଶେୟାରରୁ ଏହା ଜଣାପଡିଛି।
୭ ରାଉଣ୍ଡର ଗେମ୍ରେ ୫ ରାଉଣ୍ଡରେ ବିଜୟ ସହ ମୋଟ ସାଢେ ୫ ପଏଣ୍ଟ ହାସଲ କରି ରୌପ୍ୟ ପଦକ ଆଣିଛନ୍ତି ସୌନ୍ଦର୍ଯ୍ୟ । ସେହିପରି ଟିମ୍ ଇଭେଣ୍ଟରେ ଭାରତ ସ୍ୱର୍ଣ୍ଣ ପଦକ ପାଇଛି ।
ଆଦିତ୍ୟ ରୟ କପୁର ଏବଂ ଅନନ୍ୟା ପାଣ୍ଡେଙ୍କ ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି। ଏହି ଦୁହିଁଙ୍କୁ ଅତି ନିକଟତର ଭାବେ ଦେଖିବାକୁ ମିଳିଛି। ପ୍ରଶଂସକମାନେ ଏହି ଭିଡିଓକୁ ପସନ୍ଦ କରୁଛନ୍ତି ଆଉ ସେମାନେ ପରସ୍ପରଙ୍କୁ ପ୍ରେମ କରୁଥିବା ଆଶଙ୍କା କରୁଛନ୍ତି।
ବର୍ଷକରେ ଦେଶର ଜନସଂଖ୍ୟା ୧ ଲକ୍ଷ ୭୯ ହଜାର ହ୍ରାସ.. କୁହାଯାଉଛି ପ୍ରଜନନକ୍ଷମ ମହିଳାଙ୍କ ଅଭାବ ଜନସଂଖ୍ୟା ଶିଶୁ ଜନ୍ମହାର ହ୍ରାସର ମୁଖ୍ୟ କାରଣ।
ଜମ୍ମୁ ଓ କାଶ୍ମୀରର ପୋଲିସ ଡିଜି ଦିଲବାଗ ସିଂ ଅକଟୋବର ୩୧ରେ ଅବସର ନେଉଛନ୍ତି ।
ପୂର୍ବରୁ ବଜାରରେ ଉପଲବ୍ଧ ଆଇଫୋନ୍ ଗୁଡ଼ିକ ଚାଇନାରେ ତିଆରି ହେଉଥିଲା । କିନ୍ତୁ ଆଗକୁ ଭାରତରେ ଏହା ତିଆରି ହେବ ।