ସୋରିଷ ଶାଗ କେବଳ ସ୍ୱାଦିଷ୍ଟ ନୁହେଁ ଏହା ଶରୀର ପାଇଁ ମଧ୍ୟ ବହୁତ ଲାଭଦାୟକ। ଏବେ ବଜାରରେ ସୋରିଷ ଶାଗର ଚାହିଦା ମଧ୍ୟ ବଢିବାରେ ଲାଗିଛି। ସୋରିଷ ଶାଗ ଅନେକ ପୋଷକରେ ପରିପୂର୍ଣ୍ଣ। ତେବେ ଆସନ୍ତୁ ଏହାକୁ ଖାଇବା କେଉଁସବୁ ଲାଭ ମିଳେ ଆସନ୍ତୁ ସେ ବିଷୟରେ ଜାଣିନେବା।
ଟୋକିଓ ସିଟି ୟୁନିଭର୍ସିଟିର ଭିଜିଟିଂ ପ୍ରଫେସର ଅଛନ୍ତି ଡିକ୍ସ....୩୦ ବର୍ଷ ହେଲା ଟନେଲିଂ କ୍ଷେତ୍ରରେ ଅଭିଜ୍ଞତା ରହିଛି...ଟନେଲ ଭିତରେ ଅଗ୍ନି ଦୁର୍ଘଟଣା ରୋକିବା କ୍ଷେତ୍ରରେ ଅଭିଜ୍ଞତା ...
ବିଶ୍ୱକପ୍ ଫାଇନାଲ୍ରେ ଭାରତର ପରାଜୟ ପରେ ଅନେକ ଖେଳାଳି ପଡ଼ିଆରେ କାନ୍ଦୁଥିଲେ। କ୍ୟାପ୍ଟେନ୍ ରୋହିତ ଶର୍ମା ମଧ୍ୟ ନିଜର ନିରାଶା ଏବଂ ଦୁଃଖକୁ ଲୁଚାଇ ପାରି ନଥିଲେ ଏବଂ ସେ ମଧ୍ୟ କାନ୍ଦିବାକୁ ଲାଗିଲେ। ଏହି ନିରାଶା ମଧ୍ୟରେ ରୋହିତ ଶର୍ମାଙ୍କ ଝିଅ ସମାୟରାଙ୍କ ଏକ ଭିଡିଓ ପୁଣି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ପଶ୍ଚିମବଙ୍ଗରୁ ୧୦ କେଜି ଓଜନର ସୁନା ବିସ୍କୁଟ୍ ଜବତ ହୋଇଛି । ସୁନା ବିସ୍କୁଟ୍ କୁଆଡୁ ଆଣି କାହା ପାଖକୁ ନିଆଯାଉଥିଲା ସେନେଇ ଖୋଳତାଡ଼ ଚାଲିଛି ।
‘ଏକ୍ସ’ରେ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି....ତେଜସ୍ରେ ଉଡ଼ିବା ଅନୁଭୂତି ଅତୁଲ୍ୟ କହିଲେ ମୋଦି..
କେବଳ ଲୁହା ଛଡ଼ ନୁହେଁ, କିଛି ଧାତବ ପଦାର୍ଥ ପଡ଼ିବାରୁ ଅଗର ମେସିନ୍ ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି । ଉତ୍ତରକାଶୀ ଟନେଲର ୧୪ ଦିନ ହେଲା ଫସିଛନ୍ତି ୪୧ ଜଣ ଶ୍ରମିକ ।
ଉପହାର ନମିଳିବାରୁ ସ୍ୱାମୀଙ୍କୁ ନାକକୁ ଏକ ଶକ୍ତ ମୁଥ ମାରିଲା ସ୍ତ୍ରୀ, ଘଟଣାସ୍ଥଳରେ ହିଁ ଅଚେତ ହୋଇ ପଡ଼ିଲେ ପୀଡ଼ିତ..ଆଉ ତା’ପରେ
କର୍ଣ୍ଣାଟକରେ ଛୁଟି ଘୋଷଣା । ଆସନ୍ତା ବର୍ଷ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।
ଆଉ କିଛି ଘଣ୍ଟାର ଅପେକ୍ଷା.. ଉତ୍ତରାଖଣ୍ଡ ଟନେଲ୍ ଦୁର୍ଘଟଣାରେ ଫସିଥିବା ଶ୍ରମିକଙ୍କୁ କରାଯିବ ଉଦ୍ଧାର । ଆଜି କିଛି ବୃହତ ସଫଳତା ମିଳିପାରେ ।
ହାମାସ ଓ ଇସ୍ରାଏଲ ମଧ୍ୟରେ ଯୁଦ୍ଧକୁ ୪୫ ରୁ ଅଧିକ ଦିନ ବିତି ଗଲାଣି । ବର୍ତ୍ତମାନ ସୁଦ୍ଧା ଉତ୍ତର ଗାଜାରେ ପ୍ରାୟ ୧୨ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇ ସାରିଥିବା ବେଳେ, ୧୫ ଲକ୍ଷରୁ ଅଧିକ ଲୋକ ବିସ୍ଥାପିତ ହୋଇ ସାରିଲେଣି । ହମାସର ପ୍ରାୟ ସମସ୍ତ ସେଣ୍ଟର ଧ୍ୱଂସ ହୋଇ ସାରିଲାଣି ।
ଉତ୍ତରକାଶୀ ଟନେଲରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କାର୍ଯ୍ୟ ଆଜି ତ୍ବରାନ୍ବିତ ହେବ । ଗତକାଲି ଏକ ସର୍ଭେ ଟିମ୍ ପାଇପ ମାଧ୍ୟମରେ ଭିତରକୁ ଯାଇ ରାଡାର ଦ୍ବାରା ସେଠାକାର ସ୍ଥିତି ଅନୁଧ୍ୟାନ କରିଥିଲେ ।
କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଜସ୍ଥାନ ବିଧାନସଭା ପାଇଁ ଭୋଟଗ୍ରହଣ ଚାଲିଛି । ଭୋଟରମାନେ ଲମ୍ବାଲାଇନରେ ଠିଆ ହୋଇ ଭୋଟ ଦେଉଛନ୍ତି । ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ।
ଅକଟୋବର ୯ରୁ ଆଚରଣ ବିଧି ଲାଗୁ କରାଯାଇଛି । ସେବେଠାରୁ ପୋଲିସ ପକ୍ଷରୁ ଯାଞ୍ଚ କଡାକଡି କରାଯାଇଛି।
ରେସ୍କ୍ୟୁ ସରିବା ଆଶାରେ ହେଲା ମକଡ୍ରିଲ । ଚୋର-ପୋଲିସ ଖେଳୁଛନ୍ତି ଓ ଯୋଗ କରୁଛନ୍ତି ଶ୍ରମିକ ।
ରଣଦୀପ ହୁଡା ତାଙ୍କର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଏବଂ ଅଭିନେତ୍ରୀଙ୍କୁ ନଭେମ୍ବର ଶେଷରେ ବିବାହ କରିବେ। କୁହାଯାଉଛି ଯେ ଅଭିନେତା ନିଜ ଗର୍ଲଫ୍ରେଣ୍ଡଙ୍କ ନିଜ ସହର ମଣିପୁରରେ ପାରମ୍ପରିକ ରୀତିନୀତି ସହିତ ବରଣମାଳା ପିନ୍ଧେଇବେ। କିଏ ମନହରିଣୀ ଆସନ୍ତୁ ଜାଣିବା।
ଶ୍ରମିକ ମାନଙ୍କୁ ଲମ୍ବା ଭାବେ ଶୋଇବା ପରେ ଉପରକୁ ଟଣା ଯିବ।
ପରିବାର ଲୋକ କୌଣସି ଅଘଟଣ ଘଟିବା ଆଶଙ୍କା କରି ଏନେଇ ଥାନାରେ ଏତଲା ଦେଇଛନ୍ତି ।
‘ଆନିମଲ୍’ରେ ବବି ଦେଓଲଙ୍କ ଲୁକ୍ ଏବେ ଚାରିଆଡେ ଚର୍ଚ୍ଚାରେ। ତାଙ୍କ ଲୁକ ସମସ୍ତଙ୍କୁ ଭୟଦେଉଥିବା ଲୋକେ କହୁଛନ୍ତି। କେହି କେହି କହୁଛନ୍ତି ବବି ହେଉଛନ୍ତି ଚଳିତ ବର୍ଷର ଶ୍ରେଷ୍ଠ ଖଳନାୟକ!
କୋରନା ପରେ ଏବେ ଚୀନରେ ରହସ୍ୟମୟ ନିମୋନିଆ ବ୍ୟାପୁଛି। ଏଥିରେ ହଜାର ହଜାର ପିଲା ଆକ୍ରାନ୍ତ ହେଉଛନ୍ତି। ଅସୁସ୍ଥ ଶିଶୁଙ୍କ ନେଇ ହସ୍ପିଟାଲ ମଧ୍ୟ ଭର୍ତ୍ତି ହୋଇଯାଇଛି।
ଦେଶରେ କମୁନି ପେଟ୍ରୋଲ ଡିଜେଲ ଦର । ଗତ କିଛି ଦିନ ହେବ ଅଶୋଧିତ ତୈଳ ବଜାରରେ ଦର ହ୍ରାସ ଜାରି ରହିଛି । ଏହା ସତ୍ତ୍ବେ ଦେଶରେ ଦର କମିବାର ନାଁ ଗନ୍ଧ ନାହିଁ ।
ମହଙ୍ଗାଇ ମାଡ଼ରେ ବେହାଲ ସାଧାରଣ ଜନତା । ଅତ୍ୟାବଶ୍ୟକୀୟ ସାମଗ୍ରୀ ମହଙ୍ଗା, ଖାଦ୍ୟ ସାମଗ୍ରୀ ମହଙ୍ଗା, ଶିକ୍ଷା ମହଙ୍ଗା । ବର୍ତ୍ତମାନ ସ୍ବାସ୍ଥ୍ୟ ସେବା ମଧ୍ୟ ମହଙ୍ଗା ।
ଉତ୍ତରାଖଣ୍ଡ ଉତ୍ତରକାଶୀକୁ ଗଲା ହୀରାକୁଦରୁ ସ୍ବତନ୍ତ୍ର ଅଗର ମେସିନ । ଟନେଲ ଟ୍ରାଜେଡିର ଖନନ କାମରେ ଏହି ମେସିନ ଲଗାଯିବ ।
୪୧ ଶ୍ରମିକଙ୍କୁ ଉଦ୍ଧାର ଲାଗି ଚାଲିଥିବା ଅଭିଯାନ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ସୁଡ଼ଙ୍ଗ ଭିତରକୁ ଡ୍ରୋନ୍ ଛଡାଯାଇ ଶ୍ରମିକଙ୍କ ଗତିବିଧି ନିରୀକ୍ଷଣ କରାଯାଉଛି ।
ଟି-ଟ୍ୱେଣ୍ଟି ସିରିଜର ପ୍ରଥମ ମ୍ୟାଚରେ ଆଜି ବାଜି ମାରିଛି ଭାରତ ।
କେବଳ ସଂସଦୀୟ ସଦସ୍ୟମାନେ ସେମାନେ ବ୍ୟକ୍ତିଗତ ଭାବେ ଲଗଇନ୍ କରି ତଥ୍ୟ ଦେଇପାରିବେ ଏବଂ ୱେବ୍ସାଇଟ୍ ବ୍ୟବହାର କରିପାରିବେ । ସବୁଠାରୁ ବଡ଼ କଥା ହେଉଛି ସାଂସଦମାନେ ପଞ୍ଜୀକୃତ କରିଥିବା ଫୋନ୍ ନମ୍ବର ଦ୍ୱାରା ଏହା କେବଳ ପରିଚାଳିତ ହୋଇପାରିବ ।