ବର୍ଷର ଶେଷ ମାସରେ ଚାରୋଟି ବଡ ଫିଲ୍ମ ମୁକ୍ତିଲାଭ କରିବ। କୋଟି କୋଟି ଟଙ୍କା ବାଜିରେ ଲାଗିଥିବା ବେଳେ ଅନେକ ତାରକାଙ୍କ ଭାଗ୍ୟ ମଧ୍ୟ ଏହି ମାସରେ ସ୍ଥିର ହେବାକୁ ଯାଉଛି। ତେବେ ଆସନ୍ତୁ ଡିସେମ୍ବରରେ ରିଲିଜ୍ ହେବାକୁ ଥିବା ୪ଟି ବଡ ଫିଲ୍ମ ଉପରେ ନଜର ପକେଇବା...
'ସାମ୍ ବାହାଦୂର'ର ରିଲିଜ୍କୁ ଲୋକେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଏହାରି ଭିତରେ ଏହାର ନିର୍ମାତା ଗୋଟିଏ ଗୋଟିଏ ଗୀତ ରିଲିଜ୍ କରି ଦର୍ଶକଙ୍କୁ ବାନ୍ଧି ରଖିବାକୁ ଚେଷ୍ଟା କରୁଛନ୍ତି। ଏବେ ଏହାର ଆଉ ଗୋଟେ ଗୀତ ରିଲିଜ୍ ହୋଇଛି।
ଯଦିଓ ଗ୍ଲାମର ଏବଂ ମଡେଲ ଦୁନିଆ ବାହାରୁ ଚକ୍କାଚକ୍ ଲାଗେ, କିନ୍ତୁ ଏହ ସହ ଜଡିତ ବ୍ୟକ୍ତିଙ୍କ ପାଇଁ ଅନେକ ଚ୍ୟାଲେଞ୍ଜର ସମ୍ମୁଖିନ ହେବାକୁ ପଡିଥାଏ। ଅଳ୍ପ ସମୟ ମଧ୍ୟରେ ପୋଷାକ ବଦଳାଇବା ଠାରୁ ଆରମ୍ଭ କରି ଫ୍ୟାଶନ୍ ଶୋ’ ସମୟରେ ଶହ ଶହ ଲୋକଙ୍କ ସାମ୍ନାରେ ନିର୍ଭୟରେ ଚାଲିବା ପର୍ଯ୍ୟନ୍ତ, ଏସବୁ ଅନେକ ଚ୍ୟାଲେଞ୍ଜର ସହ ଗ୍ରହଣ କରିବାକୁ ହୋଇଥାଏ।
ଟନେଲ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରି ରଖିବା ପାଇଁ କେତେ ସୁରକ୍ଷିତ, ଶ୍ରମିକ ଓ କର୍ମଚାରୀଙ୍କ ପ୍ରତି କେତେ ନିରାପଦ, ଏସବୁର ବୈଷୟିକ ଯାଞ୍ଚ କରାଯିବ ।
ହାଇଜାକ ହୋଇ ଯାଇଛି ଭାରତକୁ ଆସୁଥିବା ଜାହାଜ । ଇସ୍ରାଏଲର ଭାବି ଏହାକୁ ହାଇଜାକ କରା ଯାଇଛି । ଏନେଇ ଭିଡ଼ିଓ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି । ଭିଡିଓ ଜାରି ପରେ ବଢିଛି ଉତ୍ତେଜନା ।
ଫିଟନେସ୍ ସହିତ ଯୋଗ ମଧ୍ୟ ଅନେକ ପ୍ରକାରର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର କରିବାରେ ଅତ୍ୟନ୍ତ ଲାଭଦାୟକ ବୋଲି ପ୍ରମାଣିତ। ଯୋଗ ବିଜ୍ଞାନ ଅନୁସାରେ ଆମର ଭୁଲ ଜୀବନଶୈଳୀ କାରଣରୁ ଆମେ କୋଷ୍ଠକାଠିନ୍ୟ ବା ମଳ ସଫା ନ ହେବାରେ ସମସ୍ୟାରେ ପିଡୀତ ହେଉଛେ। ତେବେ ଏହି ସମସ୍ୟାକୁ ଦୂର କରିବା ପାଇଁ କରନ୍ତୁ ଏହି ୫ ଆସନ।
ପୂର୍ବରୁ ଏହି ମାମଲାରେ ଇଡି ଉଭୟ ରାହୁଲ ଓ ସୋନିଆଙ୍କୁ ପଚରାଉଚରା କରି ସାରିଛନ୍ତି।
ଟ୍ରଷ୍ଟର କୋଷାଧ୍ୟକ୍ଷ ଗୋବିନ୍ଦ ଦେବ ଗିରି କହିଛନ୍ତି, ବୃନ୍ଦାବନର ଜୟକାନ୍ତ ମିଶ୍ର ଏବଂ ଅଯୋଧ୍ୟାର ଦୁଇ ମହନ୍ତ ମେଥିଲେଶ ନନ୍ଦିନୀ ଶରଣ ଏବଂ ସତ୍ୟ ନାରାୟଣ ଦାସଙ୍କ ନେତୃତ୍ୱରେ ଗଠିତ ତିନିଜଣିଆ ବିଚାରକ ମଣ୍ଡଳୀ ରାମମନ୍ଦିରର ପୂଜାରୀ ପାଇଁ ଆବେଦନ କରିଥିବା ୨୦୦ଜଣ ପ୍ରାର୍ଥୀଙ୍କ ସାକ୍ଷାତକାର ନେଉଛନ୍ତି ।
ଏଣ୍ଡୋସ୍କୋପି କ୍ୟାମେରାରୁ ଶ୍ରମିକଙ୍କ ତାଜା ଚିତ୍ରକୁ ନେଇ ଉତ୍ସାହ । ସୁରକ୍ଷିତ ଉଦ୍ଧାର ପାଇଁ ଜୋରଦାର ପ୍ରୟାସ ଜାରି ।
ଜୁନୋଟିକ ଡିଜିଜ୍ କୁହାଯାଉଥିବା ଏଭଳି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଆରମ୍ଭ ହୋଇଛି କସରତ । ଖାଲି ସେତିକି ନୁହେଁ, ଜଳବାୟୁ ପରିବର୍ତ୍ତନ କାରଣରୁ ରୋଗ ପାଟର୍ଣ୍ଣ ବି ବଦଳୁଛି ।
ପ୍ରାକୃତିକ ବିପର୍ଯ୍ୟୟ ହେଲେ ପ୍ରତ୍ୟେକ ପରିବାରକୁ ମିଳିବ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୀମା।
କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସରେ ଯୋଗଦେବାକୁ ଝାଳ ବୁହାଉଥିବା ଯୁବକମାନଙ୍କ ପାଇଁ ଏକ ଖୁସି ଖବର। କର୍ମଚାରୀ ଚୟନ ଆୟୋଗ (SSC) ୭୫ ହଜାରରୁ ଅଧିକ କନଷ୍ଟେବଳ ଜିଡି ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ଚୟନ ହେଲେ ମାସିକ ଦରମା ପାଖାପାଖି ୭୦ ହଜାର।
ପୂର୍ବରୁ ହାଉଥି ବିଦ୍ରୋହୀମାନେ ଧମକ ଦେଇଥିଲେ ଯେ, ଲୋହିତ ସାଗରରେ ଚଳାଚଳ କରୁଥିବା ଇସ୍ରାଏଲର ଜାହାଜକୁ ଟାର୍ଗେଟ କରାଯିବ ।
ଅନ୍ତର୍ଜାତୀୟ ଏମି ପୁରସ୍କାର ୨୦୨୩ ର ବିଜେତାଙ୍କ ତାଲିକା ପ୍ରକାଶ ପାଇଛି ଏବଂ ଏହି ତାଲିକାରେ କମେଡିର ବାଦଶାହା ବୀର ଦାସ ପୁରସ୍କାର ଜିତି ଭାରତ ପାଇଁ ଗୌରବ ଆଣିଛନ୍ତି। ନେଟ୍ଫ୍ଲିକ୍ସରେ ତାଙ୍କର ସ୍ୱତନ୍ତ୍ର ଶୋ 'ବୀର୍ ଦାସ ଲ୍ୟାଣ୍ଡିଙ୍ଗ୍' ମାଧ୍ୟମରେ ବୀର ଦାସ ସାରା ବିଶ୍ୱରେ ନିଜର କମେଡି ପାଇଁ ପ୍ରସିଦ୍ଧ ହୋଇଛନ୍ତି।
ଦୀର୍ଘ ୯ ଦିନ ପରେ ଗତ ରାତିରେ ପ୍ରଥମ ଥର ପାଇଁ ରନ୍ଧା ଖାଦ୍ୟ ଖାଇଛନ୍ତି ଫସିଥିବା ୪୧ ଜଣ ଶ୍ରମିକ। ସେମାନଙ୍କୁ ଖେଚୁଡ଼ି, ଡାଲି, ଦଲିଆ ଓ ସେଓ ସହିତ ଏକ ୱାକିଟକି ଏବଂ ଚାର୍ଜର ଦିଆଯାଇଛି ।
ବର୍ତ୍ତମାନ ‘ସିଙ୍ଘମ୍ ଏଗେନ୍’ରୁ ଅଜୟ ଦେବଗନ୍ଙ୍କ ଲୁକ୍ ରିଲିଜ୍ ହୋଇଛି। ଏହାକୁ ଦେଖି ଅଭିନେତାଙ୍କ ପ୍ରଶଂସକ ଏବଂ ‘ସିଙ୍ଘମ୍’ ଫ୍ରାଞ୍ଚାଇଜ୍କୁ ପସନ୍ଦ କରୁଥିବା ଦର୍ଶକଙ୍କ ଉତ୍ସାହ ବୃଦ୍ଧି ପାଇବ।
ଗୋଟିଏ ମ୍ୟାଚ; ଗତ ଚାରି ବର୍ଷର ପରିଶ୍ରମ, ସଂଘର୍ଷ, ଟ୍ରଫି ଜିତିବାର ସ୍ୱପ୍ନକୁ ଚୁରମାର କରି ଦେଇଥିଲା । ପୁରା ଭାରତ ସେଦିନ ବୁକୁ ଫଟା ଯନ୍ତ୍ରଣାରେ ଛଟପଟ ହୋଇଥିଲା ।
ଆଜି ‘ବିଶ୍ୱ ଟେଲିଭିଜନ ଦିବସ’। ଟିଭି ଯୋଗୁଁ ଆଜି ସୂଚନାର ଆଦାନପ୍ରଦାନ ସରଳ ଏବଂ ସହଜ ହୋଇଯାଇଛି। କଳା-ଧଳାରୁ ଆଜି ଆମେ ଟିଭିର ସ୍ମାର୍ଟ ଦୁନିଆରେ ପହଞ୍ଚିଛେ। ଏହି ଅବସରରେ ଆସନ୍ତୁ ଟିଭି ଦୁନିଆର ୫ ଲୋକପ୍ରିୟ ସିରିଜ୍ ବିଷୟରେ ଜାଣିନେବା।
୬ ଇଞ୍ଚ ପାଇପ ଯୋଗେ ପଠାଗଲା ଖେଚୁଡ଼ି ଓ ପାଣି....ୱାକିଟକି ସାହାଯ୍ୟରେ ଶ୍ରମିକଙ୍କ ସହ କରାଯାଉଛି ଯୋଗାଯୋଗ...୧୦ ଦିନ ହେଲାଣି ଟନେଲରେ ଫସିଛନ୍ତି ୪୧ ଶ୍ରମିକ..
ଅଁଳା ହେଉଛି ଏମିତି ଏକ ଫଳ ଯେଉଁଥିରେ ଅନେକ ଔଷଧୀୟ ଗୁଣ ରହିଛି। ଏହାକୁ ଖାଇବା ଦ୍ୱାରା ଅନେକ ଲାଭ ମିଳିଥାଏ। କିନ୍ତୁ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ଏହାକୁ ଖାଇବା ଉଚିତ ନୁହେଁ। ସେମାନେ କିଏ ଜାଣନ୍ତୁ …
ଏହା ୨.୭ ମିଲିୟନ୍ ଡଲାର୍ ଯାହାକି ଭାରତୀୟ ମୁଦ୍ରାରେ ପ୍ରାୟ ୨୨ କୋଟି ଟଙ୍କା ହେବ ବୋଲି କୁହାଯାଇଛି । ବିଶେଷଜ୍ଞଙ୍କ ଦ୍ୱାରା ଏହି ନିର୍ଦ୍ଦିଷ୍ଟ ୱିସ୍କି ସର୍ବଭାରତୀୟ ସ୍ତରରେ 'ବହୁ ଖୋଜା ଯାଇଥିବା ଜଣାପଡ଼ିଛି ।
ସତ କହିଲେ ପୁରା ନକଲି, କିନ୍ତୁ ଦେଖିବାକୁ ପୁରା ଅସଲି । ଡିପ ଫେକକୁ ନେଇ ବର୍ତ୍ତମାନ ଚାରିଆଡ଼େ ଚର୍ଚ୍ଚା ।
ବିଶ୍ୱକପ୍ରେ ପରାଜୟ ପରେ ଦୁଃଖରେ ଭାଙ୍ଗି ପଡ଼ିଲା ଟିମ୍ ଇଣ୍ଡିଆ । କ୍ୟାପଟେନ୍ ରୋହିତ ଶର୍ମାଙ୍କଠୁ ଆରମ୍ଭ କରି କୋହଲି, କେଏଲ୍ ରାହୁଲ, ଜାଡେଜା, ସାମି...ସମସ୍ତେ ଯେମିତି ଏହି କଷ୍ଟକୁ ସହି ପାରି ନାହାନ୍ତି ।
୨୦୨୩ ବିଶ୍ୱକପ୍ରେ ପରାଜୟ ପରେ ଭାରତର ସବୁ ମହଲରେ ଏବେ ଶୋକର ବାତାବରଣ ଖେଳିଯାଇଛି। ଏହାରି ଭିତରେ ଅନେକ କ୍ରିକେଟ୍ ପ୍ରେମୀ ଏବଂ ସେଲିବ୍ରେଟି ଭାରତୀୟ ଟିମ୍କୁ ନେଇ ନିଜର ମତାମତ ଦେଉଛନ୍ତି। ସେଲିବ୍ରେଟିମାନେ ଭାରତୀୟ ଖେଳାଳୀଙ୍କ ମନୋବଳକୁ ଦୃଢ କରିବା ନେଇ ଉତ୍ସାହିତ କରୁଥିବା ଦେଖାଯାଏ।
ଗତକାଲି ବିଶ୍ୱକପ୍ ଜିତିବା ପରେ ଅଷ୍ଟ୍ରେଲିଆ ଖେଳାଳି ମିଚେଲ୍ ମାର୍ସ ଟ୍ରଫିକୁ ଗୋଡ଼ ତଳେ ରଖିଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି ।