ଏହି ଘଟଣାକୁ ନେଇ ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି ।
ମୋଦି ଭ୍ରଷ୍ଟାଚାର, ପରିବାରବାଦ ଓ ତୁଷ୍ଟୀକରଣକୁ ହଟାଇଛନ୍ତି । ସେଥିପାଇଁ ବିରୋଧୀ ଅସମ୍ଭାଳ ହେଉଛନ୍ତି ବୋଲି ନିଜ ଭାଷଣରେ କହିଛନ୍ତି ଶାହ ।
ଆଲିଗଞ୍ଜରେ ଥିବା ସବ-ଡିଭିଜନାଲ ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାଳୟ କରିଥିବା ପ୍ରାରମ୍ଭିକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ମୋହସିନା ପେନ୍ସନ୍ ଆବେଦନପତ୍ରରେ ଚତୁରତାର ସହ ତାଙ୍କ ମା’ଙ୍କ ନାମ ଏବଂ ନିଜର ଫଟୋଗ୍ରାଫ୍ ବ୍ୟବହାର କରି ଟଙ୍କା ହଡ଼ପ୍ କରିଛନ୍ତି।
ଫିଲ୍ମ 'ଜେଲର’କୁ ନେଇ ଲୋକଙ୍କ ଭିତରେ ଯେଉଁଭଳି ଉତ୍ସାହ ଦେଖିବାକୁ ମିଳୁଛି, ଲାଗୁଛି ପ୍ରଥମ ଦିନରୁ ହିଁ ଫିଲ୍ମ ଧମାଲ୍ କରିବ। ଲୋକେ ଏତେ ଉତ୍ସାହିତ ହୋଇପଡିଛନ୍ତି ଯେ ଗୋଟିଏ ଟିକେଟ୍କୁ ୫ ହଜାର ଟଙ୍କା ଦେଇ କିଣିବାକୁ ବି ପଛଘୁଞ୍ଚା ଦେଉ ନାହାନ୍ତି।
ସଂସଦରେ ମଣିପୁର ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ କରିବା ସହ ଲୋକସଭାରେ ସେ ବକ୍ତବ୍ୟ ରଖିଥିଲେ।
ସଂସଦରେ ଅନେକ ମହିଳା ଉପସ୍ଥିତ ଅଛନ୍ତି । ସେମାନଙ୍କ ସାମ୍ନାରେ ଏଭଳି ଆଚରଣ ଆଦୌ ସମୀଚିନ ନୁହେଁ କହିଲେ ରବି ଶଙ୍କର ପ୍ରସାଦ ।
ଏହାକୁ ‘ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା’ PMSBY ନାମରେ ନାମିତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏହି ସ୍କିମ୍ ୨୦୧୫ରେ ଆରମ୍ଭ ହୋଇଥିଲା ।
ମୃତ୍ୟୁ ପୂର୍ବରୁ ଜଣେ ଛୋଟ ଝିଅର ଏକ ଅଜବ ଇଛାକୁ ପୂରଣ କରି ବାପା ମାଆ ଏବେ ଚର୍ଚ୍ଚାରେ ଅଛନ୍ତି। ମୃତ୍ୟୁର କିଛି ଦିନ ପୂର୍ବରୁ କର୍କଟ ରୋଗରେ ପୀଡିତ ଏହି ଝିଅ ତା’ ବାପାମାଆଙ୍କୁ ନିଜ 'ବିବାହ'ର ସ୍ୱପ୍ନ ବିଷୟରେ କହିଥିଲା। ଏହା ଶୁଣି ପ୍ରଥମେ ବାପାମାଆଙ୍କ ଆଖି ଲୁହରେ ଭିଜିଗଲା। ଆଉ ତା’ ପରେ…
ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଆସନ୍ତା କିଛି ମାସ ମଧ୍ୟରେ ଓଡ଼ିଶାରେ ବଡ଼ ଧରଣର ନିଯୁକ୍ତି ଆରମ୍ଭ ହେବାକୁ ଯାଉଛି। ଏନେଇ ବିଭିନ୍ନ ସରକାରୀ ବିଭାଗରେ ଖାଲି ପଡ଼ିଥିବା ପଦବୀ ପୂରଣ ହେବ।
ଉଭୟଙ୍କ ସହମତିରେ ୬ ବର୍ଷ ଶାରୀରିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ। ଏନେଇ ଦୁଷ୍କର୍ମ ଅଭିଯୋଗ ଅଣାଯାଇପାରିବନି। ମାମଲାର ଶୁଣାଣି କରି କର୍ଣ୍ଣାଟକ ହାଇକୋର୍ଟ ଏଭଳି କିଛି ନିଷ୍ପତ୍ତି ଶୁଣାଇଛନ୍ତି।
ସମ୍ଭବତଃ ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ ଚନ୍ଦ୍ରୟାନ-୩। ଏବେ ଚନ୍ଦ୍ର ଚାରିପଟେ ପରିକ୍ରମା କରୁଥିବା ଚନ୍ଦ୍ରୟାନ କ୍ରମଶଃ ଚନ୍ଦ୍ରପୃଷ୍ଠର ନିକଟତର ହେଉଛି।
କୋଲେଷ୍ଟ୍ରଲ୍ ସ୍ତର ନିୟନ୍ତ୍ରଣ ନ କଲେ ଏହା ସାଂଘାତିକ ହୋଇପାରେ। ଔଷଧ ବ୍ୟତୀତ, ଘରୋଇ ଉପଚାର ମଧ୍ୟ କୋଲେଷ୍ଟ୍ରଲ୍କୁ ନିୟନ୍ତ୍ରଣ କରିବାରେ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ପ୍ରମାଣିତ। ଏହି ୨ଟି ଜିନିଷ ବ୍ୟବହାର କରି କମେଇଦିଅନ୍ତୁ କୋଲେଷ୍ଟ୍ରଲ୍ ସ୍ତର।
ଆମେରିକା ୯ ଅଗଷ୍ଟ ୧୯୪୫ରେ ଜାପାନର ନାଗାସାକି ଉପରେ ପରମାଣୁ ବୋମା ପକାଇଥିଲା। ଏହାର ଆକାର ଚଉଡା ଓ ଗୋଲାକାର ଡିଜାଇନ୍ କାରଣରୁ ଏହା କୋଡ୍ ନେମ୍ "ଫ୍ୟାଟ୍ ମ୍ୟାନ୍" ରଖାଯାଇଥିଲା।
ଜଷ୍ଟିସ ଅଭୟ ଓକା ଏବଂ ଜଷ୍ଟିସ ସଞ୍ଜୟ କାରୋଲଙ୍କ ଖଣ୍ଡପିଠରେ ଏହି ପିଆଇଏଲ୍ର ଶୁଣାଣି କରାଯାଇଥିଲା ।
ମଣିପୁର ପ୍ରସଙ୍ଗରେ ସଂସଦରେ ଆସ୍ଥା-ଅନାସ୍ଥାର ଲଢ଼େଇ । ଅନାସ୍ଥା ବିତର୍କରେ ଭାଗ ନେଇ ପିଏମଙ୍କୁ ଘେରିଲେ ବିରୋଧୀ ।
ପୂର୍ବରୁ ଦିଲ୍ଲୀ ସ୍ଥିତ ଯେଉଁ ସରକାରୀ ବଙ୍ଗଳାରେ ରହୁଥିଲେ, ଏବେ ତାଙ୍କୁ ପୁଣିଥରେ ସେଠାରେ ରହିବାକୁ ସରକାର ଅନୁମତି ଦେଇଛନ୍ତି ।
ପ୍ରାୟ ସବୁବର୍ଷ ସ୍ୱାଧୀନତା ଦିବସକୁ ନେଇ ଏକ ଦ୍ୱନ୍ଦ୍ୱ ମନକୁ ଆସେ ଯେ, ଏହା କେତେ ତମ ସ୍ୱାଧୀନତା ଦିବସ। ଚଳିତ ବର୍ଷ ମଧ୍ୟ ଏହା ୭୬ ତମ ନା ୭୭ ତମ ସ୍ୱାଧୀନତା ଦିବସ ତାହାକୁ ନେଇ ମଧ୍ୟ ଦ୍ୱନ୍ଦ୍ୱ ଅନେକଙ୍କ ମନରେ ଆସୁଥାଇ ପାରେ। ଜାଣନ୍ତୁ ଠିକ୍ କ’ଣ…
ଭାରତ ଦୀର୍ଘ ଦିନ ବ୍ରିଟିଶ ଶାସନରେ ରହିବା ପରେ ମୁକ୍ତ ହେଲା। ଏହା ପରେ ଦେଶ ହେଲା ଆତ୍ମନିର୍ଭରଶୀଳ। ଦେଶ ବିକାଶ ଦିଗରେ ଆଗେଇ ଚାଲିଲା। ସ୍ୱାଧୀନତା ପର ଠାରୁ ଦେଶ ଅନେକ କ୍ଷେତ୍ରରେ ସଫଳତା ପାଇଛି। ଆସନ୍ତୁ ସେ ବିଷୟରେ ଜାଣିନେବା।
ଦେଶ ମା’କୁ ଗୋରାମାନଙ୍କ କବଳରୁ ମୁକ୍ତ କରିବା ନେଇ ଅନେକ ସଂଗ୍ରାମୀ ହସି ହସି ଫାଶୀକୁ କୋଳେଇ ନେଇଥିଲେ। ସେହି ସମୟରେ ଦେଶରେ ଏପରି ଅନେକ ନାରୀ ମଧ୍ୟ ଥିଲେ, ଯେଉଁମାନେ ସ୍ୱାଧୀନତାର ନିଆଁରେ ଘିଅ ଢାଳିଥିଲେ। ତେବେ ଆସନ୍ତୁ ସେହି ମହିୟସୀମାନଙ୍କୁ ଜାଣିନେବା।
୨୦୧୧ ମସିହାରେ ବନ୍ଧୁଙ୍କ ସହ ମିଶି ପେପରଫ୍ରାଏ ପ୍ରତିଷ୍ଠା କରିଥିଲେ ଅମ୍ବରୀସ ମୂର୍ତ୍ତୀ ।
ବୋର୍ଡ ପକ୍ଷରୁ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ଏନେଇ ଏକ ଘୋଷଣାନାମା ମଧ୍ୟ ପ୍ରକାଶ ପାଇଛି ।
ସ୍ୱାଧୀନତା ପରେ ଭାରତ ସମଗ୍ର କ୍ଷେତ୍ରରେ ବହୁତ କିଛି ହାସଲ କରିବାରେ ଲାଗିଲା। ଏହା ଖୁବ୍ ଶୀଘ୍ର ଏକ ବିକାଶଶୀଳ ଦେଶରେ ପରିଣତ ହୋଇଗଲା। ତେବେ ଆସନ୍ତୁ ସ୍ୱାଧୀନତା ପାଇବା ଠାରୁ ଆଜିଯାଏ ଭାରତ ହାସଲ କରିଥିବା କିଛି ଉପଲବ୍ଧି ବିଷୟରେ ଜାଣିନେବା।
କିଛି କର୍ମୀଙ୍କ ଗୋଡ଼ ଭାଙ୍ଗିଯାଇଥିବା ବେଳେ କିଛି ଜଣଙ୍କ ହାତ ଓ କାନ୍ଧରେ ଗଭୀର ଆଘାତ ଲାଗିଛି । ଚାରି ଜଣ ଗୁରୁତର ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି ।
ଭାରତୀୟ ସ୍ୱାଧୀନତା ସଂଗ୍ରାମୀମାନେ ହେଉଛନ୍ତି ଭାରତର ପ୍ରକୃତ ହିରୋ ଯିଏ ନିଜ ମାତୃଭୂମି ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଛନ୍ତି। ଭାରତର ଏହି ସ୍ୱାଧୀନତା ସଂଗ୍ରାମୀମାନଙ୍କ ବଳିଦାନ ଏବଂ ବୀରତ୍ୱ ଯୋଗୁଁ ହିଁ ଭାରତ ସ୍ୱାଧୀନତା ଲାଭ କଲା। ଏନେଇ ଶହ ଶହ ବୀର ଜୀବନ ଦେଇଛନ୍ତି। ଆଜି ଆମେ ସେହିମାନଙ୍କ ଭିତରୁ ଶ୍ରେଷ୍ଠ ୧୦ଜଣଙ୍କୁ ଜାଣିନେବା।
ଗୃହରେ ବିଶୃଙ୍ଖଳିତ ଆଚରଣ ଅଭିଯୋଗ ଯୋଗୁ କାର୍ଯ୍ୟାନୁଷ୍ଠାନ । ନିଲମ୍ବନ କଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ । ମୌସୁମୀ ଅଧିବେଶନ ସରିବା ଯାଏଁ ନିଲମ୍ବନ । ପବ୍ଲିସିଟି ପାଇଁ ଡେରେକ ନାଟକବାଜି କରୁଥିବା କହିଲେ ଅଧ୍ୟକ୍ଷ ।