• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest

Black salt
ଏମିତି ତିଆରି ହେଉଛି ବ୍ଲାକ୍ ସଲ୍ଟ , ଦେଖିଲେ ଆଖି ବୁଜିଦେବେ...

ଲୋକପ୍ରିୟତା ଦୃଷ୍ଟିରୁ ଭାରତୀୟ ଷ୍ଟ୍ରିଟ୍ ଫୁଡରେ ଏହାର ବହୁଳ ବ୍ୟବହୃତ ହୁଏ । ତେବେ ଆପଣମାନେ ଜାଣନ୍ତି କି ଆମ ସମସ୍ତଙ୍କର ଅତି ପ୍ରିୟ ଏହି ବ୍ଲାକ ସଲ୍ଟ କେମିତି ତିଆରି ହୁଏ ।

Mukesh Ambani
ମୁକେଶଙ୍କୁ ପୁଣି ହତ୍ୟା ଧମକ : ୪ ଶହ କୋଟି ଦିଅ, ନ ହେଲେ ହତ୍ୟା କରାଯିବ

ଦେଶର ବିଶିଷ୍ଟ ଶିଳ୍ପପତି, ଏକ ନମ୍ବର ଧନୀ, ରିଲାଏନ୍ସର ମାଲିକ ମୁକେଶ ଅମ୍ବାନିଙ୍କୁ ହତ୍ୟା ଧମକ ।

Massive fight
ଦିଲ୍ଲୀରେ ଅଭାବନୀୟ ଘଟଣା, କୁକୁରକୁ ନେଇ ତୁମୁଳକାଣ୍ତ

କୁକୁରକୁ ଲିଫ୍ଟରେ ନେବାକୁ ମହିଳା ଜଣକ ଅପେକ୍ଷା କରିଥିଲେ । ଏହା ଦେଖି ଆଇଏଏସ ଅଫିସର ଓ ତାଙ୍କ ପତ୍ନୀ ବିରୋଧ କରିଥିଲେ ।

10 precious thoughts of iron man Sardar Vallabhbhai Patel
ଯୁବପିଢିଙ୍କୁ ରାସ୍ତା ଦେଖେଇବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଏହି ୧୦ ବିଚାର

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ବିଚାର ଥିଲା ମହାନ। ତାଙ୍କ ବିଚାର ଯୁବପିଢିଙ୍କୁ ଯଥେଷ୍ଟ ପ୍ରେରଣା ଦିଏ। ଯିଏ ତାଙ୍କର ଏହି ବିଚାରଗୁଡିକୁ ମାନି ଠିକ୍ ରାସ୍ତାରେ ଯିବ ସେ ନିଶ୍ଚିତ ଦିନେ ନା ଦିନେ ସଫଳତା ପାଇ ପାରିବ। ତେବେ ଆସନ୍ତୁ ଆଜି ତାଙ୍କ ଜନ୍ମଦିନ ଅବସରରେ ତାଙ୍କର ୧୦ଟି ବିଚାରକୁ ଜାଣିନେବା।

Train Tragedy
ଆନ୍ଧ୍ର ଟ୍ରେନ ଦୁର୍ଘଟଣା: ସରିଲା ମରାମତି

ଆନ୍ଧ୍ର ଆଲମଣ୍ଡା ଟ୍ରେନ ଦୁର୍ଘଟଣାସ୍ଥଳର ମରାମତି କାମ ସଂପୂର୍ଣ୍ଣ ଶେଷ । ରେଳ ବିଭାଗ ପକ୍ଷରୁ ମିଳିଲା ସୂଚନା ।

TATA motors
ସିଙ୍ଗୁର୍ ନାନୋ ପ୍ରୋଜେକ୍ଟ ମାମଲାରେ ଟାଟା ମୋଟର୍ସ ସପକ୍ଷରେ ବଡ଼ ରାୟ, ମିଳିବ କ୍ଷତିପୂରଣ

ପଶ୍ଚିମବଙ୍ଗ ସିଙ୍ଗୁର ପ୍ଲାଣ୍ଟ ବାବଦରେ ହୋଇଥିବା ନିବେଶ ପାଇଁ ମିଳିବ କ୍ଷତିପୂରଣ....ଟାଟା ମୋଟର୍ସକୁ ପ୍ରାୟ ୭୬୬ କୋଟି ଟଙ୍କାର କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ...ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ୩ ଜଣିଆ ଆର୍ବିଟ୍ରାଲ୍ ଟ୍ରିବ୍ୟୁନାଲ୍....

Train Accident,
ଆନ୍ଧ୍ର ଆଲମଣ୍ଡା ଟ୍ରେନ୍ ଟ୍ରାଜେଡିକୁ ୩୬ ଘଣ୍ଟା ବିତିଲା, ଦୁର୍ଘଟଣାର କାରଣ ଏବେ ବି ଅସ୍ପଷ୍ଟ

କେଉଁ କାରଣ ପାଇଁ ଏତେବଡ ଦୁର୍ଘଟଣା ଘଟିଲା ? ଘଟଣାସ୍ଥଳରେ ପହଞ୍ଚି ରେଲୱେ ସେଫଟି କମିଶନରଙ୍କ ତଦନ୍ତ ...ଟ୍ରାକରୁ ବଗି ଉଠିବା ପରେ ଯାଞ୍ଚ କରୁଛନ୍ତି ସେଫ୍ଟି କମିଶନର....

Rashtriya ekta diwas history and why is it celebrated
'ଭାରତର ଲୌହ ମାନବ'ଙ୍କ ସମ୍ମାନରେ ‘ରାଷ୍ଟ୍ରିୟ ଏକତା ଦିବସ’

ଅକ୍ଟୋବର ୩୧ ହେଉଛି ଭାରତର ପ୍ରଥମ ଉପମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ। ପ୍ରତିବର୍ଷ ଏହି ଦିନକୁ ‘ଜାତୀୟ ଏକତା ଦିବସ’ ବା ‘ରାଷ୍ଟ୍ରିୟ ଏକତା ଦିବସ’ ଭାବେ ପାଳନ କରାଯାଏ। ଏହି ବର୍ଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୮ ତମ ଜନ୍ମ ବାର୍ଷିକୀ ପାଳନ ହେଉଛି।

Stray Dogs
ଫ୍ଲାଇଟ୍‌ରେ ବସି ବିଦେଶ ଯିବ ବାରଣାସୀର ବୁଲା କୁକୁର

ନେଦରଲାଣ୍ତ ଯିବ ଜୟା। ଉତ୍ତରପ୍ରଦେଶ ବାରଣାସୀରୁ ଫ୍ଲାଇଟ୍‌ରେ ସେ ନେଦରଲାଣ୍ତ ଯିବ। ଗୋଟେ ବୁଲା କୁକୁର ପ୍ରତି ବିଦେଶୀ ଯୁବତୀଙ୍କ ଏତେ ଭଲ ପାଇବା ଦେଖି ସମସ୍ତେ ତାଙ୍କୁ ଭୁରି ଭୁରି ପ୍ରଶଂସା ବି କରିଛନ୍ତି।

Arvind Kejriwal
ମଦନୀତି ଘୋଟାଲା ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ED ସମନ୍

ସକାଳେ ସିସୋଦିଆଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ ସୁପ୍ରିମକୋର୍ଟ ।

Train Tragedy
ମନରୁ ଯାଇନି ବାହାନଗା ! ପୁଣି ଘଟିଲା ଦୁର୍ଘଟଣା, ଉଜୁଡ଼ିଗଲା ଅନେକ ପରିବାର

ଦ୍ରୁତ ଉଦ୍ଧାର ଓ ପୁନରୁଦ୍ଧାର ପାଇଁ ବଞ୍ଚିଗଲା ବହୁ ଜୀବନ । ଅପରାହ୍ନରେ ସ୍ବାଭାବିକ ହେଲା ଟ୍ରାକ୍ ।

Train Tragedy
ପୁଣି କାହିଁକି ଏତେ ବଡ଼ ଟ୍ରେନ୍ ଆକ୍ସିଡେଣ୍ଟ ? CPRO କହିଲେ ଯାନ୍ତ୍ରିକ ନୁହେଁ ମନୁଷ୍ୟକୃତ ଭୁଲ୍ !

ସିଗନାଲ ଓଭରସୁଟିଂରୁ ଟ୍ରେନକୁ ଟ୍ରେନ୍ ପିଟିଥିବା ସୂଚନା । ଆଲମଣ୍ଡାରେ ରେଲୱେ ସେଫଟି କମିଶନରଙ୍କ ତନାଘନା ।

Train Tragedy
ଆନ୍ଧ୍ର ଟ୍ରେନ୍ ଟ୍ରାଜେଡି ! ଯାତ୍ରୀଙ୍କ ଅକଥନୀୟ ଦୁର୍ଦ୍ଦଶା, ୫୨ ଗାଡ଼ି ବାତିଲ୍

ପିଲାଛୁଆ ଧରି ଷ୍ଟେସନରେ ଅଖିଆ ଅପିଆ ରାତି କାଟିଲେ ପାସେଞ୍ଜର ।

Kerala Blast
କେରଳ ବିସ୍ଫୋରଣ: ଆତ୍ମସମର୍ପଣକାରୀଙ୍କ ଖୁଲାସା, ସଙ୍ଗଠନ କାର୍ଯ୍ୟରେ ଅତିଷ୍ଠ ହୋଇ ବ୍ଲାଷ୍ଟ କରିଥିବା ସ୍ୱୀକାର

ସେହିଭଳି ପ୍ରାର୍ଥନାସଭା ଆୟୋଜନକାରୀ ସମ୍ପ୍ରଦାୟ ଛୋଟ ଛୋଟ ପିଲାଙ୍କୁ ଜାତୀୟ ସଙ୍ଗୀତ ଗାଇବାକୁ ବାରଣ କରିଛନ୍ତି। ଏଥି ସହିତ ଭୋଟ ନଦେବା, ସରକାରୀ ଚାକିରି ନକରିବା ଏବଂ ସେନାରେ ୟଯୋଗ ନଦେବାକୁ ମଧ୍ୟ ଶିକ୍ଷା ଦେଉଛନ୍ତି।

England
ଇଂଲଣ୍ଡକୁ ଡବଲ ଝଟକା, ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାଇଁ କ୍ୱାଲିଫାଏ କରିପାରିବନି ଇଂଲଣ୍ଡ !

୨୦୨୫ରେ ପୁଣି ଫେରୁଛି ଆଇସିସି ଚାମ୍ପିଅନ୍ସ ଟ୍ରଫି। ଏହାକୁ ଆୟୋଜିତ କରିବାର ଅଧିକାର ମିଳିଛି ପାକିସ୍ତାନକୁ। ତେବେ ଏହି ଚାମ୍ପିଅନ୍ସ ଟ୍ରଫି କ୍ୱାଲିଫାଏକୁ ନେଇ ଏବେ ବେଶ୍ ଚର୍ଚ୍ଚା ହେଉଛି।

BRS MP
ପ୍ରଚାର ବେଳେ ବିଆରଏସ ସାଂସଦଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ନିର୍ବାଚନ ପାଇଁ ପ୍ରଚାର ଅଭିଯାନରେ ଯାଇଥିବା ଭାରତ ରାଷ୍ଟ୍ର ସମିତି (ବିଆରଏସ)ସାଂସଦ କୋଥା ପ୍ରଭାକର ରେଡ୍ଡୀଙ୍କୁ ଛୁରାମାଡ଼ କରିଛି ଜଣେ ଦୁର୍ବୃତ୍ତ।

Maratha Reservation
ଘରେ ଥିଲେ ବିଧାୟକ, ବାହାରୁ ନିଆଁ ଲଗାଇଦେଲେ ଆନ୍ଦୋଳନକାରୀ

ବିଧାୟକ କହିଛନ୍ତି, ‘ଯେତେବେଳେ ଏହି ଆକ୍ରମଣ ହୋଇଥିଲା ସେତେବେଳେ ମୁଁ ମୋ ଘର ଭିତରେ ଥିଲି। ସୌଭାଗ୍ୟ ବଶତଃ ଆନ୍ଦୋଳନକାରୀଙ୍କ ଆକ୍ରମଣରେ ମୋର ପରିବାର ସଦସ୍ୟ କିମ୍ବା କର୍ମଚାରୀ କେହି ଆହତ ହୋଇନାହାଁନ୍ତି ।

UNGA
UNରେ କିପରି ହୁଏ ଭୋଟିଂ, ପ୍ରସ୍ତାବ ପାରିତ ହେଲେ ହୁଏ କ’ଣ ?

ଜାତିସଂଘ ସାଧାରଣ ସଭାରେ ଯେକୌଣସି ଦେଶ ପ୍ରସ୍ତାବ ଉପସ୍ଥାପନ କରିପାରିବେ। ତେବେ ଏହି ପ୍ରସ୍ତାବ ଉପରେ ଭୋଟିଂ ହେବ କି ନାହିଁ ତାହା ଅଧ୍ୟକ୍ଷ ନିଷ୍ପତ୍ତି ନେବେ। ଭୋଟ୍ ଦେବା ପରେ, ଏହି ପ୍ରସ୍ତାବ ପାରିତ ହେବାକୁ ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆବଶ୍ୟକ।

Andhra Pradesh Train Accident
ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା: ସିଗ୍ନାଲ୍ ଓଭରସୁଟିଂରୁ ଘଟିଲା କି ଏତେ ବଡ଼ ଅଘଟଣ ? ଜାଣନ୍ତୁ, କ’ଣ ଏହା...

ସିଗ୍ନାଲ୍‌ ରେଡ୍ ଥିଲା ନା ଏଥିରେ କିଛି ତ୍ରୁଟି ଥିଲା ? ଯଦି, ସିଗ୍ନାଲ୍‌ ରେଡ୍ ଥିଲା ତେବେ ବିଶାଖାପାଟଣା-ରାୟଗଡ଼ା ଟ୍ରେନ୍ କେମିତି ଧକ୍କା ଦେଲା ? ଏବେ ଏସବୁର କାରଣ ଖୋଜୁଛି ରେଲ୍‌ୱେ । 

Fire In Bus Depot
ବେଙ୍ଗାଲୁରୁରେ ଭୟାବହ ଅଗ୍ନିକାଣ୍ଡ, ହୁତ୍ ହୁତ୍ ହେଇ ଜଳିଗଲା ଏକାଧିକ ବସ୍

ପରିସ୍ଥିତି ଏମିତି ହୋଇଛି କି ବହୁ ଦୂର ଯାଏଁ ଏହାର ପ୍ରଭାବ ଅନୁଭୂତ ହୋଇଛି । ବେଙ୍ଗାଲୁରୁ ବସ୍‌ ଡିପୋରେ ଲାଗିଥିବା ଏହି ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛି ୫ରୁ ଅଧିକ ଅଗ୍ନିଶମ ବାହିନୀର ଗାଡ଼ି।

Bharat on Google Maps
ଗୁଗୁଲ୍ ମ୍ୟାପ୍‌ରେ ବଦଳିଲା ଦେଶର ନାଁ, ସର୍ଚ୍ଚ କଲେ ତ୍ରିରଙ୍ଗା ସହ ଆସୁଛି ‘ଭାରତ’

ଆପଣ ଗୁଗୁଲ୍ ମ୍ୟାପ୍‌ରେ ହିନ୍ଦୀ କିମ୍ବା ଇଂରାଜୀ ଭାଷାରେ ଲେଖନ୍ତୁ ଏଥିରେ କିଛି ଫରକ ପଡ଼ିବ ନାହିଁ। ଯଦି ଆପଣ ଭାରତକୁ ହିନ୍ଦୀ କିମ୍ବା ଇଂରାଜୀରେ ଲେଖନ୍ତି, ତେବେ ଗୁଗୁଲ ଆପଣଙ୍କୁ କେବଳ ‘ଇଣ୍ଡିଆ’ ଦେଖାଇବ। ଗୁଗୁଲ୍ ମ୍ୟାପ୍ସ ଉଭୟ ‘ଇଣ୍ଡିଆ’ ଏବଂ ଭାରତକୁ 'ଦକ୍ଷିଣ ଏସିଆର ଏକ ଦେଶ' ଭାବରେ ସ୍ୱୀକୃତି ଦେଇଛି ।

fisherman missing for 2 weeks found drifting on life raft
୧୪ ଦିନ ପାଣିରେ ଭାସୁଥିଲେ ! ନା ବଞ୍ଚାଇବାକୁ ଥିଲେ କେହି ନା ଖାଇବାକୁ ଥିଲା କିଛି...

ପ୍ରାୟ ୨ ସପ୍ତାହ ଧରି ମତ୍ସଜୀବୀଙ୍କ କୌଣସି ପତ୍ତା ମିଳିପାରିନଥିଲା । ଶେଷରେ ୧୪ ଦିନ ପରେ କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରିଥିଲେ । ସେତେଦିନ ଯାଏ ସେମିତି ସେ ଡଙ୍ଗାରେ ଗଭୀର ସମୁଦ୍ରରେ ଥିଲେ । 

Monkey Snatches 3 Year Old Girl
୩ ବର୍ଷର ଝିଅକୁ ଉଠାଇନେଲା ମାଙ୍କଡ଼, ଫୋପାଡ଼ିଲା ପାହାଡ଼ ଉପରେ

ଝିଅଟିକୁ ଖୋଜିବା ପାଇଁ ପରିବାର ଲୋକଙ୍କୁ ପୋଲିସର ସାହାଯ୍ୟ ନେବାକୁ ପଡିଥିଲା। ପାହାଡ଼ିଆ ରାସ୍ତାରେ ପୋଲିସ ବହୁ ଖୋଜାଖୋଜି କରିଥିଲା। ବହୁ ଖୋଜାଖୋଜି ପରେ ଝିଅଟିକୁ ପାଇଥିଲା ପୋଲିସ। ମାଙ୍କଡ ଝିଅକୁ ନେଇ ଏକ ପାହାଡ଼ ଉପରେ ଫୋପାଡ଼ି ଦେଇଥିଲା।

Manish Sisodia
ସିସୋଦିଆଙ୍କୁ ସୁପ୍ରିମ୍‌ ଝଟକା; ଜାମିନ୍ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଏସ୍.ଭି.ଏନ୍ ଭଟ୍ଟୀ ଏହି ରାୟ ଶୁଣାଇଛନ୍ତି । ମାମଲାରେ ସିସୋଦିଆଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରି ୬ରୁ ୮ମାସ ମଧ୍ୟରେ ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Car Accident
ଭିଡ଼ ଭିତରକୁ ମାଡ଼ିଗଲା କାର୍‌; ଚାଲିଗଲା ଜେଜେମା’ ନାତୁଣୀଙ୍କ ଜୀବନ

ଗତ ଶନିବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । କାର୍‌ ମାଡ଼ିଯିବାରୁ ଜଣେ ବୃଦ୍ଧା ମହିଳାଙ୍କ ସମେତ ନାତୁଣୀର ମୃତ୍ୟୁ ହୋଇଛି ।