ପ୍ରଥମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ପରେ ପରେ ବିହାରର ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ । ଉଭୟଙ୍କ ଅଭିଯୋଗ, ଦୁର୍ଘଟଣା ପରଠୁ ତାଙ୍କର ଅନେକ ଲୋକ ନିଖୋଜ । ମମତାଙ୍କ ଅଭିଯୋଗ ଏବେବି ପଶ୍ଚିମ ବଙ୍ଗର ୩୧ ଜଣ ଲୋକଙ୍କ କୌଣସି ଖୋଜଖବର ନାହିଁ । ନା ଆହତଙ୍କ ମଧ୍ୟରେ ଚିକିତ୍ସିତ ହେଉଛନ୍ତି ନା ମୃତଦେହ ମଧ୍ୟରେ ଚିହ୍ନଟ ହୋଇଛନ୍ତି।
ସାଂପ୍ରଦାୟିକ ନିଆଁରେ ବଳି ପଡ଼ିଲେ ୩ ନିରୀହ ...ହସ୍ପିଟାଲ ଯାଉଥିବା ବେଳେ ଜୀଅନ୍ତା ଜାଳିଦେଲେ
କରମଣ୍ଡଳ କୋଳରେ କାଳ ଛକି ବସିଥିଲା। ହେଲେ ତା ପଞ୍ଛାରୁ ଭାଗ୍ୟ କିନ୍ତୁ ଛଡ଼େଇ ଆଣିଲା। କାଳ ଶୁକ୍ରବାରର ସେ ଛାତିଥରା କାହାଣୀ ବଖାଣିବାକୁ ଶବ୍ଦ ନାହିଁ।
ITBP ହେଡ୍ କନଷ୍ଟେବଳ (ମିଡୱାଇଫ୍) - ଗ୍ରୁପ୍ 'ସି' (ଅଣ ଗେଜେଟେଡ୍ ଏବଂ ଅଣମନ୍ତ୍ରୀ) ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ଦଶମ ପାଶ ସହିତ ନର୍ସିଂ କରିଥିଲେ ଆବେଦନ କରିପାରିବେ। ଚୟନ ହେଲେ ମାସକୁ ୮୧ ହଜାର ଟଙ୍କା ଦରମା ମିଳିବ।
ଆଜିର ମ୍ୟାଚରେ ଦୁଇ ଦଳର ଖେଳାଳି ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମୃତକଙ୍କ ପାଇଁ ମ୍ୟାଚ ଆରମ୍ଭ ପୂର୍ବରୁ ଦୁଇ ଦଳର ଖେଳାଳି ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ ।
୪୧ ବର୍ଷିୟ ହୃଦ୍ରୋଗ ବିଶେଷଜ୍ଞ ଡାକ୍ତର ଗୌରବ ଗାନ୍ଧୀଙ୍କ ହୃଦଘାତରେ ମୃତ୍ୟୁ ଘଟିଛି। ଏହି ଖବର ଏଇଥିପାଇଁ ଆଶ୍ଚର୍ଯ୍ୟ କରୁଛି ଯେ ଯେଉଁ ରୋଗରୁ ସେ ହଜାର ହଜାର ଲୋକଙ୍କୁ ରକ୍ଷାକରି ଜୀବନ ଦେଇଛନ୍ତି ଶେଷରେ ସେହି ରୋଗରେ ସେ ଚାଲିଗଲେ।
ସାମାନ୍ୟ ଝଗଡ଼ା ପାଇଁ କେତେ ବଡ଼ ଅଘଟଣ ଘଟିଥାଆନ୍ତା... ରେଳ ଧାରଣା ଯାଞ୍ଚ କରିବାକୁ ଆସି ସିଗନାଲ୍ ବକ୍ସ ନଷ୍ଟ ହୋଇଥିବା ଦେଖିଲେ ରେଲୱେ ଅଧିକାରୀ
ସୋନୁ ସୁଦ ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପୀଡିତଙ୍କ ପରିବାରକୁ ସାହାଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ୍ ମାଧ୍ୟମରେ ସେ ଏହି ସୂଚନା ଦେଇଛନ୍ତି। ସୋସିଆଲ୍ ମିଡିଆରେ ଫୋନ୍ ନମ୍ବର ଶେୟାର କରି ସୋନୁ କ’ଣ କହିଛନ୍ତି ଦେଖନ୍ତୁ।
ମୁଗ କୁଇଣ୍ଟାଲ ପିଛା ୮୫୫୮ ଟଙ୍କା ଓ କପା କୁଇଣ୍ଟାଲ ପିଛା ୬୬୨୦ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର ।
୫୭ ବର୍ଷ ବୟସରେ ଆସାମର ଫ୍ୟାଶନ ଉଦ୍ୟୋଗୀ ରୂପାଲି ବରୁଆଙ୍କୁ ବିବାହ କରି ଚର୍ଚ୍ଚାରେ ରହିଛନ୍ତି ଆଶିଷ ବିଦ୍ୟାର୍ଥୀ। ତାଙ୍କର ବିବାହର ଫଟୋ ଭାଇରାଲ୍ ହେଉଛି। କେତେକ ପ୍ରଶଂସକ ଏହାକୁ ପସନ୍ଦ କରୁଥିବା ବେଳେ ଅନେକ ତାଙ୍କୁ ଟ୍ରୋଲ ମଧ୍ୟ କରିଛନ୍ତି। ବର୍ତ୍ତମାନ ଏହି ଟ୍ରୋଲ୍ ଉପରେ ଅଭିନେତା ନିଜର ପ୍ରତିକ୍ରିୟା ରଖିଛନ୍ତି।
ବୃଦ୍ଧାବସ୍ଥାରେ ପେନ୍ସନ୍ ବନ୍ଦ ହେବା ପରେ ବିଜୟ ଦୁଆର ଦୁଆର ବୁଲୁଛନ୍ତି । କିନ୍ତୁ ଏପର୍ଯ୍ୟନ୍ତ ତାଙ୍କ ପେନ୍ସନ୍ ହୋଇପାରୁ ନାହିଁ ।
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୬୫୦ ଟଙ୍କା ହୋଇଛି।
ସୌଭାଗ୍ୟବଶତଃ ବଞ୍ଚିଗଲା ଅନେକଙ୍କ ଜୀବନ । ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ହଜାର ହଜାର ଯାତ୍ରୀ ।
ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ କାଳବୈଶାଖୀର ତାଣ୍ଡବ । ପ୍ରବଳ ବର୍ଷା ଓ ପବନ ଯୋଗୁ ଉପୁଡ଼ିଲା ଗଛ, ଭାଙ୍ଗିଲା ଘର । ଝଡ଼ ବର୍ଷା ଯୋଗୁ ଅନେକ ଜମିରେ ଫସଲ ନଷ୍ଟ ।
ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ପ୍ରଶାସନକୁ ଖବର ଦେଇଥିଲେ । କିଛି ବର୍ଷ ପୂର୍ବେ ଜଣେ ଚାଷୀ ପାଣି ଲାଗି ବୋଲୱେଲ ଖୋଳିଥିଲେ।
ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ବୁଧବାର। ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ପ୍ରତିବର୍ଷ ଜୁନ୍ ୭ କୁ ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ ଭାବରେ ପାଳନ କରାଯାଏ। ଏହାର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ଖାଦ୍ୟ ନିରାପତ୍ତାର ମହତ୍ତ୍ୱ ବୁଝାଇବା। ଶରୀରକୁ ସୁସ୍ଥ ରଖିବାରେ ଖାଦ୍ୟର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।
ରୋଗର ବିପଦରୁ ରକ୍ଷା କରିବାରେ ଆମର ରୋଗ ପ୍ରତିରୋଧକ ଶକ୍ତିର ଏକ ବିଶେଷ ଭୂମିକା ରହିଛି। ଯେଉଁମାନଙ୍କର ଦୁର୍ବଳ ରୋଗ ପ୍ରତିରୋଧକ ଶକ୍ତି ଥାଏ ସେମାନେ ରୋଗ ସଂକ୍ରମିତ ହେବାର ଆଶଙ୍କା ମଧ୍ୟ ଅଧିକ ଥାଏ। ଆଜି ‘ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ’ । ଆସନ୍ତୁ ଜାଣିବା କିପରି ବଢେଇବେ ରୋଗ ପ୍ରତିରୋଧକ ଶକ୍ତି।
ସୋସିଆଲ ମିଡିଆରେ ମମତାଙ୍କ ଗସ୍ତ ଓ ତାଙ୍କ କାର୍ଯ୍ୟକଳାପକୁ ନେଇ ଖୁବ୍ ସମାଲୋଚନା କରାଯାଉଛି । ଆଉ ଏହାରି ପଛରେ ସବୁଠାରୁ ବଡ଼ କାରଣ ହେଲା, ୨୦୦୦ ଟଙ୍କିଆ ନୋଟ ।
ଭାଇରାଲ୍ ହେଇଛି ଦିଲ୍ଲୀ ମେଟ୍ରୋରେ ଦୁଇ ମହିଳା ମୁହାଁମୁହିଁ ହେବାର ଭିଡିଓ। ଜଣେ ଧରିଛି ଚପଲ, ଆଉ ଜଣେ ବୋତଲ। ପରସ୍ପରଙ୍କୁ କରୁଛନ୍ତି ଦୁର୍ବ୍ୟବହାର। ଲୋକେ କହିଲେ “ଦିଲ୍ଲୀ ମେଟ୍ରୋକୁ କୁରୁକ୍ଷେତ୍ର ନାମରେ ନାମିତ କରାଯିବା ଉଚିତ।”
ଗୁଗୁଲ କ୍ଲାଉଡ୍ ସିକ୍ୟୁରିଟି ଏଆଇ ୱର୍କ ବେଞ୍ଚ ଆରମ୍ଭ କରିବା ନେଇ ଗୁଗୁଲ ନିଜେ ଘୋଷଣା କରିଛି । ଏହା ସ୍ୱୟଂ ଏକ ଲାର୍ଜ ଲାଙ୍ଗୁଏଜ୍ ମଡେଲ ଯୁକ୍ତ ଫ୍ଲାଟ୍ଫର୍ମ ।
ଦ୍ୱାଦଶ ପାଶ୍ କରି ସରକାରୀ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଭାରତ ସରକାରର କ୍ୟାବିନେଟ୍ ସଚିବାଳୟରେ ଚାକିରି ଅଛି। ତୁରନ୍ତ ଆବେଦନ କରନ୍ତୁ। ଚୟନ ହେଲେ ମାସକୁ ୯୨ ହଜାର ଟଙ୍କା ଦରମା ମିଳିବ।
ଅଭିନେତ୍ରୀ ସ୍ୱରା ଭାସ୍କର ଖୁବ୍ ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଚଳିତ ବର୍ଷ ଫେବୃଆରୀରେ ସେ ରେଜେଷ୍ଟ୍ରୀ ମ୍ୟାରେଜ୍ କରିଛନ୍ତି। ଏହି ମାସରେ ପ୍ରଥମ ଶିଶୁକୁ ଜନ୍ମ ଦେବେ ବୋଲି କହିଲେ ସ୍ୱରା।
ଶିକାର ହେଉଥିଲେ ନୀରିହ...ଅନଲାଇନ୍ ଗେମିଂ ଆପ୍ 'ଫୋର୍ଟନାଇଟ୍' ରେ ଜାଲ ବିଛାଇଥିଲା ଅଭିଯୁକ୍ତ ।
ଏତେ ବର୍ଷର କ୍ୟାରିଅରରେ ଐଶ୍ୱର୍ଯ୍ୟା ରାୟ ନିଜର ଏକ ଶକ୍ତିଶାଳୀ ନେଟ୍ୱର୍ଥ କରି ଦେଇଛନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଐଶ୍ୱର୍ଯ୍ୟାଙ୍କ ସମ୍ପତ୍ତି ତାଙ୍କ ସ୍ୱାମୀ ଅଭିଷେକ ବଚ୍ଚନଙ୍କଠାରୁ ବି ଅଧିକ। ତାଙ୍କ ମୋଟ ସମ୍ପତ୍ତି ବି ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ।