ତୁର୍କୀ ପରେ ଚୀନରେ ବଡ଼ ଧରଣର ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ସୀମାନ୍ତ ଜିନଜିଆଙ୍ଗ ଓ ତାଜିକିସ୍ତାନରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା।
ଅସଂଖ୍ୟ ଧରାଶାୟୀ କୋଠା ତଳୁ ଅସହାୟତାର ଚିତ୍କାର ଶୁଭୁଥିଲା । ଠିକ୍ ସେତିକି ବେଳେ, ବିପଦ ବେଳର ବନ୍ଧୁ ସାଜି ସେଠି ପହଞ୍ଚିଥିଲେ ଅପରେସନ ଦୋସ୍ତର ଦେବଦୂତ । ଏନଡିଆରଏଫ୍ ଯବାନ ଉଦ୍ଧାର କାର୍ଯ୍ୟରେ ଲାଗିଥିବା ବେଳେ, ମାତ୍ର ୬ ଘଣ୍ଟା ଭିତରେ ଭାରତୀୟ ସେନା ତିଆରି କରିଦେଇଥିଲା ୩୦ ବେଡ୍ ବିଶିଷ୍ଟ ସିକ୍ସଟି ପାରା ଫିଲ୍ଡ ହସ୍ପିଟାଲ ।
ଫ୍ରାନ୍ସର ବାସିନ୍ଦା ଏରିକ୍ ଏବଂ ଗ୍ରେବିୟଲଙ୍କୁ ନେଇ ସବୁଆଡେ ଚର୍ଚ୍ଚା। ରାଜସ୍ଥାନର ଟୁରିଷ୍ଟ୍ ଗାଇଡ୍ଙ୍କ ଏମାନେ ସଂପର୍କୀୟ। ଦମ୍ପତିଙ୍କ ବୟସ ୬୦ ରୁ ଅଧିକ ହେବ । ଉଭୟ ବିବାହ କରିବା ପରେ ପିଲା ବି ଅଛନ୍ତି। ବିଦେଶରେ ଏମାନେ ବେଶ୍ ହସଖୁସିରେ ବି ରହୁଥିଲେ। ଏମିତିକି ଉଭୟ ତିନିଥର ଭାରତ ଭ୍ରମଣରେ ବି ଆସିଛନ୍ତି। କାଶୀବିଶ୍ୱନାଥ ସହ ଅନେକ ଧାର୍ମିକ ସ୍ଥାନରେ ସେମାନେ ରହିଛନ୍ତି। ଆଉ ଅତି ପାଖରୁ ଭାରତର ସଂସ୍କୃତି ଓ ପରମ୍ପରାକୁ ଦେଖିଛନ୍ତି।
ଲଗାତାର ଭାବେ ଦୁଇଟି ଝଟ୍କା ଅନୁଭୂତ । ୬.୪ ଓ ୫.୮ ତୀବ୍ରତାର ଦୁଇଟି ଭୂକଂପ ଝଟ୍କା।
ଜବାହିରୀକୁ ଆମେରିକା ସେନା ହତ୍ୟା କରିବା ପରେ ଅଲ୍-କାଏଦାର ନେତୃତ୍ୱ ପଦ ଖାଲି ପଡିଥିଲା। ଏବେ ଯେତେବେଳେ ଆଦେଲକୁ ସଂଗଠନ ମୁଖ୍ୟ ଭାବେ ଅବସ୍ଥାପିତ କରିଛି ଏହାର ସିଧାସଳଖ ଅର୍ଥ ଆମେରିକା ଉପରେ ପୁଣିଥରେ ଆକ୍ରମଣ ଆଶଙ୍କା ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ ମତପୋଷଣ କରୁଛନ୍ତି।
କ୍ଷୀର ଲିଟର ୨୫୦, ଚିକେନ୍ କେଜି ୭୮୦, ମଉଳିବାରେ ଲାଗିଛି IMF ପ୍ୟାକେଜ୍ ଆଶା । ତେଣେ କାଙ୍ଗାଳ ଦେଶକୁ ଲଜ୍ଜିତ କଲା ତୁର୍କୀକୁ ରିଟର୍ଣ୍ଣ ରିଲିଫ ଖୁଲାସା ।
ଜାତୀୟ ଓ ଅନ୍ତର୍ଜାତୀୟ ଗଣମାମଧ୍ୟରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ନିକଟରେ ଭୂକମ୍ପ କ୍ଷତିଗ୍ରସ୍ତ ତୁର୍କୀକୁ ରିଲିଫ୍ ସାମଗ୍ରୀ ପଠାଇଥିଲା ପାକିସ୍ତାନ ।
ରାଜା ପଞ୍ଚମ ଜର୍ଜଙ୍କ ଚିତ୍ର ଥିବା ଗୋଟିଏ ଏକ ପଇସିଆ ମୂଲ୍ୟର ଡାକ ଟିକେଟ୍ ଲଗାଯାଇଥିବା ଏହି ଚିଠିଟିରେ ବେଥ୍ ଓ ସିଡେନ୍ହାମ୍ ଡାକ ମୋହର ବି ବାଜିଛି । ଏହି ଚିଠିଟିକୁ ୨୦୨୧ରେ ଥିଏଟର୍ ନିର୍ଦ୍ଦେଶକ ଫିନ୍ଲେ ଗ୍ଲେନ୍ଙ୍କ ‘କ୍ରିଷ୍ଟାଲ୍ ପାଲେସ୍’ ଫ୍ଲାଟ୍ରେ ଥିବା ଚିଠି ବାକ୍ସରେ ପକାଯାଇଥିଲା । ହେଲେ ନିର୍ଦ୍ଧିଷ୍ଟ ସ୍ଥାନରେ ପହଞ୍ଚିନଥିଲା ।
ଉତ୍ତର କୋରିଆର ଶାସକ କିମ୍ ଜଙ୍ଗ ଉନ୍ ତାଙ୍କ ଝିଅ ସହ ନଜର ଆସିଥିଲେ । ଏକ କାର୍ଯ୍ୟକ୍ରମରେ ପତ୍ନୀ ଓ ଝିଅଙ୍କ ସହ ଯୋଗଦେଇଥିଲେ କିମ୍ ଜଙ୍ଗ ଉନ୍ । ସେହି ସମୟରେ ଉତ୍ତର କୋରିଆର ସେନା ଅଧିକାରୀ ତାଙ୍କୁ ସ୍ୱାଗତ ଜଣାଇଥିଲେ ।
ଭୟଙ୍କର ଭାବରେ ଫୁଲୁଛି ସମୁଦ୍ର। ଏଇ ସବୁ ସହରକୁ ବଢୁଛି ବିପଦ...କେତବେଳେ ବି ବୁଡିପାରେ ଭାରତର ଏଇ ସବୁ ଅଂଚଳ
ତୈଳଦରରେ ରେକର୍ଡ ବୃଦ୍ଧି ପାକିସ୍ତାନବାସୀଙ୍କ ଅର୍ଥନୈତିକ ମେରୁଦଣ୍ଡକୁ ଆହୁରି ଦୋହଲାଇ ଦେଇଛି । ପାକିସ୍ତାନରେ ପେଟ୍ରୋଲ ଲିଟର ପିଛା ପ୍ରାୟ ୨୨ ଟଙ୍କା ବଢ଼ି ୨୭୨ ଟଙ୍କାରେ ପହଞ୍ଚିଛି ।
ଏମିତି ଏକ କମ୍ପାନୀ, ଯାହାକି ଧୂମ୍ରପାନ କରୁଥିବା ବ୍ୟକ୍ତି ଅର୍ଥାତ୍ ‘ପ୍ରଫେସନାଲ୍ ସ୍ମୋକର୍ସ’ଙ୍କ ପାଇଁ ନିଯୁକ୍ତି ବିଜ୍ଞାପନ ଜାରି କରିଛି। ସବୁଠାରୁ ବଡ଼ କଥା, ଦରମା ଜାଣିଲେ ଆପଣଙ୍କ ହୋସ୍ ଉଡ଼ିଯିବ।
ଏମିତି ଏକ ଦେଶ ହେଉଛି ସାମୋଆ। ସୌନ୍ଦର୍ଯ୍ୟପାଇଁ ସାରା ପୃଥିବୀରେ ଜଣାଶୁଣା ଦ୍ୱୀପର ଦେଶ ହେଉଛି ସାମୋଆ। ଯେଉଁଠି ଏମିତି ଆଇନର ପାଳନ କରାଯାଏ। ଯାହାକୁ ନେଇ ବିଶ୍ବରେ ଜୋରଦାର ଚର୍ଚ୍ଚା ବି ହୁଏ। ଏଇ ଦେଶରେ ସ୍ତ୍ରୀଙ୍କ ଜନ୍ମ ଦିନ ଭୁଲିବା ଏକ ବଡ ଅପରାଧ ବୋଲି କୁହାଯାଏ
ତୁର୍କୀ-ସିରିଆରେ ହୋଇଥିବା ଭୂକମ୍ପର କରୁଣ ପରିସ୍ଥିତି। କେଉଁଠି ପୂରା ପରିବାର ମାଟିରେ ମିଶିଯାଇଛି ତ ପୁଣି କିଏ ବାପା-ମା ଛେଉଣ୍ଡ ହୋଇଯାଇଛି। ସେହିପରି କିଏ ବିଧବା ହୋଇଯାଇଛି ତ ପୁଣି କିଏ ନିଃସନ୍ତାନ ହୋଇ ଆଖିରୁ ଲୁହ ଗଡଉଛି। ଏବେ ଏକ କୁନି ପୁଅର କଥା ସମସ୍ତଙ୍କ ଆଖିକୁ କରୁଛି ଛଳଛଳ।
ଏତେ ଦିନ ପରେ ଜୀବନକୁ ନେଇ ଆଶ୍ଚର୍ଯ୍ୟ ଚକିତ ଉଦ୍ଧାରକାରୀ ଦଳ ।
ହସ୍ପିଟାଲର ସ୍କାନିଂ ରୁମ୍ରେ ଫୁଟିଲା ଗୁଳି; ଚାଲିଗଲା ଓକିଲଙ୍କ ଜୀବନ
ପ୍ରଳୟଙ୍କାରୀ ଭୂକମ୍ପରେ ଛାରଖାର ହୋଇଯାଇଛି ତୁର୍କୀ ଓ ସିରିୟା। କେବଳ ତୁର୍କୀରେ ୩୦ ହଜାର ଉପରେ ମୃତ୍ୟୁ ସଂଖ୍ୟା।
ଅସହ୍ୟ ଥଣ୍ଡାରେ କଲବଲ ବିପନ୍ନ । ଭଗ୍ନାବଶେଷ ତଳୁ ୫ଦିନ ପରେ ଜୀବନ୍ତ ଉଦ୍ଧାର ହେଲା ନବଜାତ ଶିଶୁ ।
ଭଗ୍ନାବଶେଷ ତଳୁ ଏକ ନବଜାତ ଶିଶୁକୁ ଜୀବନ୍ତ ଉଦ୍ଧାର କରିଛନ୍ତି ଉଦ୍ଧାରକାରୀ ଟିମ୍।
ମୃତ୍ୟୁ ସଂଖ୍ୟା ୫୦ ହଜାର ଛୁଇଁପାରେ ବୋଲି ମିଳିତ ଜାତିସଂଘ ଆକଳନ କରିଛି। ବିଶ୍ବର ବିଭିନ୍ନ ଦେଶର ବଛା ବଛା ରେସ୍କ୍ୟୁ ଟିମ୍ ଦିନ ରାତି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ସେପଟେ ତୁର୍କୀ ଓ ସିରିଆରେ ଥଇଥାନ ଓ ପୁନରୁଦ୍ଧାର ପାଇଁ ସ
କାହିଁକି ଭାଙ୍ଗିଲା ସୂର୍ଯ୍ୟଙ୍କର ଏତେ ବଡ଼ ଅଂଶ ?
ଭୂମିକମ୍ପ ପରେ ସାମ୍ନାକୁ ଆସିଲା ହୃଦୟ ବିଦାରକ ଚିତ୍ର
ଭାରତକୁ ବିପଦର ବନ୍ଧୁ କହିଲା ତୁର୍କୀ
ବୈଜ୍ଞାନିକମାନେ ଏବେ ଏହି ନିଆଁ ପିଣ୍ଡୁଳା ଉପରେ ନଜର ରଖିଛନ୍ତି ଏବଂ ଏହାର ସ୍ଥିତିକୁ ନେଇ ତର୍ଜମା କରୁଛନ୍ତି ।
ତୁର୍କୀର ମହାବିପତ୍ତି ବେଳେ, ସହଯୋଗର ହାତ ବଢ଼ାଇଛି ଭାରତ । ତୁର୍କୀକୁ ୨ଟି C-17 ଗ୍ଲୋବମାଷ୍ଟର ବିମାନରେ ୧୦୦ ଏନ୍ଡିଆରଏଫ୍ ଯବାନ, ସ୍ୱତନ୍ତ୍ର ପ୍ରଶିକ୍ଷିତ ଡଗ୍ ସ୍କ୍ବାଡ୍, ଡ୍ରିଲିଂ ମେସିନ, ରିଲିଫ ସାମଗ୍ରୀ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଓ ଉପକରଣ ପଠାଯାଇଛି । ଅନ୍ୟପକ୍ଷରେ ଭାରତକୁ ବିପଦ ବେଳର ପ୍ରକୃତ ବନ୍ଧୁ ବୋଲି କହିଛନ୍ତି ଭାରତରେ ଅବସ୍ଥାପିତ ତୁର୍କୀ ରାଷ୍ଟ୍ରଦୂତ ।