ଏନଡିଆରଏଫ୍ ଓ ମେଡିକାଲ ଟିମ୍ ପଠାଇଲା ଭାରତ । ତୁର୍କୀରେ ପହଞ୍ଚିଲା ବାୟୁସେନାର ସ୍ୱତନ୍ତ୍ର ବିମାନ ।
ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଆକଳନ କରିଛି ଯେ, ତୁର୍କୀ ଓ ସିରିଆରେ ମୃତ୍ୟୁ ସଂଖ୍ୟା ୮ ଗୁଣ ବୃଦ୍ଧି ପାଇପାରେ।
ଛାରଖାର ତୁର୍କୀରୁ ଛାତିଥରା ଚିତ୍ର। ଯୁଆଡେ ଦେଖିବ ସିଆଡେ ମାଳମାଳ ଶବ
କର୍ମଚାରୀ ଜଣଙ୍କ ପିତୃତ୍ୱ ଛୁଟିରେ ଥିଲେ ।
ତୁର୍କୀରେ ୨୪ ଘଣ୍ଟା ମଧ୍ୟରେ ୪ ଥର ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ସୋମବାର ଦିନ ଭୂକମ୍ପର ୩ ଝଟ୍କା ଅନୁଭୂତ ହୋଇଥିବା ବେଳେ ଆଜି ପୁଣି ଥରେ ଭୂକମ୍ପ ହୋଇଛି।
ମୁହୂର୍ତ୍ତକ ମଧ୍ୟରେ ଧରାଶାୟୀ ହେଉଛି ବିରାଟ ଅଟ୍ଟାଳିକା । ଦେଖୁ ଦେଖୁ ମାଟିରେ ମିଶିଯାଉଛି ୬ ତାଲା ବିଲଡିଂ । ଆଉ ତା’ଭିତରେ ଚାପି ହୋଇଯାଇଛନ୍ତି ଶତାଧିକ ଲୋକ । ତୁର୍କୀରେ ଏମିତି ତାଣ୍ଡବ ରଚିଛି ପ୍ରକୃତି । ଗୋଟିଏ କି ଯୋନିଏ ନୁହେଁ ଏଭଳି ଶହ ଶହ କୋଠା, ହଜାର ହଜାର ଘର ଭୁଶୁଡିପଡିଛି ଭୂକମ୍ପର ଝଟ୍କାରେ । ଆଖି ପିଛୁଳାକେ ଛାରଖାର ହୋଇଯାଇଛି ତୁର୍କୀର ଏକାଧିକ ସହର ।
ଜୋରସୋରରେ ଚାଲିଛି ଉଦ୍ଧାର କାର୍ଯ୍ୟ । ତୁର୍କୀ ସହ ସିରିୟାରେ ବି ଭୂକମ୍ପର ଜୋରଦାର ଝଟକା ଅନୁଭୂତ ହୋଇଛି । ସେଠାରେ ବି ଶତାଧିକ ଲୋକଙ୍କ ଜୀବନ ଯାଇଛି।
ତୁର୍କୀର ପ୍ରମୁଖ ଶିଳ୍ପ ଓ ଉତ୍ପାଦନ ହବ୍ ମଧ୍ୟରୁ ଗାଜିଆଣ୍ଟେପ୍ ହେଉଛି ଅନ୍ୟତମ ।
ଧୁମଧାମରେ ବିବାହ ଚାଲିଥିବା ବେଳେ ପହଞ୍ଚିଗଲା ପ୍ରେମିକ । କନ୍ୟାକୁ ମାରିଲା ଗୁଳି . .
ଆଜି ସକାଳୁ ସକାଳୁ ଦକ୍ଷିଣ-ପୂର୍ବ ତୁର୍କୀରେ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଫଳରେ ଓସ୍ମାନିଆ ପ୍ରଦେଶର ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ବିଲ୍ଡିଂ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ହୋଇଯାଇଛି।
ସନ୍ଦିଗ୍ଧ ବେଲୁନକୁ ମିଜାଇଲ୍ ମାରି ଖସାଇ ଦେଲା ଆମେରିକା
ନାଗ ଗୁମ୍ଫାରେ ଥିବା ବିଶାଳକାୟ ପଥର ପୁରାପୂରି ଏକ ବଡ଼ ସାପ ଅର୍ଥାତ୍ ଆନାକୋଣ୍ଡା ଭଳି ଦେଖା ଯାଉଛି। ଯେ କେହିବି ହଠାତ୍ ଏହାକୁ ଦେଖିବେ ପ୍ରଥମେ ଦ୍ୱନ୍ଦ୍ୱରେ ପଡ଼ିଯିବେ।
ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶାରଫ୍ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା।
ଚୀନ୍ର ସ୍ପାଏ ବେଲୁନ୍କୁ ଗୁଳି କରି ଖସାଇଲା ଆମେରିକା। ଆମେରିକାର ପୂର୍ବ ଉପକୂଳ ଅଞ୍ଚଳରେ ଉଡୁଥିବା ଚୀନ୍ର ଏକ ସନ୍ଦିଗ୍ଧ ବେଲୁନ୍କୁ ଗୁଳି କରି ଖସାଇ ଦିଆଯାଇଥିବା ନେଇ ପେଣ୍ଟାଗନ୍ ପକ୍ଷରୁ ସୂଚନା ଦିଆଯାଇଛି।
ସାପକୁ ନିର୍ଯାତନା ଦେବା ଅଭିଯୋଗରେ ବ୍ୟକ୍ତି ଜଣଙ୍କୁ ଗିରଫ କରିଛି ପୋଲିସ । ବ୍ୟକ୍ତି ଜଣକ ଘରେ ପାଳନ କରିଥିବା ଏକ ଅଜଗର ସାପର ମୁଣ୍ଡକୁ କାମୁଡ଼ି ଦେଇଥିଲେ ।
ଚିକିତ୍ସା ହେବା ସମୟରେ ତାଙ୍କର ଜାନୁଆରୀ ୫ ତାରିଖରେ ମୃତ୍ୟୁ ହୋଇଥିବା ନେଇ ଘୋଷଣା କରାଯାଇଥିଲା।
ବୈଜ୍ଞାନିକ ମାନେ ସୁଇସାଇଡ୍ ପ୍ଲାଣ୍ଟକୁ ନେଇ ବଡ଼ ତଥ୍ୟ ମଧ୍ୟ ରଖିଛନ୍ତି ।
ପୁଣି ଥରେ ହଂକଂ ସରକାର ପକ୍ଷରୁ ନିବେଶକ ତଥା ବଡ଼ ବଡ଼ ବ୍ୟବସାୟୀ ଏବଂ ପର୍ଯ୍ୟଟକଙ୍କୁ ଆମନ୍ତ୍ରଣ କରାଯାଇଛି ।
ଆମେରିକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଉପରେ ଚୀନ ସ୍ପାଏ ବେଲୁନ୍ ଉଡାଇ ଗୁଇନ୍ଦାଗିରି କରୁଥିବା ଆମେରିକା ଅଭିଯୋଗ କରିଛି।
ଏହି ପୁରା ପରିବାର ଗାଁର ପ୍ରାୟ ଦୁଇ ଏକର ଜାଗାରେ ବସବାସ କରନ୍ତି ।
ନିୟମ ଖିଲାପ କରିବାରୁ ଦଣ୍ଡ । କ’ଣ ରହିଛି ପୂରା ଘଟଣା, ପଢ଼ନ୍ତୁ . .
ଦିନେ ଟିଟିପି ସଂଗଠନକୁ ନିଜେ ପାକିସ୍ତାନ ପ୍ରୋତ୍ସାହନ ଦେଇଥିଲା, ହେଲେ ଏବେ ବାଜି ଓଲଟିଯାଇଛି
ହିଡେନ୍ବର୍ଗ ରିପୋର୍ଟର ଷ୍ଟକ୍ ମ୍ୟାନିପୁଲେସନ ଅଭିଯୋଗ ପରେ ଆଦାନୀ ଗ୍ରୁପ୍ ୧୧ ନମ୍ବର ସ୍ଥାନକୁ ଖସି ଟପ୍ ଟେନ୍ ଧନୀ ତାଲିକାରୁ ଆଉଟ୍ ହୋଇଯାଇଛନ୍ତି।
ପେଶୱାରରେ ଏକ ଶକ୍ତିଶାଳୀ ଆତ୍ମଘାତୀ ବିସ୍ଫୋରଣ ହୋଇଛି। ଖବର ଅନୁଯାୟୀ ଏକ ଉଚ୍ଚ ସୁରକ୍ଷା ଅଞ୍ଚଳରେ ଜନଗହଳି ଥିବା ଏକ ମସ୍ଜିଦ୍ରେ ଅପରାହ୍ନରେ ପ୍ରାର୍ଥନା ବେଳେ ଆତ୍ମଘାତୀ ବିସ୍ଫୋରଣ ହୋଇଛି।
ଆଖିବୁଜା ଗୁଳିମାଡ଼ରେ ଘଟଣାସ୍ଥଳରେ ୮ ଜଣଙ୍କ ଜୀବନ ଯାଇଥିବା ବେଳେ ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି।