ଏହାରି ଭିତରେ ଟ୍ୱିଟର କର୍ମଚାରୀଙ୍କ ପ୍ରତି ସେ ଯେଉଁ ଭଳି କ୍ରୁରତା ସେ ଦେଖାଇଛନ୍ତି ତାହା ଯିଏ ବି ଶୁଣୁଛି ଆଶ୍ଚର୍ଯ୍ୟ ହେଉଛି ।
ପ୍ରଥମେ ଚଳାଇଥିବା ଗୁଳିରେ ହିଁ ଇମ୍ରାନ ଆହତ ହୋଇଥିଲେ ।
ଗୁଳିମାଡ଼ରେ ଇମ୍ରାନ୍ଙ୍କ ସମେତ ୪ ଆହତ, ହସ୍ପିଟାଲରେ ଭର୍ତ୍ତି ।
ଏ ମଣିଷ ନା ଦାନବ । ଟଙ୍କା ପାଇଁ ନିଜ ଗର୍ଭବତୀ ସ୍ତ୍ରୀକୁ ବି ଛାଡ଼ିଲାନି ।
କର୍ମଚାରୀଙ୍କ ଉପରେ ଅତ୍ୟାଚାର କରୁଛନ୍ତି କି ଏଲୋନ୍ ମସ୍କ ? କର୍ମଚାରୀମାନେ ସପ୍ତାହକ ୭ ଦିନ କାମ କରୁଛନ୍ତି । ଛୁଟି ବୋଲି ଗୋଟିଏ ମିଳୁନି ।
କୁନି ଦେଶ ୟୁକ୍ରେନ୍ ନିଜର ବୁଦ୍ଧି ଓ କୌଶଳ କ୍ରମେ ଏବେ ବି ଲଢ଼େଇ ଜାରି ରଖିଛି । ଆଉ ବାରମ୍ବାର ଋଷ ଭଳି ଶକ୍ତିଶାଳି ସେନାକୁ ଜବରଦସ୍ତ ଝଟ୍କା ଦେବାରେ ଲାଗିଛି ।
ଆମେ ଆଜି ଆପଣଙ୍କୁ ଯେଉଁ କାହାଣୀ କହିବୁ ତାହା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ ।
ଆଉ କେହି ରହିବେନି ବେକାରୀ । ମୁଣ୍ଡ ପିଛା ରହିଛି ଦୁଇ ଦୁଇଟି ଚାକିରି ।
ଟ୍ୱିଟର୍ ରାସ୍ତାରେ କଣ୍ଟା ସାଜିବ କି ବ୍ଲୁ ସ୍କାଇ । ଟ୍ୱିଟରର ପ୍ରତିଷ୍ଠାତା ଜ୍ୟାକ୍ ଡୋର୍ସି ନୂଆ ସୋସିଆଲ ମିଡିଆ ପ୍ଲାଟଫର୍ମ ନେଇକି ଆସୁଛନ୍ତି ।
ପ୍ରଥମେ ଟ୍ୱିଟର ସିଇଓ ପାରାଗ ଅଗ୍ରୱାଲଙ୍କୁ ବାହାରିବାର ରାସ୍ତା ଦେଖେଇ ସାରିବା ପରେ ବର୍ତ୍ତମାନ ବୋର୍ଡର ସମସ୍ତ ନିର୍ଦ୍ଦେଶକଙ୍କୁ ହଟାଇ ଦେଇଛନ୍ତି ମସ୍କ (Elon Musk) ।
ଆକ୍ରମଣ ଏତେ ଭୟଙ୍କର ଥିଲା ଯେ ପୁରା ସହର ଥରି ଉଠିଥିଲା।
ଅନ ଲାଇନ କାରବାର ଏଣିକି ମହଙ୍ଗା ପଡିବ। ଫ୍ଲିପ୍କାର୍ଟରୁ ଯଦି ଅନଲାଇନ ସପିଂ କରୁଥାନ୍ତି ତେବେ ଆପଣଙ୍କୁ ଡେଲିଭରି ଫି ବାବଦରେ ଅଧିକ ଟଙ୍କା ଦେବାକୁ ପଡ଼ିବ। ବିଶେଷ କରି କ୍ୟାସ ଅନ ଡେଲିଭରି ଉପରେ ଫ୍ଲିପ୍କାଟ୍ ଅଧିକ ଫି ଦାବି କରିବ।
ଟୁଇଟରକୁ ନେଇ ଏବେ ଏକ ନୂଆ ଘୋଷଣା କରିଛନ୍ତି ଏଲନ ମସ୍କ। ବ୍ଲୁ ଟିକ ପାଇଥିବା ୟୁଜର୍ସଙ୍କୁ ଏଣିକି ଦେବାକୁ ପଡ଼ିବ ଅଧିକ ଅର୍ଥ।
ଶନିବାର ଦିନ ସିଓଲର ଇଟେଓନରେ ହାଲୋଓ୍ୱିନ୍ ପର୍ବ ପାଳନ ବେଳେ ଏହି ଅଘଟଣ ଘଟିଛି। କରୋନା ପାଇଁ ଗତ ୨ ବର୍ଷ ଧରି ଏ ପର୍ବ ପାଳନ ହୋଇନଥିବାବେଳେ ଏଥର ପାଳ ହେଉଥିଲା।
ପୃଥିବୀ ପୃଷ୍ଠରେ ଏମିତି ଏକ ଦ୍ୱୀପ ଅଛି, ଆପଣ ଚାହିଁଲେ ମଧ୍ୟ ଏହି ଦ୍ୱୀପକୁ ଯାଇପାରିବେ ନାହିଁ। କାରଣ ଏହି ଦ୍ୱୀପ ସବୁଠାରୁ ଭୟଙ୍କର ବୋଲି ଏହି ଦେଶର ସରକାର ନିଜେ କହିଛନ୍ତି।
ଭ୍ଲାଦିମିର୍ ପୁଟିନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ।
ଦ ମେଟାର ସିଇଓ ତଥା କୋଟିପତି ମାର୍କ ଜୁକରବର୍ଗ ଦିନକୁ ଦିନ ଗରିବ ହେଉଛନ୍ତି। ତାଙ୍କ ସମ୍ପତିର ମୂଲ୍ୟ ଦିନକୁ ଦିନ କମିବାରେ ଲାଗିଛି। ସତେ ଯେମିତି ଭାଗ୍ୟ ତାଙ୍କୁ ଆଉ ସାଥ୍ ଦେଉନି। ଷ୍ଟକ ମାର୍କେଟ୍ରେ ତାଙ୍କ ସମ୍ପତିର ମୂଲ୍ୟ କ୍ରମାଗତ ହ୍ରାସ ପାଇବାରେ ଲାଗିଛି।
ମିଡିଆ ପ୍ଲାଟଫର୍ମ ଟ୍ୱିଟର ଏବେ ସଂପୂର୍ଣ୍ଣ ଭାବେ ଏଲନ ମସ୍କଙ୍କ ନିୟନ୍ତ୍ରଣରେ । ମାଲିକାନା ହାସଲ କରିବା ପରେ ପରେ ତୁରନ୍ତ କମ୍ପାନୀର ସିଇଓ ପରାଗ ଅଗ୍ରୱାଲ ଓ CFO ନେଡ ସଗେଲଙ୍କୁ ବିଦା କରିଦେଇଛନ୍ତି ଏଲନ । ଏପରିକି ଉଭୟଙ୍କୁ କମ୍ପାନୀ ହେଡ କ୍ୱାଟରରୁ ବାହାର କରି ଦିଆଯାଇଛି।
ପତ୍ନୀ ଅକ୍ଷତାଙ୍କ ପାଖରେ ବି ହଜାର ହଜାର କୋଟି ଟଙ୍କା
ଅଶ୍ଳୀଳତାର ଜାଲରୁ ଧର୍ମଯାଜକମାନେ ମଧ୍ୟ ମୁକୁଳି ପାରୁନାହାନ୍ତି ।
ପ୍ରଥମ ଦେଖାରେ ଗଣ୍ଡଗୋଳ, ମରାମରି। ଆଉ ତା’ପରେ ସୁଆଦିଆ ଖାଦ୍ୟ ଖୁଆଇ କରିନେଲେ ମନ ଚୋରି । ଏମିତି ଏକ ନିଆରା ପ୍ରେମ କାହାଣୀ ସୋଶିଆଲ ମିଡିଆରେ ଭାଇରାଲ ହୋଇଛି।
ବ୍ରିଟେନ ରାଜନୀତିରେ କ୍ଷମତା ପାଇଁ ଚାଲିଛି ମ୍ୟୁଜିକ ଚେୟାର ଖେଳ। କେତେବେଳେ କାହାକୁ ମିଳିବ ଚେୟାର, କାହା ମୁଣ୍ଡରୁ ଖସିଯିବ ମୁକୁଟ ତାହା ସମୟ ହାତରେ। ଏହି ମ୍ୟୁଜିକ ଚେୟାର ଖେଳରେ ୬ ବର୍ଷରେ ୫ ଜଣ ପ୍ରଧାନମନ୍ତ୍ରୀଙ୍କୁ ଶାସନଗାଦିରେ ଦେଖିଲାଣି ଏ ଦେଶ ।
ୟୁକ୍ରେନ୍ ଦ୍ୱାରା ସମ୍ଭାବ୍ୟ ‘ଡାର୍ଟି ବମ୍’ ହମ୍ଲାର ଜବାବ ପରମାଣୁ ବୋମାରେ ଦେବାକୁ ପ୍ରସ୍ତୁତ ହେଉଛି କି ରୁଷ୍ ? ୟୁକ୍ରେନ୍ର ଆକ୍ରମଣ ପରେ ପ୍ରଥମ ଥର ପାଇଁ ରୁଷୀୟ ଷ୍ଟ୍ରାଟେଜିକ୍ ନ୍ୟୁକ୍ଲିଅର୍ ଫୋର୍ସର ସମରାଭ୍ୟାସ ଅନୁଷ୍ଠିତ ହୋଇଛି।
କୂଟନୈତିକ ଆଲୋଚନା ପାଇଁ ଦାବି କଲେ ଶ୍ରୀମନ୍ଦିର ସେବାୟତ ।
ସାରା ବିଶ୍ୱରେ ସବୁଠାରୁ ଶକ୍ତିଶାଳି ରାଷ୍ଟ୍ର ହେଲା ଆମେରିକା । ଆଉ ଏହାର ହର୍ତ୍ତାକର୍ତ୍ତା ହେଉଛନ୍ତି ରାଷ୍ଟ୍ରପତି ଜୋ-ବାଇଡେନ୍ ।