ପଇଡ଼ ପିଇ ଗାଁ ଲୋକଙ୍କ ସହ ଖୁସି ମିଜାଜ୍ରେ ସମୟ କାଟିଥିଲେ ଚାର୍ଲସ।
ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଦେହାନ୍ତ ପରେ ରାଜପଦ ସମ୍ଭାଳିଛନ୍ତି କିଙ୍ଗ୍ ଚାର୍ଲ୍ସ ତୃତୀୟ। ଦିନେ ଅନେକ ପ୍ରେମ ସମ୍ପର୍କକୁ ନେଇ ସେ ଚର୍ଚ୍ଚାରେ ଥିଲେ। ୨୦ରୁ ଅଧିକ ମହିଳାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିବା ବେଳେ ଚର୍ଚ୍ଚାରେ ଅଛନ୍ତି ଏହି ପାଞ୍ଚ। ଜାଣନ୍ତୁ କିଏ…
ମାରୋହରେ ବହୁ ବିଶିଷ୍ଟ ବ୍ୟକ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀମାନେ ସାମିଲ ଅଛନ୍ତି ।
କେମିତି ଏଲିଜାବେଥ୍ ଦ୍ୱିତୀୟ ହୋଇଥିଲେ ସର୍ବାଧିକ କାଳ କ୍ଷମତାସୀନ ମହାରାଣୀ?
ପ୍ରଥମେ ଆସିଥିଲେ ୧୯୬୧ରେ, ପରେ ୧୯୮୩ ଓ ୧୯୯୭ରେ
ବ୍ରିଟେନର ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ପରଲୋକରେ ସାରା ବିଶ୍ୱ ଶୋକ ପ୍ରକାଶ କରୁଛି । ବିଶ୍ୱର ବିଭିନ୍ନ ଭାଗରୁ ରାଜନେତା, ବିଶିଷ୍ଟ ବ୍ୟକ୍ତିଗଣ କୁଇନ୍ ଏଲିଜାବେଥ୍ଙ୍କ ସ୍ମୃତିଚାରଣ କରୁଛନ୍ତି । ସେପଟେ ସ୍କଟଲାଣ୍ଡର ବାଲମୋରରେ ଥିବା ରୟଲ୍ ଇଷ୍ଟେଟ୍ ଆଗରେ ଆଜି ସକାଳେ ଫୁଲତୋଡା ଦେଇ ଲୋକମାନେ ନିଜ ମହାରାଣୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
୯୬ ବର୍ଷ ବୟସରେ ବ୍ରିଟେନର ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ପରଲୋକ । ସାରା ବିଶ୍ୱ ଶୋକ ପ୍ରକାଶ କରୁଛି । ବିଶ୍ୱର ବିଭିନ୍ନ ଭାଗରୁ ରାଜନେତା, ବିଶିଷ୍ଟ ବ୍ୟକ୍ତିଗଣ କୁଇନ୍ ଏଲିଜାବେଥ୍ଙ୍କ ସ୍ମୃତିଚାରଣ କରୁଛନ୍ତି ।
ଗୁରୁବାର ଅପରାହ୍ଣରେ ବ୍ରିଟେନ୍ ରାଣୀ ଏଲିଜାବେଥ୍ଙ୍କ ମୃତ୍ୟୁ ହୋଇଛି। ସ୍କଟ୍ଲାଣ୍ଡର ବାଲ୍ମୋରାଲ୍ ରାଜପ୍ରାସାଦରେ ତାଙ୍କ ଦେହାନ୍ତ ହୋଇଛି। ସେ ୧୯୫୨ରେ ସିଂହାସନ ଆରୋହଣ କରିଥିଲେ। ତେବେ ଆସନ୍ତୁ ତାଙ୍କର କିଛି ନିଆରା ଫଟୋ ଉପରେ ନଜର ପକେଇ ନେବା।
କିଙ୍ଗ ଚାର୍ଲ୍ସ ଏବେ ଯେ କୌଣସି ଦେଶକୁ ବିନା ପାସ୍ପୋର୍ଟ ମାଧ୍ୟମରେ ଯାଇପାରିବେ । କାରଣ ତାଙ୍କୁ କୌଣସି ପ୍ରକାର ଡକ୍ୟୁମେଣ୍ଟର ଆବଶ୍ୟକ ନାହିଁ । ତାଙ୍କ ନାଁରେ କୌଣସି ପ୍ରକାର ଡକ୍ୟୁମେଣ୍ଟ ଇସୁ ହେବାର ଆବଶ୍ୟକ ମଧ୍ୟ ନାହିଁ ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପିଏମ୍ ମୋଦିଙ୍କ ଶୋକ । ବିଶ୍ୱ ଜଣେ ମହାନ ବ୍ୟକ୍ତିତ୍ୱଙ୍କୁ ହରାଇଲା କହିଲେ ରାଷ୍ଟ୍ରପତି ।
ଉଭୟ ବିଦାୟୀ ଏବଂ ନୂତନ ପ୍ରଧାନମନ୍ତ୍ରୀ ସ୍କଟଲ୍ୟାଣ୍ଡ ଯାଇ ମହାରାଣୀଙ୍କୁ ଭେଟିଥିଲେ।
ଚେୟାରରେ ପାକିସ୍ତାନୀ ଫ୍ୟାନ୍ଙ୍କୁ ନିର୍ଧୁମ ପିଟିଲେ ଆଫଗାନୀ ।
ବୁଦ୍ଧିମତା ବଳରେ ଅଳ୍ପ ବୟସରେ କମାଲ୍ କରିଦେଲେ ଛାତ୍ର ।
ଯୁବଗୋଷ୍ଠୀଙ୍କୁ ଅଧିକରୁ ଅଧିକ ମଦ ପିଇବାକୁ ପରାମର୍ଶ ଦେଉଛନ୍ତି ଜାପାନ ସରକାର।
କ୍ଷଣିକରେ ଦୁନିଆର ସର୍ବାଧିକ ଧନୀ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ହୋଇଗଲେ ଆମେରିକୀୟ ଯୁବକ
ଯେତେବେଳେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଥିଲା, ସେତେବେଳେ ଏହି ପ୍ରେମୀ ଯୁଗଳ ନିଜ ନିଜ ଦେଶ ଛାଡ଼ି ଚାଲି ଆସିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଆଉ ଏବେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।
କୋରିଆ ପାଣିପାଗ ପ୍ରଶାସନ(KMA) ସୂଚନା ଅନୁସାରେ ସୁପର ଟାଇଫୁନ୍ ହିନ୍ନାମନୋର ଲ୍ୟାଣ୍ଡଫଲ୍ କରିବା ପରେ ବ୍ୟାପକ କ୍ଷତି ଘଟାଇଛି।
କର୍ମଚାରୀଙ୍କୁ ଛଟେଇ କରିବା ପରେ ମନସ୍ତାପରେ ରହୁଥିଲେ । ଏତେ ଲୋକ ରୋଜଗାର ହରାଇବା ପରେ କମ୍ପାନୀର ସିଏଫ୍ଓ ଜୀବନ ହାରିଦେଲେ ।
ଜଣେ ଚାକିରି କରିବା ଯେତିକି ସ୍ୱପ୍ନ ହୋଇଥାଏ, ତାଠୁ ପ୍ରଥମ ଦରମା ଆସିଲେ କର୍ମଚାରୀଙ୍କୁ ଅଧିକ ଖୁସି ଦେଇଥାଏ।
ଭୂମିକମ୍ପରେ ୨୧ ଜଣଙ୍କର ମୃତ୍ୟୁ ।
ଭାରତୀୟ ବଂଶୋଦ୍ଭବ ରିଷି ସୁନକଙ୍କୁ ପଛରେ ପକାଇଲେ ଟ୍ରସ୍।
ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣି ବଡ ଧରଣର ବିସ୍ଫୋରଣ
ଦ୍ୱିତୀୟ ଥର ପାଇଁ NASAର ମୁନ୍ ମିଶନ୍କୁ ସ୍ଥଗିତ ରଖିବାକୁ ପଡ଼ିଛି। ରକେଟ୍ରେ ଇନ୍ଧନ ଲିକେଜ୍ ହେବା କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
୯୮ ମିଟର ଉଚ୍ଚର ଶକ୍ତିଶାଳୀ ସ୍ପେଶ ଲଞ୍ଚ ସିଷ୍ଟମ ରକେଟ୍ ଦ୍ୱାରା ହେବ ଉତ୍କ୍ଷେପଣ । ମଣିଷ ବଦଳରେ ତିନିଟି ମାନେକୁଇନ ବା ପିତୁଳା ପଠାଯିବ ।
ମୋଷ୍ଟ ଓ୍ୱାଣ୍ଟେଡ୍ ଆତଙ୍କବାଦୀ ଏବେ ବି ସକ୍ରିୟ ଥିବା NIAର ସୂଚନା । ଛୋଟା ସକିଲ୍ ସଂପର୍କରେ ସୂଚନା ଦେଲେ ୨୦ ଲକ୍ଷ ପୁରସ୍କାର ।