ବିମାନ ଦୁର୍ଘଟଣାସ୍ଥଳରୁ ନେପାଳ ସେନା ୧୪ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ମୃତଦେହ ଗୁଡ଼ିକ ସମ୍ପୂର୍ଣ୍ଣ ଜଳି ଯାଇଥିବାରୁ, କାହାକୁ ଚିହ୍ନି ହେଉନଥିବା ନେପାଳ ପୋଲିସ ସୂଚନା ଦେଇଛି।
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍(Vladimir Putin)ଙ୍କ ସ୍ୱାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ିବାରେ ଲାଗିଛି। ଏନେଇ ରୁଷ୍ ସ୍ପାଏ ଏଜେନ୍ସି FSB ଏକ ରିପୋର୍ଟରେ ଏସମ୍ପର୍କରେ ସୂଚନା ଦେଇଛି।
ନେପାଳର ପୋଖରା ଠାରୁ ଜୋମସୋମକୁ ଯାଉଥିବା ଏକ ବିମାନ ଦୁର୍ଘଟଣାର ଶିକାର ହୋଇଥିବା ସୂଚନା ମିଳିଛି
ନୂଆ ଭାଇରସ CCHF ଆତଙ୍କ, ପ୍ରାଣ ହରାଇଲେଣି ୧୯ ଜଣ
ଏଲିଏନ୍ ସହ ପ୍ରେମ। ବିଶ୍ୱାସ ହେଉନଥିଲେ ବି ସତ। ଏଭଳି ଏକ ପ୍ରେମ କାହାଣୀର ଖୁଲାସା କରିଛନ୍ତି ଲଣ୍ଡନର ଜଣେ ମହିଳା। ଏଲିଏନ୍ ବୟଫ୍ରେଣ୍ଡ୍କୁ ଏତେ ପସନ୍ଦ କରନ୍ତି ଯେ, ସେ ଏଲିଏନ୍ର ଏକ କଣ୍ଢେଇକୁ ଜାବୁଡ଼ି ଧରିଥିବା ଦେଖିବାକୁ ମିଳିଛି।
ନେପାଳର ଏକ ଘରୋଇ ବିମାନ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ୩ ଜଣ କ୍ରିଉ ମେମ୍ବରଙ୍କ ସମେତ ୧୯ ଜଣ ଯାତ୍ରୀଙ୍କୁ ନେଇ Tara Air 9 NAET ବିମାନଟି ଟୁରିଷ୍ଟ୍ ଟାଉନ୍ ପୋଖରାରୁ ଜୋମ୍ସୋମ୍ ଯାଉଥିଲା।
ପୂର୍ବ ତିମୋର ଉପକୂଳରେ ଏକ ଭୟଙ୍କର ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ଏହି ବଡ଼ ଧରଣର ଭୂକମ୍ପ ଯୋଗୁ ଭାରତ ମହାସାଗରରେ ସୁନାମୀ ଆସିପାରେ।
କେନ୍ଦ୍ର ସରକାର ପକ୍ଷରୁ 'ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ’ ଏବଂ 'ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ'କୁ ସତର୍କ ରହିବାକୁ କୁହାଯାଇଛି ।
ୟୁକ୍ରେନ ନିକଟରେ ୨୦ ମିଲିୟନ ଟନ୍ ଗହମ ରହିଛି । ସେହିପରି ଲକ୍ଷ ଲକ୍ଷ ହେକ୍ଟର ଚାଷ ଜମିରେ ବି ଠିଆ ହୋଇଛି ପାଚିଲା ଗହମ ।
ହତ୍ୟାକାରୀ ଆଖିବୁଜା ଗୁଳିଚଳାଉଥିଲା, ଆଉ ନିରୀହ ପିଲାମାନଙ୍କୁ ହତ୍ୟା କରୁଥିଲା । ସେତେବେଳେ ଜଣେ ୧୧ ବର୍ଷିୟ ଝିଅ ହତ୍ୟାକରୀ ଆଗରେ ମରିବାର ନାଟକ କରିଥିଲା ।
ଏହି ସୁଯୋଗ ପାଇବାରେ ଓଡ଼ିଆ ଝିଅ ଶ୍ରେୟା ହେଉଛନ୍ତି ଦେଶରେ ପ୍ରଥମ । ତାଙ୍କ ସହ ବ୍ରାଜିଲର ଝିଅ ଗାବ୍ରିଏଲା ଡାଲସିନ୍ ମଧ୍ୟ ଅଛନ୍ତି ।
ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପ୍ରତି ଲିଟରକୁ ପେଟ୍ରୋଲ ଓ ଡିଜେଲ ଦର ୩୦ ଟଙ୍କା (ପାକିସ୍ତାନୀ ମୁଦ୍ରା) ବୃଦ୍ଧି ହୋଇଛି।
ନ୍ୟାସନାଲ ଆସେମ୍ଲି ଭଙ୍ଗ କରି ଆସନ୍ତା ଜୁନ୍ରେ ନିର୍ବାଚନ ନକରାଇଲେ, ସାରା ଦେଶରୁ ୨୦ ଲକ୍ଷ ସମର୍ଥକଙ୍କୁ ଧରି ପୁଣି ଇସ୍ଲାମାବାଦ ଫେରିବାକୁ ସଫାସଫା ଶୁଣାଇ ଦେଇଛନ୍ତି ।
ଅବିକଳ କୁକୁର ଭଳି ଦେଖାଯାଉଥିବା, ଆଚରଣ କରୁଥିବା ଏକ କୁକୁରର ଭିଡିଓ ଓ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି। ବାସ୍ତବରେ ଏହା ଅସଲି ନୁହେଁ ବରଂ ନକଲି କୁକୁର।
ଇସଲାମାବାଦରେ ଇମ୍ରାନ୍ ଖାନ ପ୍ରବେଶ କରିବା ମାତ୍ରେ ସମର୍ଥକ ବିଭିନ୍ନ ସ୍ଥାନରେ ଜଳାପୋଡ଼ା କରିଛନ୍ତି । ମେଟ୍ରେ ଷ୍ଟେସନରେ ଇମ୍ରାନଙ୍କ ସମର୍ଥକ ନିଆଁ ଲଗାଇ ଦେଇଥିଲେ । ଦେଶରେ ସାଧାରଣ ନିର୍ବାଚନ କରିବାକୁ ଦାବି କରି ରାଲି କରୁଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ।
ବିଦ୍ୟାର ମନ୍ଦିରରେ ଭୟ ଓ ଆତଙ୍କର ବାତାବରଣ । ଟେକ୍ସାସ ରବ୍ ଏଲିମେଣ୍ଟାରୀ ସ୍କୁଲରେ ଘଟିଥିବା ଗୁଳିକାଣ୍ଡ ଭୟାଭୟ ବାତାବରଣ ସୃଷ୍ଟି କରିଛି । ଆତଙ୍କିତ ପିଲାଙ୍କୁ ସୁରକ୍ଷିତ ସ୍ଥାନକୁ ଶିକ୍ଷକ ଶିକ୍ଷୟିତ୍ରୀ ନେଉଯାଉଥିବା ବେଳେ ଅନ୍ୟପଟେ ଶୋକରେ ଡୁବି ରହିଛନ୍ତି ଅଭିଭାବକ । ପରସ୍ପରକୁ ସାନ୍ତ୍ୱନା ଦେବାକୁ ଚେଷ୍ଟା କରୁଛନ୍ତି ।
କଣ ପାଇଁ ଏଭଳି ଜଘନ୍ୟ କାଣ୍ଡ ଘଟାଇଲା ରାମୋସ? କଣ ହୋଇଥାଇପାରେ କୁନି ପିଲାଙ୍କ ଉପରେ ତା ଆକ୍ରୋଶର କାରଣ?
କେନ୍ଦ୍ର ସରକାର ପକ୍ଷରୁ 'ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ’ ଏବଂ 'ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ'କୁ ସତର୍କ ରହିବାକୁ କୁହାଯାଇଛି ।
ଆମେରିକା, ଅଷ୍ଟ୍ରେଲିଆ ଓ ଜାପାନ ରାଷ୍ଟ୍ରମୁଖ୍ୟଙ୍କ ସହିତ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଖେଳନା ନଭାଙ୍ଗି କ୍ଷତିପୂରଣ ଦେଲେ ପୁଅ ।
ଗତ ୧୬ ତାରିଖରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଙ୍ଘେ ଦେଶରେ ପେଟ୍ରୋଲ ସଂକଟ ଦେଖା ଦେଇପାରେ ବୋଲି ଚେତାଇ ଦେଇଥିଲେ ।
କ୍ୱାଡ୍ ସମ୍ମିଳନୀରେ ୪ ରାଷ୍ଟ୍ରମୁଖ୍ୟ ଆଲୋଚନା କରିଛନ୍ତି ।
ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଟେକ୍ସାସ ଗଭର୍ଣ୍ଣର ନିର୍ଦ୍ଦେଶ ଦେଇଛନ୍ତି।
ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଜୀବନରୁ ମାରି ଦେବାକୁ ୨ ମାସ ତଳେ ଉଦ୍ୟମ କରାଯାଇଥିଲା । ତେବେ ସୌଭାଗ୍ୟବଶତଃ ସେ ଏହି ହତ୍ୟା ଉଦ୍ୟମରୁ ବର୍ତ୍ତି ଯାଇଛନ୍ତି ବୋଲି ୟୁକ୍ରେନର ଜଣେ ସାମରିକ ଅଧିକାରୀ ସୂଚନା ଦେଇଛନ୍ତି।
ଅଷ୍ଟ୍ରେଲିଆ, ଇସ୍ରାଏଲ, ସ୍ୱିଜରଲାଣ୍ଡରେ ପ୍ରଥମ ଥର ପାଇଁ ମଙ୍କିପକ୍ସ ଭୂତାଣୁ ଠାବ କରାଯାଇଛି