ପୁଟିନ୍ଙ୍କ ଟାଇଟ୍ ସିକ୍ୟୁରିଟି। ଗସ୍ତ ପୂର୍ବରୁ ସାମ୍ନାରେ ଯାଏ ଅସ୍ତ୍ରଶସ୍ତ୍ରର ସ୍ୱତନ୍ତ୍ର ଗାଡ଼ି, ଲୁଚିକି ରୁହନ୍ତି ସୁରକ୍ଷାକର୍ମୀ। ରହିବା ସ୍ଥାନରେ ବନ୍ଦ ରହେ ମୋବାଇଲ ଫୋନ୍। ଖାଇବା ପୂର୍ବରୁ ୪ ଥର ଖାଇବା ଚାଖନ୍ତି ଖାଦ୍ୟ ବିଶେଷଜ୍ଞ...ଦିନରାତି ଘେରି ରହିଥାଆନ୍ତି ୪ ସ୍ତରୀୟ ସୁରକ୍ଷାକର୍ମୀ
ପୁଣି ବିଳିବିଳେଇଲେଣି ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍। ୨୨ ରାଷ୍ଟ୍ରଦୂତଙ୍କୁ ଦେଲେ ଗାଳି। କହିଲେ, ଆମେ କାହାର ଚାକର ନୁହେଁ କି ଆମକୁ କିଏ ଚଳାଉନାହିଁ। କାହାରି କଥା ଶୁଣିବାକୁ ନୁହେଁ ବାଧ୍ୟ। ଆଉ ତା’ପରେ...
କିଭ୍, ଚେରନିଭ୍, ସୁମି, ମାରିଉପଲ, ଖାରକିଭରେ ଯୁଦ୍ଧ ବିରତି
ୟୁକ୍ରେନ୍ ଖାରକିଭ୍ରେ ରୁଷର ମେଜର ଜେନେରାଲ ୟୁକ୍ରେନ୍ ସୈନ୍ୟଙ୍କ ଆକ୍ରମଣରେ ଆଖିବୁଜିଛନ୍ତି। ମେଜର ଜେନେରାଲ ବିଟାଲି ଗେରାସିମବଙ୍କ ମୃତ୍ୟୁ ହୋଇଛି।
ଦୀର୍ଘ ୨୦ ବର୍ଷ ହେଲା ଜୀବତ ହେଉକି ମୃତ ଭାବେ କୁଖ୍ୟାତ ଆତଙ୍କବାଦୀ ସିରାଜୁଦ୍ଦିନ ହକ୍କାନିକୁ ପାଉ ନଥିଲା ଆମେରିକା ସେନା। ସେଥି ପାଇଁ ୧୦ ଲକ୍ଷ ଡଲାର ପୁରସ୍କାର ରାଶି ଘୋଷଣା ହୋଇଥିଲା। ହେଲେ ହଠାତ୍ ସାମ୍ନାକୁ ଆସିଲା ସିରାଜୁଦ୍ଦିନ୍। ଏହା ପରେ ସାରା ବିଶ୍ୱରେ ଚର୍ଚ୍ଚା...
ୟୁକ୍ରେନ ଓ ଋଷ ମଧ୍ୟରେ ଗତକାଲି ବସିଥିବା ତୃତୀୟ ପର୍ଯ୍ୟାୟ ବୈଠକରୁ ମଧ୍ୟ ଆାଶାନୁରୂପ ଫଳାଫଳ ମିଳିନଥିବା ଜଣାପଡିଛି ।
ଉଭୟ ରାଷ୍ଟ୍ରମୁଖ୍ୟ, ଅର୍ଥାତ୍ ଋଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍ ଓ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କୁ ସିଧାସଳଖ ପରସ୍ପର ସହ କଥା ହେବା ପାଇଁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଆମ ମାଟିରେ ଯେଉଁମାନେ ଏହି ଧ୍ୱଂସଲୀଲା ରଚିଛନ୍ତି, ଶହ ଶହ ଲୋକଙ୍କୁ ଜାଣିଶୁଣି ହତ୍ୟା କରିଛନ୍ତି, ସେମାନଙ୍କୁ କେବେ ବି କ୍ଷମା ଦିଆଯିବ ନାହିଁ ।
ଋଷିଆ ନିଜ ଶତ୍ରୁ ଦେଶ ତାଲିକା ବାହାର କରିଥିବା ନେଇ ଦାବି କରିଛି ଚୀନର ଗଣମାଧ୍ୟମ CGTN । ୟୁକ୍ରେନ ବ୍ୟତୀତ ଆମେରିକା, ବ୍ରିଟେନ, ଜାପାନ ଏବଂ ୟୁରୋପୀୟ ସଂଘର ସଦସ୍ୟ ଦେଶ ଏହି ତାଲିକାରେ ଅନ୍ତର୍ଭୁକ୍ତ ।
ୟୁକ୍ରେନ୍ରେ ଭୟର ବାତାବରଣ ଛାଇ ରହିଥିବା ବେଳେ ହାତକୁ ଦି ହାତ ହୋଇଛନ୍ତି ଦୁଇ ଯବାନ । ସ୍ୱେଚ୍ଛାକୃତ ଭାବେ ୟୁକ୍ରେନ୍ ସେନାରେ ସାମିଲ ହୋଇଥିବା ଲିଜେ, ଭେଲେରୀ ବିବାହ କରିଛନ୍ତି ।
ଋଷୀୟ ପ୍ରତିରକ୍ଷା ବିଭାଗ ଏକ ଭିଡିଓ ଜାରି କରିଛି । ଯେଉଁଥିରେ ବହୁ ସଂଖ୍ୟକ ମସ୍କୋ ଟ୍ୟାଙ୍କ ଦ୍ରୁତ ଗତିରେ କିଭ୍ ଆଡକୁ ଗତି କରୁଥିବା ଦେଖାଯାଉଛି । ବେଲାରୁଷ ସୀମାରୁ ଉତ୍ତରପଟୁ ସ୍ଥଳଭାଗରେ ରୁଷ ସେନା କିଭ୍ ମୁହାଁ ହୋଇଛି ।
ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି। ପ୍ରାୟ ୩୫ ମିନିଟ୍ ଧରି ଫୋନ୍ରେ ଆଲୋଚନା ହୋଇଥିଲା।
ଋଷିଆ ସ୍ୱାଧୀନ ରାଷ୍ଟ୍ର ଘୋଷଣା କରିଥିବା ଲୁହାଂସ୍କରେ ବଡ ଧରଣର ବିସ୍ଫୋରଣ ହୋଇଛି। ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ସହରରେ କଳା ଧୂଆଁ ଆଚ୍ଛାଦିତ ହୋଇଯାଇଥିଲା।
ଋଷିଆର ଯୁଦ୍ଧ ବିରତି ଘୋଷଣା । ଭାରତୀୟ ସମୟାନୁସାରେ ଦିନ ୧୨ଟା ୩୦ରୁ ଯୁଦ୍ଧ ବିରତି ଘୋଷଣା ହୋଇଛି ।
ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୀ କାଲେବା ଟ୍ୱିଟରରେ ଏକ ବିଶାଳକାୟ ବୋମାର ଫଟୋ ପୋଷ୍ଟ କରିଛନ୍ତି । ଏଭଳି ବୋମା ତାଙ୍କ ଦେଶର ଲୋକଙ୍କ ଜୀବନକୁ ହତ୍ୟା କରୁଥିବା ସେ ଲେଖିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ କଥା ହେବେ। ଫୋନ୍ରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ସାମ୍ପ୍ରତିକ ଯୁଦ୍ଧ ସ୍ଥିତି ନେଇ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।
୨୦୧୪ ପରେ ପ୍ରଥମ ଥର ପାଇଁ ବିଶ୍ୱ ବଜାରରେ ତୈଳ ଦର ସର୍ବାଧିକ ସ୍ତରରେ ପହଞ୍ଚିଛି । ୟୁକ୍ରେନ ଉପରେ ରୁଷର ଆାକ୍ରମଣକୁ ନେଇ ୟୁରୋପୀୟ ରାଷ୍ଟ୍ର ଓ ଆମେରିକା ରୁଷରୁ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି
ଦୀର୍ଘ ୨୦ ବର୍ଷ ହେଲା ଜୀବତ ହେଉକି ମୃତ ଭାବେ କୁଖ୍ୟାତ ଆତଙ୍କବାଦୀ ସିରାଜୁଦ୍ଦିନ ହକ୍କାନିକୁ ପାଉ ନଥିଲା ଆମେରିକା ସେନା। ସେଥି ପାଇଁ ୧୦ ଲକ୍ଷ ଡଲାର ପୁରସ୍କାର ରାଶି ଘୋଷଣା ହୋଇଥିଲା। ହେଲେ ହଠାତ୍ ସାମ୍ନାକୁ ଆସିଲା ସିରାଜୁଦ୍ଦିନ୍। ଏହା ପରେ ସାରା ବିଶ୍ୱରେ ଚର୍ଚ୍ଚା
୮ଟି ମିଜାଇଲ୍ ମାଡ଼ କରି ସେଣ୍ଟ୍ରାଲ ୟୁକ୍ରେନର ଭିନିତ୍ସିଆ ଏୟାରପୋର୍ଟକୁ ଉଡ଼ାଇଛି ଋଷିଆ। କିନ୍ତୁ ଏପର୍ଯ୍ୟନ୍ତ ୟୁକ୍ରେନ ରାଜଧାନୀ କିଭ୍ ଭିତରେ ପଶିପାରିନି ଋଷୀୟ ସେନା।
୧୧ ଦିନର ଘମାଘୋଟ ଯୁଦ୍ଧ ପରେ ବି, ଋଷୀୟ ସେନା ପାଇଁ ଅପହଞ୍ଚ ୟୁକ୍ରେନ୍ ରାଜଧାନୀ କିଭ୍ । ରାଜଧାନୀ ଦଖଲ ପୂର୍ବରୁ ପାଓ୍ୱାର୍ ପ୍ଲାଣ୍ଟ୍ ଓ ଏୟାର୍ ବେସ୍ ଉପରେ ଆକ୍ରମଣ ଜାରି ରଖିଛି ଋଷୀୟ ସେନା ।
ୟୁକ୍ରେନ୍ ୧୧ ଦିନରେ ୧୧ ହଜାର ଋଷୀୟ ସୈନ୍ୟଙ୍କୁ ମାରିଥିବା ଦାବି କରିଛି । ତେବେ ବର୍ତ୍ତମାନ ସ୍ଥିତିରେ ୟୁକ୍ରେନ୍ ପାଇଁ ଚ୍ୟାଲେଞ୍ଜ ହୋଇଛି ସାଧାରଣ ନାଗରିକଙ୍କୁ ଓ୍ୱାର୍ଜୋନ୍ରୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରିବା ।
ଯୁଦ୍ଧ ବନ୍ଦ କରିବାକୁ ନିବେଦିନ । ଭାରତର ସାହାଯ୍ୟ ଭିକ୍ଷା କଲା ୟୁକ୍ରେନ୍ ।
ଋଷିଆର ଭୟଙ୍କର ଆକ୍ରମଣକୁ ଦେଖି ଦେଶ ଛାଡ଼ି ପୋଲାଣ୍ଡ ପଳାଇଲେ ଜେଲେନସ୍କି? ଋଷିଆ ଗଣମାଧ୍ୟମ ଦେଲା ଚାଚଂଲ୍ୟକର ତଥ୍ୟ, ସେପଟେ ୟୁକ୍ରେନ ପ୍ରଧାନମନ୍ତ୍ରୀ କହିଲେ
ରୋନକ୍ ୟୁକ୍ରେନ ଭିତରେ ପଶି ଜଣେ ଭାରତୀୟ ମହିଳା ଏବଂ ତାଙ୍କର ଦୁଇ ମାସର ଶିଶୁକୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛନ୍ତି । କେବଳ ମା’ ଓ ପିଲାଙ୍କୁ ନୁହେଁ ୟୁକ୍ରେନରୁ ଅନେକ ସଂଖ୍ୟକ ଲୋକଙ୍କୁ ଉଦ୍ଧାର କରୁଛନ୍ତି ସେ ।
ମରିପଲ ସହର ଉପରେ ରୁଷୀୟ ସେନାଙ୍କ ନଜର । ଅସ୍ତ୍ରବିରତି ଉଲ୍ଲଂଘନ ପରେ ଋଷିଆ ଆଜି ମରିପଲ ଉପରେ ଘନ ଘନ ଆକ୍ରମଣ ହେଉଛି ।