ଦୁର୍ଦ୍ଦଶାରେ ଆଫଗାନୀ ସାମ୍ବାଦିକ ଓ ମିଡିଆ ଶିଳ୍ପ । ତାଲିବାନର କ୍ଷମତା ଦଖଲ ପରେ ଚାକିରି ହରାଇଲେଣି ୬ ହଜାର ୪ଶହରୁ ଅଧିକ ସାମ୍ବାଦିକ । ପ୍ରାୟ ୬୦ ପ୍ରତିଶତ ସାମ୍ବାଦିକ ଓ ଗଣମାଧ୍ୟମ କର୍ମଚାରୀ ଚାକିରି ହରାଇଥିବା ବେଳେ ୮୪ ପ୍ରତିଶତ ମହିଳା ସାମ୍ବାଦିକ କ୍ୟାରିୟରକୁ ବାଏ ବାଏ କରିବାକୁ ବାଧ୍ୟ ହୋଇଛନ୍ତି ।
ନିଆଁର ପ୍ରକୋପ ଏତେ ମାତ୍ରରେ ଥିଲା ଯେ, ଯାହାକୁ ଆୟତ୍ତ କରିବା କଷ୍ଟସାଧ୍ୟ ଥିଲା। ନିଜ ଜୀବନ ବଞ୍ଚାଇବାକୁ ଅନେକ ଯାତ୍ରୀ ବିକଳରେ ନଦୀକୁ ଡେଇଁ ପଡ଼ିଥିଲେ।
ମା’ ପାଇଁ କାଙ୍ଗାଳ ହୋଇଗଲା ପୁଅ । କୋଟି କୋଟି ଟଙ୍କା ହାତକୁ ଆସୁ ଆସୁ ଚାଲିଗଲା ।
ଏଇଠି ୧୧ ଦିନ ପର୍ଯ୍ୟନ୍ତ ହସିବା ଓ ମଦ ପିଇବା ଉପରେ ରୋକ୍ ଲଗାଇଲେ ସରକାର। ଯଦି ଆପଣ ଏହି ନିୟମକୁ ନମାନନ୍ତି ତେବେ ଆପଣଙ୍କୁ ଦିଆଯାଇପାରେ କଠୋରରୁ କଠୋର ଦଣ୍ଡ, ଜାଣନ୍ତୁ କଣ ରହିଛି ପୂରା ଘଟଣା
ପାକିସ୍ତାନର ବନ୍ଦର ନଗରୀ କରାଚିରେ ଭୟଙ୍କର ବିସ୍ଫୋରଣ ।
କେତେବେଳେ ଚୁଟି କଟାକୁ ନେଇ ତ କେତେବେଳେ ଡ୍ରେସ୍ ପିନ୍ଧାକୁ ନେଇ ସେ ଅଜବ ଗଜବ ନିୟମ କାନୁନ ଆଣିଥାନ୍ତି । ଯାହାକି ଉତ୍ତର କୋରିଆବାସୀ ଚାହୁଁନଥିଲେ ମଧ୍ୟ ମାନିବାକୁ ବାଧ୍ୟ ହୋଇଥାନ୍ତି ।
ପ୍ରାୟ ଏକ ସପ୍ତାହ ପୂର୍ବରୁ ଆପଲ୍ କମ୍ପାନୀ କର୍ମଚାରୀମାନଙ୍କୁ ଫେବୃଆରୀ ସୁଦ୍ଧା ଅଫିସ୍ ଫେରିବାକୁ କହିଥିଲେ । ବର୍ତ୍ତମାନ ପୁଣି ଥରେ ଏହି ସମୟସୀମା ବୃଦ୍ଧି କରାଯାଇଛି ॥ କମ୍ପାନୀ ନ ଖୋଲିବା ସମ୍ପର୍କରେ ସିଇଓ ଟିମ୍ ଏକ ଇ-ମେଲ୍ କରିଛନ୍ତି ।
ପୂର୍ବ ଇଣ୍ଡୋନେସିଆରେ ମଙ୍ଗଳବାର ଏକ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଭୂକମ୍ପର ତୀବ୍ରତା ୭.୩ ରେକର୍ଡ କରାଯାଇଛି। ଭୂକମ୍ପ ଝଟ୍କା ପରେ ଭୟଙ୍କର ସୁନାମି ଆସିବାର ଆଶଙ୍କା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।
ଆମେରିକା ଛାତିରେ ତାଣ୍ଡବ କରିଛି ଟର୍ଣ୍ଣାଡୋ । ଭୟଙ୍କର ଟର୍ଣ୍ଣାଡ଼ୋରେ ଛିନଭିନ୍ ଆମେରିକାର କେଣ୍ଟୁକି । ଦେଖନ୍ତୁ ଏହାର ଭୟଙ୍କର ରୂପ ।
ଆଶ୍ଚର୍ଯ୍ୟ ହେଲେ ବି ସତ । ଗୋଟିଏ ଦିନରେ ୧୦ ଥର କରୋନା ଭ୍ୟାକ୍ସିନ୍ ନେଲେ ଯୁବକ ।
ଆମେରିକାର କେଣ୍ଟୁକିରେ ଭୟଙ୍କର ଟର୍ଣ୍ଣାଡ଼ୋ । ଏଥିରେ ପ୍ରାୟ ୭୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ବର୍ତ୍ତମାନ ସୁଦ୍ଧା ୫୯ଟି ଦେଶରେ କରୋନା ଭାଇରସ୍ର ନୂଆ ଭାରିଏଣ୍ଟ୍ ଓମିକ୍ରନ୍ ବ୍ୟାପି ସାରିଥିବା ବେଳେ ଆମେରିକାରେ ଏହା ଲୋକଙ୍କ ଚିନ୍ତା ବଢ଼ାଇଛି। ବୁଷ୍ଟର ଡୋଜ୍ ନେବା ପରେ ମଧ୍ୟ ଲୋକମାନେ ଓମିକ୍ରନ୍ରେ ସଂକ୍ରମିତ ହେଉଥିବା ସୂଚନା ମିଳିଛି।
ଦୁଇ ଚକିଆ ବା ଚାରି ଚକିଆ ଗାଡ଼ିକୁ ପେଲିବା ଆପଣ ଦେଖିଥିବେ, ହେଲେ ବିମାନକୁ ଲୋକମାନେ ପେଲିବା ଦୃଶ୍ୟ କେବେ ହେଲେ ଦେଖି ନଥିବେ। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଏୟାରପୋର୍ଟରେ। ଆକାଶରେ ବିମାନ ନ ଉଡି ରାସ୍ତାରେ ଗଡିଲା
ପାକିସ୍ତାନରେ ଦିନକୁ ଦିନ ମହିଳାଙ୍କ ଉପରେ ଅତ୍ୟାଚାର ବଢୁଥିବାର ଖବର ସାମ୍ନାକୁ ଆସିବାରେ ଲାଗିଛି । ତେବେ ଏହାରି ମଧ୍ୟରେ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖିବାକୁ ମିଳିଛି ଯେ ଜଣେ ମହିଳାଙ୍କୁ ଚୋର କହି ବିଚ୍ ରାସ୍ତାରେ ନଗ୍ନ ଅବସ୍ଥାରେ ବୁଲାଯାଉଥିବାର ଦେଖିବାକୁ ମିଳିଛି ।
ଗାଳି ଦେଲେ ବସ୍ , ଆଉ ବସଙ୍କୁ ପାନେ ଚଖାଇବାକୁ ତେଲ ଗୋଦାମରେ ନିଆଁ ଲଗାଇଦେଲେ ମହିଳା କର୍ମଚାରୀ
ଦୁଇ ଚକିଆ ବା ଚାରି ଚକିଆ ଗାଡ଼ିକୁ ପେଲିବା ଆପଣ ଦେଖିଥିବେ, ହେଲେ ବିମାନକୁ ଲୋକମାନେ ପେଲିବା ଦୃଶ୍ୟ କେବେ ହେଲେ ଦେଖି ନଥିବେ। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଏୟାରପୋର୍ଟରେ। ଆକାଶରେ ବିମାନ ନ ଉଡି ରାସ୍ତାରେ ଗଡିଲା...
ବିଶ୍ୱର ଅଧିକାଂଶ ଦେଶରେ ୫ ଦିନିଆ ସାପ୍ତାହିକ କାର୍ଯ୍ୟଦିବସ ରହିଛି । କିନ୍ତୁ କର୍ମଚାରୀଙ୍କୁ ଅଢ଼େଇ ଦିନ ଛୁଟି ଦେବାରେ ୟୁଏଇ ବିଶ୍ୱର ପ୍ରଥମ ଦେଶ ପାଲଟିଛି ।
ଶାନ୍ତିରେ ମରିବାକୁ ତିଆରି ହୋଇଛି ମେସିନ୍। ବିଭିନ୍ନ ଦୁରାରୋଗରେ ପୀଡ଼ିତ ଲୋକଙ୍କ ସହଜ ମୃତ୍ୟୁ ପାଇଁ ଏଭଳି ଏକ ମେସିନ ବାହାର କରିଛି ସ୍ୱିଜରଲାଣ୍ଡ। ଏହା କେଉଁ ମେସିନ ଏବଂ କିପରି କାମ କରିଥାଏ
ବିଶ୍ୱର ବିଳାସପୂର୍ଣ୍ଣ କାର୍। ଭିତରେ ରହିଛି ସୁଇମିଂ ଫୁଲ ସହ ହେଲିପ୍ୟାଡ୍, ଦାମ କେତେ ଜାଣିବା ଆପଣ ନିହାତି ଦରକାର...
ଦକ୍ଷିଣ ଆଫ୍ରିକାର ସେଲାଟି ଗେମ୍ ରିଜର୍ଭ ଜଙ୍ଗଲରେ ହାତୀ ଆକ୍ରମଣ । ଜୀବନ ବଞ୍ଚାଇବା ପାଇଁ ଦୌଡିଲେ ଗାଇଡ୍ । ତେବେ ଏଭଳି ଅଭାବନୀୟ ଘଟଣା କ୍ରୁଗ ନ୍ୟାସନାଲ ପାର୍କରେ ଦେଖିବାକୁ ମିଳିଛି । ତେବେ ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି ।
ଚନ୍ଦ୍ରପୃଷ୍ଠରେ ଦିଶିଲା ଏକ ଅଦ୍ଭୂତ ଦୃଶ୍ୟ । କ୍ୟୁବ୍ ଆକୃତିର ଏକ ବସ୍ତୁ ଚନ୍ଦ୍ରପୃଷ୍ଠରେ ପଡିରହିଥିବାର ଦେଖାଇଛି ଚାଇନାର ଏକ ସ୍ପେସ ଏଜେନ୍ସି ୟୁଟୁ-୨ ଚନ୍ଦ୍ର ରୋଭର୍। ଏହି ଅଦ୍ଭୂତ ଦୃଶ୍ୟ ବର୍ତ୍ତମାନ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି ।
ଦିନ ହୋଇଗଲା ରାତି, ଚାହୁଁ ଚାହୁଁ ମାଡ଼ି ଆସିଲା ଲାଭା । ଜୀବନ ବଂଚାଇବା ପାଇଁ ଦୌଡ଼ୁଥିଲେ ଲୋକେ ଆଉ ଜୀବନ ନେବା ପାଇଁ ସତେ ଯେମିତି ଗୋଡ଼ାଉଥିଲା ଯମ ।
ହଠାତ୍ ଦିନରେ ଅନ୍ଧାର ଛାଇଗଲା । ଦେଖୁ ଦେଖୁ ମାଡିଆସିଲା ଉତ୍ତପ୍ତ ଲାଭା । ଲୋକ ଜୀବନ ବଂଚାଇ ଦୌଡିବାକୁ ଲାଗିଲେ । କେହି କିଛି ଭାବିବା ପୂର୍ବରୁ ଆରମ୍ଭ ହୋଇସାରିଥିଲା ଧ୍ୱଂସଲୀଳା ।
ଅପରେଟର ଥିଓରିରେ ପ୍ରଥମ ସିପ୍ରିଆନି ଫୋଏସ୍ ପୁରସ୍କାରରେ ସମ୍ମାନୀତ ହେଲେ ଭାରତୀୟ-ଆମେରିକୀୟ ଗଣିତଜ୍ଞ ନିଖିଲ ଶ୍ରୀବାସ୍ତବ। ଆମେରିକୀୟ ଗଣିତ ସୋସାଇଟି ଦ୍ୱାରା ମନୋନୀତ ହେଲେ।
ପରାଗ ଙ୍କୁ ବର୍ଷକୁ ବଡ ପ୍ୟାକେଜ ଟ୍ୱିଟର କଂପାନୀ ? କୋଟି କୋଟି ଟଙ୍କା ଦରମା ସହ ପାଉଛନ୍ତି ଏସବୁ ସୁବିଧା . . .