• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

International Updates

Untitled-1
ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଇସ୍‌ଲାମବାଦ: ପାକିସ୍ତାନ କରାଚୀରେ ଆଜି ଏକ ବଡ ଧରଣର ବିସ୍ଫୋରଣ ଘଟି ୩ ଜଣଙ୍କର ମୃତ୍ୟୁ ଘଟିଛି। ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଗୁଲଶନ ଇ ଇକବାଲର ଏକ ବସ୍‌ଷ୍ଟପ୍‌ ନିକଟରେ ଥିବା ଦୁଇ ମହଲା କୋଠାରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ଆଖପାଖ କୋଠା କ୍ଷତିଗ୍ରସ୍ତ ହୋଇଥିବା ପାକିସ୍ତାନ ମିଡିଆ ସୂତ୍ରରୁ ଜଣାଯାଇଛି। ଆହତ ଓ ମୃତକଙ୍କୁ ପଟେଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି।  ତେବେ ବିସ୍ଫୋରଣର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ସ୍ଥାନୀୟ […]

  • Friday, 02 July 2021
date bill
୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ବେଜିଂ: ଯୁବକ ଜଣକ ଗର୍ଲଫ୍ରେଣ୍ଡକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ । ସମୟ ଗଡ଼ି ଚାଲିଲା। ଉତ୍କଣ୍ଠା ବି ବଢିଲା। ଶେଷରେ ଗର୍ଲଫ୍ରେଣ୍ଡ ଆସିଲେ କିଛି ବନ୍ଧୁଙ୍କ ସହ। ସମସ୍ତ ମିଶି ଖାଇଲେ। ବହୁତ ମସ୍ତି କଲେ। ଏବେ ବିଲ୍‌ ଦେବାର ପାଳି। ଗର୍ଲଫ୍ରେଣ୍ଡକୁ ନେଇ ରେଷ୍ଟୁରାଣ୍ଟକୁ ଯାଇଛ ମାନେ ବିଲ୍‌ଟା ପ୍ରେମିକଙ୍କୁ ହିଁ ତ ଭରିବାକୁ ପଡ଼ିବ ନା ! ହେଲେ ବନ୍ଧୁମାନଙ୍କ ଖାଇବା ପ୍ଲେଟକୁ ଦେଖି ଅଧା ଖାଇବାରୁ ରେଷ୍ଟୁରାଣ୍ଟ ଛାଡ଼ି ଦୌଡି ପଳାଇଲେ […]

  • Friday, 02 July 2021
gold
କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

ନୂଆଦିଲ୍ଲୀ: କିଛି ଦିନ ଧରି ସୁନା, ରୂପା ଦରରେ ହ୍ରାସ ପରେ ପୁଣିଥରେ Domestic futures marketର Multi Commodity Exchange(MCX)ରେ ସୁନା ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆଜି ପ୍ରାରମ୍ଭରେ MCXରେ କାରବାର ୦.୨% ବୃଦ୍ଧି ପାଇ ସୁନା ପ୍ରତି ୧୦ ଗ୍ରାମକୁ ୫୧,୦୪୭ ଟଙ୍କାରେ ପହଞ୍ଚିଥିଲା। ସେହିପରି ରୂପା ଦର ୦.୬% ବୃଦ୍ଧି ପାଇ ପ୍ରତି କିଲୋଗ୍ରାମକୁ ୬୩,୫୦୫ ଟଙ୍କାରେ ପହଞ୍ଚିଥିଲା। Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି […]

  • Friday, 02 July 2021
usha-thakur
ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

ଭୋପାଳ: ମଧ୍ୟପ୍ରଦେଶ ସଂସ୍କୃତି ମନ୍ତ୍ରୀ ଉଷା ଠାକୁରଙ୍କ ମନ୍ତବ୍ୟକୁ ନେଇ ଏବେ ବିବାଦ ବଢ଼ିବାରେ ଲାଗିଛି। ଦେଶର ସମସ୍ତ ମାଦ୍ରାସାକୁ ବନ୍ଦ କରିବା ଉଚିତ। ସେଠାରେ ଆତଙ୍କବାଦୀ ସୃଷ୍ଟି ହେଉଛନ୍ତି ବୋଲି ଉଷା ଠାକୁର କହିଛନ୍ତି। ମଙ୍ଗଳବାର ଏକ ସାମ୍ବାଦିକ ସମ୍ମିଳନୀରେ ଉଷା କହିଛନ୍ତି “ଦେଶର ସମସ୍ତ ଆତଙ୍କାବାଦୀ ମଦ୍ରାଶାରୁ ସୃଷ୍ଟି ହୋଇଛନ୍ତି। ସେମାନେ ଜାମ୍ମୁ ଓ କାଶ୍ମୀରକୁ ଆତଙ୍କବାଦୀର କାରଖାନାରେ ପରିଣତ କରିଦେଇଛନ୍ତି। ସରକାର ମଦ୍ରାଶାଗୁଡ଼ିକୁ ଅର୍ଥଯୋଗାଣ ବନ୍ଦକରିବା ଦେବା ଦରକାର।” ଖାଲି ଏତିକି ନୁହେଁ […]

  • Friday, 02 July 2021
union-minister
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ କେନ୍ଦ୍ର ସରକାର। ଦେଶର ୩୦ ଲକ୍ଷ କର୍ମଚାରୀଙ୍କୁ ମିଳିବ ବୋନସ୍।  ଏନେଇ ଆଜି ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଏନେଇ ଅନୁମତି ମିଳିଛି। ଦଶହରା ପୂର୍ବରୁ ଏହି ବୋନସ୍ କର୍ମଚାରୀଙ୍କୁ ମିଳିବ। ଏଥିପାଇଁ କେନ୍ଦ୍ର ତହବିଲ୍‌ରୁ ଖର୍ଚ୍ଚ ହେବ ୩ ହଜାର ୭୩୭ କୋଟି ଟଙ୍କା। ରେଲ୍‌ୱେ, ପୋଷ୍ଟାଲ୍, ସେନା ସମେତ ଅଣଗଜେଟ୍ କେନ୍ଦ୍ରୀୟ କର୍ମଚାରୀଙ୍କୁ ଏହି ଫାଇଦା ମିଳିବ। ବିଜୟା ଦଶମୀ ପୂର୍ବରୁ ଏକାଥରେ […]

  • Friday, 02 July 2021
kanak-durg-temple
ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

ବିଜୟୱାଡ଼ା: ଆନ୍ଧ୍ରପ୍ରଦେଶ ବିଜୟୱାଡ଼ାସ୍ଥିତ ପ୍ରସିଦ୍ଧ କନକ ଦୁର୍ଗା ମନ୍ଦିର ନିକଟରେ ବୁଧବାର ଭୂସ୍ଖଳନ ହୋଇଛି। ଘଟଣାରେ ୪ ଜଣ ମାଟି ଅତଡ଼ା ତଳେ ଫସି ରହିଥିବା ଅନୁମାନ କରାଯାଉଛି। ଏଥିରେ ଦୁଇଜଣ ସାନିଟାଇଜ୍‌ କରୁଥିବା କର୍ମଚାରୀ ବି ଫସି ରହିଥିବା କୁହାଯାଉଛି। ଉଦ୍ଧାରକାରୀ ଦଳ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ମିଳିଥିବା ସୂଚନା ଅନୁସାରେ, ବିଜୟୱାଡାର ଇନ୍ଦ୍ର କୀଲଦ୍ରୀ ପାହାଡ଼ ଉପରେ ଅନେକ ବୋଲ୍‌ଡର ଗଡ଼ିଆସି କନକ ଦୁର୍ଗା ମନ୍ଦିରରେ ଛାତରେ […]

  • Friday, 02 July 2021
fadnavish
ବିଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ମୁମ୍ବାଇ: ମହାରାଷ୍ଟ୍ର ବିଜେପି ବରିଷ୍ଠ ନେତା ଏକନାଥ ଖଡ୍‌ସେ ଦଳରୁ ଇସ୍ତଫା ଦେବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ଦେବେନ୍ଦ୍ର ପଡ଼ନାଭିସଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଦେବେନ୍ଦ୍ରଙ୍କ ପାଇଁ ସେ ଦଳ ଛାଡ଼ିଥିବା ଖଡ଼ସେ କହିଛନ୍ତି। ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଖଡ଼ସେ କହିଛନ୍ତି, “ଦେବେନ୍ଦ୍ର ମୁଖ୍ୟମନ୍ତ୍ରୀ ଥିବା ବେଳେ ଜଣେ ମହିଳାଙ୍କ ମିଛ ନିର୍ଯାତନା ଅଭିଯୋଗରେ ସେ ମୋ ବିରୋଧରେ ମାମଲା କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ପରେ ପୁଣି ଏହି […]

  • Friday, 02 July 2021
kangna
କଙ୍ଗନାଙ୍କୁ ମୁମ୍ବାଇ ପୋଲିସ୍‌ର ସମନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ପାଇଁ ସମସ୍ୟା ବଢିଛି। ମୁମ୍ବାଇ ପୋଲିସ୍ କଙ୍ଗନା ଓ ତାଙ୍କ ଭଉଣୀ ରଙ୍ଗୋଲିଙ୍କୁ ପଚରାଉଚରା ପାଇଁ ନୋଟିସ୍ ଜାରି କରିଛି। ଆସନ୍ତା ସୋମବାର ଓ ମଙ୍ଗଳବାର ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ପାଇଁ ମୁମ୍ବାଇ ପୋଲିସ ସମନ କରିଛି। ମୁମ୍ବାଇର ବାନ୍ଦ୍ରା ପୋଲିସ ଷ୍ଟେସନରେ ଉଭୟଙ୍କ ନାଁରେ ବିଭିନ୍ନ ଧାରାରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି। ଉଭୟଙ୍କ ବିରୋଧରେ ଆଇପିସି ଧାରା ୧୫୪ A, ୨୯୫ A, ୧୨୪ […]

  • Friday, 02 July 2021
bank-loot
ଗ୍ରାହକଙ୍କୁ ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷ

ଚଣ୍ଡିଗଡ଼: ଦିନ ଦ୍ୱିପହରେ ବ୍ୟାଙ୍କରେ ପଶି  ଆତଙ୍କରାଜ୍ ଚଲାଇଥିଲେ ଲୁଟେରା। ମାରଣାସ୍ତ୍ର ଦେଖାଇ ଗ୍ରାହକଙ୍କୁ ଭୟଭୀତ କରିବା ସହ ବ୍ୟାଙ୍କରୁ ୭ ଲକ୍ଷ ଟଙ୍କା ଲୁଟି ନେଇ ଯାଇଛନ୍ତି  ଦୁବୃର୍ତ୍ତ। ସିସିଟିଭି କ୍ୟାମେରାରେ ଦେଖିବାକୁ ମିଳିଛି ବ୍ୟାଙ୍କ ଲୁଟ୍‌ର ଲାଇଭ ଦୃଶ୍ୟ। ହରିୟାଣା ଝାଞ୍ଜର ଜିଲ୍ଲା ମାଛରାଉଳି ଗାଁ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କରୁ ଲୁଟ୍ ଅଭିଯୋଗ ହୋଇଛି । ୫ ଜଣ ସଶସ୍ତ୍ର ଦୁର୍ବୃତ୍ତ ବ୍ୟାଙ୍କରେ ପଶି ଲୁଟପାଟ୍‌ କରି ଚାଲିଥିଲେ। ଯାହାର ଭିଡିଓ ସିସିଟିଭିରେ କଏଦ […]

  • Friday, 02 July 2021
cbi
ଏଣିକି ମହାରାଷ୍ଟ୍ରରେ ବିନା ଅନୁମତିରେ ପଶି ପାରିବନି ସିବିଆଇ

ମୁମ୍ବାଇ: ମହାରାଷ୍ଟ୍ରରେ ସରିଲା ସିବିଆଇ ତଦନ୍ତ। ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ଏଣିକି ମହାରାଷ୍ଟ୍ରରେ ତଦନ୍ତ କରିବନି। ମହାରାଷ୍ଟ୍ର ସରକାର ସିବିଆଇ ତଦନ୍ତ ପ୍ରକ୍ରିୟାର ଅବଧିକୁ ସାରିଛନ୍ତି। ଏଣିକି ସିବିଆଇ ମହାରାଷ୍ଟ୍ରରେ କୌଣସି ମାମଲାର ଯାଞ୍ଚ କରିବାକୁ ଚାହିଁଲେ ରାଜ୍ୟ ସରକାରଙ୍କଠୁ ଅନୁମତି ନେବେ। ଅନୁମତି ପରେ ହିଁ ମହାରାଷ୍ଟ୍ରରେ ପହଞ୍ଚି ତଦନ୍ତ କରିପାରିବେ। କେବଳ ଜାତୀୟ ସୁରକ୍ଷା ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏହା ଲାଗୁ ହେବ ନାହିଁ। ଅଗଷ୍ଟ ୨୧ରୁ ଅଭିନେତା […]

  • Friday, 02 July 2021
1pm-bt
ନୌସେନାର ଶକ୍ତି ବଢାଇବ ଆଇଏନ୍ଏସ୍ କବରତ୍ତି

ନୂଆଦିଲ୍ଲୀ: ନୌସେନାରେ ସାମିଲ ହେଲା ବୁଡାଜାହାଜ ବିଧ୍ୱଂସୀ ଯୁଦ୍ଧ ଜାହାଜ ଆଇଏନ୍ଏସ୍ କବରତ୍ତି । ଆଜି ବିଶାଖାପାଟଣା ସ୍ଥିତ ନାଭାଲ୍ ଡକୟାର୍ଡରେ ଏହି ଯୁଦ୍ଧଜାହାଜକୁ ସାମିଲ କରିଛନ୍ତି ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ୱଣେ। ଆଇଏନ୍ଏସ କବର୍ତ୍ତି ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଚତୁର୍ଥ ଆଣ୍ଟି ସବ୍‌ମେରାଇନ୍ ଯୁଦ୍ଧଜାହାଜ। ଏହାପୂର୍ବରୁ ଆଉ ୩ଟି ବୁଡାଜାହାଜ ବିଧ୍ୱଂସୀ ଯୁଦ୍ଧଜାହାଜ ନୌସେନାରେ ସାମିଲ ହୋଇସାରିଛି । ଆଇଏନ୍ଏସ୍ କବରତ୍ତିର ବିଶେଷତ୍ୱ ହେଲା ଏହା ରାଡାରରେ ସହଜରେ ଦେଖାଯାଏ ନାହିଁ । […]

  • Friday, 02 July 2021
sushil-modi
ବିହାର ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

ପଟନା: ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କୁ ପଟନାସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେ ଟ୍ୱିଟ୍ କରି ଲେଖିଛନ୍ତି “ ସବୁ ପାରାମିଟର ନର୍‌ମାଲ ରହିଛି। ପ୍ରଥମେ ସାମାନ୍ୟ ଜ୍ୱର ହୋଇଥିଲା। ଗତ ଦୁଇଦିନ ହେଲା ଜ୍ୱର ନାହିଁ। ଉନ୍ନତ ଚିକିତ୍ସା ପାଇଁ ପାଟ୍‌ନା ଏମ୍ସରେ ଭର୍ତ୍ତି ହୋଇଛି। […]

  • Friday, 02 July 2021
intesar-ali
ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ୍‌ ଏସ୍‌ଆଇ

ଲକ୍ଷ୍ନୌ: ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ଉତ୍ତର ପ୍ରଦେଶ ପୋଲିସ୍‌ ସବ୍‌-ଇନସ୍ପେକ୍ଟର ଇନ୍ତେସାର ଅଲୀ। ତେବେ ଏହା ପୂର୍ବରୁ ଅଲ୍ଲୀଙ୍କୁ ଦାଢ଼ି କାଟିବାକୁ ତିନିଥର ସତର୍କ କରାଯାଇଥିଲା। ନହେଲେ ଦାଢ଼ି ରଖିବା ପାଇଁ ଅନୁମତି ନେବାକୁ କୁହାଯାଇଥିଲା। କିନ୍ତୁ ଏହି ଦୁଇଟି ପରାମର୍ଶ ଭିତରେ ଅଲୀ କେଉଁଟି ବି ମାନି ନଥିଲେ। ଏବଂ ଦାଢ଼ି ରଖି ଡ୍ୟୁଟି କରୁଥିଲେ।ଏହାପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏ ନେଇ ବାଘପତ ଏସ୍‌ପି ଅଭିଷେକ ସିଂହ କହିଛନ୍ତି […]

  • Friday, 02 July 2021
Untitled-2
ଗଭୀର ସମୁଦ୍ରରୁ ବାହାରିଲା ବିଚିତ୍ର ଜୀବ

କର୍ଣ୍ଣାଟକା: ସୁବାସ ସାଲିନ୍‌ ଜଣେ କର୍ଣ୍ଣାଟକା ବାସିନ୍ଦା। ସେ ଗଭୀର ସମୁଦ୍ରରୁ ମାଛଧରି ପରିବାର ପୋଷଣ କରନ୍ତି। ସେ ମାଛ ଧରିବା ପାଇଁ ଗତକାଲି ସମୁଦ୍ରକୁ ଯାଇଥିଲେ। ସବୁଦିନ ପରି ସେ ଜାଲ ପକାଇଥିଲେ। ହେଲେ ଏ କଣ ? ସେ ଜାଲ ଉପରକୁ ଉଠାନ୍ତି ତ ଦେଖିଲେ ଦୁଇଟି ବିରାଟକାୟ ବିଚିତ୍ର ଜୀବ। ଯାହାର ନାମ ମଣ୍ଟା ରେଜ୍। ଏହି ଦୁଇଟି ଜୀବର ଓଜନ ୭୫୦ କେଜି ଏବଂ ୨୫୦ କେଜି। ପରେ ସୁବାସ ଟ୍ରଲର […]

  • Friday, 02 July 2021
star
ଫିଲ୍ମ ଅଭିନେତାଙ୍କୁ ହତ୍ୟା ! ସୋଫାରେ ପଡ଼ିଥିଲା ରକ୍ତଭିଜା ମୃତଦେହ

ବେଙ୍ଗାଲୁରୁ: କର୍ଣ୍ଣାଟକର ଟୁଲୁ ଫିଲ୍ମ ଆକ୍ଟର ସୁରେନ୍ଦ୍ର ବନ୍ତୱାଲଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦକ୍ଷିଣ କାନାଡ଼ା ଜିଲ୍ଲା ବନ୍ତୱାଲ ଟାଉନ୍‌ରେ ଥିବା ଏ ଆପାର୍ଟମେଣ୍ଟରେ ବୁଧବାର ତାଙ୍କ ରକ୍ତଭିଜା ମୃତଦେହ ଉଦ୍ଧାର କରିଛି ପୋଲିସ। ସୁରେନ୍ଦ୍ରଙ୍କ ଶରୀରରେ ଅନେକ ସ୍ଥାନରେ ଛୁରାଘାତ ଥିବାରୁ ତାଙ୍କୁ କେହି ହତ୍ୟା କରିଥାଇପାରେ ବୋଲି ସନ୍ଦେହ କରାଯାଉଛି। ବନ୍ତୱାଲ ପୋଲିସର ସୂଚନା ଅନୁସାରେ, ସୁରେନ୍ଦ୍ରଙ୍କ ରକ୍ତଭିଜା ମୃତଦେହ ଏକ ସୋଫାରେ ପଡ଼ିଥିଲା। ତାଙ୍କ ଶରୀରରେ ଅନେକ ସ୍ଥାନରେ କ୍ଷତ ଚିହ୍ନ […]

  • Friday, 02 July 2021
air-jet
ଯାତ୍ରୀମାନଙ୍କ ପାଇଁ ଖୁସି ଖବର; ଭିସା ନିୟମରେ କୋହଳ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ ସ୍ଥିତି ଧୀରେ ଧୀରେ କମୁଥିବା ବେଳେ ଭିସା ନିୟମରେ କୋହଳ କରିଛନ୍ତି କେନ୍ଦ୍ର ସରକାର। ବିଦେଶରେ ରହୁଥିବା ଭାରତୀୟ ଓ ତଥା ବିଦେଶୀ ନାଗରିଙ୍କୁ ଭାରତ ଆସିବାକୁ ଅନୁମତି ମିଳିଛି। ହେଲେ ଟୁରିଷ୍ଟ ଭିସାରେ କୌଣସି ବିଦେଶୀ ନାଗରିକ ଭାରତ ଆସିପାରିବେ ନାହିଁ ବୋଲି କୁହାଯାଇଛି। ଜାରି ହୋଇଥିବା ନୂଆ ନିୟମରେ କୁହାଯାଇଛି ଯେ, କେନ୍ଦ୍ର ସରକାର ବିଦେଶୀ ନାଗରିକ ଓ ଭାରତୀୟଙ୍କ ଭାରତ ପ୍ରବେଶ ନେଇ ଅଧିକ ଶ୍ରେଣୀରେ ଭିଜା […]

  • Friday, 02 July 2021
5
ଭକ୍ତି ସଂଗୀତ ଗାଇ ମନ ମୋହିଲେ ବରିଷ୍ଠ ଆଇଏଏସ୍

ନୂଆଦିଲ୍ଲୀ: ପ୍ରତିଭା କେବେ ଲୁଚି ରହେନା। ସେ ଛୋଟ ହେଉ ଅବା ବଡ଼। ଜଣେ ବରିଷ୍ଠ ପ୍ରଶାସକ ତାଙ୍କର ବ୍ୟସ୍ତବହୁଳ ଟିକିଏ ଫୁରସତ୍ ମିଳିଲେ ସଂଗୀତର ସ୍ୱର ଭିତରେ ସେ ଯେପରି ହଜିଯାଆନ୍ତି। ଏମିତି ଜଣେ ପ୍ରସାଶକ ଯିଏକି ଭକ୍ତି ସଙ୍ଗୀତ ଗାଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ଜଣେ ବରିଷ୍ଠ ପ୍ରଶାସକ ହେଉଛନ୍ତି IAS ରାକ୍ଷୀ ଗୁପ୍ତା। ସେ ଗାଇଥିବା ଏକ ସଙ୍ଗୀତ ଗତ ୧୮ ତାରିଖରେ ୟୁ ଟ୍ୟୁବ୍‌ରେ ସେୟାର କରାଯାଇଥିଲା। ଏହାର କ୍ୟାପସନ୍‌ରେ ରାକ୍ଷୀ […]

  • Friday, 02 July 2021
onion
ପିଆଜ ଚୋରି କରି ବନ୍ଧା ହେଲେ

ପୁଣେ: ଗୋଟିଏପଟେ ପିଆଜ ଦର ଆକାଶଛୁଆଁ ହେବାପରେ ଲୋକମାନଙ୍କ ଚିନ୍ତା ବଢ଼ି ଯାଇଥିବାବେଳେ ଅନ୍ୟପଟେ ପିଆଜ ଚୋରି ଘଟଣା ଏବେ ସାମ୍ନାକୁ ଆସିଛି। ମହାରାଷ୍ଟ୍ର ପୁଣେରେ ଏହି ଘଟଣା ଘଟିଛି। ପୁଣେର ମଉଜେ ଦେଭ୍‌ଜାଲି ଗାଁରୁ ୫୫୦ କିଲୋ ପିଆଜ ଚୋରି କରିବାରେ ଅଭିଯୋଗରେ ପୋଲିସ୍‌ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଦ୍ୱୟ ହେଲେ- ସଞ୍ଜୟ ପରାଧି ଓ ପୋପତ୍‌ କାଲେ। ପୁଣେର ନାରାୟଣଗାଓଁ ଥାନାରେ ଏମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ପୁଣେରେ ପିଆଜ […]

  • Friday, 02 July 2021
mall-1
ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ: ମୁମ୍ବାଇର ଏକ ସପିଂ ମଲ୍‌ରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ । ନାଗପଡ଼ା ଅଞ୍ଚଳର ଇନ୍‌ଫିନିଟି ସପିଂ ମଲ୍‌ (Infinity mall fire)ରେ  ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି।  ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ଏଯାଏ ନିଆଁକୁ ଆୟତ୍ତ କରାଯାଇ ପାରିନାହିଁ । ୮ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି […]

  • Friday, 02 July 2021
bihar election
ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ପାଟନା: ବିହାର ବିଧାନସଭା ନିର୍ବାଚନରେ ଅନେକ ଆସନରେ ଧନ ଓ ବାହୁବଳର ଲଢ଼େଇ ଚାଲିଥିବା ବେଳେ, ଏମିତି ଅନେକ ପ୍ରାର୍ଥୀ ଅଛନ୍ତି ଯେଉଁମାନଙ୍କ ପାଖରେ ନିର୍ବାଚନ ଲଢ଼ିବା ପାଇଁ କିଛି ନାହିଁ। ନା ଅଛି ସେମାନଙ୍କ ପାଖରେ ଧନ ନା ବାହୁବଳ। ହେଲେ ସେମାନେ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି। ଯାହାର ଏକ ଉଦାହରଣ ଦେଖିବାକୁ ମିଳିଛି ଲଖିସରାଇ ଆସନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ଭରତ ମହତୋଙ୍କ ନିକଟରେ। ନା ତାଙ୍କ ପାଖରେ ଅଛି […]

  • Friday, 02 July 2021
cake-2
ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ନାଗପୁର: ମହଙ୍ଗା ପଡ଼ିଲା ଖଣ୍ଡାରେ ବର୍ଥ ଡେ’ କେକ୍‌ କାଟିବା। ଖଣ୍ଡାରେ କେକ୍‌ କାଟିବା ଅଭିଯୋଗରେ ନାଗପୁର ପୋଲିସ୍‌ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଯୁବକ ଜଣକ ନିଜ ବର୍ଥ ଡେ’ରେ ଖଣ୍ଡା ସାହାଯ୍ୟରେ କେକ୍‌ କାଟିବାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଥିଲା। ଏହାପରେ ପୋଲିସ୍‌ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ପୋଲିସ୍‌ ସୂଚନା ଅନୁସାରେ, ନିଖିଲ ପଟେଲ୍‌ ନାମକ ଏହି ଯୁବକ ଅକ୍ଟୋବର ୨୧ରେ ନିଜ ବର୍ଥ ଡେ’ ସେଲିବ୍ରେସନ୍‌ କରିଥିଲେ। […]

  • Friday, 02 July 2021
pramod mittal
ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ନୂଆଦିଲ୍ଲୀ:ଷ୍ଟିଲ କିଙ୍ଗ ଲକ୍ଷ୍ମୀ ମିତ୍ତଲଙ୍କ ଭାଇ ପ୍ରମୋଦ ମିତ୍ତଲ ତାଙ୍କ ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି ଟଙ୍କା। ଏବେ ତାଙ୍କୁ ବ୍ରିଟେନର ସବୁଠାରୁ ବଡ ଦେବାଳିଆ ବୋଲି ଘୋଷଣା କରାଯାଇଛି। କୁହାଯାଉଛି, ତାଙ୍କ ଉପରେ ଏବେ ପ୍ରାୟ ୨୪୫ କୋଟି ପାଉଣ୍ଡର ଋଣ ରହିଛି। ଏବେ ସେ ତାଙ୍କ ପତ୍ନୀଙ୍କ ରୋଜଗାରରେ ଚଳୁଛନ୍ତି। ଚଳିତ ଗ୍ରୀଷ୍ମଋତୁରେ ଲଣ୍ଡନର କୋର୍ଟ ୬୪ ବର୍ଷୀୟ ମିତ୍ତଲଙ୍କୁ ଦେବାଳିଆ ଘୋଷଣା କରିଛି। ତାଙ୍କ ଉପରେ ୨୫୪ କୋଟି ପାଉଣ୍ଡ […]

  • Friday, 02 July 2021
murder
ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ନୂଆଦିଲ୍ଲୀ: ମା’ ଉପରେ ବାପାର ସବୁଦିନିଆ ଅତ୍ୟାଚାରରେ ଅତିଷ୍ଟ ହୋଇ ବାପାକୁ ପିଟିପିଟି ମାରିଦେଲା ନାବାଳିକା। ଘଟଣା ଘଟିଛି ମଧ୍ୟପ୍ରଦେଶର ଭୋପାଳରେ। ଖବର ଅନୁସାରେ, ମୃତ ବ୍ୟକ୍ତି ଜଣକ ବେରୋଜଗାର ଥିଲେ। ବଡ଼ ପୁଅ ରାଜମିସ୍ତ୍ରୀ କାମ କରି ଘର ଚଳାଉଥିଲେ। ଝିଅର ବାପା ମଦ ପିଇ ପତ୍ନୀ ଉପରେ ଅତ୍ୟାଚାର କରୁଥିଲେ। ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ମାରଧର ବି କରୁଥିଲେ। ମା’ ଉପରେ ବାପାଙ୍କର ଏପରି ସବୁଦିନିଆ ଅତ୍ୟାଚାରରେ ଅତିଷ୍ଟ ହୋଇଯାଇଥିଲେ ନାବାଳିକା। […]

  • Friday, 02 July 2021
taliban
ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୨୦ ଆଫଗାନୀ ଯବାନ ସହିଦ

କାବୁଲ: ତାଲିବାନୀ ଆତଙ୍କବାଦୀ ଆକ୍ରମଣରେ ୨୦ ଆଫଗାନୀସ୍ତାନ ଯବାନ ସହିଦ ହୋଇଛନ୍ତି। ଶୁକ୍ରବାର ଫାରା ସିଟିର ମିଲିଟାରୀ ବେସ୍‌ର ଏହି ଆତଙ୍କବାଦୀ ଆକ୍ରମଣ ହୋଇଛି। ଆକ୍ରମଣ ସମୟରେ ଆତଙ୍କବାଦୀମାନେ ଦୁଇ ଯବାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ବି ଛଡ଼େଇ ନେଇଛନ୍ତି ଆତଙ୍କବାଦୀ। ଏନେଇ ସୂଚନା ଦେଇ ଫାରା ପ୍ରାଦେଶିକ ପରିଷଦର ଅଧିକାରୀ ଦାଦୁଲ୍ଲା କାନି କହିଛନ୍ତି, ଶାଖାବାଲା କାନସ୍କ ଅଞ୍ଚଳରେ ଥିବା ମିଲିଟାରୀ ବେସ୍‌ରେ ଆହି ଆକ୍ରମ ହୋଇଥିଲା। ପାଖାପାଖି  ଦିନ ୨ଟା ବେଳେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। […]

  • Friday, 02 July 2021
presidencial-debate
ଶେଷ ଡିବେଟ୍‌ରେ ଭାରତର ବାୟୁପ୍ରଦୂଷଣ ଆମେରିକା ଠାରୁ ଖରାପ ବୋଲି କହିଲେ ଟ୍ରମ୍ପ

ୱାଶିଂଟନ: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନର ଦୁଇ ସପ୍ତାହ ପୂର୍ବରୁ ଦୁଇ ରାଷ୍ଟ୍ରପତି ପ୍ରାର୍ଥୀ ଆଶାୟୀଙ୍କ ମଧ୍ୟରେ ଶେଷ ପ୍ରେସିଡେନସିଆଲ୍ ଡିବେଟ୍ ହୋଇଛି। ସାମ୍ନାସାମ୍ନି ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରିପବ୍ଲିକେଟ୍ ପାର୍ଟି ପ୍ରାର୍ଥୀ ଜୋଏ ବିଡେନ୍। କରୋନା ମହାମାରୀ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଛନ୍ତି ଟ୍ରମ୍ପ ଓ ବିଡେନ୍। ଖୁବ୍ ଶୀଘ୍ର ଆମେରିକାକୁ କରୋନା ଭ୍ୟାକସିନ୍ ମିଳିବ। ଟ୍ରମ୍ପ ପ୍ରଶାସନ ଏନେଇ ପ୍ରୟାସ ଜାରି ରଖିଛନ୍ତି ବୋଲି ଟ୍ରମ୍ପ କହିଛନ୍ତି। ତେବେ ଆଜି ପ୍ରେସିଡେଣ୍ଟାଲ୍ […]

  • Friday, 02 July 2021