• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

International Updates

france
ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ଫ୍ରାନ୍ସ: ଫ୍ରାନ୍ସର ଏକ ଚର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣ। ଫ୍ରାନ୍ସର ନିସ୍ ସହରରେ ଚର୍ଚ୍ଚରେ ପଶି ଆକ୍ରମଣ କଲେ ଆତଙ୍କବାଦୀ। ଏହି ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରକାଶଥାଉକି, ଫ୍ରାନ୍ସର ଏକ ଚର୍ଚ୍ଚରେ ଛୁରୀ ଧରି ଆତଙ୍କବାଦୀମାନେ ଭିତରକୁ ପଶି ଥିଲେ। ଜଣେ ଆତଙ୍କୀ ମହିଳାଙ୍କ ମୁଣ୍ଡ କାଟିବା ସହ ୨ ଜଣଙ୍କୁ ଛୁରୀ ଭୁସି ହତ୍ୟା କରିଥିଲା। ଏହି ଘଟଣାକୁ ଆତଙ୍କବାଦୀ ଆକ୍ରମଣ କହିଲେ ନିସ୍ ମେୟର। ତେବେ ଏହା କେଉଁ ଆତଙ୍କବାଦୀ […]

  • Friday, 02 July 2021
bhumi-pujan
ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ଗୁଜୁରାଟ: ମଦ ଢାଳି ଭୂମି ପୂଜନ। ଗୁଜରାଟରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି। ପୂର୍ବତନ ବିଜେପି ବିଧାୟକ ମୋତି ସିଂ ଭସାବା ଓ ଭାରତୀୟ ଟ୍ରାଇବାଲ ପାର୍ଟି ବା ବିଟିପି ବିଧାୟକ ମହେଶ ଭସାବା ମଦ ଢାଳି ଭୂମି ପୁଜା କରୁଥିବା ଦେଖାଦେଇଛି। ଗୁଜରାଟର ନର୍ମଦା ଜିଲ୍ଲାର ଦରିଆପଡ଼ା ତହସିଲରେ ନୂଆ ରାସ୍ତା ର୍ନିମାଣ ପାଇଁ ଗତ ଶନିବାର ଏହି ଭୂମି ପୂଜନ କରାଯାଇଥିଲା। ଭୂମି ପୂଜନ ପରେ ଲୋକଙ୍କୁ ପ୍ରସାଦ ଭାବେ ଏହି ମଦକୁ […]

  • Friday, 02 July 2021
phone
ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

ନୂଆଦିଲ୍ଲୀ: ଶପିଂ ପ୍ଲାଟ୍‌ଫର୍ମ ଫ୍ଲିପ୍‌କାର୍ଟରେ(Flipkart) ବିଗ୍‌ ଦିୱାଲି ସେଲ୍ ‌(Big Diwali Sale) ଗୁରୁବାର ଦିନଠୁ ଆରମ୍ଭ ହୋଇଯାଇଛି। ଏହା ନଭେମ୍ବର ୪ ପର୍ଯ୍ୟନ୍ତ ଚାଲିବ। ଫେଷ୍ଟିଭ୍‌ ସିଜନ୍‌କୁ ଦୃଷ୍ଟିରେ ରଖି ଫ୍ଲିପ୍‌କାର୍ଟ ଗ୍ରାହକଙ୍କ ପାଇଁ ଜବରଦସ୍ତ ଅଫର ଆଣିଛି। ଜାଣନ୍ତୁ ଫ୍ଲିପ୍‌କାର୍ଟର Big Diwali Saleରେ କେଉଁ ସବୁ ସ୍ମାର୍ଟଫୋନ୍‌ରେ କ’ଣ ସବୁ ଅଫର ରହିଛି… iPhone SE iPhone SE ର ସବୁଠୁ ଅଧିକ ଡିମାଣ୍ଡ ଦେଖିବାକୁ ମିଳିଛି। ଫ୍ଲିପ୍‌କାର୍ଟର ନୂଆ ସେଲ୍‌ରେ ଏହି […]

  • Friday, 02 July 2021
Guru-pkg
ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ସେକ୍ସ କଲ୍ଟ ଗୁରୁ କିଥ୍ ରୋନିଏରିକୁ ଆମେରିକାର ଏକ କୋର୍ଟ ୧୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ସେ ବହୁ ମହିଳାଙ୍କୁ ନିଜର କ୍ରୀତଦାସ କରି ରଖିଥିଲେ । ସେମାନଙ୍କ ସହିତ ଶାରୀରିକ ସଂପର୍କ ରଖୁଥିଲେ । ସେ ନେକ୍ସିଅମ୍ ସେକ୍ସ କଲ୍ଟ ନାମରେ ଏକ ସଂଗଠନ ଗଢି ଅନୈତିକ କାର୍ଯ୍ୟରେ ଲିପ୍ତ ଥିଲେ । ସେ ଠକେଇ, ଯୁବତୀ ଚାଲାଣ, ଶିଶୁ ପର୍ଣ୍ଣୋଗ୍ରାଫି ଓ ଅନ୍ୟ ଅପରାଧ କରିଥିବା ଆମେରିକା ଗଣମାଧ୍ୟମରେ ପ୍ରକାଶ ପାଇଛି […]

  • Friday, 02 July 2021
pm modi
ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ଶ୍ରୀନଗର: କାଶ୍ମୀରରେ ବିଜେପି କର୍ମୀଙ୍କୁ ହତ୍ୟା ମାମଲାକୁ ନେଇ ତେଜୁଛି ରାଜନୀତି।  ପ୍ରଧାନମନ୍ତ୍ରୀ ମୋଦି ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି। ତିନି ଜଣ କର୍ମୀ କାଶ୍ମୀର ଉପତ୍ୟକାରେ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ଏହି କଠିନ ସମୟରେ ମୃତକଙ୍କ ପରିବାର ସହ ସେ ଛିଡ଼ା ହୋଇଥିବା ଟ୍ୱିଟ୍ କରି କହିଛନ୍ତି। ଆଜି ଶ୍ରୀନଗର, ଜମ୍ମୁ ସମେତ ଅନ୍ୟ ଅଞ୍ଚଳରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆତଙ୍କବାଦୀ ମାନେ କିଭଳି ଏହି ବର୍ବରକାଣ୍ଡ ଭିଆଇଲେ ତାକୁ ନେଇ […]

  • Friday, 02 July 2021
son killed father
ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ମଥୁରା: କ୍ରାଇମ୍‌ ଶୋ’ ଦେଖି ଜଣେ ନାବାଳକ ତାଙ୍କ ବାପାଙ୍କୁ ହତ୍ୟା କରିବା ସହ ପ୍ରମାଣ ନଷ୍ଟ କରିବାକୁ ମଧ୍ୟ ପଛାଇ ନଥିଲେ। ଉତ୍ତରପ୍ରଦେଶ ମଥୁରାରେ ଏହି ଘଟଣା ଘଟିଥିବା ଗୁରୁବାର ଦିନ ପୋଲିସ୍‌ ସୂଚନା ଦେଇଛି। ୨୦୨୦ ମେ’ରେ ନାବାଳକ ଜଣକ ତାଙ୍କ ବାପାଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ମୃତକଙ୍କ ନାଁ ମନୋଜ ମିଶ୍ରା। ପୋଲିସ୍ ସୂଚନା ଅନୁଯାୟୀ, ‘ମନୋଜ ବହୁତ୍‌ ରାଗୀ ସ୍ୱଭାବର ଥିଲେ। ମେ’୨ରେ ସେ ସମ୍ପୃକ୍ତ ନାବାଳକଙ୍କୁ ବାଡ଼େଇ ଥିଲେ। […]

  • Friday, 02 July 2021
ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ନୂଆଦିଲ୍ଲୀ: କରୋନା ସଂକ୍ରମିତଙ୍କୁ ଚିହ୍ନଟ ପାଇଁ ବ୍ୟବହାର ହେଉଥିବା ଆରୋଗ୍ୟ ସେତୁ ଆପ୍ସର ତିଆରିକୁ ନେଇ କିଛିଦିନ ତଳେ ବିବାଦ ଦେଖାଦେଇଥିଲା। ସରକାରଙ୍କ ପାଖରେ ଏନେଇ ତଥ୍ୟ ନଥିଲା। ଦୁଇ ମାସ ତଳେ ଜଣେ ବ୍ୟକ୍ତି ଆରଟିଆଇ ଜରିଆରେ ଏହାର ତଥ୍ୟ ମାଗିଥିଲେ। ହେଲେ  ଏହାର ତଦାରଖ କରୁଥିବା ଏନଆଇସି କିମ୍ବା ମନ୍ତ୍ରଣାଳୟ ନିକଟରେ ଆରୋଗ୍ୟ ସେତୁକୁ କିଏ ଡେଭଲପ କରିଥିଲା, ତା’ର ତଥ୍ୟ ନାହିଁ। ଏହାକୁ ନେଇ ବିବାଦ ଦେଖାଦେବା ପରେ ସରକାର ଏହାର ସ୍ସଷ୍ଟୀକରଣ […]

  • Friday, 02 July 2021
11111
ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ନୂଆଦିଲ୍ଲୀ: ପାକିସ୍ତାନ ସଂସଦରେ ଭାରତର ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଦ୍ଧମାନଙ୍କ ପ୍ରସଙ୍ଗରେ ପାକିସ୍ତାନର ମୁଖା ଖୋଲିଯିବା ପରେ ସଫେଇ ଦେଇଛନ୍ତି ଇମ୍ରାନ ଖାନ୍‌। ଇମ୍ରାନ କହିଛନ୍ତି, ଭାରତୀୟ ବାୟୁସେନାର ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ ପାକିସ୍ତାନ ସେନା କିମ୍ବା ସରକାର ଉପରେ କୌଣସି ଚାପ ପଡ଼ି ନ ଥିଲା। ସୂଚନାଥାଉ କି, ପାକିସ୍ତାନରେ ବିପକ୍ଷ ସାଂସଦ ଅୟାଜ ସାଦିକ ଦାବି  କରିଥିଲେ, ଭାରତ କାଳେ ଆକ୍ରମଣ କରିବ, ସେହି ଭୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଭିନନ୍ଦନଙ୍କୁ […]

  • Friday, 02 July 2021
11
୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ହାଇଦ୍ରାବାଦ: ଦୀର୍ଘ ୫ମାସ ତଳେ ଗୋଟିଏ ହତ୍ୟାକୁ ଲୁଚାଇବାକୁ ଯାଇ ୯ ଜଣଙ୍କୁ ହତ୍ୟା କରିଥିବା ଅଭିଯୁକ୍ତକୁ ତେଲେଙ୍ଗାନା କୋର୍ଟ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ଚଳିତ ବର୍ଷ ମେ’ ମାସରେ ୨୪ ବର୍ଷୀୟ ଅଭିଯୁକ୍ତ ସଞ୍ଜୟ କୁମାର ଯାଦବ ଗୋଟିଏ ହତ୍ୟାକୁ ଲୁଚାଇବାକୁ ଯାଇ ଏହି ହତ୍ୟାକାଣ୍ଡ ସବୁ ଘଟାଇଥିଲା। ଘଟଣା ଅନୁସାରେ, ସଞ୍ଜୟ ତେଲେଙ୍ଗାନାରେ ରହି ଏକ ବ୍ୟାଗ୍‌ ପ୍ରସ୍ତୁତକାରୀ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ସେଠାରେ ସେ ମକସୁଦ୍‌ ନାମକ ଜଣେ ବ୍ୟକ୍ତିଙ୍କ […]

  • Friday, 02 July 2021
sunami
ଭୂମିକମ୍ପ ଓ ସୁନାମିରେ ୧୭ ମୃତ, ୭୦୦ରୁ ଅଧିକ ଆହତ

ଇସ୍ତାନ୍‌ବୁଲ୍: ଗ୍ରୀସ ଓ ତୁର୍କୀରେ ବଡ଼ ଧରଣର ଭୂମିକମ୍ପ ପରେ ସୁନାମି। ଏଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଶହରୁ ଅଧିକ ଲୋକ ଆହତ ହୋଇଛନ୍ତି। ତୁର୍କୀର ଏଜିୟନ୍ ଉପକୂଳରେ ହୋଇଛି ଶକ୍ତିଶାଳୀ ଭୂକମ୍ପ। Breaking: Video shows the moment a building collapsed in Izmir, Turkey, due to the earthquake. https://t.co/eKsDUmIdvn — PM Breaking News (@PMBreakingNews) October 30, 2020 ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା […]

  • Friday, 02 July 2021
earthquake
କ୍ଷଣିକ ଭିତରେ ହୋଇଗଲା ଛାରଖାର...ମାଟିରେ ମିଶିଗଲା ସବୁକିଛି

ଇସ୍ତାନବୁଲ୍‌: ଗ୍ରୀସ୍‌ ଓ ତୁର୍କୀରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୨୨ଜଣଙ୍କ ମୃତ୍ୟୁ ଘଟିଛି। ୭ଶହରୁ ଅଧିକ ଲୋକ ଆହତ ହୋଇଛନ୍ତି। ତେଣୁ ମୃତକଙ୍କ ସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୭.୦ ଥିଲା। ଶୁକ୍ରବାର ଅପରାହ୍ଣରେ ହୋଇଥିବା ଏହି ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ସତେ ଯେମିତି କ୍ଷଣକ ମଧ୍ୟରେ ସବୁକିଛି ଛାର୍‌ଖାର୍‌ ହୋଇଯାଇଥିଲା। ଆଉ ମାଟିରେ ମିଶି ଯାଇଥିଲା ସବୁକିଛି। ଆଖି ପିଛୁଳାକେ ବଡ଼ […]

  • Friday, 02 July 2021
modi
'ଭାରତ ଉପରେ ଆଖି ପକାଇଲେ ଉଚିତ୍ ଜବାବ ଦେବୁ'

ନୂଆଦିଲ୍ଲୀ: ୧୪୫ ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରୀୟ ଏକତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ ଦେଇ କହିଛନ୍ତି ଯେ ସୀମାକୁ ନେଇ ଭାରତର ଦୃଷ୍ଟିକୋଣ ବଦଳିଛି। ସୀମାରେ ଭାରତ ଶହ ଶହ କିଲୋମିଟର ସଡ଼କ ନିର୍ମାଣ କରୁଛି। ଶତ୍ରୁକୁ ମୁହଁତୋଡ଼ ଜବାବ ଦେବାର ଶକ୍ତି ଆମ ପାଖରେ ଅଛି। ଭାରତର ଭୂମି ଉପରେ ଆଖି ପକାଇଲେ ଉଚିତ୍ ଜବାବ ମିଳିବ ବୋଲି ମୋଦି କହିଛନ୍ତି। ଆତଙ୍କବାଦ ସମଗ୍ର ବିଶ୍ୱ […]

  • Friday, 02 July 2021
narendra-modi
ପୁଲଓ୍ୱାମା ପ୍ରସଙ୍ଗ ଉଠାଇ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି

କେଭାଡିଆ: ରାଷ୍ଟ୍ରୀୟ ଏକତା ଦିବସରେ ପୁଲଓ୍ୱାମା ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୁଲଓ୍ୱାମା ପ୍ରସଙ୍ଗ ଉଠାଇ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ମୋଦି। ଦେଶ କେବେ ବି ପୁଲଓ୍ୱାମା ଆକ୍ରମଣ ଭୁଲି ପାରିବନି ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ କିଛି ବ୍ୟକ୍ତି ପୁଲଓ୍ୱାମା ଆକ୍ରମଣରେ ବି ରାଜନୈତିକ ସ୍ୱାର୍ଥ ଦେଖୁଥିଲେ। ସ୍ୱାର୍ଥରେ ଭରା ରାଜନୀତି ସେମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। ଏସବୁ ଶୁଣିବା ପରେ ବି ସେ ମୁହଁ ଖୋଲିନଥିଲି ବୋଲି ମୋଦି କହିଛନ୍ତି। […]

  • Friday, 02 July 2021
pm
ଦେଶରେ ଆରମ୍ଭ ହେଲା ସି ପ୍ଲେନ୍ ସର୍ଭିସ

ଅହମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର ପ୍ରଥମ ସି ପ୍ଲେନ୍ ସର୍ଭିସର ଉଦ୍‌ଘାଟନ କରିଛନ୍ତି। ଏହି ପ୍ଲେନ୍‌ କେଓ୍ୱାଡ଼ିଆଠାରୁ ସାବରମତି ମଧ୍ୟରେ ଚଳାଚଳ କରି ଗୁଜୁରାଟର ଦୁଇଟି ପ୍ରୋଜେକ୍ଟକୁ ସଂଯୋଗ କରିବ। ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୪୫ତମ ବାର୍ଷିକୀ ଏବଂ ରାଷ୍ଟ୍ରିୟ ଏକତା ଦିବସ ଅବସରରେ ଏହି ସେବାର ଶୁଭାରମ୍ଭ କରାଯାଇଛି। ସାବରମତି ରିଭରଫ୍ରଣ୍ଟରୁ କେଓ୍ୱାଡ଼ିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟି ପର୍ଯ୍ୟନ୍ତ ଏହି ସି-ପ୍ଲେନ୍ ସେବା ଚାଲୁ ରହିବ। ଫଳରେ ୨୦୦ କିଲୋମିଟରର ରାସ୍ତାକୁ […]

  • Friday, 02 July 2021
ceo
ଇଣ୍ଡିଆନ ଏୟାର ଲଇନ୍ସରେ ପ୍ରଥମଥର ପାଇଁ ନିଯୁକ୍ତ ହେଲେ ମହିଳା ସିଇଓ

ନୂଆଦିଲ୍ଲୀ: ଭାରତୀୟ ବିମାନ ଇତିହାସରେ ପ୍ରଥମଥର ପାଇଁ ଜଣେ ମହିଳାଙ୍କୁ ଆଲିଆନ୍ସ ଏୟାରର ସିଇଓ ଭାବେ ନିଯୁକ୍ତ କରିଯାଇଛି। ହରପ୍ରିତ ଏ ଡେ ସିଂହ ନାମକ ଜଣେ ମହିଳାଙ୍କୁ ଏହି ପଦବୀରେ ସରକାର ନିଯୁକ୍ତି ଦେଇଛନ୍ତି। ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମର ରିପୋର୍ଟ ମୁତାବକ ଏୟାର ଇଣ୍ଡିଆର ଅଧ୍ୟକ୍ଷ ରଜୀବ ବନସଲ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ହରପ୍ରିତ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏୟାରଲାଇନ୍ସ ଏୟାରର ସିଇଓ ପଦ ସମ୍ଭାଳିବେ। ତେବେ ହରପ୍ରିତଙ୍କୁ ଏୟାର […]

  • Friday, 02 July 2021
pappu
ଭାଷଣ ଦେବା ବେଳେ ମଞ୍ଚାରୁ ଖସିପଡ଼ିଲେ ଏଇ ବାହୁବଳୀ ନେତା

ମୁଜାଫରପୁର: ବିହାରରେ ନିର୍ବାଚନୀ ମାହୋଲ ବେଶ ସରଗରମ ହୋଇଛି। ଏପରି ସମୟରେ ଜଣେ ବାହୁବଳୀ ନେତା ମଞ୍ଚାରୁ ଗଳିପଡ଼ିବା ଘଟଣା ବେଶ ଚର୍ଚ୍ଚାର ଖୋରାକ ଯୋଗାଇଛି ଲୋକଙ୍କୁ। ଶନିବାର ଜନ ଅଧିକାର ପାଟିର ଅଧ୍ୟକ୍ଷ ପପ୍ପୁ ଯାଦବ ମୁଜାଫରପୁର ଜିଲ୍ଲା ମୀନାପୁରରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିଲେ। ସେଠାରେ ସ୍ଥାନୀୟ ପ୍ରାର୍ଥୀ ବୀନା ଯାଦବଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିଲେ।  ମଞ୍ଚ ଉପରେ ପପ୍ପୁଙ୍କ ସମେତ ଅନେକ ନେତା ଉପସ୍ଥିତ ଥିଲେ। ଏହି ସମୟେର […]

  • Friday, 02 July 2021
w
ଦିଲ୍ଲୀରେ ୫୮ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଦୀର୍ଘ ୫୮ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏନେଇ ତଥ୍ୟ ଜାରି କରିଛି। ଆଇଏମ୍‌ଡି ତଥ୍ୟ ଅନୁଯାୟୀ, ଦିଲ୍ଲୀରେ ଅକ୍ଟୋବର ମାସରେ ଏତେ ଶୀତ କେବେ ବି ହୋଇ ନ ଥିଲା।  ଦୀର୍ଘ ୫୮ ବର୍ଷ ଅର୍ଥାତ ୧୯୬୨ ମସିହା ପରଠାରୁ ଅକ୍ଟୋବର ମାସରେ  ଦିଲ୍ଲୀର ତାପମାତ୍ରା ହାରାହାରୀ ୧୭.୨ ଡିଗ୍ରୀ ସେଲ୍‌ସିୟସ୍‌ ରହୁଥିଲା । କିନ୍ତୁ ଏହି ବର୍ଷ ଦିଲ୍ଲୀରେ ଶୀତ ରେକର୍ଡ ଭାଙ୍ଗିଛି। […]

  • Friday, 02 July 2021
maharani
ଲଣ୍ଡନରେ ନିଲାମ ହେଲା ମହାରାଜା ରଣଜୀତ୍‌ ସିଂହଙ୍କ ପତ୍ନୀଙ୍କ ସ୍ୱର୍ଣ୍ଣାଳଙ୍କାର

ଲଣ୍ଡନ: ପଞ୍ଜାବର ମହାରାଜା ରଣଜୀତ ସିଂହଙ୍କ ଶେଷ ପତ୍ନୀ ମହାରାଣୀ ଜିନ୍ଦନ କୌରଙ୍କ ଦାମୀ ଆଭୂଷଣ ଲଣ୍ଡନରେ ନିଲାମ ହୋଇଛି। ଏହି ଆଭୂଷଣ ଜିନ୍ଦନଙ୍କ ଜ୍ୟେଷ୍ଠ ନାତୁଣୀ ପ୍ରିନ୍‌ସ ବାମ୍ବା ସୁଥରଲେଣ୍ଡଙ୍କ ପାଖରେ ଥିଲା।  ମହାରାଣୀଙ୍କ ଏହି ଆଭୂଷଣ ମଧ୍ୟରେ ସୁନା ଏବଂ ରତ୍ନ ଖଚିତ ଏକ ଚାନ୍ଦର ଟିକା, ମୋତି ହାର ଏବଂ ଅନ୍ୟ ଦୁର୍ଲଭ ଗହଣା ରହିଛି । ଏହି ସମସ୍ତ ଗହଣା ୬୨, ୫୦୦ ପାଉଣ୍ଡ ଅର୍ଥାତ୍‌ ୬୦ ଲକ୍ଷ ଟଙ୍କାରୁ ଅଧିକରେ […]

  • Friday, 02 July 2021
b
ଆଜି ଆକାଶରେ ଦେଖାଯିବ ନୀଳ ଜହ୍ନ

ଆଜି ଆକାଶରେ ଦେଖାଯିବ ନୀଳ ଜହ୍ନ। ରାତିର ଆକାଶରେ ଆଜି ଚନ୍ଦ୍ର ଅଧିକ ଉଜ୍ୱଳ ଦେଖାଯିବ। ନୀଳଜହ୍ନ ବିଶ୍ୱର ପ୍ରାୟ ଅଧିକାଂଶ ଅଞ୍ଚଳକୁ ଦୃଶ୍ୟମାନ ହେବ। ଭାରତରେ ରାତି ୮ଟା ୧୯ରେ ନୀଳଜହ୍ନ ଦୃଶ୍ୟମାନ ହେବ। ଇଂରାଜୀ କ୍ୟାଲେଣ୍ଡର ମାସରେ ଦୁଇଟି ପୂର୍ଣ୍ଣିମା ପଡ଼ିଲେ ଦ୍ୱିତୀୟ ପୂର୍ଣ୍ଣିମାର ପୂର୍ଣ୍ଣଚନ୍ଦ୍ରକୁ ନୀଳଜହ୍ନ ବୋଲି କୁହାଯାଏ। ଯାହାର ଚନ୍ଦ୍ରର ରଙ୍ଗ ସହ କୌଣସି ସମ୍ପର୍କ ନାହିଁ। ତେବେ ଏହି ଘଟଣା ଅତ୍ୟନ୍ତ ବିରଳ। ଏହା ପୂର୍ବରୁ ୨୦୦୭ ମସିହା ଜୁନ୍ […]

  • Friday, 02 July 2021
actor
୯୦ ବର୍ଷରେ ଆଖି ବୁଜିଲେ ଜେମ୍ସ ବଣ୍ଡ୍‌ ଅଭିନେତା ସାର୍‌ ସିନ୍‌ କୋନ୍ନେରୀ

ଲଣ୍ଡନ‌: ହଲିଉଡ୍‌ର ବହୁ ଚର୍ଚ୍ଚିତ ଜେମ୍ସ ବଣ୍ଡ୍‌ ଫିଲ୍ମର ପ୍ରଥମ ଅଭିନେତା ସାର୍‌ ସିନ୍‌ କୋନ୍ନେରୀଙ୍କ ପରଲୋକ ହୋଇଯାଇଛି। ଦୀର୍ଘ ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ସେ ଶୋଇ ଥିବାବେଳେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଜେମ୍ସ ବଣ୍ଡ୍‌ ସିରିଜ ଫିଲ୍ମରେ ସେ ପ୍ରଥମ ଅଭିନେତା ଭାବେ ଅଭିନୟ କରିଥିଲେ। ସେ ଜେମ୍ସ ବଣ୍ଡ୍ ଚରିତ୍ରରେ ଅଭିନୟ କରି ରାତାରାତି ଷ୍ଟାର […]

  • Friday, 02 July 2021
traffic fines
ବିନା ହେଲ୍‌ମେଟ୍‌ରେ ଗାଡ଼ି ଚଲାଇ ଧରାପଡ଼ିଲେ, ପଡ଼ିଲା ୪୨,୫୦୦ ଟଙ୍କା ଫାଇନ୍

ବେଙ୍ଗାଲୁରୁ: ଆପଣ ସେକେଣ୍ଡ୍‌ ହ୍ୟାଣ୍ଡ୍‌ ଗାଡ଼ି କିଣିବା ପାଇଁ ଭାବୁଛନ୍ତି କି ? ଯଦି ହଁ ତା’ହେଲେ ଏହି ଖବର ଆପଣଙ୍କ ପାଇଁ ଅତ୍ୟ ଗୁରୁତ୍ୱପୂର୍ଣ୍ଣ। ନହେଲେ ଆପଣ ମଧ୍ୟ ଏହି ଯୁବକଙ୍କ ଭଳି ଅସୁବିଧାରେ ପଡ଼ିପାରନ୍ତି। ଘଟଣାଟି ହେଲା, ପରିବା ବିକ୍ରି କରୁଥିବା ବେଙ୍ଗାଲୁରୁର ଜଣେ ଯୁବକ ହେଲ୍‌ମେଟ୍‌  ପିନ୍ଧି ନ ଥିବାରୁ ଟ୍ରାଫିକ୍‌ ପୋଲିସ୍‌ ତାଙ୍କୁ ଧରିଥିଲା। ଏହାପରେ ତାଙ୍କୁ ୪୨,୫୦୦ ଟଙ୍କା ଫାଇନ୍‌ କରିଛି। ଏହି ଫାଇନ୍‌ ସେ କିଣିଥିବା ସେକେଣ୍ଡ୍‌ ହ୍ୟାଣ୍ଡ୍‌ […]

  • Thursday, 01 July 2021
youth died
ସରକାରୀ ଚାକିରି ମିଳିବା ପରେ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଥିଲେ ଅଜବ କାରଣ

ଚେନ୍ନାଇ: ସରକାରୀ ଚାକିରି ପାଇବା ପରେ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ତାମିଲନାଡୁର କନ୍ୟାକୁମାରୀରେ ଏହି ଅଭାବନୀୟ ଘଟଣା ଘଟିଛି। ଆତ୍ମହତ୍ୟା ପଛର କାରଣ ଜାଣିଲେ ଆପଣ ମଧ୍ୟ ଚକିତ ହୋଇଯିବେ। ସୂଚନା ଅନୁସାରେ, କନ୍ୟାକୁମାରୀ ଜିଲ୍ଲା ନାଗରକୋଇଲ୍‌ରେ ରହୁଥିବା ଏହି ୩୨ ବର୍ଷୀୟ ଯୁବକଙ୍କୁ କୌଣସି ଚାକିରି ନ ମିଳିବାରୁ ସେ ପୂରା ଭାଙ୍ଗି ପଡ଼ିଥିଲେ। ଗୋଟିଏ ଦିନ ସେ ଭଗବାନଙ୍କ ନିକଟରେ ମାନସିକ ରଖିଲେ ଯେ, ଯଦି ତାଙ୍କୁ ଚାକିରି ମିଳିବ ତା’ହେଲେ ସେ […]

  • Thursday, 01 July 2021
b
'ଟ୍ରମ୍ପଙ୍କ ରାଲିରେ ଯୋଗ ଦେଇଥିବା ଲୋକଙ୍କୁ ଦେବାକୁ ପଡ଼ିବ ବହୁ ମୂଲ୍ୟ'

ନିୟୁର୍କ : ଆମେରିକା ନିର୍ବାଚନ ପ୍ରଚାରକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସମ୍ନାକୁ ଆସିଛି। ଆମେରିକାର ରାଷ୍ଟ୍ରପତି ପାର୍ଥୀ ଡୋନାଲ୍ଡ ଟ୍ରମ୍ପ ନିର୍ବାଚନ ପ୍ରଚାର ପାଇଁ କରିଥିବା ୧୮ଟି ରାଲିରେ ୩୦ ହଜାର ଲୋକ କରୋନାରେ ଆକ୍ରନ୍ତ ହେବା ସହ ୭ ଶହ ମରିଛନ୍ତି। ଏ ନେଇ  ଷ୍ଟାନଫୋର୍ଡ ୟୁନିଭର୍ସିଟି ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ୟୁନିଭର୍ସିଟି ଗବେଷକମାନେ କିଛି ଦିନ ପୂର୍ବରୁ ସାମୂହିକ ଲୋକଙ୍କୁ ନେଇ କରାଯାଉଥିବା ସଭାରେ କୋଭିଡ୍‌ର ପ୍ରଭାବ ଶୀର୍ଷକ […]

  • Thursday, 01 July 2021
cc
ପୋଲିସ୍‌ ବିରୋଧରେ ରୁଜୁ ହେଲା ମୃତ୍ୟୁ ମାମଲା

ବିହାର: ମୁଙ୍ଗେର ଗୁଳିକାଣ୍ଡରେ ମୃତ ଯୁବକ ଅନୁରାଗ ପୋଦ୍ଦାରଙ୍କ ପିତା ଦେଇଥିବା ବୟାନକୁ ନେଇ ପୋଲିସ୍‌ ବିରୋଧରେ କେସ୍ ରୁଜୁ କରାଯାଇଛି। ତାଙ୍କ ପିତା ପୋଲିସ୍‌ ଉପରେ ହତ୍ୟାର ଆରୋପ ଲଗାଇଛନ୍ତି। ସେ କହିଛନ୍ତି ଯେ ପୋଲିସ୍‌ ଚଳାଇଥିବା ଗୁଳି କାରଣରୁ ତାଙ୍କ ପୁଅର ମୃତ୍ୟୁ ହୋଇଛି। ଏ ନେଇ କୋତୱାଲି ଥାନାରେ ବିସର୍ଜନବେଳେ ଲାଠି ଚାଳନା କରିଥିବା ୨୦ରୁ ୨୫ ପୋଲିସ୍‌ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ ହେଇଛି। ଘଟଣା ମୁତାବକ ୨୬ ଅକ୍ଟୋବର ରାତିରେ […]

  • Thursday, 01 July 2021