• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

International Updates

mdh-owner
MDH ମସଲାର ମାଲିକ ମହାଶୟ ଧର୍ମପାଲ୍‌ଙ୍କ ପରଲୋକ

ନୂଆଦିଲ୍ଲୀ: ଏମ୍‌ଡିଏଚ୍‌ (MDH) ମସଲାର ମାଲିକ ମହାଶୟ ଧର୍ମପାଲ୍‌ ଗୁଲାଟିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ଆଜି ଭୋର ସାଢ଼େ ୫ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଗତ ୩ ସପ୍ତାହ ହେବ ସେ ଦିଲ୍ଲୀର ଏକ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ସୂଚନାଥାଉ କି, ୨୦୧୮ରେ ଧର୍ମପାଲ୍‌ଙ୍କ ମୃତ୍ୟୁ ଖବରକୁ ନେଇ ସୋଶାଲ୍‌ ମିଡିଆରେ ଗୁଜବ ଖବର ପ୍ରସାରିତ ହୋଇଥିଲା। ଏହାପରେ ତାଙ୍କ ପରିବାର […]

  • Wednesday, 30 June 2021
kashmir-encounter
ଜାମ୍ମୁରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିପାତ

ଜାମ୍ମୁରେ ଏନକାଉଁଟର। ୨ ଆତଙ୍କବାଦୀ ମୃତ। ସୂଚନା ଅନୁସାରେ, ଜାମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷାବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଥିବା ବେଳେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

  • Wednesday, 30 June 2021
0040
ଆମ୍ବ ଡଜନକୁ ୧ ଲକ୍ଷ ୨୦ ହଜାର ଟଙ୍କା, ପୁରା ଘଟଣା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଆମ୍ବ ଡଜନକୁ ୧ ଲକ୍ଷ କୋଡିଏ ହଜାର ଟଙ୍କା । ଅର୍ଥାତ୍ ଗୋଟିଏ ଆମ୍ବର ମୂଲ୍ୟ ୧୦ ହଜାର ଟଙ୍କା । ଝାଡଖଣ୍ଡର ଜାମସେଦପୁର ଅଂଚଳରେ ଜଣେ ଛାତ୍ରୀ ଏହି ମୂଲ୍ୟରେ ବିକ୍ରି କରିଛନ୍ତି ଆମ୍ବ । ଏହି ଘଟଣା ପରେ…

cbse
ଅଫଲାଇନ୍‌ରେ ହେବ CBSE ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଯୋଗୁ CBSE ବୋର୍ଡ ପରୀକ୍ଷାକୁ ନେଇ କଳ୍ପନାଜଳ୍ପନା ଦେଖାଦେଇଥିବା ବେଳେ ଅନ୍‌ଲାଇନ୍‌ରେ ନୁହେଁ ବରଂ ଅଫଲାଇନ୍‌ରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ପୂର୍ବବର୍ଷ ଭଳି ୨୦୨୧ CBSE ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଅଫଲାଇନ୍‌ରେ‌ କରାଯିବ ବୋଲି ଜଣାପଡ଼ିଛି। ପରୀକ୍ଷା ସମୟରେ କୋଭିଡ୍ ଗାଇଡ୍‌ଲାଇନ୍‌ କଡ଼ାକଡ଼ି ପାଳନ କରାଯିବ। ତେବେ କେଉଁ ତାରିଖରେ ପରୀକ୍ଷା ହେବ ସେନେଇ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ଏବେ ବି ଅନେକ ସ୍ଥାନରେ ଅନ୍‌ଲାଇନ୍‌ରେ […]

  • Wednesday, 30 June 2021
murder
ଛାଡ଼ପତ୍ର କାଗଜରେ ଦସ୍ତଖତ ନ କରିବାରୁ ମାଆକୁ ମାରିଦେଲା ପୁଅ

ନୂଆଦିଲ୍ଲୀ: ବାପା ଚାହୁଁଥିଲେ ଛାଡ଼ପତ୍ର, କିନ୍ତୁ ମାଆ ଅରାଜି ହେଲେ। ଏନେଇ ବାହାରେ ଟାହିଟାପରାର ଶିକାର ହେଲେ ନାବାଳକ ପୁଅ। ଆଉ ଶେଷରେ ଜନ୍ମକଲା ମାଆକୁ ହତ୍ୟା କଲା ସୈତାନ ପୁଅ। ଏଭଳି ଏକ ଲୋମଟାଙ୍କୁରା ଘଟଣା ଘଟିଛି ରାଜଧାନୀ ଦିଲ୍ଲୀରେ। ଆସନ୍ତୁ ଜାଣିବା ପ୍ରକୃତରେ କଣ ଘଟିଲା ଯେ ଏତେ ତଳକୁ ଚାଲିଯାଇ ବୀଭତ୍ସ ଭାବେ ମାଆକୁ ହତ୍ୟା କଲା ପୁଅ।ସୂଚନା ଅନୁସାରେ ଆଉଟର ଦିଲ୍ଲୀର ଏକ ଅଞ୍ଚଳରେ ସ୍ୱାମୀଙ୍କ ଠାରୁ ସାଢ଼େ ୩ ବର୍ଷ […]

  • Wednesday, 30 June 2021
former punjab cm
ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ

ଚଣ୍ଡୀଗଡ଼: ନୂଆ କୃଷି ଆଇନକୁ ବିରୋଧ ସହ ଦିଲ୍ଲୀ ସୀମାରେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଅକାଳୀ ଦଳର ନେତା ତଥା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ପଦ୍ମ ବିଭୂଷଣ ସମ୍ମାନ ଫେରାଇ ଦେଇଛନ୍ତି। ରାଜରାସ୍ତାରେ ଚାଷୀ ଆନ୍ଦୋଳନ କରୁଥିବାବେଳେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଷୋଦଗାର କରି ପ୍ରକାଶ ସିଂ ବାଦଲ ଏହି ସମ୍ମାନ ଫେରାଇ ଦେଇଛନ୍ତି। କେନ୍ଦ୍ର ସରକାର ଚାଷୀଙ୍କ ସହ ବିଶ୍ୱାସଘାତକତା କରିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ପଦ୍ମ ବିଭୂଷଣ […]

  • Wednesday, 30 June 2021
model
ପିରାମିଡ୍‌ ଆଗରେ ଫଟୋସୁଟ୍‌ କରି ଫସିଲେ ମଡେଲ

ପିରାମିଡ ସାମ୍ନାରେ ‘ସେକ୍ସି’ ଫଟୋସୁଟ। ଫସିଲେ ମଡେଲଙ୍କ ସହ ଫଟୋଗ୍ରାଫର। ଏମିତିକି ଫଟୋ ଉଠାଇଥିବା ବ୍ୟକ୍ତିଙ୍କୁ ଶେଷରେ ଗିରଫ କରିବାକୁ ବାଧ୍ୟ ହୋଇଛି ପୋଲିସ। ଭାରତରେ ନୁହେଁ, ଏମିତି ଘଟଣା ଦେଖିବାକୁ ମିଲିଛି ମିଶରରେ। ବିଦେଶୀ ପୋଷାକ ପିନ୍ଧି ସଲମା-ଏଲ-ସିମି ପିରାମିଡ ଆଗରେ ଫଟୋସୁଟ କରିଥିଲେ। ଯାହାକୁ ସହଜରେ ଗ୍ରହଣ କରି ପାରି ନାହାନ୍ତି ସେଠାକାର ସରକାର। ବେଶଭୂଷା ସାଙ୍ଗକୁ ପ୍ରାଚୀନ ସ୍ଥଳରେ ଫଟୋସୁଟ କରିଥିବା ହୁସେନ ମହମ୍ମଦ ନାମକ ଫଟୋ ଗ୍ରାଫରଙ୍କୁ ମିଶର ପୋଲିସ ଗିରଫ […]

  • Wednesday, 30 June 2021
vaccine
ଚୀନ ତିଆରି କରିଛି କୋଭିଡ ଟିକା, ଉତ୍ତର କୋରିଆରୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

କରୋନାର କରୁଣ ଚିତ୍ର ଦେଖୁଛି ସାରା ବିଶ୍ୱ। ଏହି ମହାମାରୀ ପୁଣି ରିଟର୍ଣ୍ଣ କରିଛି। ଫଳରେ ସଂକ୍ରମଣ ବଢିବା ଆରମ୍ଭ ହୋଇଯାଇଛି। ଏତିକି ବେଳେ ଗୋଟିଏ କଥା ବିଶ୍ୱବାସୀକୁ ଆଶ୍ଚର୍ଯ୍ୟ କରିଛି। ବିଭିନ୍ନ ଦେଶ କରୋନାର ସ୍ଥାୟୀ ମୁକାବିଲା କରିବାରେ ଲାଗି ପଡିଥିବା ବେଳେ ଚୁପ ହୋଇ ବସିଛି ବିଶ୍ୱର ଏକମାତ୍ର ଦେଶ ଉତ୍ତର କୋରିଆ। କରୋନା ସଂକ୍ରମଣକୁ ନେଇ କୌଣସି ତଥ୍ୟ ସାର୍ବଜନୀନ କରୁନାହିଁ। ଏମିତିକି ଏହି ଦେଶର କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା […]

  • Wednesday, 30 June 2021
farmer
କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ଚାଷୀ ସଂଗଠନର ବୈଠକ ଜାରି

ନୂଆଦିଲ୍ଲୀ:  ଦିଲ୍ଲୀରେ ଚାଲିଛି କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ଚାଷୀ ସଂଗଠନର ବୈଠକ। ଚାଷୀ ନେତାଙ୍କ ସହ ଆଲୋଚନା କରୁଛନ୍ତି କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର। କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟ ଆଜି କଣ ରହିବ ? ଚାଷୀଙ୍କୁ ମନାଇବାକୁ କି ପଦକ୍ଷେପ ନେବେ କେନ୍ଦ୍ର ସରକାର ? ଏସବୁ ଦିଗ ଉପରେ ସାରା ଦେଶର ଚାଷୀଙ୍କ ନଜର ରହିଛି। ଜାତୀୟ ଗଣମାଧ୍ୟମର ଚର୍ଚ୍ଚା ଅନୁସାରେ, ଚାଷୀଙ୍କ ଦାବି ଅନୁସାରେ ଦର ଦେବା ପ୍ରସଙ୍ଗ ଉପରେ ସରକାର […]

  • Wednesday, 30 June 2021
rajnikanth
ଜାନୁଆରୀରେ ରାଜନୈତିକ ଦଳ ଗଢ଼ିବେ ସୁପର ଷ୍ଟାର ରଜନୀକାନ୍ତ

ଚେନ୍ନାଇ: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ନେତା ହେବାକୁ ଯାଉଛନ୍ତି ତାମିଲ୍‌ ଷ୍ଟାର୍ ରଜନୀକାନ୍ତ। ୨୦୨୧ ଜାନୁଆରିରେ ନିଜର ଦଳ ଗଠନ କରିବେ। ଏନେଇ ଡିସେମ୍ବର ୩୧ ତାରିଖରେ ଏ ବିଷୟରେ ସମସ୍ତ ସୂଚନା ଦେବେ। ଗଣମାଧ୍ୟମକୁ ସୂଚନା ଦେଇ ଏପରି କହିଛନ୍ତି ରଜନୀକାନ୍ତ। କରୋନା ଭାଇରସ ପାଇଁ ଯୋଜନା ପ୍ରଭାବିତ ହୋଇଥିଲା। ଏବେ ତାମିଲନାଡୁକୁ ପରିବର୍ତ୍ତନ କରିବାର ସମୟ ଆସିଛି। ଯଥା ସମ୍ଭବ ଆମେ ଲୋକଙ୍କ ପାଇଁ କାମ କରିବୁ। ଯଦି ଏହି ସମୟରେ […]

  • Wednesday, 30 June 2021
narendra-singh-tomar
ଆଜି ବି ଚାଷୀଙ୍କୁ ମନେଇ ପାରିଲେନି ସରକାର; ଆସନ୍ତା ଶନିବାର ପୁଣି ବୈଠକ

ନୂଆଦିଲ୍ଲୀ: ଚାଷୀ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଜି ହୋଇଥିବା ବୈଠକରେ କୌଣସି ନିଷ୍କର୍ଶ ବାହାରି ପାରିଲା ନାହିଁ। ୭ ଘଣ୍ଟାର ବୈଠକ ପରେ ଏମ୍ଏସ୍‌ପିରେ କୌଣସି ପରିବର୍ତ୍ତନ ହେବନି ବୋଲି କେନ୍ଦ୍ର କୃଷି ମନ୍ତ୍ରୀ ପ୍ରତିଶ୍ରୁତି ଦେବା ସତ୍ତ୍ୱେ, ଅନ୍ୟ ସବୁ ଦାବି ପୂରଣ ଜିଦ୍‌ରେ ଅଟଳ ରହିଥିଲେ ଚାଷୀ। ଫଳରେ ସମସ୍ୟାର ସମାଧାନ ପାଇଁ କୌଣସି ବାଟ ବାହାରି ପାରିନଥିଲା। ଆସନ୍ତା ଶନିବାର ପୁଣି ବୈଠକ ବସିବ ବୋଲି ସୂଚନା ମିଳିଛି। ଆଜି କେନ୍ଦ୍ର […]

  • Wednesday, 30 June 2021
ଆଜି ସ୍ଥଳଭାଗ ଛୁଇଁପାରେ ବାତ୍ୟା ‘ବୁରେଭି’, ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁରେଭି’ ଆଜି ଅପରାହ୍ଣ ସୁଦ୍ଧା ଥିରୁଅନନ୍ତପୁରମ୍‌ ଉପକୂଳରେ ସ୍ଥଳଭାଗ ଛୁଇଁପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ‘ବୁରେଭି’ ପ୍ରଭାବରେ କେରଳ ଓ ତାମିଲନାଡୁରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଘଣ୍ଟା ପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ। ବେଳେବେଳେ ପବନର ବେଗ ୯୦ କିଲୋମିଟର ମଧ୍ୟ ରହିପାରେ। କେରଳ ସରକାରଙ୍କ […]

  • Wednesday, 30 June 2021
1
'ଚଳିତ ମାସ ଶେଷ ସପ୍ତାହରେ ଆସିପାରେ କରୋନା ଟିକା'

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ଭିତରେ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ କରୋନା ଟିକାକୁ ନେଇ ତାଙ୍କର ବୟାନ ରଖିଛନ୍ତି। ସେ କହିଛନ୍ତି, ଭାରତରେ ଏକାଧିକ କରୋନା ଟିକା ପରୀକ୍ଷଣର ଶେଷ ପର୍ଯ୍ୟାୟ ଟ୍ରାଏଲ ଚାଲିଛି। ସରକାର ମଧ୍ୟ ଟିକା ବିତରଣ ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ତେଣୁ ଚଳିତ ମାସ ଶେଷ ସୁଦ୍ଧା କିମ୍ବା ଜାନୁଆରୀ ଆରମ୍ଭରୁ ଦେଶରେ ଯେମିତି ହେଲେ ଗୋଟିଏ ଟିକା ଉପଲବ୍ଧ ହୋଇଯିବ ବୋଲି  ଗୁଲେରିଆ କହିଛନ୍ତି। ଚଳିତ ବର୍ଷ […]

  • Wednesday, 30 June 2021
gdp
ଭାରତୀୟ ଅର୍ଥବ୍ୟବସ୍ଥାରେ ଆସିବ କି ସୁଧାର ? ଜାଣନ୍ତୁ କ’ଣ କହିଲେ RBI ଗଭର୍ଣ୍ଣର

ନୂଆଦିଲ୍ଲୀ: ଭାରତୀୟ ଅର୍ଥନୀତିରେ ଆହୁରି ବର୍ଷେ ଯାଏ ରହିପାରେ କରୋନାର ପ୍ରଭାବ। ୨୦୨୦-୨୧ ଆର୍ଥିକ ବର୍ଷରେ ମଧ୍ୟ ଜିଡିପି ଅଭିବୃଦ୍ଧି ହାର ନେଗେଟିଭ ରହିବ ବୋଲି ଆକଳନ କରିଛି RBI। RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇ କହିଛନ୍ତି, ଆସନ୍ତା ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ହାର ମାଇନସ୍‌ ୭.୫% ରହିବାର ଆକଳନ କରାଯାଇଛି। ତେବେ ଟିକେ ଆଶ୍ୱସ୍ତିର କଥା ହେଲା, ଅବସ୍ଥା ଧୀରେ ଧୀରେ ସୁଧୁରୁଛି ଏବଂ ଅର୍ଥନୀତି ଟ୍ରାକ୍‌କୁ ଫେରୁଛି। ପୂର୍ବରୁ ଆକଳନ […]

  • Wednesday, 30 June 2021
3
ନୌସେନା ଦିବସରେ ଚୀନ୍‌ର ଚ୍ୟାଲେଞ୍ଜକୁ ଗ୍ରହଣ କରିବାକୁ ପ୍ରସ୍ତୁତ: ନୌସେନା ମୁଖ୍ୟ

ନୂଆଦିଲ୍ଲୀ: ଆଜି ଭାରତୀୟ ନୌସେନା ଦିବସ। ୧୯୭୧ ପାକିସ୍ତାନ ବିରୋଧୀ ଯୁଦ୍ଧରେ ନୌସେନାର ସଫଳତାକୁ ସ୍ମାରକୀ ଭାବେ ନୌସେନା ଦିବସ ପାଳନ କରାଯାଉଛି। ୧୯୭୧ ଯୁଦ୍ଧ- ଅପରେସନ ଟ୍ରାଇଡେଣ୍ଟରେ ସାମିଲ ହୋଇ ନୌସେନା ଆଜିର ଦିନରେ ପାକିସ୍ତାନର ୪ଟି ଯୁଦ୍ଧ ଜାହାଜକୁ ଧ୍ୱଂସ କରିବା ସହ ଶତାଧିକ ପାକିସ୍ତାନୀ ସୈନ୍ୟଙ୍କୁ ମାରିଥିଲା। ଏହା ଭିତରେ ଶକ୍ତିଶାଳୀ ପିଏନ୍ଏସ୍ ଖାଇବର ମଧ୍ୟ ଥିଲା। ନୌସେନା ଦିବସ ଓ ନୌସେନା ସପ୍ତାହରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ପରିବେଷଣ ହୋଇଥାଏ। […]

  • Wednesday, 30 June 2021
5
ଗୀତାଞ୍ଜଳି ହେଲେ ଟାଇମସ୍‌ ମାଗାଜିନ୍‌ର ପ୍ରଥମ କିଡ୍ ଅଫ୍ ଦ ଇଅର

ନୂଆଦିଲ୍ଲୀ: ଟାଇମସ୍‌ ମାଗାଜିନ୍‌ର ପ୍ରଥମ କିଡ୍ ଅଫ୍ ଦ ଇଅର ଜଣେ ଭାରତୀୟ ବଂଶୋଦ୍ଭବ ହୋଇଛନ୍ତି। ଆମେରିକା ବାସିନ୍ଦା-ଭାରତୀୟ ବଂଶୋଦ୍ଭବ ଗୀତାଞ୍ଜଳି ରାଓ ତାଙ୍କର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ପାଇଁ ଏହି ଟାଇଟଲ୍‌ ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି। ପ୍ରଦୂଷିତ ପାନୀୟ ଜଳଠାରୁ ଆରମ୍ଭ କରି ଓପିଓଏଡ୍ ନିଶା ଏବଂ ସାଇବର ବୁଲିଂ ଭଳି ସମସ୍ୟାର ମୁକାବିଲା ପାଇଁ ସେ ଟେକ୍ନୋଲୋଜି ବ୍ୟବହାର କରୁଛନ୍ତି। ୧୫ ବର୍ଷୀୟ ଗୀତାଞ୍ଜଳି ଆମେରିକା କୋଲରଡୋରେ ବାସ କରନ୍ତି। ପ୍ରଥମ କିଡ୍ ଅଫ୍ […]

  • Wednesday, 30 June 2021
10
ଲାଞ୍ଚ ନେଇ ବନ୍ଧା ହେଲେ ବିଜେପି କାଉନ୍‌ସିଲର୍‌

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) ଲାଞ୍ଚ ନେବା ଅଭିଯୋଗରେ ଆଜି ଜଣେ ବିଜେପି ନେତାଙ୍କୁ ଗିରଫ କରିଛି। ନୂଆଦିଲ୍ଲୀ ବସନ୍ତକୁଞ୍ଜର କାଉନ୍‌ସିଲର୍‌ ମନୋଜ ମେହଲାୱାତଙ୍କୁ ସିବିଆଇ ଗିରଫ କରିଛି। ସୂଚନା ଅନୁସାରେ ମନୋଜ ତାଙ୍କ ଅଞ୍ଚଳରେ କନ୍‌ଷ୍ଟ୍ରକ୍ସନ କାମ କରୁଥିବା ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ଦାବି କରୁଥିବା ଗୋଟିଏ ଏଜେନ୍ସି ପ୍ରକାଶ କରିଛି। ଏଣ୍ଡିଆ ଟୁଡେର ଖବର ମୁତାବକ ମନୋଜ ଲାଞ୍ଚ ନେଲାବେଳେ ତାଙ୍କୁ ସିବିଆଇ ରେଡ୍‌ ହ୍ୟାଣ୍ଡେଡ୍‌ ଧରିଛି […]

  • Wednesday, 30 June 2021
8
ଜହ୍ନ ରାଇଜରୁ ଧୂଳି କିଣିବ ନାସା

ନୂଆଦିଲ୍ଲୀ: ଜହ୍ନ ରାଇଜରୁ ମାଟି ଆଣିବ ନାସା। ଚନ୍ଦ୍ର ପୃଷ୍ଠରୁ ଡଷ୍ଟ ଏବଂ ସାମ୍ପଲ୍‌ ଆଣିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ନ୍ୟାସ୍‌ନାଲ୍‌ ଏରୋନେଟିକ୍‌ସ ଆଣ୍ଡ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେସନ୍‌ ବା ନାସା। ଏ ନେଇ ଗୁରୁବାର  ନାସା ପକ୍ଷରୁ ୪ଟି କମ୍ପାନୀ ସହିତ ଚୁକ୍ତି କରାଯାଇଛି। ଚୁକ୍ତି ଅନୁସାରେ କମ୍ପାନୀଗୁଡ଼ିକ ଚନ୍ଦ୍ର ମିଶନ୍‌ରେ ଯାଇ ଚନ୍ଦ୍ର ପୃଷ୍ଠରୁ ଧୂଳି ସହ କିଛି ସାମ୍ପଲ ସଂଗ୍ରହ କରିବେ, ଏବଂ ଏହି ସାମ୍ପଲ୍‌କୁ ନାସାକୁ ହସ୍ତାନ୍ତର କରିବେ।  ଏହି ଚୁକ୍ତିରେ […]

  • Wednesday, 30 June 2021
MP EDUCATION MINISTER
ଫି' ଦେଇପାରୁନାହଁ ତ ମରିଯାଅ: କାହିଁକି ଏମିତି କହିଲେ ଶିକ୍ଷାମନ୍ତ୍ରୀ?

କରୋନା ପାଇଁ ଦେଶର ସମସ୍ତଙ୍କ ବଜେଟ୍‌ ବିଗିଡ଼ିଯାଇଛି। କିନ୍ତୁ ପିଲାଙ୍କ ସ୍କୁଲ ଫି'କୁ ନେଇ ଏବେ ଚିନ୍ତାରେ ଅଭିଭାବକ ଅଛନ୍ତି। ଆଉ ଏହାରି ମଧ୍ୟରେ ମଧ୍ୟପ୍ରଦେଶ ଶିକ୍ଷାମନ୍ତ୍ରୀଙ୍କ ବିବାଦୀୟ ବୟାନକୁ ନେଇ ଏବେ ଜୋରସୋରରେ ଚର୍ଚ୍ଚା ଚାଲିଛି।

  • Wednesday, 30 June 2021
pm-modi
ଖୁବଶୀଘ୍ର ଦେଶରେ ମିଳିବ କରୋନା ଟିକା  । ଜାଣନ୍ତୁ ପ୍ରଥମେ ଟିକା ମିଳିବ କାହାକୁ ?

ଖୁବଶୀଘ୍ର ଆସିବ କରୋନା ଟିକା । ଟିକା ଲାଗି ଆଉ ବେଶିଦିନ ଅପେକ୍ଷା କରିବାକୁ ପଡିବ ନାହିଁ । ଦେଶବାସୀ ଟିକାକୁ ନେଇ ଚିନ୍ତିତ ଥିବା ବେଳେ ଏମିତି ଆଶ୍ୱସ୍ତିକର ଖବର ଦେଇଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

  • Wednesday, 30 June 2021
anil kapoor
କରୋନା ପଜିଟିଭ୍ ହେଲେ ବରୁଣ ଓ ନିତୁ; ସୁସ୍ଥ ହେବା ଯାଏ ଫିଲ୍ମ ସୁଟିଂ ବନ୍ଦ

ତେବେ ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ବଲିଉଡ ଅଭିନେତା ବରୁଣ ଧାୱନ ଓ ଅଭିନେତ୍ରୀ ନିତୁ କାପୁରଙ୍କ କରୋନା ରିପୋର୍ଟ ପଡିଟିଭ ଆସିଥିବା ସମୟରେ ଅନୀଲ କାପୁର ଓ ନୀତିୁ କାପୁରଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି ।

  • Wednesday, 30 June 2021
amul milk
ସାଧାରଣ ଲୋକଙ୍କୁ ଝଟକା : କ୍ଷୀର ଲିଟର ପିଛା ୨ ଟଙ୍କା ବଢ଼ିଲା

  ଅମୁଲ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି ବର୍ଦ୍ଧିତ ଦୁଗ୍ଧ ମୂଲ୍ୟ ଆସନ୍ତାକାଲି ଠାରୁ ଲାଗୁ ହେବ ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଦେଶରେ ଏହି ନୂତନ ମୂଲ୍ୟ ଲାଗୁ ନୂଆଦିଲ୍ଲୀ : ସାଧାରଣ ଲୋକଙ୍କ ଉପରେ…

  • Wednesday, 30 June 2021
bjp-win
ହାଇଦ୍ରାବାଦ ପୌର ନିର୍ବାଚନରେ ବିଜେପିର ଦମ୍‌ଦାର ପ୍ରଦର୍ଶନ

ହାଇଦ୍ରାବାଦ: ନିଜାମ ନଗରୀରେ ଗେରୁଆ ବାନା ଉଡ଼ାଇବାରେ ସଫଳ ହୋଇଛି ବିଜେପି। ଗ୍ରେଟର ହାଇଦ୍ରାବାଦ ପୌର ର୍ନିବାଚନରେ ଦଳ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି ଦଳ। ଗତଥର ପୌର ର୍ନିବାଚନରେ ମାତ୍ର ୪ଟି ଆସନ ଜିତିବାକୁ ସକ୍ଷମ ହୋଇଥିବା ବିଜେପି ଏବେ ୪୯ଟି ଆସନ ହାତେଇଛି। ତେବେ ପୂର୍ବ ଅପେକ୍ଷା କମ ଆସନ ପାଇଥିଲେ ବି କେସିଆରଙ୍କ ଟିଆରଏସ ପ୍ରଥମ ସ୍ଥାନ ବଜାୟ ରଖିଛି।  ର୍ନିବାଚନ ହୋଇଥିବା ୧୫୦ ଆସନରୁ କେସିଆରଙ୍କ ଟିଆରଏସ […]

  • Wednesday, 30 June 2021
money
ଖୁସି ଖବର: ବଢ଼ିପାରେ ସରକାରୀ କର୍ମଚାରୀଙ୍କ ଦରମା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ Dearness Allowance (DA) ବୃଦ୍ଧି ପାଇବା ପୂର୍ବରୁ ଏହି ମାସ ଶେଷ ସୁଦ୍ଧା କର୍ମଚାରୀମାନଙ୍କର ଦରମା ବୃଦ୍ଧି ପାଇବ ବୋଲି ଶୁଣିବାକୁ ମିଳୁଛି। ଲାଟେଷ୍ଟ୍‌ ରିପୋର୍ଟ ଅନୁସାରେ, ସପ୍ତମ କେନ୍ଦ୍ରୀୟ ବେତନ ଆୟୋଗ(7th Central Pay Commission) ଅନୁସାରେ କେନ୍ଦ୍ର ସରକାରୀ କର୍ମଚାରୀ ଏହି ଦରମା ବୃଦ୍ଧି ହେବ। ଯଦି ଦରମା ବୃଦ୍ଧି ହୁଏ ତା’ହେଲେ ଏହାଦ୍ୱାରା ୫୦ ଲକ୍ଷରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଉପକୃତ ହେବେ ବୋଲି ଜଣାପଡ଼ିଛି। […]

  • Wednesday, 30 June 2021