ଅତ୍ୟାଧୁନିକ ସାଟେଲାଇଟ ଜରିଆରେ ସନ୍ଧାନ କରାଯାଉଛି । ଅଧିକ ଗବେଷଣା ପାଇଁ ଏକ୍ସପର୍ଟ ପ୍ୟାନେଲ ଗଠନ ହୋଇଛି ।
ବ୍ୟାଗରେ ସର୍ଭେଲାନ୍ସ ଉପକରଣ ଥିବା ସନ୍ଦେହ ...ଯାଞ୍ଚ ପାଇଁ ମନା କରିଥିଲେ ଚାଇନାର ଟିମ୍ ..୧୨ ଘଣ୍ଟା ଧରି ଜଗି ରହିଥିଲେ ଭାରତର ସୁରକ୍ଷାକର୍ମୀ ..
ଜୀବାଶ୍ମ ଆକାରରେ ଥିବା ଏଲିଏନଙ୍କର ଏହି ମୃତଦେହ ହଜାରେ ବର୍ଷ ପୁରୁଣା।
ଭିଏତନାମର ରାଜଧାନୀ ହାନୋଇର ଏକ ୯ତାଲା ବିଶିଷ୍ଟ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟି ୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି
ଏପରି ଏକ ଘଟଣା ସମସ୍ତଙ୍କୁ ଚକିତ କରିଛି । ପୋଲିସ୍ ଘଟଣାସ୍ଥଳରେ ପହଞ୍ଚିବା ପରେ ପୂରା କଥା ଜାଣିବା ପରେ ଫେରିଛନ୍ତି । ବ୍ରିଟେନ୍ର ଏକ ଅଞ୍ଚଳରେ ଏହି ଘଟଣା ଘଟିଛି ।
କଥାଟି ଆପଣଙ୍କର ବିଶ୍ୱାସ ହେଉନଥିଲେ ମଧ୍ୟ ସତ । ଜଣେ ୭୦ ବର୍ଷୀୟ ମହିଳାଙ୍କ କ୍ଷେତ୍ରରେ ଏପରି ଏକ ଘଟଣା ଘଟିଛି । ଯିଏକି ନ୍ୟାସନାଲ ଲଟେରୀ ଆପ୍ ଜରିଆରେ ଲଟେରି ଜିତି ନିଜର ଭାଗ୍ୟ ପରିବର୍ତ୍ତନ କରିଛନ୍ତି ।
ଧ୍ୱଂସାବଶେଷ ତଳେ ଏବେ ବି ଅନେକ ଦବି ରହିଥିବା ଆଶଙ୍କା କରାଯାଉଛି ।
୧୯୭୫ ମସିହାରେ ମ୍ୟାକ୍ଙ୍କୁ ଦୁଷ୍କର୍ମ ଅଭିଯୋଗରେ ଗିରଫ କରାଯାଇଥିଲା । ସେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା ।
ଧ୍ୱଂସାବଶେଷ ତଳେ ଫସିଛନ୍ତି ହଜାର ହଜାର ଲୋକ, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ପାଇଁ ଉଦ୍ୟମ
ଆମେରିକା ରାଷ୍ଟ୍ରପତିଙ୍କ ବହୁ ଚର୍ଚ୍ଚିତ ଅତି ସୁରକ୍ଷିତ ଏବଂ ଅତ୍ୟାଧୁନିକ କାର୍ 'ଦ ବିଷ୍ଟ୍' । ଏହି ଆକର୍ଷଣୀୟ ଗାଡ଼ି, ଯାହାର ଦାମ୍ ୧୦ କୋଟି ଟଙ୍କା। ଟ୍ରକ୍ର ଚେଚିସ୍ରେ ନିର୍ମିତ ୭ ଟନ୍ ଓଜନର ଏହି ଗାଡ଼ିକୁ କୌଣସି ବି ବୋମା କ୍ଷତି ପହଞ୍ଚାଇ ପାରିବନାହିଁ।
ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଆୟୋଜିତ ଏସିଆନ୍ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ମୋଦି ପହଞ୍ଚିବା ପରେ ତାଙ୍କୁ ଭେଟିବା ପାଇଁ ଶହଶହ ସଂଖ୍ୟାରେ ଭାରତୀୟ ଅନେଇ ବସିଥିଲେ।
G-20 ଶିଖର ସମ୍ମିଳନୀରେ ଯୋଗଦେବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍। ଆସନ୍ତାକାଲି ସେ ଭାରତ ଆସିବେ ବୋଲି ହ୍ୱାଇଟ୍ ହାଉସ୍ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଲାଇକା ସ୍ପୁଟନିକ୍ ମହାକାଶଯାନରେ ପୃଥିବୀର କକ୍ଷପଥ ଭ୍ରମଣ କରିଥିଲା । ଏହି ମିଶନ୍ ଜରିଆରେ ସୋଭିଏତ୍ ୟୁନିଅନ୍ ଜାଣିବାକୁ ଚେଷ୍ଟା କରୁଥିଲା ଯେ, ଯଦି ଜଣେ ମଣିଷକୁ ମହାକାଶକୁ ପଠାଯାଏ, ତେବେ ସେ ସେଠାରେ କେତେ ସୁରକ୍ଷିତ ରହିବ ?
କେଉଁ ସୂତ୍ରରୁ ସେଠାରେ ସଲଫର କିପରି ସୃଷ୍ଟି ହେଉଛି ସେ ସମ୍ପର୍କରେ ଜଣାପଡିନାହିଁ ।
ଅଡିଓ, ଭିଡିଓ କଲ୍ ସୁବିଧା ନେଇ ଏକ୍ସ ମୁଖ୍ୟ ଏଲନ୍ ମସ୍କଙ୍କ ସୂଚନା । ନିଜ ଏକ୍ସ ହ୍ୟାଣ୍ଡେଲ ଜରିଆରେ ସୂଚନା ଦେଲେ ଏଲନ୍ ମସ୍କ ।
ଘଣ୍ଟାଏ ବଦଳରେ ଏଣିକି ମାତ୍ର ୭ ମିନିଟରେ ଦିଆଯାଇପାରିବ ଇଞ୍ଜେକ୍ସନ...
ଯାତ୍ରୀମାନେ ଖୁବ୍ ସରଳ ଭାବେ ଜାଣିପାରିବେ ତାଙ୍କ ପାଇଁ କେଉଁ ସମୟରେ ଗଲେ ଟିକେଟ ଶସ୍ତା ରହିବ ।
ଦୀର୍ଘ ୪ ଘଣ୍ଟା ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଜର୍ଜିଆ ତଥା ପଡୋଶୀ ରାଜ୍ୟ ଟେନେସି, ଉତ୍ତର କାରୋଲିନା, ଦକ୍ଷିଣ କାରୋଲିନାର କଳାକାର ମାନଙ୍କ ଦ୍ୱାରା ବିଭିନ୍ନ କଳା ପ୍ରଦର୍ଶିତ ହୋଇଥିଲା
ଇଟାନିୟମ୍, ମାଙ୍ଗାନିଜ୍ ଥିବା ସ୍ପଷ୍ଟ କଲା ରୋଭର୍ ।
ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଏଭଳି ସମୟରେ ଚୀନ ପୁଣି ଥରେ ନୂଆ ବିବାଦ ସୃଷ୍ଟି କରିଛି ।
ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୦ ଥିଲା। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ସୂଚନା ମିଳିଛି।
Florida Shooting : ଜ୍ୟାକସନଭିଲେରେ ଶନିବାର ସନ୍ଧ୍ୟାରେ ଜଣେ ଦୁର୍ବୃତ୍ତ ୩ ଜଣ କୃଷ୍ଣକାୟ ଲୋକଙ୍କୁ ଗୁଳି କରି ହତ୍ୟା କରିଛି
ଏହାରି ଭିତରେ ସୌର ବିକିରଣ, ଉତ୍ତାପ ଓ ଧୂଳି ଭଳି ପ୍ରତିକୂଳ ସ୍ଥିତିର ମୁକାବିଲା କରି ଚନ୍ଦ୍ରର ରହସ୍ୟ ଉପରୁ ଧିରେ ଧିରେ ପରଦା ହଟାଉଛି ରୋଭର ପ୍ରଜ୍ଞାନ।
ମହିଳା ଜଣକ ନିଜ ବେଡ୍ର ଅଧା ଭଡ଼ା ଦେଇଥିବାବେଳେ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି । ଯାହା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି । ଏପରି ଏକ ଘଟଣା ନିକଟରେ ସାମ୍ନାକୁ ଆସିଛି ।
ଷ୍ଟାଡିୟମରେ ଦଳାଚକଟା। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୦ ଜଣ ଆହତ ହୋଇଛନ୍ତି।