ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ଏଭଳି ସମୟରେ ଚୀନ ପୁଣି ଥରେ ନୂଆ ବିବାଦ ସୃଷ୍ଟି କରିଛି ।
ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୦ ଥିଲା। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ସୂଚନା ମିଳିଛି।
Florida Shooting : ଜ୍ୟାକସନଭିଲେରେ ଶନିବାର ସନ୍ଧ୍ୟାରେ ଜଣେ ଦୁର୍ବୃତ୍ତ ୩ ଜଣ କୃଷ୍ଣକାୟ ଲୋକଙ୍କୁ ଗୁଳି କରି ହତ୍ୟା କରିଛି
ଏହାରି ଭିତରେ ସୌର ବିକିରଣ, ଉତ୍ତାପ ଓ ଧୂଳି ଭଳି ପ୍ରତିକୂଳ ସ୍ଥିତିର ମୁକାବିଲା କରି ଚନ୍ଦ୍ରର ରହସ୍ୟ ଉପରୁ ଧିରେ ଧିରେ ପରଦା ହଟାଉଛି ରୋଭର ପ୍ରଜ୍ଞାନ।
ମହିଳା ଜଣକ ନିଜ ବେଡ୍ର ଅଧା ଭଡ଼ା ଦେଇଥିବାବେଳେ କିଛି ସର୍ତ୍ତ ମଧ୍ୟ ରଖିଛନ୍ତି । ଯାହା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି । ଏପରି ଏକ ଘଟଣା ନିକଟରେ ସାମ୍ନାକୁ ଆସିଛି ।
ଷ୍ଟାଡିୟମରେ ଦଳାଚକଟା। ଏଥିରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୦ ଜଣ ଆହତ ହୋଇଛନ୍ତି।
ଯୋଗ୍ୟତା ହାସଲ କରିଥିବା ପ୍ରଥମ ୧୨ ଜଣଙ୍କ ମଧ୍ୟରେ ସେ ନବମ ସ୍ଥାନରେ ରହି ପଦକ ଦୌଡରେ ସାମିଲ ହୋଇଛନ୍ତି । କିଶୋର ଜେନାଙ୍କ ସର୍ବଶ୍ରେଷ୍ଠ ପ୍ରଦର୍ଶନ ହେଉଛି ୮୪ ଦଶମିକ ୩୮ ମିଟର ।
ସମସ୍ତେ ଇସ୍ରୋ ଏବଂ ଚନ୍ଦ୍ରୟାନ-୩ର ଲୋଗୋ ଥିବା ପରିଧାନ ପ୍ରତି ଆକୃଷ୍ଟ ହେଉଛନ୍ତି ।
ବାସ୍, ସେହି ଘଣ୍ଟାଏ ଭିତରେ ସେ କମ୍ପାନୀ ପାଇଁ ଯାହା ଦରକାର ସେ କାମ କରି ଦେଉଛନ୍ତି। ଦିନର ବାକି ସମୟ ସେ ତାଙ୍କର ଷ୍ଟାର୍ଟଅପ୍ରେ ଲଗାଉଛନ୍ତି ।
ଆତ୍ମସମର୍ପଣ ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗିରଫ କରାଯାଇଛି। ଗିରଫ ପରେ ତାଙ୍କୁ ଆଟଲାଣ୍ଟାର ଫ୍ଲୁଟୋନ କାଉଣ୍ଟି ଜେଲ୍ରେ ରଖାଯାଇଥିଲା।
ଦକ୍ଷିଣ ଆଫ୍ରିକାରେ ଜୋହାନ୍ସବର୍ଗରେ ଚାଲିଥିବା ବ୍ରିକ୍ସ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଚୀନ ରାଷ୍ଟ୍ରପତି ଜି ଜିନ୍ପିଙ୍ଗ୍ଙ୍କ ମଧ୍ୟରେ ଏ ପ୍ରସଙ୍ଗରେ ଆଲୋଚନା ହୋଇଛି।
ଚାମ୍ପିଅନ୍ ହୋଇଥିବା କାର୍ଲସେନଙ୍କୁ ୧ ଲକ୍ଷ ୧୦ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶି ମିଳିଛି।
ଅନୌପଚାରିକ ଭାବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ଚୀନ ରାଷ୍ଟ୍ରପତି ଜିନପିଙ୍ଗ
ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଖୋଲାଖୋଲି ବିଦ୍ରୋହ ଘୋଷଣା କରି ଚର୍ଚ୍ଚାକୁ ଆସିଥିବା ଶକ୍ତିଶାଳୀ ଘରୋଇ ମିଲିଟାରୀ ସଂସ୍ଥା ୱାଗନର ମୁଖ୍ୟ ୟେଭଗେନି ପ୍ରିଗୋଝିନଙ୍କର ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି।
ପ୍ରଥମ ମୁନ୍ ମିଶନର ସଫଳତା ଭାରତକୁ ବାଟ କଢ଼ାଇ ନେଇଥିଲା ଦ୍ୱିତୀୟ ଚନ୍ଦ୍ର ଅଭିଯାନ 'ଚନ୍ଦ୍ରୟାନ-୨' ଆଡ଼କୁ ।
ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ପ୍ରତିକ୍ରିୟା । ଚନ୍ଦ୍ରପୃଷ୍ଠରେ ଜୀବଜଗତ ତିଷ୍ଠି ରହିପାରିବ କି ନାହିଁ ଜଣାପଡ଼ିବ । ମହାକାଶ ବିଜ୍ଞାନକୁ ନୂତନ ଦିଗ ଦେଖାଇବ ଚନ୍ଦ୍ରୟାନ-୩ ।
ନିର୍ଦ୍ଧାରିତ ସମୟ ମଧ୍ୟରେ ଚନ୍ଦ୍ର ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିଛି ଲ୍ୟାଣ୍ଡର ବିକ୍ରମ । ସଫଳ ଲ୍ୟାଣ୍ଡିଂ ନେଇ ଘୋଷଣା କରିଥିଲେ ଇସ୍ରୋ ମୁଖ୍ୟ ।
ଆଜି ପରେ ଚନ୍ଦ୍ରକୁ ନେଇ ଅନେକ ଭ୍ରାନ୍ତ ଧାରଣା ବଦଳି ଗଲା । ଆଜିର ଏହି ଦିନକୁ ଦେଶବାସୀ ସବୁଦିନ ମନେରଖିବେ ।
ବିଶ୍ୱର ପ୍ରଥମ ଦେଶ ଭାବେ ଇତିହାସ ଚନ୍ଦ୍ରର ଦକ୍ଷିଣ ମେରୁରେ ରଚିଲା ଭାରତ ।
ଆମେରିକା, ରୁଷିଆ, ଚୀନ ଆଗରୁ ନିଜର ମହାକାଶଯାନକୁ ଚନ୍ଦ୍ରପୃଷ୍ଠରେ ଓହ୍ଲାଇଥିଲେ ମଧ୍ୟ କେହି ଦକ୍ଷିଣ ମେରୁରେ ଅବତରଣ କରିପାରି ନାହାନ୍ତି।
ଇସ୍ରୋର କିଛି ବୈଜ୍ଞାନିକଙ୍କୁ ନେଇ ଗଠିତ ଟିମ୍ ଅନେକ ଅନୁଧ୍ୟାନ ପରେ ଚନ୍ଦ୍ରୟାନ ଥ୍ରୀର ଲ୍ୟାଣ୍ଡି ପାଇଁ ୪ କିଲୋମିଟର ଦୈର୍ଘ୍ୟ ଏବଂ ୨.୪ କିଲୋମିଟର ପ୍ରସ୍ଥ ବିଶିଷ୍ଟ ସ୍ଥାନ ବାଛିଛନ୍ତି ।
ପୂର୍ବରୁ ଚନ୍ଦ୍ରର ସାଉଥ ପୋଲ୍ରେ କୌଣସି ବି ଦେଶ ପହଞ୍ଚି ନାହାନ୍ତି । ଭାରତ କାହିଁକି ଏଭଳି ନିଷ୍ପତ୍ତି ନେଇଛି ?
କେଉଁ କେଉଁ ଦେଶ ଚନ୍ଦ୍ରପୃଷ୍ଠରେ ସଫଳ ଭାବରେ ଲ୍ୟାଣ୍ଡିଂ କରିପାରିଛନ୍ତି । ଚତୁର୍ଥ ଦେଶ ଭାବରେ ଚନ୍ଦ୍ରରେ ସପ୍ଟଲ୍ୟାଣ୍ଡିଂ କରିବ ଭାରତ !!
ସାରା ଦେଶକୁ ଏବେ ଚନ୍ଦ୍ରୟାନ ଫିଭର୍ । କାଲି ସନ୍ଧ୍ୟାରେ ଚନ୍ଦ୍ରର ଦକ୍ଷିଣମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ ଚନ୍ଦ୍ରୟାନ-୩ର ଲ୍ୟାଣ୍ଡର।
ଲଣ୍ଡନର ଭ୍ୟୁ ସିନେମା ହଲରେ ‘ଗଦର ୨’ ର ସ୍ୱତନ୍ତ୍ର ସ୍କ୍ରିନିଂ ହୋଇଛି। ସିନେମା ହଲରେ ଉପସ୍ଥିତ ଦର୍ଶକମାନେ ‘ହିନ୍ଦୁସ୍ତାନ ଜିନ୍ଦାବାଦ’ର ସ୍ଲୋଗାନ ଦେଇଥିଲେ। ଏହି ସମୟରେ ସନ୍ନି ଦେଓଲ ତାଙ୍କ ଉଚ୍ଚ ସ୍ୱରରେ କହିଥିଲେ- 'ହିନ୍ଦୁସ୍ତାନ ଜିନ୍ଦବାଦ୍ ଥା, ଜିନ୍ଦାବାଦ ହୈ ଔର୍ ଜିନ୍ଦାବାଦ ରହେଗା'