ଚଳିତବର୍ଷ ଶେଷ ଆଡ଼କୁ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବାକୁ ଥିବା ବେଳେ, ଦେଶର ପଲିଟିକାଲ୍ ମାହୋଲ୍ ବି ସରଗରମ ହେଉଛି। ତେବେ ରାଜନୈତିକ ସଭାରେ ଏଭଳି ଆତଙ୍କୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି ।
ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ। ବିସ୍ଫୋରଣରେ ୪୦ ମୃତ, ୮୦ ଆହତ। ଖାଇବର ପଖତୁନଖ୍ୱାରେ ବିସ୍ଫୋରଣ ହୋଇଛି।
ସୂଚନା ଅନୁସାରେ ଉପଭୋକ୍ତା ବା ୟୁଜର୍ସମାନେ ଗୁଗଲ ପ୍ଲେ-ଷ୍ଟୋରରେ ଟ୍ୱିଟରକୁ ଯଦି ସର୍ଚ୍ଚ କରନ୍ତି, ତେବେ ଟ୍ୱିଟର ମିଳିବ ନାହିଁ । ସେମାନେ ଟ୍ୱିଟର ବଦଳେରେ ‘X’କୁ ପାଇପାରିବେ ।
ୟୁକ୍ରେନ୍ ଡ୍ରୋନ୍ ଆକ୍ରମଣରେ ଋଷର ୨ଟି କୋଠା ନଷ୍ଟ ହୋଇଯାଇଛି ।
ଏବେ ଟ୍ୱିଟର ବ୍ୟବହାରକାରୀଙ୍କୁ ଦୁଇଟି ମୋଡ୍ ବାଛିବା ପାଇଁ ବିକଳ୍ପ ରହିଛି । ଏଥିରେ ଏକ 'ଡିମ୍' ମୋଡ୍ ରହିଛି, ଯାହା ନୀଳ ରଙ୍ଗକୁ ଗାଢ଼ କରିଥାଏ ।
ଜାହାଜରେ ହଠାତ୍ ନିଆଁ ବ୍ୟାପିଯିବାରୁ ଅନେକ କ୍ରୁ ମେମ୍ବର ସମୁଦ୍ରକୁ ଡେଇଁପଡ଼ିଥିଲେ । ଫଳରେ ଏଥିରେ ଅନେକ ଗୁରୁତର ଆହତ ହୋଇଛନ୍ତି । ଖାଲି ସେତିକି ନୁହେଁ, ଜାହାଜରେ ଥିବା ସମସ୍ତ କ୍ରୁ ମେମ୍ବର ଭାରତୀୟ ବୋଲି ସୂଚନା ମିଳିଛି ।
ପ୍ରବାସୀ ଭାରତୀୟଙ୍କୁ ଘାରିଛି ଭାତ ଚିନ୍ତା । ଚାଉଳ ବସ୍ତା ନେବାକୁ ଠେଲାପେଲା ସ୍ଥିତି । ସୁପରମାର୍କେଟରେ ଲମ୍ବା ଲାଇନ୍
ଟ୍ୱିଟରକୁ 'ଏକ୍ସ' ଭାବେ ନାମିତ କରିବା ପରେ ଚର୍ଚ୍ଚା ଜୋର ଧରିଛି। 'ଏକ୍ସ' ଲେଟର୍ ପ୍ରତି ଏଲନ ମସ୍କଙ୍କ ଅହେତୁକ ଦୁର୍ବଳତା ରହିଛି । ଏଲନ ମସ୍କଙ୍କର ଅନେକ କଂପାନୀର ନାଁରେ ଯୋଡ଼ି ହୋଇଛି 'ଏକ୍ସ' ।
ଗତକାଲି ପାଖାପାଖି ୧୦ ଜଣ ଲୋକ ଜିମ୍ରେ ଥିବାବେଳେ ଏହି ଅଘଟଣ ଘଟିଛି ।
ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ପୋଖରୀକୁ ଖସିଲା ବସ୍। ଏଥିରେ ୭ ଜଣ ଶିଶୁଙ୍କ ସମେତ ୧୭ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି।
ଦୈନନ୍ଦିନ ରୁଟିନ୍ରେ ରହିଛି ଜିମ୍ । ଏଥି ସହ ଡାଏଟ୍ ମଧ୍ୟ କରନ୍ତି ସେ । ବର୍ତ୍ତମାନ ଫିଟନେସ୍ ଉତ୍ସାହୀମାନଙ୍କ ପାଇଁ ପ୍ରକୃତ ପ୍ରେରଣା ପାଲଟିଛନ୍ତି ଅରିଙ୍ଗଟନ୍ ।
ସିସୀଲି ଉପକୂଳକୁ ଚାଲାଣ ହେଉଥିଲା ବୋଲି ଶୁକ୍ରବାର ପୋଲିସ ସୂଚନା ଦେଇଛି । ଏହି ମାମଲାରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି।
ଗୁଗୁଲର ଏଭଳି ନିଷ୍ପତ୍ତି କେବଳ ୟୁଜରଙ୍କ ସୁରକ୍ଷା ପାଇଁ ବୋଲି କୁହାଯାଇଛି ।
ଭାବୀ ସ୍ତ୍ରୀ ସାମ୍ନାରେ ଯୁବକଙ୍କୁ ହତ୍ୟା ପରେ ନିଜେ ଆତ୍ମହତ୍ୟା କଲା ଆକ୍ରମଣକାରୀ। ହତ୍ୟା ପରେ ନିଜ ମୁଣ୍ଡରେ ନିଜେ ବନ୍ଧୁକ ଲଗାଇ ଗୁଳି କରି ନିଜର ଜୀବନ ମଧ୍ୟ ନେବାକୁ ପଛାଇଲା ନାହିଁ।
ଆଜି ଭଭୟ ସୀମା ଓ ତାଙ୍କ ପ୍ରେମୀ ସଚିନଙ୍କ ବାପାଙ୍କୁ ପଚରାଉଚରା ପାଇଁ ନିଆଯାଇଥିଲା। ଏଟିଏସ୍ ଜେରା ପରେ ଅନେକ ସତ ଏବେ ସାମ୍ନାକୁ ଆସିଛି ।
କରାଚିରେ ଏକ ଦେଢ଼ଶହ ବର୍ଷ ପୁରୁଣା ହିନ୍ଦୁ ମନ୍ଦିରକୁ ବୁଲଡୋଜର ଲଗାଇ ଭାଙ୍ଗିଦେଇଛି ପାକିସ୍ତାନ ସରକାର। ଏହି ମାରି ମାତା ମନ୍ଦିର ସୋଲଜର୍ ବଜାରରେ ଥିଲା । ବିଦ୍ୟୁତ ସଂଯୋଗ କାଟି ସ୍ଥାନୀୟ ଅଞ୍ଚଳକୁ ଅନ୍ଧାର କରିବା ପରେ ପୋଲିସ ସୁରକ୍ଷା ବଳୟରେ ମନ୍ଦିର ଭଙ୍ଗାଯାଇଥିବା ସୂଚନା ମିଳିଛି।
ମଝି ଆକାଶରେ କେବଳ ମୃତ୍ୟୁକୁ ଅପେକ୍ଷା କରିବା ବ୍ୟତୀତ ଲୋକଙ୍କ ପାଖରେ ଆଉ କିଛି ଚାରା ନାହିଁ କହିଲେ ଚଳେ ।
ଆମେରିକାର ଏହି ଘୋଷଣା ପରେ ପୁଟିନ୍ ଚିନ୍ତାରେ ପଡ଼ିଛନ୍ତି । ସେପଟେ ଖାଲି ରୁଷିଆ ନୁହେଁ ଜର୍ମାନୀ, ଇଂଲଣ୍ଡ, ସ୍ପେନ୍ ଏବଂ ଇଟାଲୀ ମଧ୍ୟ ଚିନ୍ତିତ ରହିଛନ୍ତି । ନାଟୋ ସଦସ୍ୟମାନେ କ୍ଲଷ୍ଟର ବୋମା ବ୍ୟବହାରକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ।
ଅତି ସୁନ୍ଦର ଚିତ୍ର.. ସୋସିଆଲ ମିଡିଆରେ ଭାଇରାଲ୍ ହେଲା ଫଟୋ ଚନ୍ଦ୍ରୟାନ-୩ର ଫଟୋ ।
ଆମେରିକାରେ ଅନୁଭୂତ ହୋଇଛି ଶକ୍ତିଶାଳୀ ଭୂକମ୍ପ।
ୟୁଏଇରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭବ୍ୟ ସ୍ୱାଗତ ।
ଫ୍ରାନ୍ସ ଗସ୍ତ ସାରି ୟୁଏଇ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ୱତନ୍ତ୍ର ଏବଂ ସ୍ମରଣୀୟ ହୋଇ ରହିବ ଏଥରର ଫ୍ରାନ୍ସ ଗସ୍ତ କହିଲେ ।
୧୧ ଟଙ୍କାରେ କିଣା ହୋଇଥିବା ବହିଟି ୩୨ ଲକ୍ଷରେ ବିକ୍ରି ନେଇ ଆମେରିକାରେ ବେଶ୍ ଚର୍ଚ୍ଚା ଚାଲିଛି ।
Bastille Day Parade: ଭାରତର ୪ଟି ରାଫେଲ ଫାଇଟର ଜେଟ୍ ସହିତସି-17 ଗ୍ଲୋବମାଷ୍ଟର ଫ୍ଳାଏପାଷ୍ଟରେ ସାମିଲ ହୋଇଥିଲା