ରେଜଲ୍ଟ ପ୍ରକାଶ ଉପରେ ଅଙ୍କୁଶ ଜାରି ପରେ ଶତାଧିକ ପ୍ରାର୍ଥୀ ପ୍ରଭାବିତ । ଆବେଦନର ଶୁଣାଣି କରି ପୂର୍ବ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି ହାଇକୋର୍ଟ ।
ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରେଜିଷ୍ଟ୍ରେସନ୍ କରିବାର ଶେଷ ତାରିଖ ଅଗଷ୍ଟ ୧୬ ତାରିଖ ରହିଛି ।
ରାଜ୍ୟ ସରକାରଙ୍କୁ କାଠଗଡ଼ାକୁ ଟାଣିଛନ୍ତି ବିରୋଧୀ । ଟଙ୍କା ଦିଅ, ଚାକିରି ନିଅ ସ୍କିମରେ ନିର୍ବାଚନୀ ପାଣ୍ଠି ଯୋଗାଡ଼ କହିଲେ ବିରୋଧୀ ।
ଅଙ୍ଗନବାଡ଼ିରେ ଚାକିରି କରିବାକୁ ଇଚ୍ଛୁକ ଥିବା ଆଶାୟୀମାନେ ଏବେଠୁ ଆବେଦନ କରିପାରିବେ । ଏଥିପାଇଁ ଜୁଲାଇ ୧ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ।
ଫଳ ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନକରିବାକୁ OPSCକୁ ନିର୍ଦ୍ଦେଶ ।
ପ୍ରଶ୍ନପତ୍ର ଲିକ୍ କାରଣରୁ OSSC ଜେଇ ମେନ୍ ପରୀକ୍ଷା ବାତିଲ ହୋଇଛି। ଜୁନିୟର ଇଞ୍ଜିନିୟର (ସିଭିଲ୍) ମୁଖ୍ୟ ଲିଖିତ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା ପୋଲିସ ନିଶ୍ଚିତ କରିବା ପରେ ଓଡିଶା କର୍ମଚାରୀ ଚୟନ ଆୟୋଗ (OSSC) ଜେଇ ସିଭିଲ୍ ମେନ୍ ପରୀକ୍ଷାକୁ ବାତିଲ କରିଦେଇଛି।
ସରକାରୀ ଚାକିରି ପାଇଁ ପ୍ରସ୍ତୁତ ଯୁବକଙ୍କ ପାଇଁ ଏକ ଖୁସି ଖବର। ଏହି ନିଯୁକ୍ତି ଭାରତୀୟ ବାୟୁସେନାରେ ଅଗ୍ନିବୀର ଏୟାର ରିକ୍ରୁମେଣ୍ଟ ଅଧୀନରେ ବାହାର କରାଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ମୋଟ ୩୫୦୦ ପୋଷ୍ଟ୍ ପୂରଣ ହେବ।
ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଓଡିଶା ଅଗ୍ନିଶମ ସେବା ବିଭାଗର ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।
ଯଦି ଆପଣ ଦଶମ ପାଶ୍ କରିଛନ୍ତି ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଦଶମ ପାଶ୍ କରିଥିବା ପ୍ରାର୍ଥୀଙ୍କ ପାଇଁ ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳବାଇରେ ଚାକିରି ସୁଯୋଗ ଅଛି। ଏହା ଅଧୀନରେ, ବର୍ତ୍ତମାନ ୧୦୦୦ ରୁ ଅଧିକ ନିଯୁକ୍ତି କରାଯିବ।
NESTS ପକ୍ଷରୁ EMRS ଷ୍ଟାଫ୍ ସିଲେକ୍ସନ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।
UCIL ଗ୍ରୁପ୍ ‘ଏ’ ଏବଂ ଗ୍ରୁପ୍ ‘ବି’ ବର୍ଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ବାହାର କରିଛି। ବିଜ୍ଞପ୍ତି ଅନୁଯାୟୀ ମୋଟ ୧୨୨ଟି ପଦବୀ ଖାଲି ଅଛି। ଚୟନ ପ୍ରାର୍ଥୀ ମାସକୁ ୨ଲକ୍ଷ ୬୦ହଜାର ଟଙ୍କା ପାଇବେ।
ଇଣ୍ଡିଆନ୍ କୋଷ୍ଟଗାର୍ଡ ରିଜନ୍ ଉତ୍ତର ପୂର୍ବ ଗ୍ରୁପ୍ ସି ସିଭିଲିଆନ୍ ବର୍ଗ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଗ୍ରହଣ କରୁଛି। ଏହି ନିଯୁକ୍ତି ପାଇଁ ବିଜ୍ଞାପନ ୧୫ ରୁ ୨୧ ଜୁଲାଇ ପର୍ଯ୍ୟନ୍ତ ପ୍ରକାଶିତ ହୋଇଛି। ଏହି ପୋଷ୍ଟଗୁଡିକ ଜେନେରାଲ୍ ସେଣ୍ଟ୍ରାଲ୍ ସର୍ଭିସ୍, ଗ୍ରୁପ୍ ସି, ଅଣ ଗେଜେଟେଡ୍, ଅଣ ମନ୍ତ୍ରଣାଳୟ ଅଧୀନରେ ଉପଲବ୍ଧ।
କୋଚିନ୍ ଶିପ୍ୟାର୍ଡ ଲିମିଟେଡ୍ ଏବେ ଶ୍ରମିକ ନିଯୁକ୍ତି ନେଇ ବିଜ୍ଞପ୍ତି ବାହାର କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୩୦୦ ପଦବୀ ପୂରଣ ହେବ। ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ।
ISRO ବୈଜ୍ଞାନିକ / ଇଂଜିନିୟର ପଦ ପାଇଁ ବିଜ୍ଞପ୍ତି ଜାରି କରିଛି। ଆବେଦନ ପ୍ରକ୍ରିୟା ଚାଲିଛି। ଅନ୍ୟାନ୍ୟ ତଥ୍ୟ ପାଇଁ ପଢନ୍ତୁ।
ନିଯୁକ୍ତିକୁ ନେଇ ଉତ୍ତର ପୂର୍ବାଞ୍ଚଳ ରେଳବାଇ ପକ୍ଷରୁ କିଛି ସୂଚନା ଦିଆଯାଇଛି । ସୂଚନା ଅନୁସାରେ ଉତ୍ତର ପୂର୍ବାଞ୍ଚଳ ରେଳ ଆପ୍ରେଣ୍ଟିସ ନିଯୁକ୍ତିରେ ମନୋନୀତ ହୋଇଥିବା ପ୍ରାର୍ଥୀଙ୍କୁ ଏକ ବର୍ଷ ପାଇଁ ଆପ୍ରେଣ୍ଟିସିପ୍ ଟ୍ରେନିଂ ନେବାକୁ ପଡିବ ।
ଏହାର ଅଫିସିଆଲ ୱେବ୍ସାଇଟ୍ ହେଲା, bankofmaharashtra.in. । ଆବେଦନ କରିବାର ଶେଷ ତାରିଖ ଜୁଲାଇ ୨୫ ରହିଛି ।
ASO ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ ।
ଅଗ୍ନିବୀର ନିଯୁକ୍ତି ପାଇଁ ଶିକ୍ଷାଗତ ଯୋଗ୍ୟତା କ’ଣ ରହିବା ଆବଶ୍ୟକ, କିପରି କରିବେ ଆବେଦନ ?
ବିଜ୍ଞପ୍ତିରେ ପ୍ରକାଶ ପାଇଥିବା ଏହି ସବୁ ପଦବୀ ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ ରହିଛି । ୬୪୨ଟି ପୋଷ୍ଟ୍ ଗ୍ରାଜୁଏଟ୍ ଟିଚର (ପିଜିଟି) ପଦବୀ ପାଇଁ ରହିଥିବା ବେଳେ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ୍ ପଦବୀ ପୂରଣ ହେବା ନେଇ କୁହାଯାଇଛି ।
HCL ଟ୍ରେଡ୍ ଆପ୍ରେଣ୍ଟିସ୍ ପଦବୀରେ ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ କରିଛି। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ୧୮୪ ପଦବୀ ପୂରଣ ହେବ।
ବିଭିନ୍ନ ପଦବୀ ପାଇଁ ଇଣ୍ଡିଆନ୍ କୋଷ୍ଟ ଗାର୍ଡ (ICG) ନିଯୁକ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ କେବଳ ଅଫ୍ଲାଇନ୍ ମୋଡ୍ରେ ଆବେଦନ କରିବାକୁ ପଡିବ।
ଆସିଷ୍ଟାଣ୍ଟ୍ ପ୍ରଫେସର ପାଇଁ ପ୍ରସ୍ତୁତ ପ୍ରାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା। ଏଥିପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ଏକ ବିଜ୍ଞପ୍ତି ଜାରି କରିଛି। ଏହି ବିଜ୍ଞପ୍ତି ଅନୁଯାୟୀ କୁହାଯାଇଛି ଯେ ଆସିଷ୍ଟାଣ୍ଟ୍ ପ୍ରଫେସର ଚାକିରି ପାଇଁ ବର୍ତ୍ତମାନ PhD ଆବଶ୍ୟକ ନାହିଁ।
ଆପ୍ରେଣ୍ଟିସ୍ ପୋଷ୍ଟ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।
NLC ଇଣ୍ଡିଆ ଲିମିଟେଡ୍ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଡେପୁଟି ଜେନେରାଲ୍ ମ୍ୟାନେଜର ଏବଂ ଅନ୍ୟାନ୍ୟ ପଦବୀ ପାଇଁ ବିଜ୍ଞପ୍ତି ବାହାର କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୨୯୪ ପଦବୀ ପୂରଣ ହେବ।
AIIMS, ଭୁବନେଶ୍ୱର ପାଇଁ ଜବରଦସ୍ତ ନିଯୁକ୍ତି ବାହାରିଛି। AIIMS ଭୁବନେଶ୍ୱର ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କ ଠାରୁ ଆବେଦନ ପତ୍ର ଆମନ୍ତ୍ରଣ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୭୭୫ ପଦବୀ ପୂରଣ ହେବ।