୨୦୨୧-୨୨ରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀ ପୂରଣ କରାଯାଇଥିଲା।
ୟୁନିୟନ ପବ୍ଲିକ୍ ସର୍ଭିସ କମିଶନ (ୟୁପିଏସ୍ସି) ପକ୍ଷରୁ ଷ୍ଟେନୋଗ୍ରାଫର ପୋଷ୍ଟ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।
ପ୍ରତ୍ୟେକ ବଡ଼ ବଡ଼ ପରୀକ୍ଷାରେ ଏମିତି ଗରିବ ମେଧାବୀ ଛାତ୍ରୀଛାତ୍ରମାନେ ଉତ୍ତୀର୍ଣ୍ଣ ହୋଇ ବାପା-ମା ଓ ନିଜ ଅଞ୍ଚଳର ଗୌରବ ଆଣିଥାନ୍ତି ।
ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ IWAI ବିଜ୍ଞପ୍ତି ଜାରି କରିଛି। ଯୋଗ୍ୟ ପ୍ରାର୍ଥୀମାନେ ଅନ୍ଲାଇନ୍ ମାଧ୍ୟରେ ଆବେଦନ କରିପାରିବେ। ଅନ୍ୟାନ୍ୟ ତଥ୍ୟ ଜାଣିବା ପାଇଁ ପଢନ୍ତୁ।
ଭାରତୀୟ ଡାକ ବିଭାଗ ବିଜ୍ଞପ୍ତି ବାହାର କରିଛି। ଦଶମ ଏବଂ ଦ୍ୱାଦଶ ପାସ୍ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାରିବେ। ଦରମା ୮୦ହଜାର ଉପରେ ରହିଛି।
IT ମନ୍ତ୍ରଣାଳୟ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଅଧୀନରେ NICରେ ବୈଜ୍ଞାନିକ ପଦବୀ ପୂରଣ ପାଇଁ ବିଜ୍ଞପ୍ତି ଜାରି କରିଛି। ମୋଟ ୧୨୭ ଟି ପଦବୀ ପୂରଣ ହେବ। ଦରମା ୨ ଲକ୍ଷ।
ପ୍ରାର୍ଥୀମାନେ ପ୍ରିଲିମିନାରୀ ଓ ମେନ୍ ପରୀକ୍ଷା ଭଳି ଦୁଇ କଠିନ ରାଉଣ୍ଡରେ ସଫଳ ହେବା ପରେ ମଧ୍ୟ UPSC ସାକ୍ଷାତକାର ରାଉଣ୍ଡରେ ବିଫଳ ହୁଅନ୍ତି। ଏହା ପଛର କାରଣ ମନୋବଳ ଭାଙ୍ଗିଯିବା। ସାକ୍ଷାତକାର ସମୟରେ କ’ଣ କରିବେ ଆସନ୍ତୁ ଜାଣିବା।
ଚାକିରି ଖୋଜୁଥିବା ଯୁବଗୋଷ୍ଠୀଙ୍କ ପାଇଁ ବଡ଼ ଖବର ।
ଯଦି ଆପଣ ଜଣେ ମିଡିଆ ପ୍ରଫେସନାଲ୍ ଓ ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ।
OSSC ଦ୍ୱାରା ସରକାରୀ ଚାକିରି ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ଏହି ପରୀକ୍ଷା ମାଧ୍ୟମରେ ମୋଟ ୯୪୩ ଜଣ ପ୍ରାର୍ଥୀ ନିଯୁକ୍ତ ହେବେ। ଜାଣନ୍ତୁ କିପରି କରିବେ ଆବେଦନ।
କନଷ୍ଟେବଲ୍ ଓ ହେଡ୍ କନଷ୍ଟେବଲ୍ ପଦବୀ ପାଇଁ ଭାରତ-ତିବ୍ଦତ ବର୍ଡର ପୋଲିସ୍(ITBP) ବିଜ୍ଞପ୍ତି ଜାରି କରିଛି। ଖାଲି ପଡ଼ିଥିବା ୨୯୩ ପଦବୀ ପାଇଁ ଏହି ବିଜ୍ଞପ୍ତି ଜାରି ହୋଇଛି।
SBI ରେ କ୍ଲର୍କ ପଦବୀ ପାଇଁ ପ୍ରିଲିମିନାରୀ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପ୍ରାର୍ଥୀଙ୍କ ପାଇଁ ବଡ ଖବର। ଏସ୍ବିଆଇ କ୍ଲର୍କ ପ୍ରିଲିମସ୍ ଆଡମିଟ୍ କାର୍ଡ ୨୦୨୨ ର ଡାଉନଲୋଡ୍ ପାଇଁ ୩୦ ଅକ୍ଟୋବର ରବିବାର ଦିନ ଲିଙ୍କ୍ ବ୍ୟାଙ୍କ ଦ୍ୱାରା ଜାରି ହୋଇଛି।
SSC GD କନଷ୍ଟେବଳ ନିଯୁକ୍ତିକୁ ନେଇ ପ୍ରାର୍ଥୀଙ୍କ ଅପେକ୍ଷାର ଅନ୍ତ ହୋଇଛି। SSC ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ମୋଟ ୨୪,୩୬୯ ପଦବୀରେ ନିଯୁକ୍ତ କରିବ। ଏଥିରେ ବିଭିନ୍ନ ସୁରକ୍ଷା ବାହିନୀର ପୋଷ୍ଟ ଯେପରିକି BSF, CRPF, ITBP ଏବଂ ଅନ୍ୟାନ୍ୟ ପଦ ସାମିଲ୍ ରହିଛି।
ଆପଣ ୧୦ ପାଶ୍ କରିଛନ୍ତି କି? ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ପରମାଣୁ ଉର୍ଜା ବିଭାଗରେ ଅଛି ସରକାରୀ ଚାକିରି। ମୋଟ ୩୨୧ଟି ପଦବୀ ଖାଲି ଅଛି। ଏନେଇ ଅନ୍ଲାଇନ୍ ଆବେଦନ ଆରମ୍ଭ ହୋଇଯାଇଛି। ଅନ୍ୟାନ୍ୟ ସୂଚନା ପାଇଁ ପଢନ୍ତୁ।
IB ରେ ଚାକିରି ସୁଯୋଗ। ୧୦ମ ପାଶ୍ କରିଥିଲେ ମିଳିପାରେ ଚାକିରି। ସୁରକ୍ଷା ସହାୟକ ଏବଂ ମଲ୍ଟି ଟାସ୍କିଂ ଷ୍ଟାଫ୍ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି ହୋଇଛି।
SBI ରେ ଖାଲି ପଡ଼ିଛି ପଦବୀ । ନଭେମ୍ବର ୭ରେ ରହିଛି ଶେଷ ଆବେଦନ ପ୍ରକ୍ରିୟା । ତେବେ ଜାଣନ୍ତୁ କେମିତି କରିବେ ଆବେଦନ..
ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶିବାଜୀ କଲେଜ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। ଯୋଗ୍ୟ ପ୍ରାର୍ଥୀମାନେ ଏନେଇ ଆବେଦନ କରିପାରିବେ। ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ୭ ନଭେମ୍ବର ରହିଛି ଶେଷ ତାରିଖ।
ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନରେ ଥିବା ଆର୍ମି ଅର୍ଡାନ୍ସ ଡିପୋ ଏବଂ ୟୁନିଟ୍ରେ ମେଟେରିଆଲ୍ ଆସିଷ୍ଟାଣ୍ଟ୍ ଯୁକ୍ତିର ବିଜ୍ଞପ୍ତି ପ୍ରକାଶ ପାଇଛି। କେଉଁମାନେ କରିପାରିବେ ଆବେଦନ ଜାଣିବା ପାଇଁ ପଢନ୍ତୁ।
ଅଫିସର୍ ପଦବୀ ପାଇଁ UPSC ବିଜ୍ଞପ୍ତି ଜାରି କରିଛି। ଏନେଇ ଆବେଦନ ପ୍ରକ୍ରିୟା ଜାରି ରହିଛି। ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ବିନା ପରୀକ୍ଷାରେ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ ରହିଛି। ଜାଣନ୍ତୁ କିପରି କରିବେ ଆବେଦନ।
ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ପାଇଁ ଭାରତୀୟ ଡାକ ବିଭାଗ ବିଜ୍ଞପ୍ତି ଜାରି କରିଛି। ସ୍ପୋର୍ଟସ୍ କୋଟା ଅଧୀନରେ ଏହିସବୁ ପଦବୀ ପୂରଣ ହେବ।
ଏକ ସମୟରେ ଦେଶର ୫୦ ସହରରେ ଆୟୋଜିତ ଏଇ ମେଗା ରୋଜଗାର ମେଳାରେ ୫୦ ଜଣ କେନ୍ଦ୍ରମନ୍ତ୍ରୀ ଯୋଗଦେଇ ନିୟୁକ୍ତିପତ୍ର ବାଣ୍ଟିଥିଲେ। ଇଏ କଟକ ଓ ଭୁବନେଶ୍ୱରରେ ଆୟୋଜିତ ରୋଜଗାର ମେଳାର ଦୃଶ୍ୟ। ଭୁବନେଶ୍ୱରରେ ଆୟୋଜିତ ନିଯୁକ୍ତି ମେଳାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ। ସେହିପରି କଟକରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ବାଣ୍ଟିଥିଲେ ଆପଏଣ୍ଟମେଣ୍ଟ ଲେଟର...
ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ତୁରନ୍ତ ଆବେଦନ କରନ୍ତୁ । ଆବେଦନର ଶେଷ ତାରିଖ ୧୦ ନଭେମ୍ବର ୨୦୨୨ ।
ଆଜିଠୁ ପ୍ରଧାନମନ୍ତ୍ରୀ ମୋଦି ଦେଶରେ ରୋଜଗାର ମେଳା ଆରମ୍ଭ କରିବେ। ଏହି ରୋଜଗାର ମେଳାରେ ଦେଶରେ ୧୦ ଲକ୍ଷଙ୍କୁ ନିଯୁକ୍ତି ଦେବାକୁ ଯୋଜନା କରାଯାଇଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୭୫ ହଜାରଙ୍କୁ ଅଫର୍ ଲେଟର ଦିଆଯିବ।
ଆଜିକାଲି ଯୁଗରେ ମାନବ ଜୀବନ ଯେତିକି ସହଜ ଏବଂ ସରଳ ହୋଇପାରିଛି ତାହା କେବଳ ଟେକ୍ନୋଲୋଜୀ ଏବଂ ଆଇଟି କ୍ଷେତ୍ରର ଅବଦାନ ଯୋଗୁଁ। ଏନେଇ ଏହା ବର୍ତ୍ତମାନ ଓ ଭବିଷ୍ୟତ ପାଇଁ ସର୍ବୋତ୍ତମ କ୍ୟାରିୟର ହୋଇଯାଇଛି। ଏବେ କମ୍ପ୍ୟୁଟର ସାଇନ୍ସ ବିନା ମଧ୍ୟ ଆଇଟି କ୍ଷେତ୍ରରେ ଚାକିରି କରିବାର ସୁଯୋଗ ସୃଷ୍ଟି ହୋଇଛି। ଜାଣନ୍ତୁ କିପରି…