ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦକୁ ନେଇ ରାଜନୀତି ବି ସରଗରମ। ବିରୋଧୀଙ୍କ ଯୁକ୍ତି ଶାସକ ବିଜେଡ଼ିର ଇଏ ଆଉ ଏକ ଧୂଆଁବାଣ।
ଚୁକ୍ତିଭିତ୍ତିକ ଗ୍ରୁପ ବି, ସି, ଡି ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ରାଜ୍ୟର ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ ନିଯୁକ୍ତି ସମ୍ପର୍କିତ ପ୍ରସ୍ତାବ ପାରିତ ହୋଇଛି।
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ଚୁକ୍ତିଭିତ୍ତିକ ପ୍ରଥା ଶେଷ
OPSC ବିଜ୍ଞାପନ ଅନୁଯାୟୀ, ନଭେମ୍ବର ୨୬ ଏବଂ ୨୭ ରେ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ ।
ଜଗତସିଂହପୁରର ସ୍ୱର୍ଗତ ମନୋଜ ମହାନ୍ତିଙ୍କ ଝିଅ ସ୍ୱହା ମହାନ୍ତି । ସାରା ଓଡିଶାରେ ୩୪ ନମ୍ବର ରାଙ୍କ ରଖି ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ।
ଆବେଦନ କରିବାର ଶେଷ ତାରିଖ ରହିଛି ନଭେମ୍ବର ୧୦।
କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଗାଇଡଲାଇନ୍ ଜାରି କରିଛି କିନ୍ତୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏଯାଏ କୌଣସି ନିଷ୍ପତ୍ତି ହୋଇନି।
ରାଜ୍ୟରେ ବିନା ସ୍ପେଶାଲ ଏଜୁକେଟରରେ ଚାଲୁଛି ସ୍କୁଲ୍। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବି ନିଯୁକ୍ତ ହେଉନାହାଁନ୍ତି ସ୍ବତନ୍ତ୍ର ଶିକ୍ଷକ।
ଏହି ସବୁ କାହାଣୀ ଜାଣିବା ପରେ ନିସ୍କର୍ଷ ହେଲା, ମନରେ ଦୃଢ଼ ଇଚ୍ଛାଶକ୍ତି ଥିଲେ ଉପାୟ ଆପେ ଆପେ ଆସେ । ଯାହାକୁ ଏମାନେ ଶତପ୍ରତିଶତ ପ୍ରମାଣ କରି ଦେଖାଇଛନ୍ତି ।
ସିଭିଲ ସର୍ଭିସ୍ (ମେନ୍ସ) ପରୀକ୍ଷା ୨୦୨୧ ର ଫଳାଫଳ ମେ ୩୦, ୨୦୨୨ ରେ ଘୋଷଣା କରାଯାଇଥିଲା । ଯେଉଁଥିରେ ୭୪୯ ଟି ପଦବୀ ମଧ୍ୟରୁ ୬୮୫ ଜଣ ନିଯୁକ୍ତି ପାଇଥିବା ବେଳେ ବାକିଥିବା ୬୩ ପଦବୀ ପାଇଁ ତାଲିକା ପ୍ରକାଶ ପାଇଛି ।
୨୬୨ ରାଙ୍କ ରଖି ସଫଳତା ପାଇଥିବା ବାଣପୁରର ଅଲାଇଡିହ ଗ୍ରାମର ପ୍ରସନ୍ନ କୁମାର ପଣ୍ଡା । ପରୀକ୍ଷାରେ ସଫଳତା ପରେ ଏବେ ତାଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ ।
୨୪ ବର୍ଷିଆ ତେଜସ୍ୱିନୀ ବେହେରା ଓସିଏସ୍ ଟପ୍ପର । ପ୍ରଥମ ତିନିଟି ସ୍ଥାନରେ ତିନି ମହିଳା ।
OAS ଉତ୍ତୀର୍ଣ୍ଣ ହେଲେ ମୋଟ ୩୯୨ ପରୀକ୍ଷାର୍ଥୀ । ୩୯୨ ଜଣଙ୍କ ମଧ୍ୟରୁ ୧୪୮ ଜଣ ଛାତ୍ରୀ ।
ସ୍ପୋର୍ଟସ୍ କୋଟା ଅଧୀନରେ ବାହାରିଥିବା କନଷ୍ଟେବଲ୍(ଜେନେରାଲ୍ ଡ୍ୟୁଟି) ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀ ଆବେଦନ କରିପାରିବେ। ଏହି ନିଯୁକ୍ତି ପ୍ରକ୍ରିୟା ଅଧୀନରେ ୩୩୯ ପଦବୀ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।
ITBPରେ ପୂରଣ ହେବ ହେଡ୍ କନଷ୍ଟେବଳ ପଦବୀ। ୮୧ ହଜାର ଟଙ୍କା ଦରମା ମିଳିବ। ଆବେଦନ ପ୍ରକ୍ରିୟା କେବେ ଆରମ୍ଭ ହେବ ଜାଣିବା ପାଇଁ ପଢନ୍ତୁ।
ଅନେକ ନିଜ କ୍ୟାରିଅରରେ ଆଗକୁ ବଢିବା ପାଇଁ ବାରମ୍ବାର ଚାକିରି ପରିବର୍ତ୍ତନ କରନ୍ତି। ସେମାନେ ଭାବନ୍ତି ଏହା କରିବା ଦ୍ୱାରା ଭଲ ଦରମା ହୋଇଥାଏ। କିନ୍ତୁ ଏହା କ୍ୟାରିଅରକୁ କ୍ଷତି ପହଞ୍ଚାଇ ପାରେ।
ସୀମା ସଡକ ସଂଗଠନ MTS ସହିତ ଅନ୍ୟାନ୍ୟ ଅନେକ ପଦବୀ ପୂରଣ ପାଇଁ ଆବେଦନ କରିଛି। ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସମୁଦାୟ ୩୨୭ ଟି ପଦବୀ ପୂରଣ ହେବ। ଜାଣନ୍ତୁ ଅନ୍ୟାନ୍ୟ ବିବରଣୀ।
UPSSSC ଫରେଷ୍ଟ୍ ଗାର୍ଡ ପଦବୀ ପୂରଣ ପାଇଁ ଆବେଦନ ଜାରି କରିଛି। ଏହି ପୋଷ୍ଟ୍ଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଏହି ଦିନରୁ ଆରମ୍ଭ ହେବ। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୭୦୧ଟି ପଦବୀ ପୂରଣ ହେବ।
ଆପଣଙ୍କର ଗାଡି ପ୍ରତି ଆଗ୍ରହ ଅଛି କି? ଏହା ସହ ଆପଣ ପାଖରେ କିଛି କ୍ରିଏଟିଭ୍ ଆଇଡିଆ ଅଛି କି? ତେବେ ଆପଣ ବି ହୋଇପାରିବେ ଅଟୋମୋବାଇଲ୍ ଡିଜାଇନର୍। ୧୦ ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଦରମା ବି ପାଇପାରିବେ।
CISFରେ ହେଡ୍ କନଷ୍ଟେବଳ ଏବଂ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ପଦବୀ ଖାଲି ପଡିଛି। ଏହି ପୋଷ୍ଟ୍ଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ୫୪୦ ପଦବୀ ପୂରଣ ହେବ। ଜାଣନ୍ତୁ ଅନ୍ୟାନ୍ୟ ସୂଚନା।
OSSCର ଅର୍ଥନୀତି ଏବଂ ପରିସଂଖ୍ୟାନ ବିଭାଗ ଅନୁସନ୍ଧାନକାରୀ ପଦବୀ ପୂରଣ ପାଇଁ ଆବେଦନ ଜାରି କରିଛି। ପୂରଣ ହେବ ୩୬ ଟି ପଦବୀ। ଆପଣ ଯଦି ଆବେଦନ କରିବାକୁ ଚାହୁଛନ୍ତି ତେବେ ଏହି ଖବର ପଢନ୍ତୁ।
ONGC ସହକାରୀ ଆଇନ ପରାମର୍ଶଦାତା ପଦବୀ ପାଇଁ ଆବେଦନ ଜାରି କରିଛି। ଆବେଦନ ପ୍ରକ୍ରିୟା ଚାଲିଛି। ଜାଣନ୍ତୁ କେବେ ଅଛି ଶେଷ ତାରିଖ ଓ କିପରି କରିବେ ଆବେଦନ।
IOCL ଟ୍ରେନିଂ ଆପ୍ରେଣ୍ଟିସ୍ ପଦବୀ ପୂରଣ ପାଇଁ ଆବେଦନ ଜାରି କରିଛି। ଏହି ପୋଷ୍ଟଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଜାଣନ୍ତୁ ଅନ୍ୟାନ୍ୟ ତଥ୍ୟ…
SBI, PO ପଦବୀ ପୂରଣ ପାଇଁ ଆବେଦନ ଜାରି କରିଛି। ଏହି ପୋଷ୍ଟ୍ଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ପୂରଣ ହେବ ୧୬୭୩ ପଦବୀ। ଜାଣନ୍ତୁ ଯୋଗ୍ୟତା, ବୟସ ସୀମା, ଫି’, ଦରମା ଓ ଅନ୍ୟାନ୍ୟ ତଥ୍ୟ।