ଆପଣ ଭାରତୀୟ ସେନାରେ ଚାକିରି କରିବାକୁ ଚାହୁଁଛନ୍ତି କି ? ଭାରତୀୟ ସେନା ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଭାରତୀୟ ସେନାରେ ସର୍ଟ ସର୍ଭିସ କମିସନର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏନେଇ ତୁରନ୍ତ କରନ୍ତୁ ଆବେଦନ ।
ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ପ୍ରଶାସନ ବିଭାଗରେ କନ୍ସଲ୍ଟାଣ୍ଟସ୍ (ଲିଗାଲ୍) ପାଇଁ ପଦବୀ ଖାଲି ରହିଛି। ମାସକୁ ୬୦,୦୦୦ ଦରମା ପାଇବେ।
ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ (ଓଏସ୍ଏସ୍ସି) ରାଜ୍ୟ ପରିବହନ ପ୍ରାଧିକରଣ (STA) ଅଧୀନରେ ପ୍ରାରମ୍ଭିକ ନିଯୁକ୍ତିଦାତା ଭାବେ ସବ୍-ଇନ୍ସପେକ୍ଟର (ଟ୍ରାଫିକ୍) ପଦବୀରେ ନିଯୁକ୍ତି ପାଇଁ ପ୍ରାର୍ଥୀ ଚୟନ ପାଇଁ ଏକ ବିଜ୍ଞାପନ ପ୍ରକାଶ କରିଛି।
SIDBI ସାଧାରଣ ଷ୍ଟ୍ରିମର୍ ଗ୍ରେଡ୍-ଏ ବର୍ଗ ଅଧୀନରେ ୧୦୦ ଆସିଷ୍ଟାଣ୍ଟ୍ ମ୍ୟାନେଜର୍ ପଦବୀ ପୂରଣ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କ ଠାରୁ ଅନ୍ଲାଇନ୍ ଆବେଦନକୁ ଆମନ୍ତ୍ରଣ କରିଛି।
ଇଣ୍ଡିଆନ୍ ନେଭୀରେ ଚାକିରି କରିବାକୁ ଚାହୁଁଛନ୍ତି କି ? ଇଣ୍ଡିଆନ୍ ନେଭି ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ଇଣ୍ଡିଆନ୍ ନେଭିରେ ଟ୍ରାନ୍ସମ୍ୟାନ ସ୍କିଲଡ ପଦବୀରେ ଆବେଦନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏନେଇ ଆବେଦନ କରିପାରିବେ ।
ଆପଣ ବ୍ୟଙ୍କରେ ଚାକିରି କରିବାକୁ ଚାହୁଁଛନ୍ତି କି ? ବ୍ୟାଙ୍କ ଅଫ ବରୋଦା ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ବ୍ୟାଙ୍କ ଅଫ ବରୋଦାରେ ଫ୍ରଡ୍ ରିସ୍କ ମ୍ୟାନେଜମେଣ୍ଟ, ଏମଏସଏମଇ ଏବଂ କର୍ପୋରେଟ କ୍ରେଡିଟ୍ ବିଭାଗରେ ସ୍ପେଶାଲିଷ୍ଟ ଅଫିସର ପଦବୀ ଖାଲିପଡିଛି। ଏ ନେଇ ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଆବେଦନ କରିପାରିବେ ।
ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜୀ (ଆଇଆଇଟି), ଖଡଗପୁର ତରଫରୁ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀ ପାଇଁ ପ୍ରାର୍ଥୀଙ୍କ ଆବେଦନକୁ ଆମନ୍ତ୍ରଣ କରିଛି। ମାସକୁ ୭୫,୦୦୦ ଟଙ୍କା।
ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର । ଇଣ୍ଡିଆନ ବ୍ୟାଙ୍କ ଆଣିଦେଇଛି ସୁବର୍ଣ୍ଣ ସୁଯୋଗ। ଇଣ୍ଡିଆନ ବ୍ୟାଙ୍କରେ ଖାଲିପଡିଛି ସିକ୍ୟୁରିଟି ଗାର୍ଡ ପଦବୀ । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏନେଇ ଆବେଦନ କରନ୍ତୁ ।
BSNL ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ଭାରତ ସଂଚାର ନିଗମ ଲିମିଟେଡ୍ ହରିୟାଣା ସର୍କଲରେ ପଦବୀ ପାଇଁ ଆବେଦନ ଗ୍ରହଣ କରୁଛି । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏନେଇ ଆବେଦନ କରିପାରିବେ ।
ଓଡିଶା ଲୋକସେବା ଆୟୋଗ (OPSC)ର ୨୦୨୨-୨୩ ବର୍ଷ ପାଇଁ ବାର୍ଷିକ ନିଯୁକ୍ତି କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ପରୀକ୍ଷା ଏବଂ ଫଳାଫଳ ପ୍ରକାଶନ ପାଇଁ ଟେଣ୍ଟେଟିଭ୍ ସିଡ୍ୟୁଲ୍ ରହିଛି।
ଆପଣ ଫୁଡ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଅଥରିଟି ଅଫ ଇଣ୍ଡିଆ (FSSAI) ରେ ଚାକିରି କରିବାକୁ ଚାହୁଁଛନ୍ତି କି । FSSAI ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଫୁଡ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଅଥରିଟି ଅଫ ଇଣ୍ଡିଆ (FSSAI) ରେ ଖାଲିପଡିଛି ବହୁ ପଦବୀ । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଏ ନେଇ ଆବେଦନ କରିପାରିବେ ।
ଆପଣ ଇଞ୍ଜିନିୟରିଂ କରିଛନ୍ତି କି ? ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ୍(HPCL) ଆଣିଦେଇଛି ସୁବର୍ଣ୍ଣ ସୁଯୋଗ । ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ ଲିମିଟେଡ୍ ଖାଲିପଡିଛି ଅନେକ ପଦବୀ । ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଏ ନେଇ ଆବେଦନ କରିପାରିବେ ।
ଉତ୍କଳ ବିଶ୍ୱବିଦ୍ୟାଳୟ, ଏହାର ବିଭିନ୍ନ ବିଭାଗରେ ଅତିଥି ଅଧ୍ୟାପକ ଚୟନ ପାଇଁ ୱାକ୍-ଇନ୍-ଇଣ୍ଟରଭ୍ୟୁ କରିବ। ବିଜ୍ଞାପନ ଅନୁଯାୟୀ, ବଟାନୀ, ବାୟୋ-ଟେକ୍ନୋଲୋଜୀ, ଲାଇବ୍ରେରୀ ଏବଂ ସୂଚନା ବିଜ୍ଞାନ ଏବଂ ଜୁଲୋଜୀ ବିଭାଗ ପାଇଁ ୮ ଜଣ ଅତିଥି ଅଧ୍ୟାପକ ନିୟୋଜିତ ହେବେ।
ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (RBI)ରେ ଖାଲି ପଡିଛି ୯୫୦ ପଦବୀ । ଏଥିପାଇଁ ଆରବିଆଇ ପକ୍ଷରୁ ଆସିଷ୍ଟାଣ୍ଟ ପଦବୀ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।
ଆସିଷ୍ଟାଣ୍ଟ ଫୋଡର୍ ଡେଭଲପମେଣ୍ଟ ଅଫିସର୍(AFDO) ଓ ସିନିୟର ଲାବୋରେଟୋରୀ ଆସିଷ୍ଟାଣ୍ଟ(SLA) -୨୦୧୯ ପଦବୀ ପାଇଁ ମୁଖ୍ୟ ଲିଖିତ ପରୀକ୍ଷାର ତାରିଖ ଘୋଷଣା ହୋଇଛି। ଓଏସ୍ଏସ୍ସି ଜାରି କରିଥିବା ବିଜ୍ଞପ୍ତିରେ ତାରିଖ ଘୋଷଣା କରିଛି।
କେନ୍ଦ୍ର ମନ୍ତ୍ରଣାଳୟରେ ଚାକିରି ସୁଯୋଗ । SSC ଦ୍ୱାରା ଆୟୋଜିତ ହେବାକୁ ଥିବା Combined Higher Secondary (10 + 2) ସ୍ତରୀୟ ପରୀକ୍ଷା ପାଇଁ ପ୍ରଥମ ପର୍ଯ୍ୟାୟ ଟିୟର୍ -୧ ପରୀକ୍ଷା ହେବ ।
ଭାରତୀୟ ଡାକସେବା ବିଭାଗ ପକ୍ଷରୁ ଷ୍ଟାଫ୍ କାର୍ ଡ୍ରାଇଭର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହି ପଦବୀ ପାଇଁ ଆବେଦନ ଆରମ୍ଭ ହୋଇଥିବାବେଳେ ଆଶୀୟୀ ପ୍ରାର୍ଥୀମାନେ ୧୫ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ଆବେଦନ କରିପାରିବେ ।
ଚାକିରି ଖୋଜୁଥିବା ପିଲାଙ୍କ ପାଇଁ ଖୁସିଖବର । ଏଣିକି ପତଞ୍ଜଳିରେ ମିଳିବ ଚାକିରି ସୁଯୋଗ। ଶୀଘ୍ର ହିଁ ଆବେଦନ କରନ୍ତୁ...
ଉତ୍କଳ ବିଶ୍ୱବିଦ୍ୟାଳୟର ରସାୟନ ବିଜ୍ଞାନର ପିଜି ବିଭାଗ ଫେବୃଆରୀ ୨୧ରେ ଜଣେ ପ୍ରୋଜେକ୍ଟ ଫେଲୋ ନିଯୁକ୍ତି ନେଇ ୱାକ୍-ଇନ୍-ଇଣ୍ଟରଭ୍ୟୁ କରିବ। ବିଭାଗ ଫେବୃଆରୀ ୨୮ ସକାଳ ୧୧ଟାରେ ଆଉ ଏକ ୱାକ୍-ଇନ୍-ଇଣ୍ଟର୍ଭ୍ୟୁ କରିବ।
ବ୍ରଡକାଷ୍ଟ ଇଞ୍ଜିନିୟରିଂ କନ୍ସଲଟାଣ୍ଟସ୍ ଇଣ୍ଡିଆ ଲିମିଟେଡ୍ (BECIL) ପକ୍ଷରୁ ଦିଲ୍ଲୀ ଏନ୍ସିଆର୍ର ସରକାରୀ ହସ୍ପିଟାଲରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ଫେବୃଆରୀ ମାସ ୨୮ ତାରିଖ ମଧ୍ୟରେ ଅନ୍ଲାଇନ୍ରେ ଆବେଦନ ଫର୍ମ ଦାଖଲ କରିପାରିବେ ।
ଆପଣ ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି କି ? ଗେଲ୍ ଇଣ୍ଡିଆ ଲିମିଟେଡ୍(GAIL) ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଏନେଇ ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଆବେଦନ କରିପାରିବେ ।
ଆବେଦନ କରିବାକୁ ଇଚ୍ଛୁକ ପ୍ରାର୍ଥୀମାନେ ଇଣ୍ଡିଆନ୍ କୋଷ୍ଟଗାର୍ଡର ଅଫିସିଆଲ୍ ୱେବସାଇଟ୍ joinindiancoastguard.cdac.in କୁ ଯାଇ ଆବେଦନ କରିପାରିବେ । ଏହି ପଦବୀ ପାଇଁ ଆବେଦନ କରିବାର ଶେଷ ତାରିଖ ୨୮ ଫେବୃଆରୀ ସ୍ଥିର କରାଯାଇଛି ।
ଓଡ଼ିଶା ସଚିବାଳୟର ଗ୍ରୁପ୍-ବିରେ ASO ପଦବୀରେ ନିଯୁକ୍ତି ପାଇଁ ଅନ୍ଲାଇନ୍ ଆବେଦନ ପ୍ରକ୍ରିୟା। ମୋଟ ୭୯୬ ପୋଷ୍ଟ୍ ପୂରଣ ହେବ। ପ୍ରାର୍ଥୀ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରିଥିବେ ଓ ତାଙ୍କର କମ୍ପ୍ୟୁଟର ଆପ୍ଲିକେସନରେ ଯଥେଷ୍ଟ ଜ୍ଞାନ ଥିବ।
ଆପଣ ରେଳବାଇ ବିଭାଗରେ ଚାକିରି କରିବାକୁ ଚାହୁଁଛନ୍ତି କି ? ପୂର୍ବତଟ ରେଳବାଇ ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ପୂର୍ବତଟ ରେଳବାଇରେ ଆପ୍ରେଣ୍ଟିସ ପଦବୀ ପାଇଁ ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀମାନେ ଆବେଦନ କରିପାରିବେ ।
ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (AIIMS) ପକ୍ଷରୁ ଭୁବନେଶ୍ୱର ସିନିୟର ରିସର୍ଚ୍ଚ ଫେଲୋ (SRF) ଏବଂ ପ୍ରୋଜେକ୍ଟ ଟେକ୍ନିସିଆନ ପୋଷ୍ଟ ପାଇଁ ନିଯୁକ୍ତି ବିଜ୍ଞପ୍ତି ଜାରି କରାଯାଇଛି ।