ମୟୂର ପୁଚ୍ଛ ଦେଖିବାକୁ ଯେତିକି ସୁନ୍ଦର ସେତିକି ଶୁଭର ପ୍ରତୀକ । ଜ୍ୟୋତିଷ ଏବଂ ବାସ୍ତୁ ଶାସ୍ତ୍ରରେ ମୟୂର ପୁଚ୍ଛକୁ ଶୁଭର ପ୍ରତୀକ ବୋଲି କୁହାଯାଇଛି । ବାସ୍ତୁ ଅନୁଯାୟୀ ଘରେ ମୟୁର ପୁଚ୍ଛ ରଖିଲେ ଘରକୁ ଲକ୍ଷ୍ମୀ ପ୍ରବେଶ କରନ୍ତି ବୋଲି ବିବେଚନା କରାଯାଏ । ଘରେ ଶାନ୍ତି ରହିବା ସହ ଆର୍ଥିକ ସମସ୍ୟା ଦୂର ହୁଏ ବୋଲି ଶାସ୍ତ୍ରରେ ମାନ୍ୟତା ରହିଛି ।
ଆଜି ଦିନଟି ଭଲରେ ଅତିବାହିତ ହେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ସହିବାର ସମ୍ଭାବନା । ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ ।
ଆଜି ଦିନଟି ଭଲରେ ଅତିବାହିତ ହେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ସହିବାର ସମ୍ଭାବନା । ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ ।
ସାଧାରଣତଃ ଘରେ ବେଳେ ବେଳେ ବିଭିନ୍ନ ସମସ୍ୟା ଉପୁଜିଥାଏ,ଯେପରିକି ଆର୍ଥିକ ସମସ୍ୟା,ସ୍ୱାସ୍ଥ୍ୟ ସମସ୍ୟା,ପାରିବାରିକ କଳହ ସମସ୍ୟା । ବାସ୍ତୁ ଶାସ୍ତ୍ର ବା ଜୈତିଷ ଶାସ୍ତ୍ର ଅନୁସାରେ ଏହାକୁ ବିଭିନ୍ନ ଉପାୟରେ ସମାଧାନ ହୋଇପାରିବ । ମନିପ୍ଲାଣ୍ଟ ଗୋଟିଏ ଏପରି ଗଛ ଯାହା ଆପଣଙ୍କର ଅନେକ ଅସୁବିଧାକୁ ମଧ୍ୟ ଦୂର କରିପାରିବ ।
ଆଜି ୨୦୨୧ ମସିହା ନଭେମ୍ବର ମାସ, ୬ ତାରିଖ, ଶନିବାର, ତୁଳା ୨୧ ଦିନ କାର୍ତ୍ତିକ ମାସ, ଶୁକ୍ଳପକ୍ଷ, ଦ୍ୱିତୀୟା ତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆଜି ୨୦୨୧ ମସିହା ନଭେମ୍ବର ମାସ, ୬ ତାରିଖ, ଶନିବାର, ତୁଳା ୨୧ ଦିନ କାର୍ତ୍ତିକ ମାସ, ଶୁକ୍ଳପକ୍ଷ, ଦ୍ୱିତୀୟା ତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇପାରନ୍ତି। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ଆଜି ଆପଣଙ୍କ ଭାଗ୍ୟ କେମିତି ରହିଛି ?
ଆଜି ୨୦୨୧ ମସିହା ନଭେମ୍ବର ୩ ତାରିଖ ବୁଧବାର, ତୁଳା ୧୮ କାର୍ତ୍ତିକ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର । ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟରେ କଣ ରହିଛି ।
ବହୁ ଲୋକ ଅନେକ ପରିଶ୍ରମ କରି ଅର୍ଥ ଉପାର୍ଜନ କରନ୍ତି ହେଲେ ଅର୍ଥ ସଞ୍ଚୟ କରିପାରନ୍ତି ନାହିଁ । କାରଣ ଘରେ ଥିବା ନକାରାତ୍ମକ ଶକ୍ତି ଅଶାନ୍ତି ସୃଷ୍ଟି କରିଥାଏ ଏବଂ ଘରେ ଉତ୍ତେଜନା ଦେଖାଦେଇଥାଏ । ଏହା ବାସ୍ତୁ ଦୋଷର ବଡ଼ କାରଣ ହୋଇପାରେ । ଘରେ ସକରାତ୍ମକ ଶକ୍ତି ରହିବା ଦ୍ୱାରା ଘରେ ଖୁସିର ବାତାବରଣ ରହିଥାଏ ଏବଂ ଟଙ୍କା ଅଭାବ ଦେଖା ଦେଇନଥାଏ ।
ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। କିନ୍ତୁ ପ୍ରତିକାର ପାଇଁ କଣ କରିବେ?
ଶାସ୍ତ୍ରରେ ପଶୁ ପକ୍ଷୀଙ୍କ ଶୁଭ ଅଶୁଭ ସଂକେତ ସମ୍ପର୍କରେ କୁହାଯାଇଛି । ବେଳେବେଳେ ଜୀବନରେ ହେବାକୁ ଥିବା ଭଲ ଖରାପ ଘଟଣା ଆଡକୁ ଏହି ପଶୁ ପକ୍ଷୀ ସଂକେତ ଦେଇଥାନ୍ତି । ଘରେ ବାଦୁଡ଼ି ଦେଖାଦେଲେ କିମ୍ବା ଘର ଭିତରକୁ ବାଦୁଡ଼ି ପ୍ରବେଶ କଲେ ଅଶୁଭ ବୋଲି ବିବେଚନା କରାଯାଏ ।
ଏହି ସପ୍ତାହରେ ମୋଟାମୋଟି ଭାବେ ମଧ୍ୟମ ଫଳାଫଳ ରହିବ । ବିଦେଶ ଯାତ୍ରା ପାଇଁ ଏକ ଅନୁକୂଳ ସମୟ ରହିବ । କର୍ମକ୍ଷେତ୍ରରେ ଉନ୍ନତି ଓ ପଦୋନ୍ନିତ ପାଇବେ । ପାରିବାରିକ ଜୀବନରେ ଅଳ୍ପ ସମସ୍ୟା ଦେଖାଦେବ । ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ମିଶ୍ରିତ ଫଳାଫଳ ପାଇବେ । ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତିତ ରହିବେ ।
ଆଜି କେମିତି କଟିବ ଆପଣଙ୍କ ଦିନ ଦେଖନ୍ତୁ ଭାଗ୍ୟ ରେଖା |
ଆଜି୨୦୨୧ ମସିହା, ନଭେମ୍ୱର ମାସ, ୧ ତାରିଖ, ସୋମବାର, ତୁଳା ୧୬ ଦିନ କାର୍ତ୍ତିକ ମାସ କୃଷ୍ଣପକ୍ଷ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆମ ଦେଶରେ ନଡ଼ିଆ ତେଲକୁ ବହୁ କ୍ଷେତ୍ରରେ ବ୍ୟବହାର କରାଯାଏ । ସାଧାରଣତଃ ଦକ୍ଷିଣ ଭାରତରେ ନଡ଼ିଆ ତେଲ ଖାଦ୍ୟରେ ମଧ୍ୟ ବ୍ୟବହୃତ ହୋଇଥାଏ । ଆୟୁର୍ବେଦରେ ନଡିଆ ତେଲ ଏକ ଔଷଧୀୟ ତେଲ ଭାବେ ପରିଗଣିତ ହୋଇଥାଏ । ସମସ୍ତେ ଜାଣିଥାନ୍ତି ଯେ ନଡ଼ିଆ ତେଲ ଚୁଟି ପାଇଁ ବହୁତ ଲାଭ ଦାୟକ ।
ସମସ୍ତେ ଇଚ୍ଛା କରିଥାନ୍ତି ଜୀବନରେ ସୁଖ ଓ ଶାନ୍ତିରେ ରହିବା ପାଇଁ । ବେଳେବେଳେ ଅନେକ ଚେଷ୍ଟା କରିବା ସତ୍ୱେ ମଧ୍ୟ ଆମେ ଏଥିରେ ସଫଳ ହୋଇ ନ ଥାଉ । କିନ୍ତୁ ଜୀବନରେ ଯେତେବେଳେ ଆପଣ ଏହି ଧନର ପାଇବାକୁ ଆମେ ଇଛା କରିବା ସେହି ସମୟରେ ଆମେ ନିଜ କର୍ମ ସହିତ ଭଗବାନଙ୍କ ସାନିଧ୍ୟ ମଧ୍ୟ ଆଶା କରିଥାଉ । ତେବେ ଆସନ୍ତୁ ଆଜି ଜାଣିବା ଏପରି କିଛି ମନ୍ତ୍ର ବିଷୟରେ ଯାହା ଆମ ଭାଗ୍ୟକୁ ପରିବର୍ତ୍ତନ କରିଦେବ ।
ଆଜି କେମିତି କଟିବ ଆପଣଙ୍କ ଦିନ ଦେଖନ୍ତୁ ଭାଗ୍ୟ ରେଖା |
ଆଜି୨୦୨୧ ମସିହା, ଅକ୍ଟୋବର ମାସ, ୩୧ ତାରିଖ, ରବିବାର, ତୁଳା ୧୫ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ,ଦଶମୀତିଥି, ମଘାନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
୨୦୨୧ ମସିହା, ଅକ୍ଟୋବର ମାସ ୩୦ ତାରିଖ, ଶନିବାର, ତୁଳା୧୨ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ,ସପ୍ତମୀତିଥି, ପୁନର୍ବସୁ ନକ୍ଷତ୍ର । ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...
୨୦୨୧ ମସିହା, ଅକ୍ଟୋବର ମାସ ୨୮ ତାରିଖ, ଗୁରୁବାର, ତୁଳା୧୨ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ,ସପ୍ତମୀତିଥି, ପୁନର୍ବସୁ ନକ୍ଷତ୍ର । ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ...
୨୦୨୧ ମସିହା, ଅକ୍ଟୋବର ମାସ ୨୭ ତାରିଖ, ବୁଧବାର, ତୁଳା୧୧ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ପୁନର୍ବସୁ ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆଜି ୨୦୨୧ ମସିହା, ଅକ୍ଟୋବର ମାସ, ୨୬ ତାରିଖ, ମଙ୍ଗଳବାର, ତୁଳା୧୦ ଦିନ, କାର୍ତ୍ତିକମାସ,କୃଷ୍ଣପକ୍ଷ, ପଞ୍ଚମୀ ଯୁକ୍ତ ଷଷ୍ଠୀତିଥି, ଆର୍ଦ୍ରାନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ହିନ୍ଦୁ ଧର୍ମରେ କାର୍ତ୍ତିକ ମାସର ବିଶେଷ ମହତ୍ତ୍ୱ ରହିଛି। କାର୍ତ୍ତିକ ମାସକୁ ପବିତ୍ର ମାସ ମଧ୍ୟ କୁହାଯାଏ । ଧାର୍ମିକ ଦୃଷ୍ଟିକୋଣରୁ ଏହି ମାସର ଅନେକ ମହତ୍ତ୍ୱ ରହିଛି । ଏହି ମାସରେ ଖାଦ୍ୟ ପାନୀୟ କିଛି ବିଶେଷ ନିୟମ ରହିଛି । ଏହି ମାସରେ ମାଛ,ମାଂସ ଆଦି ଆମିଷ ସେବନ କରିବା ଭଲ ନୁହେଁ ବୋଲି କୁହାଯାଏ । ଏହାର ଉଭୟ ଧର୍ମିକ ଓ ବୈଜ୍ଞାନିକ କାରଣ ରହିଛି ।
ଆଜି ୨୦୨୧ ମସିହା, ଅକ୍ଟୋବର ମାସ, ୨୫ ତାରିଖ, ସୋମବାର, ତୁଳା୯ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ,ପଞ୍ଚମୀତିଥି, ମୃଗଶିରା ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର,ବିଛାରାଶିର ଘାତଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...