• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Lifestyle Updates

rice
ଭାତ ଓ ରୁଟି ଏକାସଙ୍ଗେ ଖାଉଛନ୍ତି କି? ଜାଣନ୍ତୁ ଏହା ଭଲ ନା ଖରାପ

ଭୁବନେଶ୍ୱର: ଆମ ଦେଶରେ ବହୁ ଲୋକ ଭାତ ସହ ରୁଟି ଖାଇବାକୁ ପସନ୍ଦ କରିଥାନ୍ତି। ବିଶେଷକରି ଉତ୍ତର ଭାରତୀୟ  ଭାତ ଏବଂ ରୁଟି ଏକା ସହ ଖାଇଥାନ୍ତି। କେହି କେହି ଭାତ ଓ ରୁଟି ଏକ ସଙ୍ଗେ ଖାଇବାକୁ ଭଲ କହୁଥିବା ବେଳେ ଆଉ କେହି ଏହାକୁ ମିଶାଇ ଖାଇଲେ ମୋଟା ହେବାର ଆଶଙ୍କା ଥାଏ ବୋଲି କହିଥାନ୍ତି। କିନ୍ତୁ ଜାଣିଛନ୍ତି କି, ଏହାକୁ ମିଶାଇ ଖାଇଲେ ଆମ ସ୍ୱାସ୍ଥ୍ୟ ଉପରେ କିପରି ପ୍ରଭାବ ପଡ଼େ। ଜାଣନ୍ତୁ […]

  • Sunday, 11 July 2021
Kadali Patra Sukha Kankada
କମ୍‌ ତେଲରେ ପ୍ରସ୍ତୁତ କରନ୍ତୁ କଦଳୀ ପତ୍ର ଶୁଖା କଙ୍କଡ଼ା | Kadali Patra Sukha Kankada

ଭୁବନେଶ୍ୱର: କଙ୍କଡ଼ା ତରକାରୀ, କଷା ଖାଇବାକୁ ସମସ୍ତଙ୍କୁ ଭଲ ଲାଗିଥାଏ। ଖାସ୍‌ କରି ଏସବୁ ଅପେକ୍ଷା କଙ୍କଡ଼ା ଝୋଳ ଖାଇବାକୁ ସମସ୍ତେ ପସନ୍ଦ କରିଥାନ୍ତି। ଆଜି ଆପଣଙ୍କୁ କଦଳୀ ପତ୍ରରେ କଙ୍କଡ଼ାର ଏକ ସ୍ୱାଦିଷ୍ଟ ଆଇଟମ୍ ତିଆରି କରିବା ଶିଖାଇବୁ ଯାହା କମ୍‌ ତେଲରେ ପ୍ରସ୍ତୁତ ହେବା ସହ କମ୍‌ ସମୟ ବି ଲାଗିଥାଏ। ଜାଣନ୍ତୁ କିପରି ପ୍ରସ୍ତୁତ କରିବେ କଦଳୀ ପତ୍ର ଶୁଖା କଙ୍କଡ଼ା ଆବଶ୍ୟକ ସାମଗ୍ରୀ କଙ୍କଡ଼ା, ନଡ଼ିଆ ରସ, ପିଆଜ ପେଷ୍ଟ, ଅଦା ରସୁଣ […]

lemon
ତ୍ୱଚାରେ ଚମକ ଆଣିବା ସହ ବହୁ ରୋଗରୁ ମୁକ୍ତି ଦେଇଥାଏ ଲେମ୍ବୁ ପାଣି

ଭୁବନେଶ୍ୱର: ଖରା ଦିନେ ଲେମ୍ବୁ ପାଣି ପିଇବା ଶରୀର ସମେତ ତ୍ୱଚା ଲାଗି ବି ଲାଭଦାୟକ ହୋଇଥାଏ। ଏହା ଶରୀରରେ  ଜଳୀୟ ଅଂଶର ମାତ୍ରା ଠିକ୍‌ ରଖିଥାଏ। ଏଥିରେ ଭିଟାମିନ ସି’ ଭରପୁର ମାତ୍ରାରେ ଥାଏ। ଯାହାକି ସ୍ୱାସ୍ଥ୍ୟ ଲାଗି ଖୁବ୍‌ ଲାଭଦାୟକ ହୋଇଥାଏ। ତ୍ୱଚାରେ ଚମକ ଆଣିବା ସହ ଲେମ୍ବୁ ପାଣି କବଜ୍‌, କିଡନୀ ଜନିତ ବହୁ ସମସ୍ୟାର ସମାଧାନ କରିଥାଏ। ଲେମ୍ବୁ ପାଣି ପିଇବା ଦ୍ୱାରା ଲିଭର ସମସ୍ୟା ବି ଦୂର ହୋଇଥାଏ। ଏହାବ୍ୟତୀତ […]

  • Sunday, 11 July 2021
ofc 2
ଅଫିସରେ ଭଲ କର୍ମଚାରୀ ହେବାକୁ ଚାହୁଁଛନ୍ତି ? ଆପଣାନ୍ତୁ ଏଇ ଉପାୟ

ଭୁବନେଶ୍ୱର: ଏହା ସତ ଯେ, ଆପଣଙ୍କର ଦରମା ଯେତେ ଅଧିକ ହେଲେ ବି ତାହା କମ୍‌ ଲାଗିଥାଏ। ସତରେ ଯଦି ଆପଣଙ୍କୁ ଲାଗୁଛି କି, ଆପଣ କାମ କମ୍‌ କରୁଛନ୍ତି କିମ୍ବା ବସ୍‌ ଆପଣଙ୍କ ଉପରେ ଖୁସି ନାହାନ୍ତି ବୋଲି ଦରମା ବଢ଼ୁନାହିଁ ତେବେ ଆମେ ଆପଣଙ୍କୁ କିଛି ଟିପ୍ସ ଦେବୁ।  ଏହାକୁ ଆପଣାଇଲେ କାମର ଗୁଣବତ୍ତା ବଢ଼ିବ ଏବଂ ଆପଣ ଅଫିସରେ ଜଣେ ଭଲ କର୍ମଚାରୀ ହୋଇ ପାରିବେ। ତା ସହ ଦରମା ମଧ୍ୟ ଭଲ […]

  • Sunday, 11 July 2021
onion
ପିଆଜ ଦେବ କ୍ୟାନସରରୁ ମୁକ୍ତି!

ଭୁବନେଶ୍ୱର: ରୋଷେଇ ସମୟରେ ଆମେ ପିଆଜ ବ୍ୟବହାର କରିଥାଉ। ମୁଖ୍ୟତଃ ଏହାକୁ ଆମେ ମସଲା ଭାବେ ବ୍ୟବହାର କରିଥାଉ। ଏହାକୁ କଞ୍ଚା ମଧ୍ୟ ଖିଆଯାଏ। ପିଆଜ ଖାଦ୍ୟକୁ ସ୍ୱାଦିଷ୍ଟ କରିବା ସହ ଶରୀରକୁ ମଧ୍ୟ ଅନେକ ଫାଇଦା ଦେଇଥାଏ। ଏଥିରେ ଭିଟାମିନ୍‌ ସି, ଫାଇବର୍‌, କ୍ୟାଲ୍‌ସିୟମ୍‌, ଆଇରନ୍‌, ଆଣ୍ଟିଅକ୍ସିଡାଣ୍ଟ ଭଳି ବିଭିନ୍ନ ପ୍ରକାର ଭିଟାମିନ୍‌ ରହିଥାଏ। ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ୍‌ କଲେଅନେକ ଫାଇଦା ମିଳିଥାଏ। ତା’ହାଲେ ଜାଣନ୍ତୁ ଏହା ଆମ ଶରୀରର କେଉଁ ସବୁ ସମସ୍ୟା […]

  • Saturday, 10 July 2021
coriander
ଜାଣନ୍ତି କି ଧନିଆର ଚତ୍ମକାରୀ ଗୁଣ

ଭୁବନେଶ୍ୱର: ଧନିଆ ଏକ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ। ଆମ ରୋଷଇ ଘରେ ଏହା ସବୁ ସମୟରେ ଉପଲବ୍ଧ ରହିଥାଏ। ଧନିଆର ଗଛ ସହ ଏହାର ମଞ୍ଜି ମଧ୍ୟ କାମରେ ଆସିଥାଏ। ଆର୍ୟୁବେଦ ଶାସ୍ତ୍ର ଅନୁଯାୟୀ ଏହା ବିଭିନ୍ନ ରୋଗ ମଧ୍ୟ ଭଲ କରିଥାଏ। ଧନିଆ ସ୍ୱାସ୍ଥ୍ୟ ପାଇଁ ବହୁତ ଉପକାରୀ ହୋଇଥାଏ। ଏହାର ମଞ୍ଜି ମଧ୍ୟ ଆମେ ବିଭିନ୍ନ ଖାଦ୍ୟରେ ବ୍ୟବହାର କରିଥାଉ। ଏହା ମଧ୍ୟ ଶରୀରକୁ ଅନେକ ଫାଇଦା ଦେଇଥାଏ। ଆସନ୍ତୁ ଜାଣିବା ଏହାକୁ ଖାଇବା […]

  • Saturday, 10 July 2021
injured
ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି? ଆପଣାନ୍ତୁ ଏହିସବୁ ଘରୋଇ ଉପଚାର

ଭୁବନେଶ୍ୱର: ଛୋଟବେଳେ ଆପଣ ସାଇକେଲ୍‌ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ି ଯାଇ ଖଣ୍ଡିଆ ହୋଇଥିବେ ନିଶ୍ଚୟ। ତେବେ ଖଣ୍ଡିଆ ହୋଇ ଶରୀରରେ ଏହି ଦାଗ ରହିଲେ ଏହା ସୁନ୍ଦର ଦେଖାଯାଇନଥାଏ। ଫଳରେ ଆମେ ବିଭିନ୍ନ ଉପାୟ ମାଧ୍ୟମରେ ଦାଗ ଲିଭାଇବା ପାଇଁ ଚେଷ୍ଟା କରିଥାଉ। କିଛି ଲୋକ ଏହି ଖଣ୍ଡିଆ ପାଇଁ ସର୍ଜରୀ କରାଇବା ସହ ଆହୁରି ଅନେକ ଚିକିତ୍ସା ମଧ୍ୟ କରାଇଥାନ୍ତି। କିନ୍ତୁ ଏହା ବ୍ୟୟବହୁଳ ହୋଇଥିବାରୁ  ସବୁ ଲୋକ ଏପରି […]

  • Saturday, 10 July 2021
face
ଖରାରେ ହଜି ଯାଉଛି କି ତ୍ୱଚାର ଚମକ? ଆପଣାନ୍ତୁ ଏହି ସବୁ ଘରୋଇ ଉପଚାର…

ଭୁବନେଶ୍ୱର: ଖରାରେ ସବୁବେଳେ ଘରେ ରହିବା ସମ୍ଭବ ନୁହେଁ। ଆଉ କାମରେ ବାହାରକୁ ବାହାରିଲେ ଖରାର ପ୍ରକୋପ ପ୍ରଥମେ ସିଧା ଆମ ମୁହଁରେ ପଡିଥାଏ। ତେଣୁ ଖରା ଦିନେ କିପରି ଆମ ତ୍ୱଚାର ଯତ୍ନ ନେବା  ତାହା ଏକ ବଡ ସମସ୍ୟା। ଖରାରେ ତ୍ୱଚା କଳା ପଡିଯିବା ସହ ଟ୍ୟାନ୍‌ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ। ତେଣୁ ଖରା ଡରରେ ସବୁବେଳେ ଘରେ ନ ବସି କିପରି ଆମେ ଘରୋଇ ଜିନିଷ ବ୍ୟବହାର ଦ୍ୱାରା ତ୍ୱଚାର ରଙ୍ଗରେ […]

  • Saturday, 10 July 2021
joint pain
ଆଣ୍ଠୁ ଗଣ୍ଠି ବିନ୍ଧାରୁ ମୁକ୍ତି ପାଇଁ ଆପଣାନ୍ତୁ ଏହି ସବୁ ଘରୋଇ ଉପଚାର

ଭୁବନେଶ୍ୱର: ଆଜିକାଲି ଆଣ୍ଠୁ ଏବଂ ଅଣ୍ଟା ବିନ୍ଧିବା ଏକ ସାଧାରଣ କଥା। ଅନେକ ଲୋକ ଏହି ସମସ୍ୟାରେ ପୀଡ଼ିତ ଅଛନ୍ତି।  ହେଲେ ଅଧିକାଂଶ ଲୋକ ଏହାକୁ ଖାମଖିଆଲି ଭାବେ ନେଇଥାନ୍ତି।  ଜାଣନ୍ତୁ ଏହି ସମସ୍ୟାରୁ ମୁକ୍ତି ପାଇବାକୁ କିଛି ଘରୋଇ ଉପଚାର। ଯାହାକୁ ବ୍ୟବହାର କରି ଆପଣ ଏହି ସମସ୍ୟାରୁ ଆରାମ ପାଇ ପାରିବେ। ଥଣ୍ଡା ପାଣି ଯଦି ଆପଣଙ୍କର ଆଣ୍ଠୁ ଗଣ୍ଠି କିମ୍ବା ଅଣ୍ଟା ବିନ୍ଧା ହେଉଛି ତେବେ ଥଣ୍ଡା ପାଣିର ପଟି ନେଇ ଆଣ୍ଠୁ ଏବଂ ଅଣ୍ଟାରେ […]

  • Saturday, 10 July 2021
Egg Kurma Recipe
ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ସୁଆଦିଆ ଏଗ୍‌ କୋରମା | Prepare Egg Kurma in Home

ଭୁବନେଶ୍ୱର : ଆମେ ସାଧାରଣତଃ ଚିକେନ୍‌ କୋରମା, ମଟନ୍‌ କୋରମା ବିଷୟରେ ଜାଣିଛନ୍ତି। ହେଲେ କେବେ ଅଣ୍ଡା କୋରମା ବିଷୟରେ ଶୁଣିଛନ୍ତି କି? ଏହା ଖାଇବାକୁ ସୁଆଦିଆ ହୋଇଥିବା ବେଳେ ଗରମାଗରମ ନାନ୍‌, ତନ୍ଦୁରି ସହ ଏହାକୁ ଖାଇବାର ମଜା ଅଲଗା। ଯେଉଁମାନେ ଅଣ୍ଡା ଖାଇବାକୁ ଭଲ ପାଉ ନ ଥିବେ ସେମାନେ ମଧ୍ୟ ଏହାକୁ ଖାଇବାକୁ ମନା କରିବେନି। ଆସନ୍ତୁ ଜାଣିବା ଏହାର ପ୍ରସ୍ତୁତି ବିଷୟରେ। How to Prepare Egg Kurma Recipe ଆବଶ୍ୟକ […]

diabetes
ଏହି ସବୁ ଖାଦ୍ୟ ଖାଇବା ପୂର୍ବରୁ ମଧୁମେହ ରୋଗୀ ସାବଧାନ ରୁହନ୍ତୁ

ଭୁବନେଶ୍ୱର: ଭାରତକୁ ‘କ୍ୟାପିଟାଲ ଅଫ୍‌ ଡାଇବେଟିସ’ କୁହାଯାଉଛି। କାହିଁକି ନା ଆଜିକାଲି ଘରେ ଘରେ ଡାଇବେଟିସ ରୋଗୀଙ୍କୁ ଦେଖିବାକୁ ମିଳିବ। ଖାଦ୍ୟପେୟରେ ଅନିୟମିତତା ଯୋଗୁ ବଂଶଗତ କ୍ରମରେ ମଧ୍ୟ ଏହା ପିଢ଼ିରୁ ପିଢ଼ି ବଢ଼ିଚାଲିଛି। ଏହି ରୋଗୀଙ୍କୁ ସବୁବେଳେ ରକ୍ତ ସର୍କରା ଲେଭଲକୁ ନିୟନ୍ତ୍ରଣରେ ରଖିବାକୁ ଡାକ୍ତର ପରାମର୍ଶ ଦେଇଥାନ୍ତି। ଯଦି ଏହା ନିୟନ୍ତ୍ରଣରେ ନ ରୁହେ, ତେବେ ହାର୍ଟ, କିଡନୀ, ଆଖି ସମ୍ବନ୍ଧିତ ରୋଗ ଦେଖାଯାଏ। ତେଣୁ ଏହାକୁ ନିୟନ୍ତ୍ରଣରେ ରଖିବାକୁ ସବୁବେଳେ ଚେଷ୍ଟିତ ହେବା […]

  • Saturday, 10 July 2021
454566
ବିନା ଅସ୍ତ୍ରୋପଚାରରେ କିଡ୍‌ନୀ ଷ୍ଟୋନ୍‌ରୁ ପାଇପାରିବେ ମୁକ୍ତି

ଭୁବନେଶ୍ୱର: କିଡ୍‌ନୀରେ ଷ୍ଟୋନ୍‌ ବା ପଥର ହେଲେ ସାଧାରଣତଃ ଅସ୍ତ୍ରୋପଚାର ଦ୍ୱାରା ଏହାର ଉପଶମ କରାଯାଇଥାଏ ।   ହେଲେ ଏହାର ଘରୋଇ ଉପଚାର ମଧ୍ୟ ରହିଛି, ଯାହାକୁ ବ୍ୟବହାର କରି କିଡ୍‌ନୀରୁ ପଥର ସମସ୍ୟାକୁ ଦୂର କରାଯାଇପାରିବ। ତା’ହେଲେ ଆସନ୍ତୁ ଜାଣିବା ସେହି ଉପଚାରଗୁଡ଼ିକ ବିଷୟରେ। ୧. ଅଧିକ ପାଣି ପିଅନ୍ତୁ। ଅଧିକ ପାଣି ପିଇଲେ ୟୁରିନ୍‌ ମାଧ୍ୟମରେ ଶରୀରରୁ ବିଷାକ୍ତ ପଦାର୍ଥକୁ ବାହାରିଥାଏ। ଜଣେ ସୁସ୍ଥ ମଣିଷ ଦିନକୁ ୭ ରୁ ୮ ଗ୍ଲାସ୍‌ ପାଣି […]

  • Saturday, 10 July 2021
1234567
ଘରେ ଔଷଧ ପ୍ରସ୍ତୁତ କରନ୍ତୁ, ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଆନ୍ତୁ

ଭୁବନେଶ୍ୱର: ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଲୋକେ ବିଭିନ୍ନ ପ୍ରକାରର ଅଏଣ୍ଟମେଣ୍ଟ ବ୍ୟବହାର କରନ୍ତି। କିନ୍ତୁ ଆୟୁର୍ବେଦରେ ଆଣ୍ଠୁଗଣ୍ଠି ଯନ୍ତ୍ରଣାକୁ କମ୍‌ କରିବା ପାଇଁ ଗଙ୍ଗଶିଉଳି ଫୁଲ ଓ ପତ୍ରରେ ପ୍ରସ୍ତୁତ କାଢ଼ାକୁ ରାମବାଣ ବୋଲି କୁହାଯାଇଛି। ଏହି କାଢ଼ାକୁ ଦିନରେ ଦୁଇ ଥର ଗୋଟିଏ କପ୍‌ ପାଣିରେ ୪୦ ରୁ ୪୫ ଦିନ ପର୍ଯ୍ୟନ୍ତ ପିଇଲେ ଆଣ୍ଠୁଗଣ୍ଠି ଯନ୍ତ୍ରଣା କମ୍‌ ହୋଇଥାଏ। ତା’ହେଲେ ଆସନ୍ତୁ ଜାଣିବା ଏହି କାଢ଼ାକୁ ଘରେ କିପରି ପ୍ରସ୍ତୁତ କରିବେ। […]

  • Saturday, 10 July 2021
443322
ବର୍ଷକୁ ଦେଢ କୋଟି ଜୀବନ ନେଉଛି ଷ୍ଟ୍ରୋକ୍‌, କେମିତି ବର୍ତ୍ତିବେ ଏଥିରୁ ଜାଣନ୍ତୁ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ପାଇଁ ଷ୍ଟ୍ରୋକ ଏକ ଗମ୍ଭୀର ସମସ୍ୟା ଅଟେ। ଯେ କୌଣସି ସ୍ଥାନରେ ଯେ କେହି ବି ଏହାର ଶୀକାର ହୋଇ ପାରନ୍ତି। ବିକଳାଙ୍ଗ ହେବାର ଅନ୍ୟତମ ମୁଖ୍ୟ ଲକ୍ଷଣ ହେଉଛି ଷ୍ଟ୍ରୋକ୍‌। ଷ୍ଟ୍ରୋକ୍‌ରେ ପ୍ରତିବର୍ଷ ଲକ୍ଷାଧିକ ଲୋକଙ୍କ ଜୀବନ ଯାଉଛି। ଯାହା ଜଣା ପଡିଛି, ଆମେ ଠିକ୍‌  ସମୟରେ ଚିକିତ୍ସା ନ କରିବାର ଦ୍ୱାରା ଏହା ଏପରି ଭୟଙ୍କର ପ୍ରତିଶୋଧ ନେଉଛି ମଣିଷଠାରୁ। ଅନ୍ୟପକ୍ଷେ ଠିକ୍‌ ସମୟରେ ଠିକ ଠିକ୍‌ ଚିକିତ୍ସା କଲେ ଏହି […]

  • Saturday, 10 July 2021
Untitled-1
ରସୁଣକୁ ଏମିତି ଖାଇଲେ ନିୟନ୍ତ୍ରିତ ହେବ ଉଚ୍ଚ ରକ୍ତଚାପ

ନୂଆଦିଲ୍ଲୀ: ସାଧାରଣତଃ ଉଚ୍ଚ ରକ୍ତଚାପ ସମସ୍ୟାରେ ପୀଡ଼ିତ ଥିବା ଲୋକଙ୍କୁ କଞ୍ଚା ରସୁଣ ଖାଇବା ପାଇଁ ପରାମର୍ଶ ଦିଆଯାଏ। କଞ୍ଚା ରସୁଣ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ସହାୟକ ହୋଇଥାଏ। ତେବେ ଏହାକୁ ଖାଇବାର ଏକ ସ୍ୱତନ୍ତ୍ର ନିୟମ ରହିଛି, ଯାହାକୁ ଅନୁସରଣ କଲେ ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ ହୋଇପାରେ। ଏକ ଗବେଷଣାରୁ ଏହା ସ୍ପଷ୍ଟ ହୋଇଛି। ଗବେଷଣାରୁ ମିଳିଥିବା ତଥ୍ୟ ଅନୁସାରେ ରସୁଣରୁ ଚୋପା ଛଡ଼ାଇ ଚୋବାଇ ଚୋବାଇ ଖା’ନ୍ତୁ। ଯେମିତି ଏହା ପାଟିରେ ହିଁ […]

  • Saturday, 10 July 2021
retyrt
ଘରର ମୁଖ୍ୟ ଦ୍ୱାର ଏମିତି ରଖିଲେ ବାସ୍ତୁ ଦୋଷ କଟିବ

ଭୁବନେଶ୍ୱର: ଘରର ମୁଖ୍ୟ ଦ୍ୱାର ଆପଣଙ୍କ ଜୀବନ ଉପରେ ଉଭୟ ସକାରାତ୍ମକ ଓ ନକାରାତ୍ମକ ପ୍ରଭାବ ପକାଇଥାଏ। ତେବେ ଏହା ସକାରାତ୍ମକ ନା ନକାରାତ୍ମକ ପ୍ରଭାବ ପକାଇବ, ତାହା ତାର ବାସ୍ତୁ ଉପରେ ନିର୍ଭର କରେ। ବାସ୍ତୁ ଅନୁଯାୟୀ ଏହା ଠିକ୍ ଦିଗରେ ଓ ଠିକ୍ ଭାବରେ ନିର୍ମିତ ହୋଇଥିଲେ ସକାରାତ୍ମକ ପ୍ରଭାବ ପକାଏ। ନହେଲେ ଏହା ନକାରାତ୍ମକ ପ୍ରଭାବ ପକାଏ।  ମୁଖ୍ୟ ଦ୍ୱାର ଠିକ୍‌ ଦିଗରେ ରହିଲେ ଓ ବାସ୍ତୁ ଅନୁସାରେ ନିର୍ମାଣ ହୋଇଥିଲେ ଘରେ […]

  • Saturday, 10 July 2021
574647
କେଉଁ ଦିଗରେ ମନି ପ୍ଲାଣ୍ଟ୍ ରଖିଲେ ଭଲ ?

‍‍ଭୁବନେଶ୍ୱର: କୁହାଯାଏ, ଘରେ ବାସ୍ତୁଦୋଷ ରହିଲେ ଯେତେ ରୋଜଗାର କଲେ ବି ଅଣ୍ଟେ ନାହିଁ। ତେଣୁ ବାସ୍ତୁଦୋଷ ଦୂର କରିବା ପାଇଁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ କରନ୍ତି। ସେହିପରି ବାସ୍ତୁଦୋଷ ଥାଉ କି ନଥାଉ, ଏମିତି କିଛି ଜିନିଷ ରହିଛି ଯେଉଁଗୁଡ଼ିକୁ ଘରେ ରଖିଲେ ଧନ ବଢ଼ିବା ସହିତ ସୁଖଶାନ୍ତି ବଜାୟ ରହିଥାଏ। ସେଥିରୁ ଗୋଟିଏ ହେଉଛି ମନି ପ୍ଲାଣ୍ଟ୍‌। ଆଜିକାଲି ପ୍ରାୟ ପ୍ରତ୍ୟେକଙ୍କ ଘରେ ମନି ପ୍ଲାଣ୍ଟ୍‌ ଦେଖିବାକୁ ମିଳେ। ସମସ୍ତେ ଯେ ଧନବୃଦ୍ଧି […]

  • Saturday, 10 July 2021
bt
ସାବଧାନ ! ଏସବୁ ଲକ୍ଷଣ ଥିଲେ ହୋଇପାରେ ବ୍ରେନ୍‌ ଟ୍ୟୁମର୍‌

ଭୁବନେଶ୍ୱର: ରୋଗ ଯେତେ ବଡ଼ ହେଉ ନା କାହିଁକି, ଠିକ ସମୟରେ ଠିକ୍‌ ଚିକିତ୍ସା କଲେ ଉପଶମ ମିଳିବାର ସମ୍ଭାବନା ରହିଛି। ତେଣୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଠିକ୍‌ ସମୟରେ ରୋଗକୁ ଚିହ୍ନିବା। ରୋଗକୁ ଚିହ୍ନିବାକୁ ହେଲେ ଏହାର ଲକ୍ଷଣକୁ ପ୍ରଥମେ ଚିହ୍ନିବାକୁ  ପଡ଼ିବ। ବିଭିନ୍ନ ରୋଗ ଭଳି ବ୍ରେନ୍‌ ଟ୍ୟୁମର୍‌ ହେଲେ ମଧ୍ୟ ଶରୀରରେ କିଛି ଲକ୍ଷଣ ଦେଖାଯାଏ। ଏହି ଲକ୍ଷଣଗୁଡ଼ିକ ସମ୍ପର୍କରେ ଲୋକେ ଅବଗତ ରହିଲେ ଏହି ରୋଗକୁ ବେଶ୍ ଆଗୁଆ ଚିହ୍ନଟ […]

  • Saturday, 10 July 2021
health
ସାବଧାନ ! ଶରୀରରେ ଏସବୁ ଲକ୍ଷଣ ଦେଖା ଯାଉଥିଲେ ହୋଇପାରେ ପେଟ କ୍ୟାନସର୍

ଭୁବନେଶ୍ୱର: ପେଟର କ୍ୟାନସର୍ ସାଧାରଣତଃ ପେଟ ଭିତରେ ମ୍ୟୁକସ୍ ଉତ୍ପାଦନ କରୁଥିବା କୋଷିକାରୁ ସୃଷ୍ଟି ହୋଇଥାଏ। ପେଟର କ୍ୟାନସର୍ ଅନ୍ୟ କ୍ୟାନସର୍‌ ତୁଳନାରେ ସାଧାରଣ, କିନ୍ତୁ ଏଥିରେ ସବୁଠୁ ଖରାପ ଜିନିଷ ହେଉଛି ଏହାର ଲକ୍ଷଣ ବହୁତ କଷ୍ଟରେ ବୁଝାପଡ଼େ। ଆଉ ସେତେବେଳକୁ ବହୁତ ଡେରି ହୋଇଯାଇଥାଏ। ସାଧାରଣତଃ କ୍ୟାନସର୍‌ର ସୃଷ୍ଟି ସେଇଠୁ ହୋଇଥାଏ ଯେବେ ଡିଏନ୍‌ଏର କୋଷିକାରେ ମ୍ୟୁଟେଶନ୍ ହୋଇଯାଏ। ଏହି ମ୍ୟୁଟେଶନ୍‌ କାରଣରୁ କୋଷିକା ଅନିୟନ୍ତ୍ରିତ ଭାବେ ବଢ଼ିଚାଲେ। ଏହା ଏତେ ବଢ଼ିଯାଏ ଯେ […]

  • Saturday, 10 July 2021
salt-1
ଲୁଣ ପାଣିରେ ଗାଧୋଇଲେ କ’ଣ ଫାଇଦା ମିଳେ ଜାଣନ୍ତି ?

ଭୁବନେଶ୍ୱର: ଲୁଣ ନ ପଡ଼ିଲେ ଖାଦ୍ୟର ସ୍ୱାଦ ରହେ ନାହିଁ।  ଅଧିକ ଲୁଣ ବି ଶରୀର ପାଇଁ ଭଲ ନୁହେଁ। କାରଣ ଅଧିକ ଲୁଣ ଖାଇଲେ ଉଚ୍ଚ ରକ୍ତଚାପ ଭଳି ସମସ୍ୟା ହୋଇଥାଏ। ଖାଦ୍ୟକୁ ବାଦ୍‌ ଦେଲେ, ଲୁଣର ଆଉ କିଛି ଉପକାରୀ ଗୁଣ ବି ଅଛି। କ’ଣ ସେହି ଉପକାରିତା ? ଆସନ୍ତୁ ଜାଣିବା।  – ଏକ ବାଲ୍‌ଟି ହାଲ୍‌କା ଉଷୁମ୍ ପାଣିରେ ଦୁଇ ଚାମଚ ଲୁଣ ଓ ଏକ ଚାମଚ ନଡ଼ିଆ ତେଲ ମିଶାଇ ଗାଧୋଇଲେ […]

  • Saturday, 10 July 2021
salt
ଜାଣନ୍ତି, ଅତ୍ୟଧିକ ଲୁଣ ସେବନ ଶରୀର ପାଇଁ କେତେ ମାରାତ୍ମକ ?

ଖାଦ୍ୟର ସ୍ୱାଦ ବଢାଇଥାଏ ଲୁଣ। ବିନା ଲୁଣରେ ଖାଦ୍ୟ ଖାଇବା ଏକ ପ୍ରକାର ଅସମ୍ଭବ । ଏପରି ଅନେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ଖାଦ୍ୟରେ ଅଧିକ ମାତ୍ରାରେ ଲୁଣ ବ୍ୟବହାର କରିଥାନ୍ତି। ହେଲେ ଜାଣନ୍ତି, ଶରୀର ପାଇଁ କେତେ ମାରାତ୍ମକ ହୋଇପାରେ ଏହି       ଲୁଣ ? ଗୋଟିଏ ବା ଦୁଇଟି ନୁହେଁ, ଏକାଧିକ ରୋଗର ବାହକ ଏହି ଲୁଣ। ଆସନ୍ତୁ ଜାଣିବା, ଶରୀର ପ୍ରତି କେତେ ବିପଦ ଡାକି ଆଣିଥାଏ ଲୁଣ। ୧-ଅଧିକ ଲୁଣ […]

  • Monday, 05 July 2021
toll-macha
ଘରେ ପ୍ରସ୍ତୁତ କରନ୍ତୁ 'ଟୋଲ୍‌ ମାଛ ବେସର'

ଆବଶ୍ୟକୀୟ ସାମଗ୍ରୀ : ମୁଟୁଲା ମାଛ ଭଜା, କଟା ଟମୋଟୋ, କଟା ପିଆଜ, ଲଙ୍କା ଗୁଣ୍ଡ, ଲୁଣ, ହଳଦୀ, ସୋରିଷ, ରସୁଣ, କଞ୍ଚାଲଙ୍କା ଓ ପୋସ୍ତ ଦାନା ବଟା, ପାଣି, ତେଲ ଓ ମହୁଲ ଫଳ ଟୋଲକୁ କାଟି ଲୁଣ ହଳଦୀ ଗୋଳାଇ ରଖନ୍ତୁ। ପ୍ରସ୍ତୁତି ପ୍ରଣାଳୀ : ପ୍ରଥମେ ଗ୍ୟାସ୍‌ ଲଗାଇ ମୁଟୁଲା ମାଛକୁ ଭାଜି ରଖନ୍ତୁ। ଏହାପରେ ଟୋଲ୍‌ ବା ମହୁଳ ଫଳକୁ ଲୁଣ ଓ ହଳଦୀ ଗୁଣ୍ଡ ଦେଇ ସିଝାଇ ଦିଅନ୍ତୁ। କଡ଼େଇରେ ତେଲ ଗରମ […]

  • Saturday, 03 July 2021
haladi
ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ହଳଦୀ

ନୂଆଦିଲ୍ଲୀ: ଆଜିକାଲି ପ୍ରାୟ ଲୋକ ମଧୁମେହ ରୋଗରେ ଆକ୍ରାନ୍ତ। ମଧୁମେହ ପାଇଁ ରକ୍ତରେ ସୁଗାର ସ୍ତର ଅନିୟନ୍ତ୍ରିତ ହୋଇଯାଏ, ଯାହାକୁ ନିୟନ୍ତ୍ରଣ କରିବା ନିହାତି ଆବଶ୍ୟକ | ତେବେ ଏହାର ସମାଧାନ ରହିଛି ଆପଣଙ୍କ ରୋଷେଇ ଘରେ। ଆଜି ଜାଣିବା ଆମେ ପ୍ରତିଦିନ ବ୍ୟବହାର କରୁଥିବା ସେହି ଗୋଟିଏ ସାମଗ୍ରୀ ବିଷୟରେ ଯାହାର ଅନେକ ଗୁଣବତ୍ତା ରହିଛି। ଆପଣ ଏହି ଘରୋଇ ଉପଚାରକୁ ବ୍ୟବହାର କରି ରକ୍ତରେ ସୁଗାରର ମାତ୍ରା ନିୟନ୍ତ୍ରଣ କରିପାରିବେ। ଅନେକ ରୋଗର ଉପଶମ […]

  • Saturday, 03 July 2021
chadhei-basa
ସିମେଇ ବାର୍ଡ ନେଷ୍ଟ

ଭୁବନେଶ୍ୱର: ଘରେ କିଛି ମିଠା ଜାତୀୟ ଖାଦ୍ୟ ପ୍ରସ୍ତୁତ କରିବାକୁ ଚାହୁଁଛନ୍ତି କି? ତେବେ ପ୍ରସ୍ତୁତ କରନ୍ତୁ ସ୍ୱାଦିଷ୍ଟ ସିମେଇ ବାର୍ଡ ନେଷ୍ଟ। ଏହି ମିଠା ଖାଦ୍ୟ ଦେଖିବାକୁ ଯେତିକି ସୁନ୍ଦର ସ୍ୱାଦରେ ମଧ୍ୟ ସେତିକି ଅତୁଳନୀୟ। ତେବେ ଏହି ସିମେଇ ବାର୍ଡ ନେଷ୍ଟ କେମିତି ପ୍ରସ୍ତୁତ କରିବେ ଆସନ୍ତୁ ଜାଣିବା। ଆବଶ୍ୟକ ସାମଗ୍ରୀ:  ମିଲ୍କମେଡ୍‌, କ୍ଷୀର, ସିମେଇ, ବାସୁମତୀ ଚାଉଳ, ଚିନି, କାଜୁ, କିସ୍‌ମିସ୍‌, ଗୁଜରାତି ଗୁଣ୍ଡ ଓ ଘିଅ ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ବାସୁମତୀ […]

  • Saturday, 03 July 2021
pitha
'କଖାରୁ ଫୁଲ ଅଣ୍ଡା ଚାଟ୍‌'

ଆବଶ୍ୟକ ସାମଗ୍ରୀ: ଲୁଣ, କଟା ଟମାଟୋ, କଖାରୁ ଫୁଲ, ସିଝା ଅଣ୍ଡା, କଟା ପିଆଜ, ଧନିଆପତ୍ର, ଲେମ୍ବୁ, ଚାଟ ମସଲା, ଜଲଜିରା ପାଉଡର, ଚାଉଳ ପିଠଉ ଓ ତେଲ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଅଣ୍ଡାକୁ ସିଝାଇ ରଖନ୍ତୁ ଓ ଚାଉଳ ପିଠଉରେ ଲୁଣ, ଲଙ୍କାଗୁଣ୍ଡ ଓ ହଳଦୀଗୁଣ୍ଡ ଗୋଳାଇ ରଖନ୍ତୁ। ଏହାପରେ ସିଝାଅଣ୍ଡାକୁ ଛୋଟ ଛୋଟ କାଟି ସେଥିରେ କଟା ପିଆଜ, କଟା ଟମାଟୋ, ଧନିଆପତ୍ର, ଲେମ୍ବୁ ରସ, ଚାଟ ମସଲା ଓ ଜଲଜିରା ପାଉଡର ପକାଇ […]

  • Saturday, 03 July 2021