ପୌରାଣିକ ଶାସ୍ତ୍ର ଓ ବାସ୍ତୁ ଶାସ୍ତ୍ରର ମାନ୍ୟତା ଅନୁଯାୟୀ, ଏପରି କେତେକ କଥା ବର୍ଣ୍ଣନା କରାଯାଇଛି, ଯାହାକୁ ମାନି ଚଳିଲେ ଘରେ ନାକାରାତ୍ମକ ପରିବେଶ ସୃଷ୍ଟି ହୋଇନଥାଏ । ସନ୍ଧ୍ୟା ପରେ ବିଭିନ୍ନ କାର୍ଯ୍ୟ କରିବା ବର୍ଜନୀୟ ଅଟେ । ଏହି ବର୍ଜନୀୟ କାର୍ଯ୍ୟ କରିବା ଦ୍ୱାରା ମା’ଲକ୍ଷ୍ମୀ କ୍ରୋଧ କରିବା ସହ ଜୀବନରେ ବହୁ ବାଧାବିଘ୍ନ ମଧ୍ୟ ସୃଷ୍ଟି ହୋଇଥାଏ ।
ଏହି ସପ୍ତାହରେ ଆପଣ ଖର୍ଚ୍ଚ ସମୟରେ ଅଧିକ ଯତ୍ନବାନ ହେବେ। ବ୍ୟବସାୟୀମାନେ ସତର୍କ ରହନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଭଲ ଫଳାଫଳ ପାଇବେ।
ଆଜି ୨୦୨୧ ମସିହା, ଅକ୍ଟୋବର, ୧୧ ତାରିଖ, ସୋମବାର, କନ୍ୟା ୨୫ ଦିନ, ଆଶ୍ୱିନ ମାସ , ଶୁକ୍ଳପକ୍ଷ, ଷଷ୍ଠୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଚ୍ଛା ଚନ୍ଦ୍ର,ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ବାସ୍ତୁ ଶାସ୍ତ୍ର ଅନୁସାରେ ଆମ ଜୀବନରେ ଶୁଭ ଓ ଅଶୁଭର ଖୁବ ମହତ୍ତ୍ୱ ରହିଛି । ହିନ୍ଦୁ ଧର୍ମରେ ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ପ୍ରଥମେ ଶୁଭ ସମୟ ଓ ଶୁଭ ବାର ଦେଖାଯାଇଥାଏ । ଏହି ସବୁ କାରଣରୁ ମଣିଷକୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ତେଣୁ ବାସ୍ତୁ ଶାସ୍ତ୍ର ଅନୁସାରେ ବାର ଅନୁସାରେ କାର୍ଯ୍ୟ କରିବା ଉଚିତ୍ । ବାର ଅନୁସାରେ କାର୍ଯ୍ୟକଲେ ମାତା ଲକ୍ଷ୍ମୀଙ୍କ ଆଶୀର୍ବାଦ ସବୁବେଳେ ରହିଥାଏ ବୋଲି ବିବେଚନା କରାଯାଏ ।
ଆଜି ହେଉଛି ୨୦୨୧ ମସିହା ଅକ୍ଟୋବର ତା ୧୦ ରିଖ ରବିବାର । କନ୍ୟା ୨୪ ଦିନ ଆଶ୍ୱିନ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଅନୁରାଧା ନକ୍ଷତ୍ର ।
ସାଧାରଣତଃ ଘରେ ବେଳେ ବେଳେ ବିଭିନ୍ନ ସମସ୍ୟା ଉପୁଜିଥାଏ,ଯେପରିକି ଆର୍ଥିକ ସମସ୍ୟା,ସ୍ୱାସ୍ଥ୍ୟ ସମସ୍ୟା,ପାରିବାରିକ କଳହ ସମସ୍ୟା । ବାସ୍ତୁ ଶାସ୍ତ୍ର ବା ଜୈତିଷ ଶାସ୍ତ୍ର ଅନୁସାରେ ଏହାକୁ ଶନି ଦୋଷ ଲାଗିଥାଏ ବୋଲି ବିବେଚନା କରାଯାଏ । ଶନି ଦୋଷରୁ ମୁକ୍ତି ପାଇବା ପାଇଁ ୭ଟି ଶନିବାର ଶନିଦେବଙ୍କୁ ପୂଜା କରାଯାଏ । ତେବେ ବାସ୍ତୁ ଶାସ୍ତ୍ର ଅନୁସାରେ ଶନିବାର ଦିନ ସବୁ ରାଶିର ଅଲଗା ଅଲଗା ପୂଜା କରିବାର ବିଧି ରହିଛି ।
ଆଜି ୨୦୨୧ ମସିହା, ଅକ୍ଟୋବର, ୯ ତାରିଖ, ଶନିବାର, କନ୍ୟା ୨୩ ଦିନ ଆଶ୍ୱିନ ମାସ, ଶୁକ୍ଳ ପକ୍ଷ, ତୃତୀୟା ଭୁକ୍ତ ଚତୁର୍ଥୀ ତିଥି, ବିଶାଖା ନକ୍ଷତ୍ର, ତୁଳା ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ପ୍ରାୟତଃ ସମସ୍ତେ ଛୋଟ ୱାଲେଟ୍ ବା ପର୍ସ ନିଜ ପାଖରେ ରଖିଥାନ୍ତି । ବିଶେଷକରି ଏଥିରେ ଟଙ୍କା ରଖାଯାଏ । କିନ୍ତୁ ପ୍ରାୟତଃ ଲୋକମାନେ ଏଥିରେ ଅନ୍ୟ ବର୍ଜ୍ୟବସ୍ତୁ ମଧ୍ୟ ରଖିଦେଇଥାନ୍ତି । ବାସ୍ତୁ ଶାସ୍ତ୍ର ଅନୁଯାୟୀ ଏହା ଦ୍ୱାରା ଆପଣଙ୍କ ଉପରେ ନକାରାତ୍ମକ ଶକ୍ତିର ପ୍ରଭାବ ପଡିଥାଏ । ଏଭଳି ପରିସ୍ଥିତିରେ ଆପଣ ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି । ତେଣୁ ୱାଲେଟ୍ ବା ପର୍ସ ସହିତ ଜଡିତ କିଛି ଜିନିଷ ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ ।
ଆଜି ୨୦୨୧ ମସିହା, ଅକ୍ଟୋବର, ୮ ତାରିଖ, ଶୁକ୍ରବାର କନ୍ୟା ୨୨ ଦିନ ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ.....
ଆଜି ୨୦୨୧ ମସିହା, ଅକ୍ଟୋବର, ୭ ତାରିଖ, ଗୁରୁବାର କନ୍ୟା ୨୧ ଦିନ ଆଶ୍ୱିନ ମାସ, ଶୁକ୍ଳ ପକ୍ଷ, ପ୍ରତିପଦା ତିଥି, ଚିତ୍ରା ନକ୍ଷତ୍ର କନ୍ୟା ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆଜି ହେଉଛି ୨୦୨୧ ମସିହା ଅକ୍ଟୋବର ୬ ରିଖ ବୁଧବାର । କନ୍ୟା ୨୦ ଦିନ, ଆଶ୍ୱିନ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥି ହସ୍ତା ନକ୍ଷତ୍ର । ଆଜିର ନିଷେଧ ଖାଦ୍ୟ: ଆମିଷ । ଆଜି ମହାଳୟା ଶ୍ରାଦ୍ଧ ଓ ନବରାତ୍ରୀ ପୂଜାରମ୍ଭ ।
ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୫ ତାରିଖ, ମଙ୍ଗଳବାର, କନ୍ୟା ୧୯ ଦିନ ଆଶ୍ୱିନ ମାସ, କୃଷ୍ଣ ପକ୍ଷ, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୪ ତାରିଖ, ସୋମବାର, କନ୍ୟା ୧୮ ଦିନ ଆଶ୍ୱିନ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଏହି ସପ୍ତାହରେ ଆପଣ ଖର୍ଚ୍ଚ ସମୟରେ ଅଧିକ ଯତ୍ନବାନ ହେବେ। ସଂଚୟ କରିବା ନେଇ ଆପଣ ସମସ୍ୟା ଦେଖାଦେବ। ବଡ଼ ବିନିଯୋଗ କରିବା ସମୟରେ ଆପଣଙ୍କୁ ସତର୍କ ରହିବାକୁ ପଡିବ କାରଣ ସେଠାରେ ଆର୍ଥିକ କ୍ଷତି ଦେଖାଦେଇପାରେ।
ସୁସ୍ଥ ଶରୀର ମଣିଷର ସବୁଠୁ ବଡ଼ ପୁଞ୍ଜି । ବେଳେବେଳେ ଏପରି ହୋଇଥାଏ ଘରର କୌଣସି ସଦସ୍ୟଙ୍କୁ ଦୀର୍ଘ ଦିନ ଧରି ରୋଗରେ ଆକ୍ରାନ୍ତ ରହିବାର ଦେଖା ଦେଇଥାଏ ଓ ବିଭିନ୍ନ ଉପାୟ କଲେ ମଧ୍ୟ ଶରୀର ଠିକ୍ ହୋଇନଥାଏ । ତେବେ ବାସ୍ତୁଶାସ୍ତ୍ର ଅନୁସାରେ ଏହାକୁ ବାସ୍ତୁ ଦୋଷ ବୋଲି କୁହାଯାଏ । ଆସନ୍ତୁ ଜାଣିବା କଣ ରହିଛି କାରଣ ।
ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୩ ତାରିଖ, ରବିବାର, କନ୍ୟା ୧୭ ଦିନ ଆଶ୍ୱିନ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ମଘା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ପ୍ରାୟତଃ ଆମେ ବହୁବାର ବିନା ମୂଲ୍ୟରେ କିଛି ଜିନିଷ ଅନ୍ୟମାନଙ୍କଠାରୁ ନେଇଥାଉ । ବାସ୍ତୁ ଶାସ୍ତ୍ରରେ କିଛି ଏଭଳି ଜିନିଷ ବିଷୟରେ କୁହାଯାଇଛି ଯାହାକୁ ଆମେ ବିନା ପଇସାରେ ଅନ୍ୟଠାରୁ ନେଉଥିବା ଜିନିଷ ଆମ ପାଇଁ କ୍ଷତିକାରକ ହୋଇପାରେ । ଏହା ଆମ ସାଧାରଣ ଜୀବନରେ ଆର୍ଥିକ ଓ ଘରୋଇ ସମସ୍ୟା ସୃଷ୍ଟି କରିଥାଏ ।
ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୧ ତାରିଖ, ତାରିଖ ଶନିବାର, କନ୍ୟା ୧୬ ଦିନ ଆଶ୍ୱିନ ମାସ କୃଷ୍ଣପକ୍ଷ ଏକାଦଶୀ ତିଥି ଅଶ୍ଳେଷା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ଆଜି ୨୦୨୧ ମସିହା, ଅକ୍ଟୋବର ମାସ ୧ ତାରିଖ, ଶୁକ୍ରବାର, କନ୍ୟା ୧୫ ଦିନ ଆଶ୍ୱିନ ମାସ କୃଷ୍ଣପକ୍ଷ ଦଶମୀ ତିଥି ପୂଷ୍ୟା ନକ୍ଷତ୍ର କର୍କଟ ଚନ୍ଦ୍ର , ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ବହୁ ଲୋକଙ୍କ ଅଧିକ ପରିଶ୍ରମ କରିବା ପରେ ମଧ୍ୟ ଘରେ ଆର୍ଥିକ ଅନାଟନ ଦେଖା ଦେଇଥାଏ । ତେବେ ବାସ୍ତୁ ଶାସ୍ତ୍ର ଅନୁଯାୟୀ ସକାଳୁ ଉଠି ବହୁ ଦିଗରେ ଧ୍ୟାନ ଦେଲେ ଆପଣ ଧନ, ଐଶ୍ୱର୍ଯ୍ୟ,ସହ ଲକ୍ଷ୍ମୀଙ୍କର ପ୍ରସନ୍ନତା ଲାଭ କରିପାରିବେ ।
୨୦୨୧ ମସିହା, ସେପ୍ଟେମ୍ବର ମାସ ୩୦ ତାରିଖ, ଗୁରୁବାର, କନ୍ୟା ୧୪ ଦିନ, ଆଶ୍ୱିନମାସ, କୃଷ୍ଣପକ୍ଷ, ନବମୀତିଥି, ପୁନର୍ବସୁ ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...
ବାସ୍ତୁ ବା ଜୋତିଷ ଶାସ୍ତ୍ର ଅନୁଯାୟୀ ଦାନ କରିବାର ଏକ ନିୟମ ଓ ପଦ୍ଧତି ରହିଛି । ଏପରି କରିବା ଦ୍ୱାରା ପୁଣ୍ୟ ଓ ଶୁଭ ଫଳ ମିଳିଥାଏ । ତେବେ ଚାଲନ୍ତୁ ଜାଣିବା ଦାନ କରିବାର ନିୟମ । କିଛି ଜିନିଷ ସୂର୍ଯ୍ୟାସ୍ତ ପରେ କେବେବି ଦାନ କରାଯିବା ଉଚିତ୍ ନୁହେଁ । ଅନ୍ୟଥା, ଘରେ ସୁଖ ଏବଂ ସମୃଦ୍ଧି ଆସିବା ପରିବର୍ତ୍ତେ ଦେବା-ଦେବୀଙ୍କ ଅସନ୍ତୋଷର ସାମ୍ନା କରିବାକୁ ପଡିପାରେ ।
୨୦୨୧ ମସିହା, ସେପ୍ଟେମ୍ବର ମାସ ୨୯ ତାରିଖ, ବୁଧବାର, କନ୍ୟା ୧୩ ଦିନ, ଆଶ୍ୱିନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଆର୍ଦ୍ରା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ....
ତୁଳସୀ ଗଛକୁ ହିନ୍ଦୁ ଧର୍ମ ଅନୁସାରେ ପୂଜା କରାଯାଇଥାଏ । ବାସ୍ତୁ ଶାସ୍ତ୍ର ଅନୁଯାୟୀ ତୁଳସୀ ଗଛ ଘରେ ସାକାରତ୍ମକ ବାତାବରଣ ସୃଷ୍ଟି କରିଥାଏ ଏବଂ ନାକାରତ୍ମକ ଶକ୍ତିକୁ ନଷ୍ଟ କରିଥାଏ । ପ୍ରାୟତଃ ସମସ୍ତଙ୍କ ଘରେ ତୁଳସୀ ଗଛ ରହିଥାଏ । କିନ୍ତୁ ଏହି ଗଛକୁ ଲାଗାଇବା ପାଇଁ କେତେକ ନିୟମ ରହିଛି ଯାହା ଦ୍ୱାରା ଘରେ ଅନେକ ବାସ୍ତୁ ଦୋଷ ଦୂର ହୋଇଥାଏ ।
ଆଜି ୨୦୨୧ ମସିହା, ସେପ୍ଟେମ୍ବର ମାସ ୨୮ ତାରିଖ, ମଙ୍ଗଳବାର। ଆସନ୍ତୁ ଦେଖିବା ଆଜି ଆପଣଙ୍କ ଭାଗ୍ୟ କଣ ରହିଛି ।