Advertisment

ବୈବାହିକ ଜୀବନକୁ ମଧୁର କରେ ସଜନା ଛୁଇଁ ସୁପ୍ : ଜାଣନ୍ତୁ ଏହାର ମହତ ଗୁଣ ବିଷୟରେ

ଆପଣଙ୍କର ବାଡ଼ି ବଗିଚାରେ ସଜନା ଛୁଇଁ ଗଛ ନିଶ୍ଚୟ ଥିବ। ଏହାର ଛୁଇଁକୁ ଦୈନିକ ରୋଷେଇରେ ବ୍ୟବହାର କରୁଥିବେ। ହେଲେ ଆପଣ ଜାଣନ୍ତି କି,ଏହା କେତେ ଉପକାରୀ? ଏହା ଖାଇବାକୁ ଯେତିକି ସ୍ୱାଦିଷ୍ଟ , ତା’ଠାରୁ ଅଧିକ ସ୍ୱାସ୍ଥ୍ୟ ପାଇଁ ଭଲ। ସଜନା ଛୁଇଁ ଆମ ଶରୀରରେ ଦେଖାଯାଉଥିବା ଅନେକ ସ୍ୱାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଅନେକ ରୋଗର ନିରାକରଣରେ ଏହା ସାହାଯ୍ୟ କରିଥାଏ। ଥଣ୍ଡା ,କାଶ ,ଗଳା ବସି ଯାଇଥିଲେ ଓ ଛାତିରେ କମ୍ଫ ଜମିଯାଇଥିଲେ […]

ବୈବାହିକ ଜୀବନକୁ ମଧୁର କରେ ସଜନା ଛୁଇଁ ସୁପ୍ : ଜାଣନ୍ତୁ ଏହାର ମହତ ଗୁଣ ବିଷୟରେ

drumstick

Advertisment

ଆପଣଙ୍କର ବାଡ଼ି ବଗିଚାରେ ସଜନା ଛୁଇଁ ଗଛ ନିଶ୍ଚୟ ଥିବ। ଏହାର ଛୁଇଁକୁ ଦୈନିକ ରୋଷେଇରେ ବ୍ୟବହାର କରୁଥିବେ। ହେଲେ ଆପଣ ଜାଣନ୍ତି କି,ଏହା କେତେ ଉପକାରୀ? ଏହା ଖାଇବାକୁ ଯେତିକି ସ୍ୱାଦିଷ୍ଟ , ତା’ଠାରୁ ଅଧିକ ସ୍ୱାସ୍ଥ୍ୟ ପାଇଁ ଭଲ। ସଜନା ଛୁଇଁ ଆମ ଶରୀରରେ ଦେଖାଯାଉଥିବା ଅନେକ ସ୍ୱାସ୍ଥ୍ୟ ସମସ୍ୟା ଦୂର କରିଥାଏ। ଅନେକ ରୋଗର ନିରାକରଣରେ ଏହା ସାହାଯ୍ୟ କରିଥାଏ। ଥଣ୍ଡା ,କାଶ ,ଗଳା ବସି ଯାଇଥିଲେ ଓ ଛାତିରେ କମ୍ଫ ଜମିଯାଇଥିଲେ ସଜନା ଛୁଇଁ ଖୁବ ଫଳପ୍ରଦ ହୋଇଥାଏ।

Advertisment

publive-imageଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏହା ଆମର ସେକ୍ସୁଆଲ ପାୱାର ବଢାଇବାରେ ମଧ୍ୟ ସାହାଯ୍ୟ କରିଥାଏ । ଏହାକୁ ପାଣିରେ ସିଝାଇ ସୁପ୍ କରି ପିଇଲେ ଏହା ଯୌନ କ୍ଷମତା ବଢାଇଥାଏ । ଏହା ସହ ଆମର ପାଚନ ତନ୍ତ୍ରକୁ ମଜବୁତ୍ କରିଥାଏ । ଏହା ଶରୀରରେ ରକ୍ତକୁ ସଫା କରିଥାଏ । ଡାଇବେଟିସକୁ କଂଟ୍ରୋଲ କରିବାରେ ମଧ୍ୟ ଏହା ଖୁବ୍ ସାହାଯ୍ୟ କରିଥାଏ । ଏଥିରେ ଆଂଟି ବ୍ୟାକ୍ଟେରିଆ ଗୁଣ ଥିବାରୁ ଏହା ଅନେକ ରୋଗର ସଂକ୍ରମଣରୁ ରକ୍ଷା କରିଥାଏ ।

publive-imageସଜନା ଛୁଇଁରେ କଣ କଣ ଭିଟାମିନ ଥାଏ ?
ଏଥିରେ ଭିଟାମିନ-ସି ପ୍ରଚୁର ପରିମାଣରେ ଥାଏ । ଏହାଛଡା ଏହା ବିଟା କେରୋଟିନ୍ ପ୍ରୋଟିନ୍ ଓ ଅନେକ ପ୍ରକାର ଲବଣରେ ଭରପୂର ଏବଂ ମାଗ୍ନେସିୟମ୍ ,ପୋଟାସିୟମ୍ ଓ ଫାଇବରର ଅଂଶ ଏହି ସଜନାରେ ରହିଛି ।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ