Advertisment

ଘରେ ପ୍ରସ୍ତୁତ କରନ୍ତୁ ଦହି ଚିଙ୍ଗୁଡ଼ି

ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, ବସାଦହି, ସୋରିଷ, ରସୁଣ, ଲଙ୍କା, ଲୁଣ, ହଳଦୀ ଓ ତେଲ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ଏହାକୁ ପରିଷ୍କାର କରି ସେଥିରେ ଲୁଣ, ହଳଦୀ, କଞ୍ଚାତେଲ ଏବଂ ଦହି ମିଶାଇ ଦିଅନ୍ତୁ। ରସୁଣ, ସୋରିଷ ଓ କଞ୍ଚାଲଙ୍କାକୁ ଗ୍ରାଇଣ୍ଡରରେ ଭଲ ଭାବରେ ବାଟି ଚିଙ୍ଗୁଡ଼ି ଓ ଦହିଗୋଳା ସହିତ ମିଶାନ୍ତୁ। ଏ ସବୁକୁ ଢାଙ୍କୁଣୀ ଥିବା କଡ଼େଇରେ ଅଳ୍ପ ଆଞ୍ଚରେ ସିଝାନ୍ତୁ ଏବଂ ଜକଜକିଆ ଝୋଳ ରହିଥିବା ଅବସ୍ଥାରେ ଓହ୍ଲାଇ […]

ଘରେ ପ୍ରସ୍ତୁତ କରନ୍ତୁ ଦହି ଚିଙ୍ଗୁଡ଼ି

prawn curd

Advertisment

ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, ବସାଦହି, ସୋରିଷ, ରସୁଣ, ଲଙ୍କା, ଲୁଣ, ହଳଦୀ ଓ ତେଲ।

Advertisment

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ଏହାକୁ ପରିଷ୍କାର କରି ସେଥିରେ ଲୁଣ, ହଳଦୀ, କଞ୍ଚାତେଲ ଏବଂ ଦହି ମିଶାଇ ଦିଅନ୍ତୁ। ରସୁଣ, ସୋରିଷ ଓ କଞ୍ଚାଲଙ୍କାକୁ ଗ୍ରାଇଣ୍ଡରରେ ଭଲ ଭାବରେ ବାଟି ଚିଙ୍ଗୁଡ଼ି ଓ ଦହିଗୋଳା ସହିତ ମିଶାନ୍ତୁ। ଏ ସବୁକୁ ଢାଙ୍କୁଣୀ ଥିବା କଡ଼େଇରେ ଅଳ୍ପ ଆଞ୍ଚରେ ସିଝାନ୍ତୁ ଏବଂ ଜକଜକିଆ ଝୋଳ ରହିଥିବା ଅବସ୍ଥାରେ ଓହ୍ଲାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ପରେ ଏହାକୁ ଗରମ ଗରମ ଭାତ ସହ ଖାଆନ୍ତୁ।

Prawn Curd Recipe Prawn Curd Prawn
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ