ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ଉତ୍ସବ ହେଉଛି ଶ୍ରୀଜୀଉଙ୍କ ବାହୁଡାଯାତ୍ରା। ବଡ଼ଦାଣ୍ଡରେ ପୁଣି ଜମିଲାଣି ଭିଡ଼ । ଗୁଣ୍ଡିଚା ଘରୁ ବାହାରିଲେଣି ମହାପ୍ରଭୁ । ଭାଇ-ଭଉଣୀଙ୍କୁ ଧରି ବାହୁଡ଼ିବେ ଶ୍ରୀମନ୍ଦିର । ଆଷାଢ଼ ଶୁକ୍ଳପକ୍ଷ ଦଶମୀରେ ପାଳନ ହୁଏ ମହାପ୍ରଭୁଙ୍କ ଏହି ବାହୁଡା ଯାତ୍ରା। ୯ ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ସାରି ଭାଇ ଭଉଣୀଙ୍କ ସହ ବଡ଼ ଦେଉଳକୁ ଫେରନ୍ତି କାଳିଆ ସାଆନ୍ତେ। କାଳିଆ ଠାକୁରଙ୍କ ଏହି ଫେରିବା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ। ଶ୍ରୀବିଗ୍ରହମାନଙ୍କର ଏହି ବାହୁଡାଯାତ୍ରାକୁ ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ତେବେ ବାହୁଡ଼ାଯାତ୍ରା ସମ୍ପର୍କରେ ଟିକିନିଖି ଖବର ଜାଣିବା ପାଇଁ ଆମ ସହ ଯୋଡ଼ି ହୋଇ ରୁହନ୍ତୁ, otvkhabar.in କୁ ଲଗ୍ଇନ୍ କରନ୍ତୁ।
21:47 PM
ଭକ୍ତି ଓ ଭାବରେ ବୁଡ଼ିଛି ଶ୍ରୀକ୍ଷେତ୍ର । ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ୁଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ତାଳଧ୍ବଜ , ଦେବଦଳନ ଓ ନନ୍ଦିଘୋଷ । ଲକ୍ଷ୍ମୀନାରାୟଣ ଭେଟ ସାରି ପଛେ ପଛେ ପହଞ୍ଚିଲେ ନନ୍ଦିଘୋଷ । ଲକ୍ଷ୍ମୀ-ନାରାୟଣ ଭେଟ ପାଇଁ ଶ୍ରୀନଅର ସମ୍ମୁଖରେ ଅଟକିଥିଲେ କାଳିଆ ସାଆନ୍ତ । ଶ୍ରୀନଅରରୁ ବାହାରି ମାଆ ଲକ୍ଷ୍ମୀଙ୍କୁ ରଥ ନିକଟକୁ ଆଣିଥିଲେ ଗଜପତି । ଏହାପରେ ରୀତିନୀତି ମୁତାବକ ଲକ୍ଷ୍ମୀନାରୟଣ ଭେଟ ଅନୁଷ୍ଠିତ ହୋଇଥିଲା। ଜୟ ଜଗନ୍ନାଥ ଧ୍ବନୀ ସହ ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ରର ଗଗନପବନ। ଅଧିକ ପଢନ୍ତୁ...
21:19 PM
20:47 PM
ଜନ୍ମବେଦିରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ପାଖାପାଖି ପହ଼ଞ୍ଚି ସାରିଥିଲା ବେଳେ ପଛେ ପଛେ ଆସୁଛନ୍ତି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ କାଳିଆ ସାଆଁନ୍ତଙ୍କ ନନ୍ଦିଘୋଷ । ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ପାଇଁ ପୁରୀରେ ଭକ୍ତଙ୍କର ବିପୁଳ ସମାଗମ ହୋଇଛି । ପଢନ୍ତୁ ଏହି ଖବର...
20:39 PM
20:13 PM
19:11 PM
18:34 PM
18:18 PM
17:58 PM
17:38 PM
17:22 PM
17:21 PM
17:18 PM
16:54 PM
16:17 PM
16:07 PM
15:56 PM
15:50 PM
15:39 PM
15:32 PM
15:13 PM
15:12 PM
15:11 PM
14:58 PM
14:13 PM
14:11 PM
14:11 PM
14:10 PM
14:09 PM
14:08 PM
14:07 PM
ରଥ ଉପରକୁ କୌଣସି ଅଣସେବକ ଚଢିବା ନିଷେଧ । ଏନେଇ ବ୍ୟତିକ୍ରମ ସାମ୍ନାକୁ ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ନିର୍ଦ୍ଦିଷ୍ଟ ଭାବେ ୨ ଜଣ ଅନଧିକୃତ ବ୍ୟକ୍ତି ରଥ ଉପରକୁ ଚଢିବା ଶ୍ରୀମନ୍ଦିର ପ୍ରଶାସନ ନଜରକୁ ଆସିଛି । ସମ୍ପୃକ୍ତ ବ୍ୟକ୍ତି ଜଣେ କେନ୍ଦ୍ର ସରକାରଙ୍କ ଉଚ୍ଚ ପଦସ୍ଥ ଅଧିକାରୀ ଏବଂ ଆଉ ଜଣେ ବେସରକାରୀ/ସମବାୟ ଅନୁଷ୍ଠାନର ଅଧିକାରୀ ବୋଲି ପ୍ରାଥମିକ ସୂଚନା ମିଳିଛି । ଅଧିକ ପଢ଼ନ୍ତୁ...
13:41 PM
13:33 PM
13:32 PM
13:28 PM
13:27 PM
13:22 PM
13:20 PM
13:12 PM
13:12 PM
13:07 PM
12:59 PM
12:58 PM
12:57 PM
12:57 PM
12:42 PM
12:36 PM
12:35 PM
12:24 PM
12:24 PM
12:19 PM
12:15 PM
12:15 PM
12:14 PM
12:13 PM
11:55 AM
11:52 AM
11:48 AM
11:47 AM
11:46 AM
11:37 AM
11:36 AM
11:32 AM
11:31 AM
11:30 AM
11:30 AM
11:29 AM
ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ । ତେବେ ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର । ଏହାପରେ ଦେବୀ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ରଥକୁ ବିଜେ କରିବେ । ଶେଷରେ ଗହଳି ଲଗାଇ ରତ୍ନବେଦିରୁ ହଲି ହଲି ରଥକୁ ଆସିବେ କଳା ଠାକୁର । ଅଧିକ ପଢ଼ନ୍ତୁ...
11:16 AM
11:10 AM
11:10 AM
11:09 AM
ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ଉତ୍ସବ ହେଉଛି ଶ୍ରୀଜୀଉଙ୍କ ବାହୁଡାଯାତ୍ରା। ଆଷାଢ଼ ଶୁକ୍ଳପକ୍ଷ ଦଶମୀରେ ପାଳନ ହୁଏ ମହାପ୍ରଭୁଙ୍କ ଏହି ବାହୁଡା ଯାତ୍ରା। ୯ ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ସାରି ଭାଇ ଭଉଣୀଙ୍କ ସହ ବଡ଼ ଦେଉଳକୁ ଫେରନ୍ତି କାଳିଆ ସାଆନ୍ତେ। କାଳିଆ ଠାକୁରଙ୍କ ଏହି ଫେରିବା ଯାତ୍ରାକୁ ବାହୁଡ଼ା ଯାତ୍ରା କୁହାଯାଏ। ଶ୍ରୀବିଗ୍ରହମାନଙ୍କର ଏହି ବାହୁଡାଯାତ୍ରାକୁ ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ତେବେ ଆସନ୍ତୁ ମହାପ୍ରଭୁଙ୍କ ଏହି ଯାତ୍ରା ବିଷୟରେ ଜାଣିନେବା। ଅଧିକ ପଢ଼ନ୍ତୁ...
10:51 AM
10:45 AM
10:45 AM
10:20 AM
10:20 AM
10:15 AM
10:14 AM
10:13 AM
10:13 AM
10:05 AM
10:03 AM
10:02 AM
10:02 AM
10:01 AM
10:01 AM
10:00 AM
09:59 AM
09:58 AM
09:44 AM
09:34 AM
09:34 AM
09:33 AM
09:33 AM
09:11 AM
09:02 AM
08:54 AM
08:52 AM
08:51 AM
08:37 AM
08:34 AM
08:08 AM
08:07 AM
08:04 AM
08:00 AM
07:38 AM
07:07 AM
ସରିଲା ଜନ୍ମବେଦୀରେ ଲୀଳାଖେଳା । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ । ଅଧିକ ପଢ଼ନ୍ତୁ...
07:07 AM